Home Left

ନିଃଶବ୍ଦ ଘାତକ: ଉଚ୍ଚ ରକ୍ତଚାପ

କିପରି କରାଯାଏ ରୋଗ ନିର୍ଣ୍ଣୟ ଉଚ୍ଚ ରକ୍ତଚାପକୁ ନିର୍ଣ୍ଣୟ କରିବା ସବୁଠାରୁ ସହଜ। କାରଣ ରକ୍ତଚାପ ମାପିଦେଲେ ରୋଗ ଧରାପଡ଼ିଯାଏ। ତେବେ ଭିନ୍ନ ଭିନ୍ନ ସମୟରେ ବିଶ୍ରାମ କାଳରେ ରକ୍ତଚାପ ମାପି ଅନ୍ତତଃ ଦୁଇ ଥର ଚାପ ବଢ଼ିଥିବାର ଜଣାପଡ଼ିଲେ ଉଚ୍ଚ…

ସୁଡ଼ଙ୍ଗ ଉଦ୍ଧାର ଅଭିଯାନରେ ଟେକ୍ନୋଲୋଜିର ପ୍ରୟୋଗ

ଇତିମଧ୍ୟରେ ଉତ୍ତରକାଶୀର ସିଲ୍‌କ୍ୟାରା ସୁଡ଼ଙ୍ଗରେ ଅଟକି ରହିଥିବା ସମୁଦାୟ ୪୧ ଜଣ ନିର୍ମାଣ ଶ୍ରମିକଙ୍କୁ ସଫଳତାର ସହ ଉଦ୍ଧାର କରାଯାଇ ପାରିଛି। ଏହି ସଫଳତାର କାହାଣୀ ପଛରେ ଅନେକ ସଂଗଠନ ଓ ବ୍ୟକ୍ତିବିଶେଷଙ୍କ ଅବଦାନ ରହିଥିଲାବେଳେ ଏଥିରେ ମଧ୍ୟ ପ୍ରୟୋଗ କରାଯାଇଥିବା…

ଡାକ୍ତର ନାହାନ୍ତି, ରୋଗୀ ସେବା ବିପର୍ଯ୍ୟସ୍ତ

ବୁଗୁଡ଼ା,୧୧ା୧୨(କାଳି ଚରଣ ଦାଶ): ସରକାର ସ୍ବାସ୍ଥ୍ୟ ସେବାକୁ ପ୍ରାଥମିକତା ଦେଉଥିବା କହୁଥିବା ବେଳେ ୩ ଲକ୍ଷରୁ ଉର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ବୁଗୁଡ଼ା ବ୍ଲକରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇପଡିଛି। ବୁଗୁଡ଼ାରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମେତ କରଚୁଲି, ବାଲିପଦର ଓ ଏ.…

ଲିଚୁ, କାଜୁ ଚାଷ ନଷ୍ଟ ଆଶଙ୍କା, ଚିନ୍ତାରେ ଚାଷୀ

ଖଜୁରିପଡ଼ା,୧୧ା୧୨(ବିଦୁର ବେହେରା): କୃଷି କଲେ ଉନ୍ନତ ସକଳ ଉନ୍ନତର ନାରା ଦେଇ ସରକାର ଚାଷୀମାନଙ୍କୁ ଚାଷ କାର୍ଯ୍ୟ ପ୍ରତି ଆକୃଷ୍ଟ କରିବା, ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ତାଲିମ ପ୍ରଦାନ କରୁଛନ୍ତି। ଏବଂ ଚାଷ କାର୍ଯ୍ୟ ପାଇଁ ସରକାର ଯୋଗାଇ ଦେଉଥିବା…

୪୮ଘଣ୍ଟା ଶୋଷରେ ରଖିଲା ଓ୍ବାଟ୍‌କୋ

ଭୁବନେଶ୍ୱର,୧୧।୧୨: (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରରେ ପାନୀୟ ଜଳ ଯୋଗାଣରେ ଫେଲ୍‌ ମାରିଲା ଓ୍ବାଟ୍‌କୋ। ବିକଳ୍ପ ବ୍ୟବସ୍ଥା ନ କରି ମରାମତି ପାଇଁ ପାଣି ଯୋଗାଣ ବନ୍ଦ କରିଦେବାରୁ ଅଧା ସହରବାସୀ ଶୁକ୍ରବାରଠାରୁ ନାନା ଦୁର୍ଦ୍ଦଶା ଭୋଗିଥିଲେ। ବିଭିନ୍ନ ସ୍ଥାନରେ ପାଣି…

ଥଣ୍ଡା ପବନ, ବଢ଼ିବ ଶୀତ

ଭୁବନେଶ୍ୱର,୧୧।୧୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ସପ୍ତାହ ସାରା ପାଗ ଶୁଖିଲା ରହିବା ସହ ଆକାଶ ମେଘମୁକ୍ତ ରହିବ। ଉତ୍ତର-ପଶ୍ଚିମ ପଟୁ ଥଣ୍ଡା ପବନ ବହିବା ପ୍ରଭାବରେ ରାତି ତାପମାତ୍ରା ହ୍ରାସ ପାଇବ। ଫଳରେ ଶୀତ ବଢ଼ିବ। ବିଶେଷକରି ଉପକୂଳରେ ତାପମାତ୍ରା ସ୍ବାଭାବିକ…

ସବୁଜ ବିପ୍ଳବ ଆଣିବ ହାଇଡ୍ରୋପୋନିକ ପ୍ରଣାଳୀ ଚାଷ

କଟକ,୧୧ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ବିନା ମାଟିରେ ପରିବା ଓ ଫଳ ଉତ୍ପାଦନ ହୋଇପାରିବ। ହାଇଡ୍ରୋପୋନିକ ଚାଷ ମାଧ୍ୟମରେ ଏହା ସମ୍ଭବ। ଏହି ନିର୍ଦ୍ଦିଷ୍ଟ ପ୍ରଣାଳୀକୁ ଉପଯୋଗ କରି ଫସଲ ଉତ୍ପାଦନ ପାଇଁ ରେଭେନ୍‌ଶା ବିଶ୍ୱବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଗବେଷଣା କରାଯାଉଛି।…

ମାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର, ୧୧।୧୨(ଅସମାପିକା ସାହୁ): ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ନମୁନାରେ ଥିବା ବିଷୟ ଚଳିତ ବର୍ଷର ପାଠ୍ୟକ୍ରମରେ…

ସ୍ବାମୀ ଦ୍ୱିତୀୟ ବିବାହ କରୁଥିବା ବେଳେ ପହଞ୍ଚିଗଲେ ପ୍ରଥମ ସ୍ତ୍ରୀ, ଆଉ ତା’ ପରେ…

ନିରାକାରପୁର,୧୧ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହି ଥାନା ଅନ୍ତର୍ଗତ ଗୋଳବାଇ ପଞ୍ଚାୟତ ଚନ୍ଦ୍ରମାପାଟପୁର ଗ୍ରାମର ଅହଲ୍ୟା ହାତୀଙ୍କ ୨୦୧୦ରେ ବୈଦିକ ରୀତିରେ ସୁରେଶ ହାତୀଙ୍କ ସହିତ ବିବାହ ହୋଇଥିଲା।…

ଶାଗୁଣା ଘାଇ ନଦୀପଠାର ଫାଟ ବୃଦ୍ଧି ପାଉଛି

ଡେରାବିଶ, ୧୧ା୧୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବିରୂପା ନଦୀର ତ୍ରିପୁରାରିପୁର (ଘଣ୍ଟପଦା)ଠାରେ ଥିବା ଶାଗୁଣା ଘାଇ ନିକଟରେ ଗତ ୩ ତାରିଖରେ ନଦୀପଠାରେ ୧୦୦ ଫୁଟ ଲମ୍ବ, ୧୫ ଫୁଟ ଗଭୀରର ଏକ…

ଭୁଲ୍‌ରେ ବି ଦହି ସହିତ ଖାଆନ୍ତୁ ନାହିଁ ଏସବୁ ଖାଦ୍ୟ

ଦହି ଏକ ଉପକାରୀ ପାନୀୟ। ମାତ୍ର କିଛି ଜିନିଷ ଅଛି ଯାହା ସହିତ ଦହି ଖାଇଲେ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇଥାଏ। ତେବେ ଜାଣନ୍ତୁ ଏସବୁ ବିଷୟରେ… କଦଳୀ ଖାଇବାର ଅନେକ ଉପକାର ଅଛି, କିନ୍ତୁ ଯଦି ଦହି ସହିତ ଖାଆନ୍ତି ତେବେ…

ପ୍ଲାଟଫର୍ମରେ ହଠାତ୍‌ ସାଇକେଲ୍‌ରେ ଏମିତି ଷ୍ଟଣ୍ଟ କଲେ ବ୍ୟକ୍ତି, ଲୋକେ ହୋଇଗଲେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଷ୍ଟଣ୍ଟ ଭିଡିଓ ଭାଇରାଲ ହୋଇଥାଏ। ସେହିପରି ଏକ ଆଶ୍ଚର୍ଯ୍ୟଜନକ ଷ୍ଟଣ୍ଟ ଭିଡିଓ ଆଜିକାଲି ସୋସିଆଲ ମିଡିଆରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି, ଯେଉଁଥିରେ ସାଇକେଲ ଚଲାଉଥିବା ବ୍ୟକ୍ତି ରେଳ ପ୍ଲାଟଫର୍ମରେ ଷ୍ଟଣ୍ଟ କରୁଥିବା ଦେଖାଯାଉଛି। ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?