ମିଳୁନି ପାରିଶ୍ରମିକ, ଦୁଃଖ ଶେୟାର କଲେ ହସର ରାଣୀ
ମୁମ୍ବାଇ: ଛୋଟପରଦାର ସବୁଠାରୁ ସଫଳ ହାସ୍ୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଭାରତୀ ସିଂ ଅନ୍ୟତମ। ସେ ବର୍ଷ ବର୍ଷ ଧରି କମେଡି ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରିଆସୁଛନ୍ତି। ତାଙ୍କ ପ୍ରତିଭା ଆଧାରରେ ସେ ଟିଭି ତଥା ଫିଲ୍ମରେ ଏକ ଭିନ୍ନ ପରିଚୟ ସୃଷ୍ଟି…
ମଲାଇକାଙ୍କ ସହ ବ୍ରେକ୍ଅପ୍, ସପ୍ତମ ପ୍ରେମିକା କୁଶାଙ୍କ ପ୍ରେମରେ ଅର୍ଜୁନ!
ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଭିନେତା ଅର୍ଜୁନ କପୁର। ଦୀର୍ଘଦିନ ଧରି ସେ ଅଭିନେତ୍ରୀ ମଲାଇକା ଅରୋରାଙ୍କୁ ଡେଟ୍ କରୁଥିଲେ। ଦୁହେଁ ବିବାହ କରିପାରନ୍ତି ବୋଲି କୁହାଯାଉଥିଲା। ହେଲେ ଏବେ ସେମାନଙ୍କ ବ୍ରେକ୍ଅପ୍ ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟ…
ସେପ୍ଟେମ୍ବର ୨ରେ ଲଞ୍ଚ୍ ହେବ ଇସ୍ରୋର ସୂର୍ଯ୍ୟ ମିଶନ
ନୂଆଦିଲ୍ଲୀ,୨୫।୮: ମିଶନ ମୁନ ଅଧୀନରେ ଇସ୍ରୋ ଚନ୍ଦ୍ରୟାନ-୩କୁ ଚନ୍ଦ୍ରର ଦକ୍ଷିଣ ପୋଲରେ ଅବତରଣ କରି ଇତିହାସ ସୃଷ୍ଟି କରିଛି। ଇସ୍ରୋ ମିଶନ ସନ ଅଧୀନରେ ସୂର୍ଯ୍ୟଙ୍କ ନିକଟରେ ପହଞ୍ଚିବାର ପ୍ରସ୍ତୁତ କରୁଛି। ସେପ୍ଟେମ୍ବର ୨ରେ ଇସ୍ରୋ ପିଏସ୍ଏଲଭି ରକେଟ ମାଧ୍ୟମରେ ସତୀଶ…
ମୁକୁଳିବେ ଅମରମଣୀ ତ୍ରିପାଠୀ, ପତ୍ନୀ ମଧୁମଣି, ୟୁପି ସରକାରଙ୍କୁ ନୋଟିସ ଜାରି
ନୂଆଦିଲ୍ଲୀ,୨୫।୮: ସୁପ୍ରିମକୋର୍ଟ କବୟିତ୍ରୀ ମଧୁମିତା ଶୁକ୍ଳା ହତ୍ୟାକାଣ୍ଡର ଦୋଷୀଙ୍କୁ ସମୟ ପୂର୍ବରୁ ମୁକୁଳାଇବା ନିର୍ଦ୍ଦେଶ ଉପରେ ଉତ୍ତର ପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଏହାସହ କୋର୍ଟ ଦୋଷୀମାନଙ୍କୁ ମୁକ୍ତ କରିବାକୁ ସମର୍ଥନ କରିଛନ୍ତି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ସରକାର ପୂର୍ବତନ ମନ୍ତ୍ରୀ…
ପାଠପଢ଼ାରେ ଅର୍ଥ ସାଜିଛି ବାଧକ
ଅମରପାଲି,୨୫ା୮(ପୀତାମ୍ବର ସାହୁ): ଦୃଢ ଇଚ୍ଛାଶକ୍ତି ଓ ଅଧ୍ୟବସାୟ କେବେ ବିଫଳ ଯାଏନାହିଁ। ପ୍ରତିକୂଳ ପରିସ୍ଥିତିରେ ସଂଘର୍ଷ କରି ସଫଳତା ପାଇଛନ୍ତି ଜଣେ ଦୃଷ୍ଟିବାଧିତ ଯୁବକ। ସେ ହେଲେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଗ୍ରାମ ପଞ୍ଚାୟତ ତେଲିପାଲି ଗ୍ରାମର କୁଶ…
‘ଭାରତ ମାତା କି ଜୟ’ ସ୍ଳୋଗାନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କରାଗଲା ସ୍ବାଗତ
ଏଥେନ୍ସ,୨୫।୮: ବ୍ରିକ୍ସ ସମ୍ମିଳନୀ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଦିନିଆ ଗସ୍ତରେ ଗ୍ରୀସରେ ପହଞ୍ଚିଛନ୍ତି। ଏହି ସମୟରେ ଗ୍ରୀସର ଭାରତୀୟ ସମ୍ପ୍ରଦାୟ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ହୋଟେଲ ଗ୍ରାଣ୍ଡେ ବ୍ରେଟାଗେନରେ ପହଞ୍ଚିବା ପରେ ଭାରତୀୟ ସମ୍ପ୍ରଦାୟ ‘ଭାରତ…
ମୁମ୍ବାଇ ପୋଲିସକୁ ଆସିଲା ବିମାନରେ ବୋମାଥିବା ଫୋନ କଲ, ଘଟଣାର ଯାଞ୍ଚ ଆରମ୍ଭ
ମୁମ୍ବାଇ,୨୫।୮: ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ମୁମ୍ବାଇ ବିମାନ ବନ୍ଦରରେ ଏକ ବିମାନରେ ବୋମାଥିବା ମିଥ୍ୟା କଲ ଆସିଛି। ଏହି କଲ ସତାରାର ଜଣେ ଯୁବକ କରିଥିବା କୁହାଯାଉଛି। ତେବେ ଏହା ପଛର କାରଣ କ’ଣ ଓ ଯୁବକ ଜଣଙ୍କ ଏମିତି…
ସିଭିଲ ଇଞ୍ଜିନିୟରରୁ ସଫଳ ଚାଷୀ
ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): ଦିନେ ସେ ପୁନେରେ ସିଭିଲି ଇଞ୍ଜିନିୟର ଭାବେ ଏକ ବେସରକାରୀ କମ୍ପାନୀରେ କାମ କରି ମୋଟା ଅଙ୍କର ଦରମା ପାଉଥିଲେ। ହେଲେ ଲକ୍ଡାଉନରେ ଘରକୁ ଚାଲି ଆସି ସମନ୍ବିତ ଚାଷ ପ୍ରଣାଳୀ ପ୍ରତି ଆକର୍ଷିତ ହୋଇଥିଲେ। ଫଳରେ…
ଔଷଧ ପାଇଁ କିଡ୍ନୀ ରୋଗୀଙ୍କ ଭିକ୍ଷାବୃତ୍ତି
ରାଉରକେଲା,୨୫।୮(ଦିନେଶ ମିଶ୍ର): ରାଉରକେଲା ଉଦିତନଗର ଚୌଧୁରୀ ପେଟ୍ରୋଲ ପମ୍ପ ନିକଟରେ ରହୁଛନ୍ତି ଅଙ୍କିତ କୁମାର(୨୩)। ସେ ଦୀର୍ଘବର୍ଷ ଧରି କିଡ୍ନୀ ରୋଗରେ ପୀଡିତ। ଅର୍ଥାଭାବ ଯୋଗୁ ସେ ଔଷଧ କିଣି ଖାଇପାରୁନାହାନ୍ତି। ଫଳରେ ସେ ୬ ମାସ ହେଲା ଭିକ୍ଷାବୃତ୍ତିକୁ ଆପଣେଇଛନ୍ତି।…
ରାଜପ୍ରାସାଦ ପରି ଟଏଲେଟ୍
ଦୁନିଆରେ ଏପରି ଅନେକ ଜିନିଷ ଅଛି, ଯାହା ବିଷୟରେ ଜାଣି ଆଶ୍ଚର୍ଯ୍ୟ ଲାଗେ। କେତେକ ସେମାନଙ୍କର ଡିଜାଇନ ଏବଂ ଚିତ୍ରକଳା ହେତୁ ଏବଂ କେତେକ ଉପଯୋଗିତା ହେତୁ ବହୁତ ସ୍ବତନ୍ତ୍ର। କିନ୍ତୁ ଏପରି ଏକ ସର୍ବସାଧାରଣ ଟଏଲେଟ୍ ସୋସିଆଲ ମିଡିଆରେ ଭାଇରାଲ…
‘ଏନସିପିରେ ହୋଇନାହିଁ କୌଣସି ବିଭାଜନ, ଅଜିତ ଆମର ନେତା’,ଶରଦ ପାଓ୍ବାର
ମୁମ୍ବାଇ,୨୫।୮: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପାଓ୍ବାର ପୁଣିଥରେ ଦଳ ମଧ୍ୟରେ ବିଭାଜନକୁ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି କି ସେ ଓ ଅଜିତ ପାଓ୍ବାରଙ୍କ ମଧ୍ୟରେ କିଛି ହୋଇନାହିଁ। କୌଣସି ଲଢେଇ ବା ମତଭେଦ ହୋଇନାହିଁ। ସେ ଆମ ଦଳର…
ଶନିବାର ଭାରତ-ଆମେରିକା ମଧ୍ୟରେ ହେବ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ,୨୫।୮: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଭାଗିଦାରୀ ବୃଦ୍ଧି ଏବଂ ବାଣିଜ୍ୟ ସହ ଜଡିତ ବଝାମଣା ସମସ୍ୟାର ସମାଧାନ ପାଇଁ ଅଗଷ୍ଟ ୨୬ ଅର୍ଥାତ୍ ଶନିବାର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇପାରେ। ଏନେଇ ଦୁଇଜଣ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।…
Archives


