ହାତୀ ନେଲା ଦୁଇ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରେ ବସିଲେ ଲୋକେ
ଅନୁଗୋଳ,୨୪ା୮(ଅମିତ କୁମାର ସାମଲ): ହାତୀ ଆକ୍ରମଣରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ଅନୁଗୋଳ ବନଖଣ୍ଡ ପାତେଳି ଗାଁର ଶଙ୍କର ବିଶ୍ୱାଳ ଓ ଝିଲି ମାଝି। ତେବେ ପ୍ରତିବାଦରେ ଅନୁଗୋଳ-ବନ୍ତଳା ରାସ୍ତାକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଛନ୍ତି। କ୍ଷତିପୂରଣ…
ବିଶ୍ୱକପ ପାଇଁ ଅଭ୍ୟାସ ମ୍ୟାଚ ସୂଚୀ ଜାରି
ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଆସନ୍ତା ଦିନିକିଆ ବିଶ୍ୱକପ ପାଇଁ ଅଭ୍ୟାସ ମ୍ୟାଚ ସୂଚୀ ପ୍ରସ୍ତୁତ କରିଛି। ଆଇସିସି କହିଛି ଯେ, ବିଶ୍ୱକପ୍ ମୁଖ୍ୟ ମ୍ୟାଚ ପୂର୍ବରୁ ୧୦ଟି ଅଭ୍ୟାସ ଅପ ମ୍ୟାଚ ଖେଳାଯିବ। ଭାରତୀୟ ଦଳ ଇଂଲଣ୍ଡ ଏବଂ…
ବନଖଣ୍ଡ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରାୟଗଡ଼ା,୨୪ା୮(ଆଶିଷ ରଞ୍ଜନ ପଣ୍ଡା): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସ ଡିଏସ୍ପି ସନ୍ଧ୍ୟାରାଣୀ ସାହୁଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍ ଚଢ଼ାଉ କରିଛନ୍ତି। ରାୟଗଡ଼ା ସମେତ…
ୟୁଟ୍ୟୁବରେ ଚନ୍ଦ୍ରୟାନ-୩ର ଲାଇଭ ଷ୍ଟ୍ରିମିଂ ଭାଙ୍ଗିଲା ବିଶ୍ୱରେକର୍ଡ
ନୂଆଦିଲ୍ଲୀ,୨୪।୮: ଭାରତର ଚନ୍ଦ୍ରାୟନ-୩ ଚନ୍ଦ୍ରରେ ସଫଳ ଅବତରଣ କରିଛି। ଏହା ସହ ଚନ୍ଦ୍ରର ଦକ୍ଷିଣ ମରେୁରେ ପାଦ ଦେବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇଛି। ଏହି ସମୟରେ ଇସ୍ରୋର ଲାଇଭ ଷ୍ଟ୍ରିମିଂ ଲିଙ୍କ ମଧ୍ୟ ୟୁଟ୍ୟୁବରେ ଇତିହାସ ସୃଷ୍ଟି କରିଛି।…
ଚନ୍ଦ୍ରପୃଷ୍ଠରେ ଚାଲିଲା ରୋଭର ପ୍ରଜ୍ଞାନ: ଇସ୍ରୋ କହିଲା, ‘ମେଡ୍ ଇନ୍ ଇଣ୍ଡିଆ, ମେଡ୍ ଫର୍ ମୁନ୍’
ନୂଆଦିଲ୍ଲୀ,୨୪।୮: ଭାରତର ତୃତୀୟ ମୁନ୍ ମିଶନ୍ ଚନ୍ଦ୍ରୟାନ-୩କୁ ମିଳିଛି ବିରଳ ସଫଳତା। ଚନ୍ଦ୍ରର ସାଉଥ୍ ପୋଲ୍ରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବାରେ ସଫଳ ହେବା ସହ ୧୪୦ କୋଟି ଭାରତୀୟଙ୍କ ହୃଦୟରେ ଖୁସିର ଲହରି ଖେଳିଯାଇଛି। ଏହି ସଫଳତା ପରେ ବେଙ୍ଗାଲୁରୁସ୍ଥିତ…
ଯେବେ ବି ସୁଯୋଗ ମିଳିବ ଅଧିନାୟକ ହେବାକୁ ପ୍ରସ୍ତୁତ: ବୁମ୍ରା
ନୂଆଦିଲ୍ଲୀ,୨୪।୮: ଭାରତ-ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିବା ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜରେ ପ୍ରଥମ ଥର ଲାଗି ଅଧିନାୟକ ଦାୟିତ୍ୱ ତୁଲାଇଥିଲେ ଜସପ୍ରିତ ବୁମ୍ରା। ବୁଧବାର ଏହାର ୩ୟ ମୁକାବିଲା ରଦ୍ଦ ହେବା ପରେ ଭାରତ ୨-୦ରେ ସିରିଜ ଉପରେ କବ୍ଜା କରିଥିଲା।…
ଚନ୍ଦ୍ରୟାନ-୩ ସଫଳ ହେବାପରେ ଇସ୍ରୋ ମୁଖ୍ୟଙ୍କୁ ଫୋନରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୪।୮: ଚନ୍ଦ୍ରୟାନ-୩ ବୁଧବାର ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ସହ ଭାରତ ଇତିହାସ ସୃଷ୍ଟି କରିଛି। ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ରର ଦକ୍ଷିଣ ମେରୁରେ ସନ୍ଧ୍ୟା ଠିକ୍ ୬ଟା ୪ ମିନିଟରେ ଓହ୍ଲାଇବା ସହ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) କାର୍ଯ୍ୟାଳୟରେ ଉତ୍ସବର…
ପାଓ୍ବାର ପ୍ଲେ ସମୟରେ ଖେଳିବାକୁ ସ୍ବାଧୀନତା ଦେଇଥାନ୍ତି ରୋହିତ: ଶୁଭମନ
ନୂଆଦିଲ୍ଲୀ,୨୪।୮: ଏସିଆ କପ୍ ଲାଗି ଭାରତୀୟ ଟିମ୍ରେ ଓପନର୍ ଶୁଭମନ ଗିଲଙ୍କୁ ସୁଯୋଗ ମିଳିଛି। ସେ ଅଧିନାୟକ ରୋହିତ ଶର୍ମାଙ୍କ ସହ ଓପନିଂ କରିବେ। ଟୁର୍ନାମେଣ୍ଟ ଆରମ୍ଭ ହେବାକୁ କିଛି ଦିନ ଥିବା ବେଳେ ଶୁଭମନ ରୋହିତଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି।…
ଏସିଆ କପ୍ ପୂର୍ବରୁ ହେବ ଫିଟ୍ନେସ୍ ଟେଷ୍ଟ
ନୂଆଦିଲ୍ଲୀ,୨୪।୮:ଭାରତୀୟ ଦଳ ଏସିଆ କପ ୨୦୨୩ ମାଧ୍ୟମରେ ଗ୍ରାଉଣ୍ଡକୁ ଫେରିବାକୁ ପ୍ରସ୍ତୁତ। ଟୁର୍ନାମେଣ୍ଟ ପୂର୍ବରୁ ବେଙ୍ଗାଲୁରୁ ନିକଟ ଆଲୁରରେ ଟିମ ଇଣ୍ଡିଆ ୬ ଦିନିଆ କ୍ୟାମ୍ପ ଆରମ୍ଭ କରିବ। ଭାରତୀୟ ଦଳ ଏସିଆ କପ ୨୦୨୩ ମାଧ୍ୟମରେ ଗ୍ରାଉଣ୍ଡକୁ ଫେରିବାକୁ ପ୍ରସ୍ତୁତ।…
ଭାରତର ସହଭାଗୀ ହୋଇ ଆମେ ଗର୍ବିତ: ଆମେରିକା
ଓ୍ବାଶିଂଟନ୍,୨୪।୮: ଚନ୍ଦ୍ରୟାନ-୩ର ଚନ୍ଦ୍ରରେ ସଫଳ ଅବତରଣ ପରେ ଭାରତ ସାରା ବିଶ୍ୱରେ ପ୍ରଶଂସା ପାଇବାରେ ଲାଗିଛି। ଆମେରିକା ମଧ୍ୟ ପ୍ରଶଂସା କରିବାରେ ପଛାଇ ନାହିଁ। ଯଦିଓ ତିନୋଟି ଦେଶ (ଆମେରିକା, ରୁଷିଆ ଏବଂ ଚାଇନା) ପୂର୍ବରୁ ଚନ୍ଦ୍ର ଉପରେ ପାଦ ରଖିଛନ୍ତି,…
ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଭାରତୀ !
ବମ୍ବେ: ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଲୋକପ୍ରିୟ କମେଡିଆନ୍ ଭାରତୀ ସିଂହ। ୟୁଟ୍ୟୁବରେ ସେ ନୂତନ ବ୍ଲଗ ଶେୟାର କରିବା ପରେ କିଛି ଏଭଳି ଚର୍ଚ୍ଚା ଜୋର ଧରିଛି। ବ୍ଲଗରେ ଟେଲି ଅଭିନେତ୍ରୀ ତଥା ବିଗ୍ବସ୍ ଫେମ୍ ଜାସ୍ମିନ…
ଗାଁ ଚାଷୀଙ୍କ ସାଥୀ ତାଳପତ୍ର ପଖିଆ
ଡେରାବିଶ,୨୪ା୮(ବେବେର୍ତ୍ତା ଅଜୟ ଦାସ)ବର୍ଷାଋତୁ ଆସିଲେ ଚାଷୀଙ୍କ ପାଇଁ ଆବଶ୍ୟକ ପଡେ ତାଳପତ୍ରର ପଖିଆ। ଆଧୁନିକତାର ଚାକଚକ୍ୟ ଭିତରେ ଏବେ ବି ବିଭିନ୍ନ ଗାଁରେ ପଖିଆର ଚାହିଦା ଅକ୍ଷୂର୍ଣ୍ଣ ରହିଛି। ଆଜିର ହାଇକେଟ୍ ଯୁଗ ତଥା ପ୍ଲାଷ୍ଟିକର ବହୁଳ ପ୍ରସାର ମଧ୍ୟରେ ପ୍ରାଚୀନ…
Archives


