Home Left

‘ଶରଦ ପାଓ୍ବାରଙ୍କ କୃପାରୁ ଅଜିତ ୪ଥର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି’

ମୁମ୍ବାଇ,୨୮।୮: ମହାରାଷ୍ଟ୍ରରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମଧ୍ୟରେ ଚାଲିଥିବା କଳହକୁ ନେଇ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ମଧ୍ୟ ଏକ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଦଳର ମୁଖପତ୍ର ସାମ୍‌ନାରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ…

ବନ୍ଧପଡ଼ା ଗାଁ ରାସ୍ତାରେ ୨୦ ଫୁଟର ଘାଇ: ୫୦ ପରିବାର ଜଳବନ୍ଦୀ

ବଳଙ୍ଗା,୨୮ା୮(କେଦାରେଶ୍ୱର ନନ୍ଦ): ବଳଙ୍ଗା ଥାନା ଅଧୀନ ବନ୍ଧପଡ଼ା ଗ୍ରାମ ପାଖଦେଇ ଯାଇଥିବା ଶାଖା କେନାଲରେ ବନ୍ଧ ଭାଙ୍ଗି ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ଗାଁ ଭିତରେ ପାଣି ପଶିଯିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ୫୦ରୁ ଊର୍ଦ୍ଧ୍ୱ ପରିବାର ଜଳବନ୍ଦୀ…

ପୁଣି ଭାଜପାକୁ ଟାର୍ଗେଟ୍‌ କଲେ ଓଓ୍ବାଇସି

ନୁହ,୨୮।୮: ହରିୟାଣାର ନୁହରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚପି) ପକ୍ଷରୁ ଜଳାଭିଷେକ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଛି। ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମନ (ଏଆଇଏମଆଇଏମ) ରାଷ୍ଟ୍ରୀୟ ସଭାପତି ଅସଦୁଦ୍ଦିନ ଓୱାଇସି ଏହି ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ହରିୟାଣାର…

ନୀରଜ ଚୋପ୍ରାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୮: ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ସେ ଦ୍ୱିତୀୟ ରାଉଣ୍ଡରେ ୮୮.୧୭ ମିଟର ଥ୍ରୋରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହା ସହ ସେ ବିଶ୍ୱ…

ଏଥର ସହର ପାଇଁ ୬୬ କୋଟିର ପ୍ରକଳ୍ପ

କଟକ, ୨୮ା୮ (ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏଥିପାଇଁ କଟକ ମହାନଗର ନିଗମ (ସିଏମ୍‌ସିି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅଗଷ୍ଟ ୨୮ ଓ ୨୯ ତାରିଖରେ ୬୬ କୋଟି ଟଙ୍କା ବ୍ୟୟରେ ବିଭିନ୍ନ…

ସମସ୍ୟା ଘେରରେ ୮ନଂ. ଓ୍ବାର୍ଡ

ଚୌଦ୍ୱାର,୨୮ା୮(ଆଶୁତୋଷ ଦାସ): ଚୌଦ୍ୱାର ପୌରପାଳିକା ଅଧୀନ ୮ ନମ୍ବର ଓ୍ବାର୍ଡରେ ଅନେକ ସମସ୍ୟା ରହିଛି। ଗତ ଦେଢ ବର୍ଷ ମଧ୍ୟରେ ଏହି ଓ୍ବାର୍ଡରେ କୌଣସି ବିକାଶମୂଳକ କାର୍ଯ୍ୟ ହୋଇନାହିଁ। ଏପରି କି ଓ୍ବାର୍ଡବାସୀଙ୍କ ସମସ୍ୟା ସମାଧାନ କରାଯାଉ ନ ଥିବା ସ୍ଥାନୀୟ…

ନାକ୍‌ ଟିମ୍‌କୁ ସମସ୍ୟା ଜଣାଇବେ ଭିଏସ୍‌ଏସ୍‌ ନଗରବାସୀ

ଭୁବନେଶ୍ୱର,୨୮।୮(ଅନୁରାଧା ମହାରଣା): ଆସନ୍ତା ସେପ୍ଟେମ୍ବରରେ ନାକ୍‌ ଟିମ୍‌ ଉତ୍କଳ ବିଶ୍ୱବିଦ୍ୟାଳୟକୁ ପରିଦର୍ଶନରେ ଆସିବେ ବୋଲି ସୂଚନା ମିଳିଛି। ତେବେ ନାକ୍‌ ଟିମ୍‌କୁ ଭେଟି ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ନଗରବାସୀ ସମସ୍ୟା ଜଣାଇବେ ବୋଲି କହିଛନ୍ତି। ପ୍ରାୟ ୩୯୨ ଏକର ଜମିରେ ଥିବା…

ଆଜି ଜାଗା ମିଶନ ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ: ଅଯୋଗ୍ୟ ହିତାଧିକାରୀଙ୍କ ଉପରେ ନଜର

ଭୁବନେଶ୍ୱର,୨୮।୮(ବନ୍ଦନା ସେଠୀ): ‘ଜାଗା ମିଶନ’ରେ ମାଗଣାରେ ଜମି ପଟ୍ଟା ପାଇବେ ବସ୍ତି ବାସିନ୍ଦା। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପ୍ରସ୍ତୁତ ତାଲିକାରେ ଭୂତ ହିତାଧିକାରୀ ସ୍ଥାନ ପାଇବା ଓ ବହୁ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହେବାକୁ ନେଇ ବିବାଦ ଲାଗି ରହିଥିବାବେଳେ…

ଚାକିରି ଛାଡ଼ି ଚାଷ ଆପଣାଇଲେ

ଖୋର୍ଦ୍ଧା,୨୮ା୮(ପ୍ରଭାତ ପାଣିଗ୍ରାହୀ): କଥାରେ ଅଛି, ଇଚ୍ଛା ଥିଲେ ସଫଳତା ଆପେ ଆପେ ମିଳିଥାଏ। ଦୃଢ଼ ମନୋବଳ ଓ କଠିନ ପରିଶ୍ରମ ଶୀର୍ଷରେ ପହଞ୍ଚାଇଥାଏ। ଏହାର ଉଦାହରଣ ସାଜିଛନ୍ତି ୩ ଯୁବବନ୍ଧୁ। କଲେଜ ପାଠପଢ଼ା ସାରିବା ପରେ କିଛିଦିନର ଚାକିରିକୁ ଛାଡ଼ି ପରିବା…

ଜଳ ଉତ୍ସ ଅବରୋଧମୁକ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଖୋର୍ଦ୍ଧା, ୨୮ା୮(ପ୍ରଭାତ ପାଣିଗ୍ରାହୀ): ଚାଷଜମିକୁ ଜଳ ଯୋଗାଣ ଉତ୍ସ ଅବରୋଧମୁକ୍ତ କରିବାକୁ ଏ ସଂକ୍ରାନ୍ତ ଆଗତ ଏକ ମାମଲାର ବିଚାର କରି ଓଡ଼ିଶା ହାଇକୋର୍ଟ ବେଗୁନିଆ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହକ ମଧ୍ୟରେ ଚାଷୀଙ୍କ ସମସ୍ୟାର ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି।…

ଭକ୍ତଙ୍କଠାରୁ ନିଆଯାଉଛି ହାତଗୁଞ୍ଜା

ପୁରୀ,୨୮ା୮(ଅଜିତ ମହାନ୍ତି): ପ୍ରତ୍ୟେକ ଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ତେବେ ଛୁଟିଦିନଗୁଡ଼ିକରେ ଭକ୍ତଙ୍କ ଅଧିକ ଭିଡ଼ ହେବା ସହ ସମସ୍ୟା ଦ୍ୱିଗୁଣିତ ହେଉଛି। ଫଳରେ ଭକ୍ତମାନେ ଘଣ୍ଟା…

ଝାରସୁଗୁଡ଼ା ଚାମ୍ପିୟନ, ଖୋର୍ଦ୍ଧା ରନରଅପ୍‌

ବାଲୁଗଁା,୨୮ା୮(ସଂଗ୍ରାମ ପାଇକରାୟ): ବାଲୁଗଁ। ଅଶୋକନଗର ସ୍ଥିତ ବଣିକ ସଂଘ ଗୃହ ପରିସରରେ ଖୋର୍ଦ୍ଧା ଜିଲା ପେନ୍‌ଚାକ୍‌ ସିଲାଟ୍‌ ଆସୋସିଏଶନ ପକ୍ଷରୁ ଅନୁଷ୍ଠିତ ଦୁଇ ଦିନିଆ ଷଷ୍ଠ ଇଣ୍ଡୋନେସିଆନ୍‌ ମାର୍ଶଲ ଆର୍ଟ ଚାମ୍ପିୟନଶିପ୍‌ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri