Home Left

ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶ କ୍ୟାବିନେଟ ସମ୍ପ୍ରସାରଣ, ୩ ମନ୍ତ୍ରୀ ନେଲେ ଶପଥ

ଭୋପାଳ,୨୬।୮: ମଧ୍ୟ ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା)ଅନୁଗାମୀ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସରକାରରେ ୩ ନୂଆ ବିଧାୟକଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯାଇଛି। ବିନ୍ଧ୍ୟରୁ ରାଜେନ୍ଦ୍ର ଶୁକ୍ଲା, ମହାକୌଶଲରୁ ଗୌରୀଶଙ୍କର ବିସେନ ଏବଂ ବୁନ୍ଦେଲଖଣ୍ଡରୁ ରାହୁଲ ଲୋଧି କ୍ୟାବିନେଟରେ ସ୍ଥାନ…

ବିମାନ ଯାତ୍ରା କରିବା ପୂର୍ବରୁ ଓଜନ ହେବେ ଯାତ୍ରୀ

କେପଟାଉନ,୨୬।୮: ବିମାନ ଯାତ୍ରା କରି ବିଶ୍ୱର ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯାତ୍ରା କରିବା ସହଜ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ବିମାନ ଯାତ୍ରା ସମୟରେ ଯାତ୍ରୀଙ୍କ ଲଗେଜ ଓଜନ କରିବାକୁ ପଡୁଥିଲା। କିନ୍ତୁ ବର୍ତ୍ତମାନ ଯାତ୍ରୀମାନଙ୍କୁ ଓଜନ କରିବାକୁ ମଧ୍ୟ ପ୍ରସ୍ତୁତି…

ନିର୍ମାଣ ନ ସରୁଣୁ କାନ୍ଥରେ ଫାଟ

ଏରସମା,୨୬ା୮(ଦୀପ୍ତି ରଞ୍ଜନ ଖଣ୍ଡୁଆଳ): ଏରସମା ବ୍ଲକ ମୁଖ୍ୟାଳୟ ପଞ୍ଚାୟତସ୍ଥିତ ସିହା ଗ୍ରାମରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ କରି ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । କାର୍ଯ୍ୟ ଶେଷ ନ ହେଉଣୁ କାନ୍ଥରେ…

କୋହଲିଙ୍କ ଉପରେ ବିସିସିଆଇ ଖପ୍ପା

ମୁମ୍ବାଇ, ୨୬ା୮: ଷ୍ଟାର ବ୍ୟାଟର ବିରାଟ କୋହଲିଙ୍କ ଇନ୍‌ଷ୍ଟାଗ୍ରାମ୍‌ ଷ୍ଟୋରିକୁ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କ୍ଷୁବ୍ଧ ହୋଇଛିି। ଘଟଣା ପରେ ଭାରତୀୟ କ୍ରିକେଟରମାନଙ୍କୁ ବାଚନିକ ଚେତାବନୀ ଦିଆଯାଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଗୁରୁବାର କୋହଲି ତାଙ୍କ ଇନ୍‌ଷ୍ଟାଗ୍ରାମ୍‌…

ମାଲେସିଆକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୨୬ା୮ (ପି.ଟି.): ଓମାନଠାରେ ଚାଲିଥିବା ଏସିଆନ ଓମେନ୍ସ ୫ ଏ-ସାଇଡ୍‌ ହକି ପ୍ରତିଯୋଗିତାରେ ଭାରତ ଶୁକ୍ରବାର ମାଲେସିଆକୁ ୭-୨ ଗୋଲ୍‌ରେ ପରାସ୍ତ କରି ଏହାର ଅଭିଯାନ ଆରମ୍ଭ କରିଛି। ଭାରତ ତରଫରୁ ନବଜୋତ କୌର (୩ୟ, ୨୮ତମ ମିନିଟ୍‌), ଅକ୍ଷତ…

ଏଭରେଷ୍ଟ ଆରୋହୀ ବଚେନ୍ଦ୍ରୀଙ୍କ ଉପରେ ପ୍ରାମାଣିକ ଚଳଚ୍ଚିତ୍ର

ଭୁବନେଶ୍ୱର, ୨୬।୮(ତପନ ସ୍ବାଇଁ): କିମ୍ବଦନ୍ତୀ ପର୍ବତାରୋହୀ ତଥା ଭାରତର ପ୍ରଥମ ଏଭରେଷ୍ଟ ବିଜୟିନୀ ବଚେନ୍ଦ୍ରୀ ପାଲ୍‌ଙ୍କ ଜୀବନୀ ଉପରେ ଆଧାରିତ ଏକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ଏହାର ନାମ ରଖାଯାଇଛି ‘ବଚେନ୍ଦ୍ରୀ ପାଲ୍‌-ଆନ୍‌ ଆଞ୍ଜେଲ ଅଫ୍‌ ହିମାଳୟ’। ଗତ ଗୁରୁବାର…

ଭାରତରୁ ପ୍ରତିନିଧିତ୍ୱ କରିବ ସାଇ ଇଣ୍ଟରନ୍ୟାଶନାଲ

ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଏବଂ ସାଇ ଇଣ୍ଟରନ୍ୟାଶନାଲ ରେସିଡେନ୍ସିଆଲ୍‌ ସ୍କୁଲର ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ୧୨ ଜଣ ଛାତ୍ର ବାଂଲାଦେଶରେ ହେବାକୁଥିବା ରାଉଣ୍ଡ ସ୍କୋୟାର ଅନ୍ତର୍ଜାତୀୟ କ୍ରିକେଟ ଟୁର୍ନାମେଣ୍ଟରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ସ୍କୁଲର…

ଭାରତର ଲଙ୍କା ସହର ଗୁଣ୍ଟୁର

ଅମରାବତି: ଭାରତର ପ୍ରତ୍ୟେକ ସହର ଗୋଟିଏ ଗୋଟିଏ କାରଣ ପାଇଁ ପ୍ରସିଦ୍ଧ। ଉତ୍ତରରେ କଶ୍ମୀରରୁ ଦକ୍ଷିଣରେ ମୁନ୍ନାର, ପୂର୍ବରେ ଶିଲଂଠାରୁ ପଶ୍ଚିମରେ ଖଣ୍ଡାଲା ପର୍ଯ୍ୟନ୍ତ। ପ୍ରତ୍ୟେକ ସହରର ନିଜସ୍ବ ସୌନ୍ଦର୍ଯ୍ୟ ରହିଛି। ପ୍ରତ୍ୟେକ ସହରର ନିଜସ୍ବ ବିଶେଷତା ଅଛି, ଯାହା ବିଷୟରେ ଲୋକମାନେ…

ମହିଳା ଦଳକୁ ୫୦ ମିଟର ପିସ୍ତଲରେ ସ୍ବର୍ଣ୍ଣ

ବାକୁ (ଆଜରବୈଜାନ), ୨୬ା୮: ତିୟାନା, ସାକ୍ଷୀ ସୂର୍ଯ୍ୟବଂଶୀ ଓ କିରଶଦୀପ କୌରଙ୍କ ନେଇ ଭାରତୀୟ ଦଳ ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ୨୦୨୩ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ୫୦ ମିଟର ପିସ୍ତଲ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏହି ଟିମ୍‌ ଇଭେଣ୍ଟରେ…

ପ୍ରଥମଥର ଫାଇନାଲରେ ୩ ଭାରତୀୟ

ବୁଦାପେଷ୍ଟ, ୨୬।୮(ପି.ଟି.): ଓଡ଼ିଶାର କିଶୋର ଜେନା ଏଠାରେ ଚାଲିଥିବା ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ତାଙ୍କ ସହ ଟୋକିଓ ଅଲିମ୍ପିକ୍ସ ଗୋଲ୍ଡ ମେଡାଲିଷ୍ଟ ନୀରଜ ଚୋପ୍ରା ଓ ଡି.ପି. ମନୁ ମଧ୍ୟ ଫାଇନାଲରେ ପହଞ୍ଚତ୍ଛନ୍ତି।…

ସମାଜର ବିକାଶ ପାଇଁ ମହିଳା ସମାନତା ଅପରିହାର୍ଯ୍ୟ

ନାରୀ ଏବଂ ପୁରୁଷ ସମାଜର ବିକାଶ ପାଇଁ ବିଶେଷ ଗୁରୁତ୍ୱବହନ କରିଥାନ୍ତି। ଦୁହିଁଙ୍କ ସମାନତାର ପ୍ରଭାବ ପରିବାରଠାରୁ ଆରମ୍ଭକରି ସମଗ୍ର ପୃଥିବୀର ବିକାଶଧାରାକୁ ପ୍ରତିଫଳିତ କରିଥାଏ। ଭାରତ ସମେତ ପୃଥିବୀର ବହୁ ପ୍ରାଚୀନ ସମାଜ ନାରୀ ପୁରୁଷ ସମାନତାର ଗୁରୁତ୍ୱକୁ ଉପଲବ୍ଧି…

କଳିଙ୍ଗରୁ ଓଡ଼ିଶା ଏଫ୍‌ସିର ଅଭିଯାନ

ଭୁବନେଶ୍ୱର, ୨୬।୮(ତପନ ସ୍ବାଇଁ): ପ୍ରଥମଥରପାଇଁ ଏଏଫ୍‌ସି କପ୍‌ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶା ଏଫ୍‌ସି ସେପ୍ଟେମ୍ବର ୧୯ରେ କଳିଙ୍ଗ ଷ୍ଟାଡିୟମରୁ ଅଭିଯାନ ଆରମ୍ଭ କରିବ। ଏହାର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ମୋହନ ବାଗାନ ସୁପର ଜାଏଣ୍ଟ। ୨୦୨୨-୨୩ ସୁପର କପ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri