Home Left

ଫାଓ ସୁପରକପ୍‌ ସେମିଫାଇନାଲ ଚୂଡ଼ାନ୍ତ

ଭୁବନେଶ୍ୱର, ୨୬।୮(ତପନ ସ୍ବାଇଁ): କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଫାଓ ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଫଳରେ ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇ ଯାଇଛି। ରାଧାରମଣ କ୍ଲବ, ସ୍ପୋଟର୍‌ସ ଓଡ଼ିଶା, ସନ୍‌ରାଇଜ୍‌ କ୍ଲବ…

ରାଉରକେଲାରେ ମିଆ ବାଏ ତନିଷ୍କ ଷ୍ଟୋର

ରାଉରକେଲା,୨୬।୮(ଦିନେଶ ମିଶ୍ର): ରାଉରକେଲା ମେନ୍‌ ରୋଡ୍‌ରେ ପ୍ରଥମ ଥର କରି ମିଆ ବାଏ ତନିଷ୍କ ଶୋରୁମ୍‌ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଦୀପିକା ମହିଳା ସମିତିର ସଭାପତି ସୀମା ଭୌମିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଶୋରୁମ୍‌କୁ ଉଦ୍‌ଘାଟନ କରିଥିଲେ। ମିଆ ବାଏ…

ଭାରତ ରେକର୍ଡ ୬୩୪ ଆଥଲେଟ ପଠାଇବ

ନୂଆଦିଲ୍ଲୀ, ୨୬ା୮ (ପି.ଟି.): ଚାଇନାର ହାଙ୍ଗ୍‌ଝୋଠାରେ ଏସିଆନ ଗେମ୍ସ ଭାଗ ନେବା ଲାଗି ଭାରତ ରେକର୍ଡ ସଂଖ୍ୟକ ୬୩୪ ଆଥଲେଟ୍‌ ପଠାଇବ। ଶୁକ୍ରବାର ଖେଳାଳି ତାଲିକା କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଅନୁମୋଦନ ଲାଭ କରିଛି। ପୂର୍ବରୁ ୨୦୧୮ରେ ଜାକର୍ତ୍ତାରେ ଅନୁଷ୍ଠିତ…

ଏସିଏମ୍‌ଇ ସହ ଟାଟା ଷ୍ଟିଲ୍‌ ଏସ୍‌ଇଜେଡ୍‌ର ଏମ୍‌ଓୟୁ

ଭୁବନେଶ୍ୱର,୨୬।୮: ଟାଟା ଷ୍ଟିଲ୍‌ ସ୍ପେଶିଆଲ୍‌ ଇକୋନମିକ୍‌ ଜୋନ୍‌ ଲିମିଟେଡ୍‌ (ଟିଏସ୍‌ଏସ୍‌ଇଜେଡ୍‌ଏଲ୍‌) ଏବଂ ଏସିଏମ୍‌ଇ ଗ୍ରୁପ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣାପତ୍ର (ଏମ୍‌ଓୟୁ) ଶୁକ୍ରବାର ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଓଡ଼ିଶାର ଗୋପାଳପୁର ଶିଳ୍ପ ପାର୍କରେ ଏକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ଓ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ…

ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ, ପ୍ରିୟଙ୍କା

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବରରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତି ମଲ୍ଲିକାର୍ଜୁନ ଖାରଗେ ମଧ୍ୟ ଓଡ଼ିଶା ଆସିବା…

ବଜାରରେ ନ୍ୟୁ ଟାଟା ଏସିଇ ଇଭି

ଭୁବନେଶ୍ୱର,୨୬।୮: ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ (ଇଭି) ନିର୍ମାତା ତଥା ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ଟାଟା ଏସିଇ ଇଭି’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା ମୋଟର୍ସର…

ୟୁପିଆଇ ଇଣ୍ଟର ଅପରେବିଲିଟିର ଶୁଭାରମ୍ଭ

ଭୁବନେଶ୍ୱର,୨୬।୮: ଆକ୍ସିସ୍‌ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏକ ଅଭିନବ ସୁବିଧା ୟୁପିଆଇ ଇଣ୍ଟର ଅପରେବିଲିଟିର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍‌ ମୁଦ୍ରା (ସିବିଡିସି) ଆପ୍‌ ଜରିଆରେ ବିକଶିତ ଆକ୍ସିସ୍‌ ମୋବାଇଲ୍‌ ଡିଜିଟାଲ…

୩ ମାସ ମଧ୍ୟରେ ତଦନ୍ତ ପାଇଁ ନିର୍ଦ୍ଦେଶ

କଟକ,୨୬ା୮(କାର୍ତ୍ତିକ ସାହୁ): ରାଜଧାନୀ ଭୁବନେଶ୍ୱରର ପଟିଆ ମୌଜାରେ ୯୯ ଏକର ସରକାରୀ ଲିଜ୍‌ ଜମିକୁ ବେଆଇନ ଭାବେ ବିକ୍ରି କରାଯିବା ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଶୁକ୍ରବାର…

ୟୁବିଆଇର ‘ୟୁ ଜିନିୟସ୍‌’ ଉଦ୍‌ଯାପିତ

ଭୁବନେଶ୍ୱର,୨୬।୮: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଶୁକ୍ରବାର ଏକ ଜାତୀୟ ସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ‘ୟୁ ଜିନିୟସ୍‌’ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ କଟକ, ଭୁବନେଶ୍ୱର, ବାଲେଶ୍ୱର, ବାରିପଦା, ବ୍ରହ୍ମପୁର ଓ ପୁରୀ ଭଳି…

ଜାଗା ମିଶନ ତାଲିକାରେ ଭୂତ ହିତାଧିକାରୀ

ଭୁବନେଶ୍ୱର, ୨୬।୮ (ବନ୍ଦନା ସେଠୀ): ଜାଗା ମିଶନ୍‌ ସର୍ଭେରେ ହୋଇଥିବା ବଡ଼ କେଳେଙ୍କାରି ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ଦେଇ ବସ୍ତି ଉନ୍ନୟନ କର୍ତ୍ତୃପକ୍ଷ (ଏସ୍‌ଡିଏ) ତାଲିକାରେ ବହୁ ଅଯୋଗ୍ୟ ତଥା ନିଜ ସମ୍ପର୍କୀୟଙ୍କୁ ସ୍ଥାନ ଦେଇ…

ବଜାଜ୍‌ ଫାଇନାନ୍ସର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬।୮: ବଜାଜ୍‌ ଫାଇନାନ୍ସ ଲିମିଟେଡ୍‌ (ବିଏଫ୍‌ଏଲ୍‌)କୁ ନିକଟରେ ଏକ ବିରଳ ସଫଳତା ମିଳିଥିବାବେଳେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ଭାବେ ଏକ ଐତିହାସିକ ରେକର୍ଡ ହାସଲ କରିଛି। ବିଶେଷକରି ବିଏଫ୍‌ଏଲ୍‌ର ଫିକ୍ସଡ ଡିପୋଜିଟ (ଏଫ୍‌ଡି) ଖାତା ପରିମାଣ ୫୦,୦୦୦ କୋଟି ଟଙ୍କା ପାରକରି…

ବିଓବି ପକ୍ଷରୁ ଭିଡିଓ ରି-କେୱାଇସିର ଶୁଭାରମ୍ଭ

ଭୁବନେଶ୍ୱର,୨୬।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଭିଡିଓ ରି-କେୱାଇସି’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ସୁବିଧା ଉଭୟ ଇଂରାଜୀ ଓ ହିନ୍ଦୀ ଭାଷାରେ ଉପଲବ୍ଧ। ଏପରିକି ଗ୍ରାହକମାନେ ଡିଜିଟାଲ ସେବା ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri