Home Left

IPL ନିଲାମ ତାଲିକାରେ ୨ ଓଡ଼ିଆ: ବେସ ପ୍ରାଇସ ରହିଛି…

ନୂଆଦିଲ୍ଲୀ,୧୬।୧୨: ଆଜି ଆବୁଧାବିରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ପାଇଁ ମିନି-ନିଲାମ ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମିନି-ନିଲାମରେ ଜଣେ ଶ୍ରେଷ୍ଠ ଅଲରାଉଣ୍ଡର ଖୋଜୁଛନ୍ତି, ଏବଂ ଉଭୟ ଦଳ…

ବିଇଓଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି

ତିହିଡି଼,୧୬।୧୨(ସଞ୍ଜିତ ବଳ):ତିହିଡି଼ ବ୍ଲକ ବାରସର ପଞ୍ଚାୟତ ଅଧୀନ ତଳଦପା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ର ଓ ଅଭିଭାବକମାନେ ମଙ୍ଗଳବାର ପୂର୍ବାହ୍ନରେ ତିହିଡି଼ସ୍ଥିତ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଇଛନ୍ତି । ସ୍କୁଲରେ ବେଆଇନ ଭାବେ ନିଯୁକ୍ତ ପାଚିକାଙ୍କୁ ବହିଷ୍କାର, ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ…

ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ଅଭିନବ ପ୍ରତିବାଦ: ଖୁଚୁରା ଧାନ ବିକିଲେ ଚାଷୀ

ସମ୍ବଲପୁର,୧୬।୧୨(ପ୍ରମୋଦ ବହିଦାର): ଧାନ ବିକ୍ରି ପାଇଁ ଚାଷୀଙ୍କୁ ଟୋକନ ମିଳିବା ସମସ୍ୟାକୁ ନେଇ ମଙ୍ଗଳବାର ସମ୍ବଲପୁରଠାରେ ଚାଷୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଚାଷୀମାନେ ପ୍ରଥମେ ସକାଳ ୧୦ଟାରେ ଗୋଲବଜାର ଛକରେ ଏକତ୍ରୀତ ହୋଇ ଧାନବସ୍ତା ଧରି ପଦଯାତ୍ରାରେ ବାହାରି ଜିଲାପାଳଙ୍କ…

ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି…

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ବ୍ଲକର ବିଭିନ୍ନ ପଞ୍ଚାୟତ ରୁ ଜନ ସାଧାରଣଙ୍କ ପକ୍ଷରୁ ମାତ୍ର ୨୬ ଗୋଟି ବ୍ୟକ୍ତିଗତ,…

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ କୋର୍ଟ ବର୍ତ୍ତମାନ ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ…

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ ମିନି ନିଲାମରେ ସମସ୍ତଙ୍କ ନଜର ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କ ଉପରେ ରହିବ। ଜଣେ…

୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର

ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ ରହିଥାଏ । ଅନେକ କ୍ଷେତ୍ରରେ, ଏହା ଅନିୟନ୍ତ୍ରିତ। ଡାକ୍ତରଙ୍କ କହିବା ଅନୁସାରେ, ୪୦ ବର୍ଷ…

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ ପାଣ୍ଠି ୧୦୭ କୋଟିରୁ ଅଧିକ ଏବଂ ୧୦ ଦଳ ମଧ୍ୟରୁ ଏମାନେ ସବୁଠାରୁ ସକ୍ରିୟ…

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ ଏବେ ଏହି ଗୁଳିକାଣ୍ଡ ଉପରେ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି…

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ ଏବଂ ଖୋଲାଖୋଲି ଭାବରେ ନିଜକୁ ପ୍ରକାଶ କରିବାର ସାହସ ପାଇବେ। ଏହା ବ୍ୟତୀତ, ତୁଳା…

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ କାର୍ଯ୍ୟକାଳ ସହିତ ଜଡିତ ଦୁର୍ନୀତି ଅଭିଯୋଗରେ ଗିରଫ କରିବାକୁ ଯୋଜନା କରୁଛନ୍ତି। ଦୁର୍ନୀତି ନିବାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri