Home Left

ଏଥର ସହର ପାଇଁ ୬୬ କୋଟିର ପ୍ରକଳ୍ପ

କଟକ, ୨୮ା୮ (ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏଥିପାଇଁ କଟକ ମହାନଗର ନିଗମ (ସିଏମ୍‌ସିି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅଗଷ୍ଟ ୨୮ ଓ ୨୯ ତାରିଖରେ ୬୬ କୋଟି ଟଙ୍କା ବ୍ୟୟରେ ବିଭିନ୍ନ…

ସମସ୍ୟା ଘେରରେ ୮ନଂ. ଓ୍ବାର୍ଡ

ଚୌଦ୍ୱାର,୨୮ା୮(ଆଶୁତୋଷ ଦାସ): ଚୌଦ୍ୱାର ପୌରପାଳିକା ଅଧୀନ ୮ ନମ୍ବର ଓ୍ବାର୍ଡରେ ଅନେକ ସମସ୍ୟା ରହିଛି। ଗତ ଦେଢ ବର୍ଷ ମଧ୍ୟରେ ଏହି ଓ୍ବାର୍ଡରେ କୌଣସି ବିକାଶମୂଳକ କାର୍ଯ୍ୟ ହୋଇନାହିଁ। ଏପରି କି ଓ୍ବାର୍ଡବାସୀଙ୍କ ସମସ୍ୟା ସମାଧାନ କରାଯାଉ ନ ଥିବା ସ୍ଥାନୀୟ…

ନାକ୍‌ ଟିମ୍‌କୁ ସମସ୍ୟା ଜଣାଇବେ ଭିଏସ୍‌ଏସ୍‌ ନଗରବାସୀ

ଭୁବନେଶ୍ୱର,୨୮।୮(ଅନୁରାଧା ମହାରଣା): ଆସନ୍ତା ସେପ୍ଟେମ୍ବରରେ ନାକ୍‌ ଟିମ୍‌ ଉତ୍କଳ ବିଶ୍ୱବିଦ୍ୟାଳୟକୁ ପରିଦର୍ଶନରେ ଆସିବେ ବୋଲି ସୂଚନା ମିଳିଛି। ତେବେ ନାକ୍‌ ଟିମ୍‌କୁ ଭେଟି ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ନଗରବାସୀ ସମସ୍ୟା ଜଣାଇବେ ବୋଲି କହିଛନ୍ତି। ପ୍ରାୟ ୩୯୨ ଏକର ଜମିରେ ଥିବା…

ଆଜି ଜାଗା ମିଶନ ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ: ଅଯୋଗ୍ୟ ହିତାଧିକାରୀଙ୍କ ଉପରେ ନଜର

ଭୁବନେଶ୍ୱର,୨୮।୮(ବନ୍ଦନା ସେଠୀ): ‘ଜାଗା ମିଶନ’ରେ ମାଗଣାରେ ଜମି ପଟ୍ଟା ପାଇବେ ବସ୍ତି ବାସିନ୍ଦା। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପ୍ରସ୍ତୁତ ତାଲିକାରେ ଭୂତ ହିତାଧିକାରୀ ସ୍ଥାନ ପାଇବା ଓ ବହୁ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହେବାକୁ ନେଇ ବିବାଦ ଲାଗି ରହିଥିବାବେଳେ…

ଚାକିରି ଛାଡ଼ି ଚାଷ ଆପଣାଇଲେ

ଖୋର୍ଦ୍ଧା,୨୮ା୮(ପ୍ରଭାତ ପାଣିଗ୍ରାହୀ): କଥାରେ ଅଛି, ଇଚ୍ଛା ଥିଲେ ସଫଳତା ଆପେ ଆପେ ମିଳିଥାଏ। ଦୃଢ଼ ମନୋବଳ ଓ କଠିନ ପରିଶ୍ରମ ଶୀର୍ଷରେ ପହଞ୍ଚାଇଥାଏ। ଏହାର ଉଦାହରଣ ସାଜିଛନ୍ତି ୩ ଯୁବବନ୍ଧୁ। କଲେଜ ପାଠପଢ଼ା ସାରିବା ପରେ କିଛିଦିନର ଚାକିରିକୁ ଛାଡ଼ି ପରିବା…

ଜଳ ଉତ୍ସ ଅବରୋଧମୁକ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଖୋର୍ଦ୍ଧା, ୨୮ା୮(ପ୍ରଭାତ ପାଣିଗ୍ରାହୀ): ଚାଷଜମିକୁ ଜଳ ଯୋଗାଣ ଉତ୍ସ ଅବରୋଧମୁକ୍ତ କରିବାକୁ ଏ ସଂକ୍ରାନ୍ତ ଆଗତ ଏକ ମାମଲାର ବିଚାର କରି ଓଡ଼ିଶା ହାଇକୋର୍ଟ ବେଗୁନିଆ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହକ ମଧ୍ୟରେ ଚାଷୀଙ୍କ ସମସ୍ୟାର ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି।…

ଭକ୍ତଙ୍କଠାରୁ ନିଆଯାଉଛି ହାତଗୁଞ୍ଜା

ପୁରୀ,୨୮ା୮(ଅଜିତ ମହାନ୍ତି): ପ୍ରତ୍ୟେକ ଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ତେବେ ଛୁଟିଦିନଗୁଡ଼ିକରେ ଭକ୍ତଙ୍କ ଅଧିକ ଭିଡ଼ ହେବା ସହ ସମସ୍ୟା ଦ୍ୱିଗୁଣିତ ହେଉଛି। ଫଳରେ ଭକ୍ତମାନେ ଘଣ୍ଟା…

ଝାରସୁଗୁଡ଼ା ଚାମ୍ପିୟନ, ଖୋର୍ଦ୍ଧା ରନରଅପ୍‌

ବାଲୁଗଁା,୨୮ା୮(ସଂଗ୍ରାମ ପାଇକରାୟ): ବାଲୁଗଁ। ଅଶୋକନଗର ସ୍ଥିତ ବଣିକ ସଂଘ ଗୃହ ପରିସରରେ ଖୋର୍ଦ୍ଧା ଜିଲା ପେନ୍‌ଚାକ୍‌ ସିଲାଟ୍‌ ଆସୋସିଏଶନ ପକ୍ଷରୁ ଅନୁଷ୍ଠିତ ଦୁଇ ଦିନିଆ ଷଷ୍ଠ ଇଣ୍ଡୋନେସିଆନ୍‌ ମାର୍ଶଲ ଆର୍ଟ ଚାମ୍ପିୟନଶିପ୍‌ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲ…

ନକଲି ଡାକ୍ତରଙ୍କୁ କଟକଣା ନାହିଁ

ନୟାଗଡ଼ ଅଫିସ,୨୮ା୮(ଲୋକନାଥ ମିଶ୍ର): ବଣପାହାଡ ଘେରା ନୟାଗଡ଼ ଜିଲାରେ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ରହିଥିଲେ ହେଁ ଅପାଠୁୁଆ, ନକଲି ଡାକ୍ତର ତଥା କ୍ୱାକ୍‌ଙ୍କ ଚାହିଦା ବଢ଼ି ଚାଲିଛି। ଘରକୁ ଘର ବୁଲି କ୍ୱାକ୍‌ ରୋଗୀମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଉଛନ୍ତି। ପୁଣି ଟଙ୍କା ନ ଥିଲେ…

ଥାଇଲାଣ୍ଡକୁ ହରାଇଲା ଭାରତ

ସାଲେ(ଓମାନ), ୨୮ା୮(ପି.ଟି.): ମହିଳା ୫ଏ-ସାଇଡ୍‌ ଏସିଆନ ହକି ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ଭାରତର ଅପରାଜେୟ ଧାରା ବଜାୟ ରହିଛି। ଦଳ ରବିବାର ଟୁର୍ନାମେଣ୍ଟରେ ଏହାର ତୃତୀୟ ମ୍ୟାଚରେ ଥାଇଲାଣ୍ଡକୁ ୫-୪ ଗୋଲ୍‌ରେ ପରାସ୍ତ କରିଛି। ଭାରତ ପକ୍ଷରୁ ନବଜୋତ କୌର (୧ମ ମିନିଟ),…

ଦେବାଶିଷଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୮ା୮ (ବିଜୟ ରଣା): ରାଜ୍ୟର ବିଶିଷ୍ଟ ଟେନିସ ଖେଳାଳି ଦେବାଶିଷ ସାହୁ ୩୧ତମ ଏକଲବ୍ୟ ପୁରସ୍କାର ପାଇବା ଲାଗି ମନୋନୀତ ହୋଇଥିବା ରବିବାର ଘୋଷଣା କରାଯାଇଛି। ପୁରସ୍କାର ବିତରଣ ଉତ୍ସବରେ ତାଙ୍କୁ ୫ ଲକ୍ଷ ଟଙ୍କା ଏବଂ ମାନପତ୍ର ସହ…

ମୋହନ ବାଗାନ ସେମିରେ

କୋଲକାତା, ୨୮ା୮: ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମରେ ଡୁରାଣ୍ଡ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ୪ର୍ଥ ତଥା ଅନ୍ତିମ କ୍ୱାର୍ଟରଫାଇନାଲରେ ମୋହନବାଗାନ ସୁପର ଜାଏଣ୍ଟ୍ସ ୩-୧ ଗୋଲ୍‌ରେ ମୁମ୍ବାଇ ସିଟି ଏଫ୍‌ସିକୁ ପରାସ୍ତ କରିଛି। ଖେଳର ୯ମ ମିନିଟ୍‌ରେ ଜାସନ କୁମିଙ୍ଗ୍ସ ପେନାଲଟିକୁ ଗୋଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri