Home Left

ସ୍ମାର୍ଟ ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର

ଜଟଣୀ,୨୪।୮(ରବୀନ୍ଦ୍ର ମହାକୁଡ଼)ଜଟଣୀ ବ୍ଲକ କନ୍ତିଆ ପଞ୍ଚାୟତରେ ୫-ଟି ସ୍କୁଲରେ ରୂପାନ୍ତର ହୋଇଥିବା ସରକାରୀ ବିଦ୍ୟାଳୟ ଛାତରୁ ବୁଧବାର ଏକ ପ୍ଲାଷ୍ଟର ଖସିପଡ଼ିଛି। ଫଳରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି। ତେବେ ସ୍ମାର୍ଟସ୍କୁଲର ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ…

ମିଶୋର ମିଶନ ୧୦୦ ମିଲିୟନ

ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ଇ- କର୍ମସ କମ୍ପାନୀ ମିଶୋ ବର୍ତ୍ତମାନ ଏକ ନୂଆ ମିଶନ ସମ୍ପର୍କରେ ଘୋଷଣା କରିଛି। ୨୦୨୭ ମସିହା ବେଳକୁ ମିଶୋର ମିଶନ ୧୦୦ ମିଲିୟନ ଗ୍ରାହକଙ୍କ ନିକଟତର ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି ବର୍ତ୍ତମାନ…

ଡାକ୍ତରଙ୍କ ଘରୋଇ କ୍ଲିନିକ୍‌ ମୋହ

ଖୋର୍ଦ୍ଧା,୨୪ା୮(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ କେତେଜଣ ଡାକ୍ତର ନିର୍ଦ୍ଧରିତ ସମୟରେ ମେଡିକାଲରେ ରୋଗୀଙ୍କୁ ଦେଖିବା ପରିବର୍ତ୍ତେ ନିକଟସ୍ଥ ଘରୋଇ କ୍ଲିନିକ୍‌ରେ ସମୟ ଦେଉଛନ୍ତି। ସରକାରୀ ମେଡିକାଲରେ ସ୍ବାସ୍ଥ୍ୟସେବାରେ ଉନ୍ନତି…

ଟିବିଡବ୍ଲ୍ୟୁଇଏସ୍‌କୁ ପ୍ଲେଟ୍‌ ଯୋଗାଇବ ଜେଏସ୍‌ଏଲ୍‌

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଗୁଣାତ୍ମକ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ପ୍ଲେଟ୍‌ର ଚାହିଦା ଉଭୟ ଘରୋଇ ଓ ଅନ୍ତଃରାଷ୍ଟ୍ରୀୟ ବଜାରରେ ରହିଛି। ଏପରିକି ଅଗ୍ରଣୀ ବଏଲର ଉତ୍ପାଦକ ଥର୍ମାକ୍ସ ବାବ୍‌କକ ଆଣ୍ଡ ୱିଲକକ୍ସ ଏନର୍ଜି ସଲ୍ୟୁସନ୍‌ (ଟିବିଡବ୍ଲ୍ୟୁଇଏସ୍‌) ଲିମିଟେଡ୍‌କୁ…

ଗୋଷ୍ଠୀ କଲ୍ୟାଣକୁ ଅଗ୍ରାଧିକାର

ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ସହଯୋଗୀ ସଂସ୍ଥା ବେଦାନ୍ତ ଆଇରନ ଓର୍‌ ପକ୍ଷରୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଓଡ଼ିଶାରେ କରାଯାଉଛି। ଏପରିକି କମ୍ପାନୀର ଓଡ଼ିଶା ବ୍ୟବସାୟ ଏକ ଦାୟିତ୍ୱପୂର୍ଣ୍ଣ ସାର୍ବଜନୀନ ସଂସ୍ଥା ଭାବେ କାର୍ଯ୍ୟ…

ଖାଲି ପଦବୀରେ ବିଶ୍ୱବିଦ୍ୟାଳୟ ସ୍ବପ୍ନ

ଖୋର୍ଦ୍ଧା,୨୪ା୮ (ପ୍ରଭାତ ପାଣିଗ୍ରାହୀ)ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକ ଖୋର୍ଦ୍ଧାରେ ଶିକ୍ଷାର ପ୍ରଗତି ପାଇଁ ଏକ ମହାବିଦ୍ୟାଳୟ ଗଢିଥିଲେ। ତାଙ୍କ ନାମ ଅନୁସାରେ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ନାମକରଣ କରାଯାଇଛି। ୧୯୫୮ରେ ସ୍ଥାପିତ ଏହି ମହାବିଦ୍ୟାଳୟ ୨୦୦୬ରେ ସ୍ବୟଂଶାସିତ ମାନ୍ୟତା ପାଇଛି।…

ଠିକା କାମକୁ ନେଇ ବ୍ୟବସାୟ, ଆୱାର୍ଡ କାମ ନାମରେ ହାତାହାତି ବଣ୍ଟା ଚାଲିଛି କାର୍ଯ୍ୟ

ତେନ୍ତୁଳିଖୁଣ୍ଟି,୨୪ା୮(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ଡ୍ୟାମ ସର୍କଲରେ ଠିକା କାର୍ଯ୍ୟକୁ ହାତାହାତି ବଣ୍ଟନ କରି କିଛି କର୍ମଚାରୀ ବ୍ୟବସାୟ ଚଳାଇଥିବା ଅଭିଯୋଗ ହେଉଛି। ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ନିର୍ଦ୍ଦେଶରେ ପ୍ରତ୍ୟେକ ସରକାରୀ କାର୍ଯ୍ୟକୁ ଟେଣ୍ଡର ମାଧ୍ୟମରେ…

‘ଗୁଣବତ୍ତା ସୁଧାର’ ପାଇଁ ଏମ୍‌ସିଏଲ୍‌କୁ ପ୍ରଥମ ପୁରସ୍କାର

ତାଳଚେର,୨୪ା୮ (ମନୋଜ ନନ୍ଦ): ଗ୍ରୀନଟେକ ଫାଉଣ୍ଡେଶନ ପକ୍ଷରୁ ‘ଗୁଣବତ୍ତା ସୁଧାର’ ନିମନ୍ତେ ମହାନଦୀ କୋଲଫିଲ୍ଡସ ଲିମିଟେଡ (ଏମ୍‌ସିଏଲ୍‌)କୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ଠାରେ ଆୟୋଜିତ ଏହି ପୁରସ୍କାର ବିତରଣ ଉତ୍ସବରେ ଜେନେରାଲ ମ୍ୟାନେଜର (ଗୁଣବତ୍ତା ନିୟନ୍ତ୍ରଣ) ରବିକେଶ କୁମାର…

ଢେଙ୍କାନାଳରେ ହେବ ଦେଶର ପ୍ରଥମ ଡୋକ୍ରା ମ୍ୟୁଜିୟମ

ଢେଙ୍କାନାଳ, ୨୪ା୮(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତର ସଦେଇବେରେଣୀ-ନବଜୀବନପୁର କଳାକୃତି ଗ୍ରାମରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଡୋକ୍ରା ମ୍ୟୁଜିୟମ। ଡୋକ୍ରା କଳାକୃତି ପାଇଁ ପ୍ରସିଦ୍ଧ ଏହି ସ୍ଥାନରେ ଏଭଳି ଲୁପ୍ତପ୍ରାୟ ହସ୍ତଶିଳ୍ପର ବିକାଶ ଲାଗି ରିସର୍ଚ୍ଚ ସେଣ୍ଟର…

ଆଜି ୨୪ ଘଣ୍ଟିିଆ ମୟୂରଭଞ୍ଜ ବନ୍ଦ

ବାରିପଦା,୨୪ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୧୫ଦଫା ଦାବି ନେଇ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍‌ଏମ୍‌) ପକ୍ଷରୁ ଗୁରୁବାର ୨୪ ଘଣ୍ଟିିଆ ମୟୂରଭଞ୍ଜ ଜିଲା ବନ୍ଦ ଡାକରା ଦିଅଯାଇଛି। ଜିଲାର ଜନସାଧାରଣଙ୍କ ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ବନ୍ଦକୁ ସଫଳ କରିବାକୁ ଆହ୍ବାନ ଦିଆଯାଇଛି। କେନ୍ଦ୍ର…

ସରକାରୀ ଜମିରେ ନିର୍ମାଣ ହେଉଛି ଆବାସ

କୋରୁକୋଣ୍ଡା ୨୪ା୮(ଅବିନାଶ ବେହେରା): ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ହିତାଧିକାରୀଙ୍କୁ ଯୋଗାଇ ଦିଆଯାଉଛି  ପ୍ରଧାନମନ୍ତ୍ରୀ ଆବାସ ଯୋଜନା। କିନ୍ତୁ କେତେକ ସ୍ଥାନରେ  ନିୟମ ଉଲ୍ଲଂଘନ କରାଯାଉଥିବା ନଜିର ରହିଛି। ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର…

ମାଲିକଙ୍କ ଅଜାଣତରେ ଜମି ବିକ୍ରି ଉଦ୍ୟମ

ସମ୍ବଲପୁର,୨୪ା୮(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ମାଲିକ ଅଜାଣତରେ ହେଉଥିଲା ଜମି ବିକ୍ରି। ଦଲାଲମାନେ ନକଲି ଦସ୍ତାବିଜ ତିଆରି କରି ଜମି କିଣାବିକା କରୁଥିଲେ। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ବୁର୍ଲା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri