କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଋତୁର ଏହି ପ୍ରଥମ କୁହୁଡ଼ି ଯୋଗୁଁ ସୋମବାର ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ୨୫ଟି ଗାଡ଼ି ପଛକୁ…
ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ…
ଗାଜର ଆମ ଶରୀର ପାଇଁ ବେଶ୍ ଉପକାରୀ। ଏଥିରେ ଭିଟାମିନ, ଫାଇବର୍ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରି ହୋଇରହିଛି। ଏଥିରେ ଏଭଳି ଉପକାରୀ ତତ୍ତ୍ୱ ଭରିରହିଛି, ଯାହା ହୃତ୍ପିଣ୍ଡ ପାଇଁ ଉପକାରୀ। ‘ସୁସ୍ଥ ହୃତ୍ପିଣ୍ଡ ଏବଂ ଗାଜର’ ଶୀର୍ଷକ ବିଷୟକୁ…
ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ
ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୋମବାର ସକାଳେ ଦିଲ୍ଲୀ ଏବଂ ଏହାର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘନ କୁହୁଡ଼ି ଦେଖାଯାଇଥିଲା।…
ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍
ପ୍ଲାଷ୍ଟିକ୍ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା ସେମାନଙ୍କ ଅନ୍ତନଳୀରେ ପ୍ରବେଶ କରି ଖାଦ୍ୟପଥକୁ ବନ୍ଦ କରିଦିଏ। ଏହା ମଧ୍ୟ ସମୟକ୍ରମେ ଛୋଟ…
ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ
ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ ଅମଳ ହୋଇଥିଲେ ମଧ୍ୟ ସରକାର ଆଜି ଯାଏ ମଣ୍ଡି ଖୋଲିନାହାନ୍ତି। ଫଳରେ ଚାଷୀ ତାଙ୍କ…
ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…
କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍ନିକ୍ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ ଉଦ୍ୟାନ ଭିତରକନିକା ଉପରେ ରହିଛି। ବନ୍ୟ ପ୍ରାଣୀ ବାର୍ହା, ହରିଣ, ଦେଶୀ ଓ ବିଦେଶାଗତ…
ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି
ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍ ହୋଇଯାଇଛି। ଏହାର ପ୍ରତିବାଦରେ ସୋମବାର ବ୍ଲକ ବିଜେଡି ପକ୍ଷରୁ ପଞ୍ଚୟତ ସମିତି ସମ୍ମୁଖରେ ଧାରଣା ଦିଆଯାିଛି। ବ୍ଲକ ବିଜେଡି…
ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି
ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ ଶୀତର ପ୍ରଭାବ ଜାରି ରହିଥିବା ଯୋଗୁ ଲୋକମାନେ ପ୍ରବଳ ଶୀତରେ ଅସ୍ତବ୍ୟସ୍ତ ହୋଇଗଲେଣି। ସୋମବାର…
ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ
ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି…
ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା
ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା। ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି…
Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା
ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨ ଲକ୍ଷ ଟଙ୍କାରେ ପହଞ୍ଚିଛି । ସୋମବାର ସକାଳେ ବଜାର ଖୋଲିବା ମାତ୍ରେ ସୁନା ଏବଂ…
ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ କୋକୁଆ ଭୟ
ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ ହିମାଂଶୁ ସାହୁ ଓ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମର୍ଥକ ଧାରଣାରେ ବସିଛନ୍ତି। କାଲି…
Archives


