ମଣିପୁର ସରକାରକୁ ବରଖାସ୍ତ କରନ୍ତୁ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୨ା୭: ମଣିପୁର ସ୍ଥିତିକୁ ନେଇ ସରକାର ଆଦୌ ଗମ୍ଭୀର ନୁହନ୍ତି। ତେଣୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ଭାଜପା ସରକାରକୁ ବରଖାସ୍ତ କରନ୍ତୁ ବୋଲି କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ରାଜ୍ୟ ସଭାର କଂଗ୍ରେସ ଉପନେତା ପ୍ରମୋଦ ତିଓ୍ବାରୀ ଏକ ଖବରଦାତା ସମ୍ମିଳନୀରେ…
ମାଲଗୋଦାମରେ ମସଲା ଅପମିଶ୍ରଣ
କଟକ,୨୨ା୭ (କାର୍ତ୍ତିକ ସାହୁ): କଟକ ଅପମିଶ୍ରିତ ସାମଗ୍ରୀର ପେଣ୍ଠସ୍ଥଳ ପାଲଟିଛି। କିଛି ମାସ ବ୍ୟବଧାନ ପରେ ମାଲଗୋଦାମ ଅଞ୍ଚଳର ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଶୁକ୍ରବାର କମିଶନରେଟ୍ ପୋଲିସ କଟକ ମହାନଗର ନିଗମ(ସିଏମ୍ସି)ର ସ୍ବାସ୍ଥ୍ୟ ବିଭାଗ ସହଯୋଗରେ ଚଢାଉ କରି ୨୪ ବସ୍ତାରୁ…
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କୋର୍ଟ ଛୁଟି
କଟକ,୨୨ା୭ (କାର୍ତ୍ତିକ ସାହୁ): ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଉକ୍ତ ଦିନ ଓଡ଼ିଶା ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା କରାଯାଇଛି। କଟକ ଜଜ୍ଶିପ୍ ମୁଖ୍ୟାଳୟର ସମସ୍ତ ସିଭିଲ ଓ କ୍ରିମିନାଲ…
କେଦାରନାଥ ପର୍ବତରେ ଉଡ଼ିଲା ପତିତପାବନ ବାନା
ପୁରୀ, ୨୨ା୭(ଅଜିତ ମହାନ୍ତି): ଜୟ ଜଗନ୍ନାଥ ଧ୍ୱନୀରେ ଦେବଭୂମି ବାବା କେଦାରନାଥଙ୍କ ଧାମ ପ୍ରକମ୍ପିତ ହେଲା। କେଦାରନାଥଙ୍କ ପାବନକ୍ଷେତ୍ରରେ ପାହାଡ଼ ଶୀର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପତିତପାବନ ବାନା ଉଡ଼ିଛି। ଏନେଇ ପୁରୀବାସୀ ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ପୁରୀର କେତେଜଣ ଶ୍ରଦ୍ଧାଳୁ…
‘ନିର୍ବାଚନରେ ମୋର ଜିତିବାକୁ ନେଇ ଡରୁଛନ୍ତି ଶହବାଜ ସରକାର’, ଏଜେଣ୍ଡା ଚଳାଉଥିବା ଅଭିଯୋଗ ଆଣିଲେ ଇମ୍ରାନ୍
ଇସଲାମାବାଦ,୨୨।୭: ପାକିସ୍ତାନରେ ରାଜନନୈତିକ ଅସ୍ଥିରତା ଦେଖାଦେଇଛି। ବର୍ତ୍ତମାନର ମିଳିତ ସରକାର ଏବଂ ବିରୋଧୀ ଦଳର ନେତା ଇମ୍ରାନ୍ ଖାନଙ୍କ ମଧ୍ୟରେ ଏକ ଯୁଦ୍ଧ ଚାଲିଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ଦଳ ମଧ୍ୟ ଇମ୍ରାନ୍ ଖାନଙ୍କୁ ଗିରଫ କରାଇସାରିଛନ୍ତି, ଯାହା ବିରୋଧରେ…
ପାକିସ୍ତାନ ରକ୍ଷାମନ୍ତ୍ରୀଙ୍କ ଦାବି, ନୱାଜ ଶରିଫ ହେବେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ
ଇସଲାମାବାଦ,୨୨।୭: ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ନେତା ଖାୱଜା ଆସିଫ କହିଛନ୍ତି ଯେ, ଦଳର ସର୍ବୋଚ୍ଚ ନେତା ନୱାଜ ଶରିଫ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ। ନ୍ୟୁଜ ରିପୋର୍ଟ ଅନୁଯାୟୀ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ନୱାଜ ଶରିଫ କେବଳ ଫେରିବେ ନାହିଁ…
ଆଜି ନବୀନ ହେବେ ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ରାଜନୈତିକ କ୍ୟାରିୟରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବାକୁ ଯାଉଛନ୍ତି। ଆସନ୍ତା ୨୩ ତାରିଖରେ ଦେଶର ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ହେବାର ସେ ଗୌରବ ଅର୍ଜନ କରିବେ। ଦେଶର ସର୍ବାଧିକ…
ଏବେ ଶକ୍ତିକୁ ସ୍କୁଟର
ଭୁବନେଶ୍ୱର,୨୨ା୭(ଅନିଲ ଦାସ): ରାଜ୍ୟ ସରକାର ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ସଶକ୍ତୀକରଣ ଉପରେ ସରକାର ଅଧିକ ଫୋକସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ…
କ୍ୟାବିନେ୍ଟ ବୈଠକ: ୧୭ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର,୨୧ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନରେ ରାଜ୍ୟ କ୍ୟାବିନେ୍ଟ ଗୁରୁତ୍ପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟରେ ୧୭ ପ୍ରସ୍ତାବ ଉପରେ ମୋହର ବାଜିଛି। ମିଶନ ଶକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଯୋଜନାକୁ ମଞ୍ଜୁରୀ…
ସ୍ବତନ୍ତ୍ର ଓଜେଇଇ ପରୀକ୍ଷାଫଳ ପ୍ରକାଶ
ଭୁବନେଶ୍ୱର,୨୧ା୭ (ଅନୁରାଧା ମହାରଣା): ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ବି.ଟେକ୍ରେ ୮,୬୫୫ ଛାତ୍ରୀଛାତ୍ର ଓ ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ଡିପ୍ଲୋମାରେ ୪,୫୬୮ଜଣଙ୍କୁ ର଼୍ୟାଙ୍କ କାର୍ଡ ମିଳିଛି। ସେହିପରି ବି.ଫାର୍ମାରେ ୨୪୪୨ ଛାତ୍ରୀଛାତ୍ର, ଏମ୍ବିଏରେ ୪୨୮୭…
ବନକଲାଗି ନୀତିରେ ବିଶୃଙ୍ଖଳା: ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ
ପୁରୀ, ୨୧ା୭(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତିରେ ବିଶୃଙ୍ଖଳା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ଆଇନ-୨୦ ଓ ୩୦ ଧାରା ଅନୁଯାୟୀ ଏହି ନୋଟିସ…
ବାହାରେ ଗୋରୁ ବୁଲିଲେ ମାଲିକଙ୍କୁ ମିଳିବ ଏଭଳି ଦଣ୍ଡ, ଚପଲ ମାଡ଼ ସାଙ୍ଗକୁ ଗଣିବେ ତଣ୍ଡ
ଭୋପାଳ:ଗ୍ରାମବାସୀଙ୍କ ଭଲ ମନ୍ଦ ବୁଝିବା ସହ ବିଭିନ୍ନ ସରକାରୀ ଯୋଜନାକୁ କାର୍ଯ୍ୟକାରୀ କରିବା ପ୍ରତ୍ୟେକ ସରପଞ୍ଚଙ୍କ କାର୍ଯ୍ୟ। ମାତ୍ର ମଧ୍ୟପ୍ରଦେଶ ନାଗ୍ନାଡୁଇ ଗାଁ ସରପଞ୍ଚ ସେଠାରେ ଏକ ନୂଆ ନିୟମ ଲାଗୁ କରିଛନ୍ତି, ଯାହାକୁ ନେଇ ଏବେ ବିବାଦ ବଢ଼ିଛି। ଯଦି…
Archives


