ପରିବାରକୁ ନିଆଁ ପାଣି ବାସନ୍ଦ
ବେଗୁନିଆପଡ଼ା,୨୫ା୮(ସୁଶାନ୍ତ କୁମାର ପଟ୍ଟନାୟକ): ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆଗଡ଼ ଗାଁରେ କଙ୍ଗାରୁ କୋର୍ଟ ବସି ଗୋଟିଏ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଉକ୍ତ ପରିବାରରେ ସମ୍ପତିକୁ କେନ୍ଦ୍ର କରି ବିବାଦ ଉପୁଜିଥିଲା। ଏହାର ସମାଧାନ ପାଇଁ ଗାଁରେ…
ସେପ୍ଟେମ୍ବର ୩ରେ ଓଜେଏସ୍ ମୁଖ୍ୟ ଲିଖିତ ପରୀକ୍ଷା
କଟକ,୨୫ା୮(ସୁପ୍ରିୟା ପ୍ରିୟଦର୍ଶିନୀ):ଆସନ୍ତା ସେପ୍ଟେମ୍ବର ୩ରେ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍) ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ପରୀକ୍ଷା ସୂଚୀ ଏବଂ ପରୀକ୍ଷା କେନ୍ଦ୍ର ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ…
ଓଡ଼ିଶାର କଳା, ସଂସ୍କୃତି, ପାରମ୍ପରିକ ଖାଦ୍ୟକୁ ଉଚ୍ଚପ୍ରଶଂସା
ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ସେଫ୍, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍ଫରେନ୍ସ ଜରିଆରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ଖାନ୍ନା ଓଡ଼ିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ…
ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ
ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି ରୋଭର…
କ୍ରିମିଆ ଉପରେ ୟୁକ୍ରେନ ଦ୍ୱାରା ଛଡାଯାଇଥିବା ୪୨ ଡ୍ରୋନ୍କୁ ନଷ୍ଟ କଲା ରୁଷିଆ
ମସ୍କୋ,୨୫।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ ହେବାର ନାମ ନେଉନାହିଁ। ଏହି ଯୁଦ୍ଧରେ ଏ ପର୍ଯ୍ୟନ୍ତ ଅନେକ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଯୁଦ୍ଧ ସମୟରେ ଉଭୟ ଦେଶ ମଧ୍ୟ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛନ୍ତି। ସୂଚନା…
ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ‘ପ୍ରତୀକ୍ଷା’
ଭୁବନେଶ୍ୱର,୨୪।୮(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଏଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି। ଫିଚର ଫିଲ୍ମ ବର୍ଗରେ ଏହା ମନୋନୀତ ହୋଇଥିବାବେଳେ ନନ୍ ଫିଚର ଫିଲ୍ମ ବର୍ଗର ସ୍ପେଶାଲ ମେନ୍ସନ୍ରେ ଅନ୍ୟତମ ଓଡ଼ିଆ ଚଳଚ୍ଚିତ୍ର ‘ଦ ହିଲିଙ୍ଗ ଟଚ୍’…
ଜଳୁନି ଷ୍ଟ୍ରିଟ ଲାଇଟ, ବଢ଼ୁଛି ଅସନ୍ତୋଷ
ବ୍ରହ୍ମପୁର,୨୫ା୮(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ବିଦ୍ୟୁତ ବିଲ ଦେୟ ହ୍ରାସ ଲକ୍ଷ୍ୟ ନେଇ ସହରର ପ୍ରତି ଅଞ୍ଚଳରେ ଏଲ୍ଇଡି ଷ୍ଟ୍ରିଟ ଲାଇଟ ଦ୍ୱାରା ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ୨୦୧୮ରେ ନିଗମ ପକ୍ଷରୁ ଏହି ବ୍ୟବସ୍ଥା ଆରମ୍ଭ…
୩୦ ଯାଏ ବର୍ଷା ନାହିଁ: ୨ରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଚଳିତ ବର୍ଷ ମୌସୁମୀ ଧୋକା ଦେଇଛି। ରାଜ୍ୟରେ ଏହା ସ୍ବାଭାବିକ ହେଉନାହିଁ। ୧୧ ଜିଲାରେ ନିଅଣ୍ଟିଆ ପରିସ୍ଥିତି। ନିକଟରେ ରାଜ୍ୟକୁ ଆଉ ବଡ଼ ବର୍ଷାର କୌଣସି ସୂଚନା ନ ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚାଷ କେମିତି ହେବ…
ବର୍ଷା ଅଭାବରୁ ଜମି ଫାଟି ଆଁ, ଚାଷୀ ଚିନ୍ତାରେ
ପାରଳାଖେମୁଣ୍ଡି,୨୫ା୮(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓ ପାରଳା ଖାସ୍ପା ଅଞ୍ଚଳର ଚାଷୀ ଏବେ ଚିନ୍ତାରେ। ବର୍ଷା ଅଭାବ ଯୋଗୁଁ ଜମି ଫାଟି ଆଁ କରିବା ସହ ଧାନ ଗଛ ସବୁ ନଷ୍ଟ ହେବାକୁ ଲାଗିଲାଣି। ଜିଲାରେ ଅଗଷ୍ଟ ମାସରେ ୫୭…
ଗୋଟିଏ ଗୋଡ଼ରେ ଭତ୍ତା ପାଇଁ ଦୌଡ଼
ପରଜଙ୍ଗ, ୨୫।୮(ନିଗମାନନ୍ଦ ଦଳବେହେରା): ଜନ୍ମରୁ ଗୋଟିଏ ଗୋଡ଼ ଅଚଳ। ପ୍ରମାଣପତ୍ର କହୁଛି ୫୦% ଦିବ୍ୟାଙ୍ଗ। ନିୟମ ଅନୁଯାୟୀ ଅନେକ ସରକାରୀ ଯୋଜନାର ଲାଭ ପାଇବାକୁ ଯୋଗ୍ୟ। ହେଲେ ଅଦ୍ୟାବଧି ଦୂର ହୋଇପାରିନାହିଁ ଦୁଃଖ। ଏଭଳି ସ୍ଥିତିରେ ଗୋଟିଏ ଗୋଡ଼ରେ ୧୬ ବର୍ଷ…
ବିନା ଅନୁମତି ଯୋଗୁ ବାହାନଗା ଦୁର୍ଘଟଣା
ନୂଆଦିଲ୍ଲୀ,୨୫ା୮(ପି.ଟି.):ବାଲେଶ୍ୱର ଜିଲା ବାହାନଗା ବଜାର ରେଳ ଷ୍ଟେଶନ ନିକଟ ଲେଭଲ କ୍ରସିଂରେ ମରାମତି କାର୍ଯ୍ୟ ପୂର୍ବରୁ ବରିଷ୍ଠ ଡିଭିଜନାଲ ଏବଂ ଟେଲିକମ୍ ଇଞ୍ଜିନିୟରଙ୍କ ଅନୁମତି ନିଆଯାଇ ନ ଥିଲା। ଏପରି କି ଏଥିପାଇଁ କୌଣସି ସର୍କିଟ୍ ଡାଏଗ୍ରାମକୁ ମଧ୍ୟ ଅନୁମୋଦନ କରାଯାଇ…
ସ୍ବାବଲମ୍ବୀ କରିଛି ଅର୍ଗାନିକ ଚାଷ
ଯୋଡା,୨୫ା୮(ମାନସ ମହାନ୍ତି): କାନପୁର ଡ୍ୟାମ୍ ପାଇଁ ବିସ୍ଥାପିତ ହୋଇ ଯୋଡ଼ାକୁ ଆସିଥିଲେ। ପରିବାର ଚଳାଇବା ପାଇଁ ବିଭିନ୍ନ ଖଣି ବୁଲି ମଧ୍ୟ ରୋଜଗାର ପାଇ ନ ଥିଲେ। ଶେଷରେ ନିଜ ଉଦ୍ୟମ ବଳରେ ଯୋଡ଼ା ଭଳି ଖଣି ଉପତ୍ୟକାରେ ହରିତ ବିପ୍ଲବର…
Archives


