ଚାଷରେ ବାଧକ ସାଜିଛି ବର୍ଷାଜଳ
ଡେରାବିଶ,୨୪ା୮(ବେବର୍ତା ଅଜୟ ଦାସ)ବର୍ଷାର ଲୁଚକାଳି ଖେଳ ପରେ ବହୁ ବିଳମ୍ବରେ ଲଘୁଚାପ ଜନିତ ବର୍ଷା ହେବାରୁ ଚାଷୀଙ୍କ ମନରେ ଆନନ୍ଦ ଦେଖାଦେଇଛି ା ମାତ୍ର ବିଲରେ ଧାନ ଫସଲ ରୁଆପୋତା କାର୍ଯ୍ୟ ଆଗେଇ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଡ୍ରେନେଜ୍ ବିଭାଗର ଅପାରଗତା…
ନିର୍ମାଣ ଅପେକ୍ଷାରେ ୫ ବର୍ଷ
କେନ୍ଦ୍ରାପଡା,୨୩୪୮(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ ା ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ ା…
ଗ୍ୟାସ୍ ପାଇଁ ଟଙ୍କା ନାହିଁ: ଜଙ୍ଗଲ କାଠକୁ ଭରସା
ମହାକାଳପଡ଼ା,୨୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦାରିଦ୍ର୍ୟ ଓ ଅଭାବରେ ଶଢୁଛନ୍ତି ଜନଜାତି ପରିବାର। ଏମାନଙ୍କ ଆର୍ଥିକ ରୋଜଗାର ନ ଥିବାରୁ ବାଧ୍ୟ ହୋଇ ନଦୀ, ସମୁଦ୍ର ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରିଥାନ୍ତି। ନଦୀ…
ବିଶ୍ୱରଞ୍ଜନ ଷଡ଼ଙ୍ଗୀ ଟେକ୍ନିକାଲ ଅଫିସିଆଲ
ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): ଓମାନର ସାଲାହଠାରେ ମହିଳା ଓ ପୁରୁଷ ଏସିଆନ ହକି ୫ଏସ୍ ବିଶ୍ୱକପ କ୍ୱାଲିଫାୟର ଚଳିତ ମାସ ୨୫ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ବିଶ୍ୱରଞ୍ଜନ ଷଡ଼ଙ୍ଗୀଙ୍କୁ ଟେକ୍ନିକାଲ ଅଫିସିଆଲ ଭାବେ ଦାୟିତ୍ୱ…
ସିଏଡବ୍ଲ୍ୟୁଏଣ୍ଡ୍ସିଡବ୍ଲ୍ୟୁ ଏଡିଜିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୨୪।୮(ସତ୍ୟଜିତ୍ ରାଉତ)ମହିଳା ହୋମ୍ଗାର୍ଡ ସୈରିଦ୍ରୀ ସାହୁଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାଏଙ୍କ ସ୍ତ୍ରୀ ନିର୍ଯାତନା ଦେବା ଅଭିଯୋଗ ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ମାମଲାରେ ବ୍ରିଜେଶ୍ଙ୍କୁ ମଙ୍ଗଳବାର ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲେ ମଧ୍ୟ ତାଙ୍କ ବିରୋଧରେ…
ବିଏମ୍ସି ଅଫିସ ଭିତରକୁ ମଶା ଧୂଆଁ ଛାଡିଲା ଭାଜପା
ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଏମ୍ସିକୁ ପୁଣି ଥରେ ଟାର୍ଗେଟ କରିଛି ଭାଜପା। ଏନେଇ ବୁଧବାର ବିଏମ୍ସି କାର୍ଯ୍ୟାଳୟ ଘେରିବା ସହ ମେୟର ଓ କମିଶନରଙ୍କ ବିରୋଧରେ ଗର୍ଜିଥିଲା। ସେହିପରି ବିଏମ୍ସି କାର୍ଯ୍ୟାଳୟ ଭିତରକୁ ମଶା ଧୂଆଁ…
ବୁଦ୍ଧିମାନ କିନ୍ତୁ ନିଜର ଗର୍ବି ସ୍ବଭାବ ଯୋଗୁ ନିଜର କ୍ଷତି କରିଥାନ୍ତି ଏହି ୩ ରାଶିର ବ୍ୟକ୍ତି
ଜ୍ୟୋତିଷଶାସ୍ତ୍ରରେ ରାଶି ଅନୁଯାୟୀ ଗୁଣ, ଦୋଷ ଏବଂ ସ୍ବଭାବ ଆଦି ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। କିଛି ଲୋକ ବହୁତ ବୁଦ୍ଧିମାନ ହୋଇଥିଲେ ହେଁ ଅହଂଙ୍କାର ପାଇଁ ସବୁକିଛି ବରବାଦ କରିଦେଇଥାନ୍ତି। ଆସନ୍ତୁ ଜାଣିବା: ମିଥୁନ: ଏହି ରାଶିର ଜାତକଧାରୀ ବହୁତ ବୁଦ୍ଧିମାନ,…
ବିଓବି ପକ୍ଷରୁ ଭିଡିଓ ରି-କେୱାଇସିର ଶୁଭାରମ୍ଭ
ଭୁବନେଶ୍ୱର,୨୪।୮: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଭିଡିଓ ରି-କେୱାଇସି’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ସୁବିଧା ଉଭୟ ଇଂରାଜୀ ଓ ହିନ୍ଦୀ ଭାଷାରେ ଉପଲବ୍ଧ। ଏପରିକି ଗ୍ରାହକମାନେ ଡିଜିଟାଲ ସେବା ମାଧ୍ୟମରେ…
ବିଏମ୍ସି ବୈଠକରେ ଡେଙ୍ଗୁକୁ ନେଇ ହୋହଲ୍ଲା
ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ମୁକାବିଲାରେ ବିଏମ୍ସି ସଫଳ ହେଉ ନ ଥିବାରୁ ଏହାକୁ ନେଇ ସାଧାରଣଜନତାଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳ ଓ ଖୋଦ୍ କର୍ପୋରେଟରମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାକୁ ନେଇ ବୁଧବାର ବିଏମ୍ସି କର୍ପୋରେଶନ…
ନରାକାସ୍ର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ
ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍ (ବ୍ୟାଙ୍କ) ଭୁବନେଶ୍ୱରର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ ମଙ୍ଗଳବାର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ)ର ଭୁବନେଶ୍ୱର ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନରାକାସ୍ (ବ୍ୟାଙ୍କ) ଭୁବନେଶ୍ୱରର ଅଧ୍ୟକ୍ଷ ତଥା ଏସ୍ବିଆଇ ମୁଖ୍ୟ…
ଅବହେଳିତ ଅବସ୍ଥାରେ ବ୍ରିଟିଶ ଅମଳର ବିଦ୍ୟାଳୟ, ଗୋଟିଏ କୋଠରିରେ ପଢୁଛନ୍ତି ୩ ଶ୍ରେଣୀ ପିଲା
ରାୟଗଡ଼ା,୨୪।୮(ଭାଗ୍ୟଶ୍ରୀ ମିଶ୍ର): ପିଲାଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ଅନେକ ସ୍ଥାନରେ ଏହାର ସୁଫଳ ପହଞ୍ଚତ୍ ପାରୁ ନ ଥିବା ଅଭିଯୋଗ ହେଉଛି। ରାୟଗଡ଼ା…
ସୋଆରୁ ଜିଓର ଟ୍ରୁ-୫ଜି କ୍ୟାମ୍ପସ୍ ଅଭିଯାନ
ଭୁବନେଶ୍ୱର, ୨୪।୮: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଟ୍ରୁ-୫ଜି କ୍ୟାମ୍ପସ ଅଭିଯାନର ସର୍ବଭାରତୀୟ ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା କ୍ଷେତ୍ର ପକ୍ଷରୁ ବୁଧବାର ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ପରିସରରୁ ଉକ୍ତ ଅଭିଯାନର ଆନୁଷ୍ଠାନିକ ଶୁଭାରମ୍ଭ…
Archives


