Home Left

ଏସିଆ କପ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପୂର୍ବତନ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୨୯।୮: ସେପ୍ଟେମ୍ବର ୨ରେ ଏସିଆ କପରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ଏହାପୂର୍ବରୁ କ୍ରିକେଟ ଭେଟେରାନମାନେ ଭାରତ-ପାକିସ୍ତାନ ମ୍ୟାଚ ଉପରେ କ୍ରମାଗତ ଭାବରେ ନିଜର ମତାମତ ଦେଉଛନ୍ତି। ତେବେ ବର୍ତ୍ତମାନ ପାକିସ୍ତାନର ପୂର୍ବତନ ଭେଟେରାନ ୱାସିମ ଆକ୍ରମ ଭାରତ-ପାକିସ୍ତାନ ମ୍ୟାଚକୁ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଫୁଲବାଣୀ,୨୯ା୮(ରାକେଶ କୁମାର ରାଉତ ): କନ୍ଧମାଳ ଜିଲାରୁ ଦାଦନ ଦୁଃଖ ସରିବାର ନାଁ ଧରୁନି। କାମଧନ୍ଦା ଖୋଜିବାକୁ ରାଜ୍ୟ ବାହାରକୁ ଯାଉଥିବା ଲୋକଙ୍କ ବିଭିନ୍ନ ପରିସ୍ଥିତିରେ ମୃତ୍ୟୁ ହେବା ଘଟଣା ଲଗାତାର ଘଟୁଛି। କିଛିଦିନ ତଳେ ରୋଜଗାର ପାଇଁ ବେଙ୍ଗାଲୁର ଯାଇଥିବା…

ଗଣ୍ଡାହାତୀ ଜଳପ୍ରପାତ ଅଞ୍ଚଳରେ ମଦ, ପଲିଥିନ ବ୍ୟବହାରରେ କଟକଣା

ପାରଳାଖେମୁଣ୍ଡି,୨୯ା୮(ଗିରିଧାରୀ ପରିଛା): ରାୟଗଡ଼ ବ୍ଲକ ତଥା ଗାରବନ୍ଧ ଥାନା ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଗଣ୍ଡାହାତୀ ଜଳ ପ୍ରପାତ ଅଞ୍ଚଳରେ ନିଶାଦ୍ରବ୍ୟ ବ୍ୟବହାର ନେଇ ବାରଣ କରାଯିବା ସହ ପଲିଥିନ ବ୍ୟବହାରରେ କଟକଣା ନେଇ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ରାୟଗଡ…

ଅଳିଆଗଦାରୁ ମିଳିଲା ୯୦୦ ବର୍ଷର କୀର୍ତ୍ତିରାଜି

ବାଲିପାଟଣା,୨୯।୮(ଅଭିମନ୍ୟୁ ନାୟକ):ରକ୍ଷଣାବେକ୍ଷଣ ଅଭାବରୁ ରାଜ୍ୟର ବହୁ ପୁରାତନ କୀର୍ତ୍ତିରାଜି ସବୁ ଧୀରେ ଧୀରେ ହଜିଗଲାଣି। ତେବେ ଏଭଳି ଏକ ପୁରାତନ କୀର୍ତ୍ତିରାଜି ଖୋର୍ଦ୍ଧା ଜିଲା ବାଲିପାଟଣା ତହସିଲ ଅନ୍ତର୍ଗତ ଗୁଆପୁର ଗ୍ରାମରେ ଥିବା ଦେଖିବାକୁ ମିଳିଛି। ଗୁଆପୁର ଗ୍ରାମର ବାଲୁଙ୍କେଶ୍ୱର ମନ୍ଦିର…

ହିନ୍ଦୁଙ୍କୁ ଦୁର୍ବ୍ୟବହାର କରିବା ଏକ ଫ୍ୟାଶନ ହୋଇଗଲାଣି: ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ୍‌

ଲକ୍ଷ୍ନୌ,୨୯।୮:ସମାଜବାଦି ପାର୍ଟି(ଏସ୍‌ପି)ର ଜାତୀୟ ସାଧାରଣ ସମ୍ପାଦକ ସ୍ବାମୀ ପ୍ରସାଦ ମୌର୍ଯ୍ୟ ପୁଣି ଥରେ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ରାମଚରିତମାନସ ଏପିସୋଡ ପରେ ସେ ହିନ୍ଦୁ ଧର୍ମକୁ ଏକ ପ୍ରତାରଣା ବୋଲି କହିଛନ୍ତି। ଯେଉଁଥିପାଇଁ ରାଜ୍ୟର ରାଜନୀତି ସରଗରମ ହୋଇଛି। ଏଥି ସହିତ…

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା କାର୍ଯ୍ୟ ପୁଣି ଆରମ୍ଭ

କୋଣାର୍କ,୨୯।୮(ଜ୍ୟୋତିରାଜ ମହାନ୍ତି):୧୩ଶହ ଶତାବ୍ଦୀର ନିର୍ମିତ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହ ଦୀର୍ଘ ୧୨୦ବର୍ଷ ପରେ ପୁଣି ଖୋଲା ହେବା ପାଇଁ ଐତିହାସିକ ନିଷ୍ପତ୍ତି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା(ଏଏସ୍‌ଆଇ) ପକ୍ଷରୁ ନିଆଯାଇ ଗତ ଜାନୁୟାରୀ ୩ରୁ ବାଲି କଢ଼ା କାର୍ଯ୍ୟ ଆରମ୍ଭ…

ପାଠ ନ ଆସିବାରୁ ଛାତ୍ରଙ୍କୁ ପିଟିଲେ ଶିକ୍ଷକ

ନୀଳଗିରି, ୨୯।୮(ପ୍ରଶାନ୍ତ ବିଶ୍ୱାଳ): ଭୟମୁକ୍ତ ହୋଇ ଛାତ୍ରୀଛାତ୍ରଙ୍କ ମନରେ ପାଠ ପ୍ରତି ଆଗ୍ରହ ସୃଷ୍ଟି କରିବାକୁ ସରକାର ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଘୋଷଣା କରିଛନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଛତ୍ରପୁର ପଞ୍ଚାୟତ ମଧୂପୁରିଆ ପ୍ରାଥମିକ ବିଦ୍ୟାଳୟରେ ଏଥିରେ ବ୍ୟତିକ୍ରମ ଦେଖିବାକୁ…

ମା’ଙ୍କ ଗହଣା ବନ୍ଧାପକାଇ ହୋଟେଲ ଖୋଲିଥିଲି

୧୯୫୭ ଫେବୃୟାରୀ ୩ରେ ଯାଜପୁରରେ ଜନ୍ମ ଗ୍ରହଣ କରିଥିଲେ ସ୍ବସ୍ତି ଗ୍ରୁପ୍‌ର ସିଏମ୍‌ଡି ଡ. ଜିତେନ୍ଦ୍ର କୁମାର ମହାନ୍ତି। ଦିଲ୍ଲୀ ୟୁନିଭର୍ସିଟିରୁ ଗ୍ରାଜୁଏଶନ ଶେଷ କରି ଓଡ଼ିଶା ଫେରିବା ପରେ ମା’ଙ୍କ ସହଯୋଗରେ ହୋଟେଲ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ପ୍ରଥମେ ଭୁବନେଶ୍ୱର…

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ସରିଲା

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ରାତି ୮ଟା ସୁଦ୍ଧା ୬୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଗତ ୧୬ ତାରିଖରୁ ଏହି ପ୍ରକ୍ରିୟା…

ଯୁକ୍ତ୩ ନାମଲେଖା ଶେଷ

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଚତୁର୍ଥ ପର୍ଯ୍ୟାୟ ନାମଲେଖା ସୋମବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୩୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମ ଲେଖାଇଥିବା ଜଣାପଡିଥିଲେ ମଧ୍ୟ ମୋଟ କେତେ ସଂଖ୍ୟକ ଛାତ୍ରୀଛାତ୍ର ନାମଲେଖାଇଲେ ତାହା ମଙ୍ଗଳବାର ସକାଳ…

ଜାଭେଲିନ ତାରକା କିଶୋରଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର

ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ପ୍ରଥମ ଓଡ଼ିଆ ଭାବେ ଦେଶ ପାଇଁ ପ୍ରତିନିଧିତ୍ୱ କରି ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଜାଭେଲିନ ତାରକା କିଶୋର ଜେନାଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହି ଘୋଷଣା…

ଲୋକସେବା ଭବନରେ ପଦୋନ୍ନତି ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର)ଲୋକସେବା ଭବନରେ ପଦୋନ୍ନତିକୁ ନେଇ ବିବାଦ ଦେଖିବାକୁ ମିଳିଛି। ଏସ୍‌ସି, ଏସ୍‌ଟି (ତଫସିଲଭୁକ୍ତ ଜାତି, ତଫସିଲଭୁକ୍ତ ଉପଜାତି) ଏବଂ ସାଧାରଣ ବର୍ଗର କର୍ମଚାରୀଙ୍କ ମଧ୍ୟରେ ମୁଖ୍ୟତଃ ପଦୋନ୍ନତିକୁ ନେଇ ଦ୍ୱନ୍ଦ୍ୱ ଲକ୍ଷ୍ୟ କରାଯାଇଛି। ସାଧାରଣ ବର୍ଗର ଅଧିକାରୀଙ୍କ ପଦୋନ୍ନତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri