ରିଲାଏନ୍ସ ବୋର୍ଡରେ ଆକାଶ, ଈଶା, ଅନନ୍ତ
ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆରଆଇଏଲ)ର ୪୬ ତମ ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ) ସୋମବାର ମୁମ୍ବାଇଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ଆରଆଇଏଲର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କମ୍ପାନୀ ସହ ଜଡ଼ିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ…
ଫାଷ୍ଟ ବୋଲରରୁ ଜାଭେଲିନ୍ ଥ୍ରୋୟର
ହଙ୍ଗେରୀର ବୁଦାପେଷ୍ଟରେ ଉଦ୍ଯାପିତ ହୋଇଯାଇଛି ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍। ପ୍ରଥମ ଥର ପାଇଁ ୩ ଜଣ ଭାରତୀୟ ନୀରଜ ଚୋପ୍ରା, ଡି.ପି. ମନୁ ଓ କିଶୋର କୁମାର ଜେନା ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲେ। ନୀରଜ ସ୍ବର୍ଣ୍ଣ ପଦକ…
ବଜାରରେ ହୋଣ୍ଡାର ନ୍ୟୁ ହର୍ନେଟ
ନୂଆଦିଲ୍ଲୀ,୨୯।୮ : ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହର୍ନେଟ୍-୨.୦କୁ ବଜାର ପ୍ରବେଶ ସହ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏଚ୍ଏମ୍ଏସ୍ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଏବଂ ସିଇଓ ସୁସ୍ତୁମି…
ସହମତିରେ ବିବାହକୁ ସର୍ବସାଧାରଣ ଘୋଷଣା କରିବାର କୌଣସି ଆବଶ୍ୟକତା ନାହିଁ:ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୯।୮: ସହମତିରେ ବିବାହକୁ ସର୍ବସାଧାରଣ ଘୋଷଣା କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ପକ୍ଷରୁ କୁହାଯାଇଛି ଯେ, ଜଣେ ଯୋଡି ପରସ୍ପରକୁ ଫୁଲମାଳ ପିନ୍ଧାଇ କିମ୍ବା ମୁଦି ଲଗାଇବାର ଏକ ସରଳ ସମାରୋହ ମାଧ୍ୟମରେ ଓକିଲମାନଙ୍କ…
ଡ୍ରିମ୍ ଗାର୍ଲ ୨ ସହ ଆଇମନ୍ତ୍ରାର ବୁଝାମଣା
ନୂଆଦିଲ୍ଲୀ,୨୯।୮: ଦେଶର ପ୍ରମୁଖ ଘରୋଇ ଆୟୁର୍ବେଦିକ ସଂସ୍ଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡର ଅଗ୍ରଣୀ ବ୍ରାଣ୍ଡ୍ ଆଇମନ୍ତ୍ରା ବଲିଉଡ ଚଳଚ୍ଚିତ୍ର ଡ୍ରିମ୍ ଗାର୍ଲ ୨ ସହ ଦ୍ୱିପାକ୍ଷିକ ବୁଝାମଣା କରିଛି। ଉକ୍ତ ବୁଝାମଣା ଅନୁଯାୟୀ ଆଇମନ୍ତ୍ରା ଡ୍ରିମ୍ ଗାର୍ଲ ୨ ପ୍ରଚାର…
ଗଣେଶ ପୂଜାରେ ଜିଓ ଏୟାର ଫାଇବର
ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ (ଆରଆଇଏଲ୍)ର ୪୬ ତମ ସାଧାରଣ ପରିଷଦ ବୈଠକ (ଏଜିଏମ) ସୋମବାର ମୁମ୍ବାଇଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ଆରଆଇଏଲର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଅନେକ ନୂଆ ଯୋଜନା ସମ୍ପର୍କରେ ଘୋଷଣା କରିଛନ୍ତି। ବିଶେଷ କରି କମ୍ପାନୀ…
ବୀମା କ୍ଷେତ୍ରରେ ଆର୍ଆଇଏଲ୍
ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ଆରଆଇଏଲ)ର ୪୬ ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ସୋମବାର ମୁମ୍ବାଇଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆରଆଇଏଲର ଚେୟାରମ୍ୟାନ ତଥା ଏମଡି ମୁକେଶ ଅମ୍ବାନୀ ଜିଓ ଫାଇନାନସିଆଲ ସର୍ଭିସେସକୁ ନେଇ ଏକ ବଡ଼ ଘୋଷଣା…
ଦୁଇ ବର୍ଷ ତଳେ ପରିବାରକୁ ଭେଟିଥିଲେ କିଶୋର
ନୂଆଦିଲ୍ଲୀ,୨୯ା୮: ସାଧାରଣତଃ କ୍ରୀଡ଼ା ସହ ଜଡ଼ିତ ସମସ୍ତ ଆଥ୍ଲେଟ ଶୈଶବରୁ ଉକ୍ତ କ୍ରୀଡ଼ାକୁ ଆପଣେଇଥାନ୍ତି। ତେବେ ଓଡ଼ିଶାର ଓଭରନାଇଟ ସେନ୍ସେସନ୍ ଜାଭେଲିନ୍ ଥ୍ରୋୟର କିଶୋର ଜେନାଙ୍କ କାହାଣୀ ସମ୍ପୂର୍ଣ୍ଣ ଭିନ୍ନ । ଆରମ୍ଭରୁ ଭଲି ଖେଳ ସହ ଜଡ଼ିତ ଥିବା କିଶୋର…
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସକୁ ଜିଓର ଗୁରୁତ୍ୱ-ମୁକେଶ
ନୂଆଦିଲ୍ଲୀ,୨୯।୮: ଗତ କିଛି ବର୍ଷ ହେବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)କୁ ନେଇ ସାରା ଦେଶରେ ବ୍ୟାପକ ଚର୍ଚ୍ଚା ହେଉଥିବାବେଳେ ଉକ୍ତ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାକୁ ଜିଓ ପ୍ରୟାସ ଆରମ୍ଭ କରିଛି ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ (ଆରଆଇଏଲ)ର…
ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ପରାମର୍ଶଦାତା, ଓଏସ୍ଡିଙ୍କୁ ଇଡି ଜେରା
ରାୟପୁର,୨୯ା୮: ବେଆଇନ ବେଟିଂ ଓ ଗାମ୍ବ୍ଲିଂ ଆପ୍ ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ରାଜନୈତିକ ପରାମର୍ଶଦାତା ବିନୋଦ ବର୍ମା ଏବଂ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି (ଓଏସ୍ଡି)…
ଟ୍ରକ୍କୁ ଧକ୍କା ଦେଲା ବସ୍: ୯ ତୀର୍ଥଯାତ୍ରୀ ମୃତ
ବାଗଦାଦ୍,୨୯।୮: ଇରାକର ଦକ୍ଷିଣ ସହର ନାସିରିଆରେ ଏକ ଟ୍ରକ ସହିତ ଏକ ବସ ଧକ୍କା ହେବା ଫଳରେ ୯ ଜଣ ଇରାନ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଭୟଙ୍କର ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିଲେ। ଇରାନରେ ରହୁଥିବା ଏହି ସମସ୍ତ…
ବିମାନ ଯାତ୍ରା ବାଧାପ୍ରାପ୍ତ
ଲଣ୍ଡନ,୨୯ା୮: ବ୍ରିଟେନ୍ ଏୟାର ଟ୍ରାଫିକ୍ କଣ୍ଟ୍ରୋଲରେ ବୈଷୟିକ ସମସ୍ୟା ଦେଖାଦେବାରୁ ସୋମବାର ଶତାଧିକ ବିମାନ ଉଡ଼ାଣ ବାଧାପ୍ରାପ୍ତ ହୋଇଛି। ବ୍ରିଟେନର ନ୍ୟାଶନାଲ ଏୟାର ଟ୍ରାଫିକ୍ ସର୍ଭିସ (ଏନ୍ଏଟିଏସ୍) ବିମାନ ଚଳାଚଳ ଉପରେ କଟକଣା ଜାରି କରିଛି। ସୁରକ୍ଷା ସୁନିଶ୍ଚିତ କରିବା ଲାଗି ବିମାନ…
Archives


