ଚନ୍ଦ୍ରୟାନ୍-୩ର ସଫ୍ଟ ଲ୍ୟାଣ୍ଡିଂ ପୂର୍ବରୁ କମାଣ୍ଡ ସେଣ୍ଟର ଫଟୋ ଜାରି କଲା ଇସ୍ରୋ
ନୂଆଦିଲ୍ଲୀ,୨୩।୮: ଅଗଷ୍ଟ ୨୩ ଅର୍ଥାତ୍ ଆଜି ସନ୍ଧ୍ୟାରେ ଚନ୍ଦ୍ରୟାନ -୩ର ଲ୍ୟାଣ୍ଡର ମଡ୍ୟୁଲ (ଏଲ୍ଏମ୍) ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ। ଯଦି ଏହା ଘଟେ ତେବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହେବ। କେବଳ…
ଡିଏମ୍ଏଫ୍ରେ ଶିକ୍ଷା, ସ୍ବାସ୍ଥ୍ୟକୁ ଅଣଦେଖା
ଯାଜପୁର,୨୨ା୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଖଣି ଖାଦାନ ଭରା ଅଞ୍ଚଳର ବିକାଶ ପାଇଁ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ଗଠିତ ହୋଇଛି। ଖଣି ଓ ଖଣିଜ ପଦାର୍ଥ ପ୍ରଶାସନିକ ପରିଚାଳନା ପାଇଁ ମାଇନ୍ସ ଓ ମିନେରାଲ ଡେଭଲପମେଣ୍ଟ ଆଣ୍ଡ ରେଗୁଲେଶନ ଆକ୍ଟ…
ମୁଁ ବିବାହ କରିସାରିଛି: ଟାଇଗର…
ବମ୍ବେ: ବଲିଉଡ୍ ଅଭିନେତ୍ରୀ ତଥା କଥିତ ପ୍ରେମିକା ଦିଶା ପଟାନିଙ୍କ ସହ ବ୍ରେକ୍ଅପ୍ ପରେ ନୂଆ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଭିନେତା ଟାଇଗର ଶ୍ରଫ୍। ଏବେ ଦିଶା ଧାନୁକାଙ୍କୁ ସେ ଡେଟ୍ କରୁଥିବା କୁହାଯାଉଛି। ହେଲେ ଏନେଇ ପଚରାଯିବାରେ ଆଡୁସାଡୁ କହି…
ସରକାରଙ୍କୁ ଶୁଭେଚ୍ଛା ଜଣାଇଲେ କଂଗ୍ରେସର ବରିଷ୍ଠ ନେତା ହରିଶ ରାୱତ
ନୂଆଦିଲ୍ଲୀ,୨୩।୮: ଚନ୍ଦ୍ରାୟନ-୩ ମିଶନକୁ ନେଇ ଦେଶରେ ଉତ୍କଣ୍ଠା ଖେଳିଯାଇଛି। ଏନେଇ କଂଗ୍ରେସର ବରିଷ୍ଠ ନେତା ହରିଶ ରାୱତ କହିଛନ୍ତି ଯେ, ଏହା ଏକ ବଡ଼ ସଫଳତା। ମୁଁ ଆଗଆ ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଦେବାକୁ ଚାହୁଁଛି। ମୁଁ ସରକାରଙ୍କୁ ମଧ୍ୟ ଅଭିନନ୍ଦନ ଜଣାଉଛି।…
ସରକାରୀ ଯୋଜନାରୁ ବଞ୍ଚିତ ମୂଷନଙ୍କ ପରିବାର
ପ୍ରୀତିପୁର,୨୩।୮(ସୁଶାନ୍ତ ବେହୁରିଆ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ୍ ଅଧୀନ ଘଣ୍ଟିଆଳି ଲେଙ୍କା ସାହିର ମୁଷନ ଯେନାଙ୍କ ପରିବାର ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ରୋଗଗ୍ରସ୍ତ ସ୍ବାମୀ ଓ ମାନସିକ ବିକୃତ ପୁଅକୁ ନେଇ ଭଙ୍ଗା କୁଡ଼ିଆରେ ବାସ କରୁଥିବା ଏହି ୭୫…
ନିଅଣ୍ଟିଆ ବର୍ଷା: ଚାଷଜମି ପଡ଼ିଆ
କେନ୍ଦ୍ରାପଡ଼ା, ୨୩।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ସମସ୍ତ ଚାଷଜମିକୁ ଜଳସେଚନ ପାଇଁ କେନାଲ ନାହିଁ। ଚଳିତବର୍ଷ ସ୍ବଳ୍ପ ବର୍ଷା ଏହି ଜିଲାର ଖରିଫ ଚାଷକୁ ନଷ୍ଟ କରିଛି। ଚାଷ ଜମି ଏବେ ପଡ଼ିଆ ହେବା ଅବସ୍ଥାକୁ ଆସିଥିବା ବେଳେ ଗୋଚର ହେବା…
ଆଜମ ଖାନ୍ଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି
ନୂଆଦିଲ୍ଲୀ,୨୩।୮: ସମାଜବାଦୀ ପାର୍ଟି ନେତା ଆଜମ ଖାନ ୨୦୦୭ରେ ରାମପୁରର ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ବିବୃତ୍ତି ମାମଲାର ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି କରାଯାଇଥିଲା। ଶୁଣାଣି ସମୟରେ ଆଜମ ଖାନଙ୍କୁ ଆଶ୍ୱସ୍ତି ପ୍ରଦାନ କରି କୋର୍ଟ ଟ୍ରାଏଲ କୋର୍ଟର ଆଦେଶକୁ…
ଆକବରଙ୍କ କାରାଗାରରେ ହନୁମାନ ଚାଳିଶା ଲେଖିଥିଲେ ତୁଳସୀଦାସ, ପଢ଼ନ୍ତୁ ରୋଚକ କାହାଣୀ
‘ଶ୍ରୀ ରାମଚରିତମାନସ’ ଭଳି ଅନେକ ମହାନ ଗ୍ରନ୍ଥ ଲେଖିଥିବା ତୁଳସୀଦାସଙ୍କୁ କିଏ ବା ନଜାଣେ। ଶ୍ରାବଣ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥିରେ ଚିତ୍ରକୁଟର ରାଜାପୁର ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା। ଏହି ଅନୁସାରେ ବୁଧବାର ସାରା ଦେଶରେ ତାଙ୍କର ଜୟନ୍ତୀ…
ପାଠକ ବାପ, ପୁଅଙ୍କ ବିରୋଧରେ ୫ହଜାର ପୃଷ୍ଠାର ଚାର୍ଜଶିଟ୍
ଭୁବନେଶ୍ୱର,୨୩।୮(ସତ୍ୟଜିତ୍ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ବିରୋଧରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଭିଜିଲାନ୍ସ ପକ୍ଷରୁ ୫ ହଜାର ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍ ଦାଖଲ…
ଅମୃତ ସରୋବର ପ୍ରକଳ୍ପରେ ଅନିୟମିତତା
କାମାକ୍ଷାନଗର, ୨୩।୮(ସୁଧୀର ପରିଡ଼ା): ମାତ୍ର ୮ମାସ ତଳେ ଜଳ ନିଷ୍କାସନ ପାଇଁ ତିଆରି କରାଯାଇଥିବା କଂକ୍ରିଟ୍ ପ୍ଲାଟ୍ଫର୍ମ ଫାଟି ଅଁା କରିଛି। ଅଧିକ ପାଣି ମହଜୁଦ୍ ହେଲେ କାଳେ ଭୁଶୁଡ଼ି ପଡ଼ିବ, ସେହି ଭୟରେ ଜଳାଶୟ ଭିତରକୁ ଯାଉଥିବା ପାହାଡ଼ ପାଣି…
୪୦୦ କୋଟି କ୍ଲବରେ ‘ଗଦର-୨’
ସନି ଦେଓଲଙ୍କ ଫିଲ୍ମ ‘ଗଦର-୨’ ବକ୍ସ ଅଫିସ୍ରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏହି ଚଳଚ୍ଚିତ୍ରଟି ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ‘ଗଦର-୨’ ବର୍ତ୍ତମାନ ୪୦୦ କୋଟିର କ୍ଲବରେ ଯୋଗ ଦେଇଛି। ଏହି ଫିଲ୍ମଟି ମାତ୍ର ୧୨ ଦିନ ମଧ୍ୟରେ ୪୦୦ କୋଟି ମାର୍କ…
ଗଭୀରକୁ ଲମ୍ବିଛି ଦୁର୍ନୀତି ଚେର
ଢେଙ୍କାନାଳ, ୨୩।୮(ରତନ ନାୟାର): ଢେଙ୍କାନାଳ ପୌରସଂସ୍ଥାରେ ଦୁର୍ନୀତି ଚେର ଗଭୀରକୁ ଲମ୍ବିଛି। ଯେତିକି ଖୋଳତାଡ଼ ହେଉଛି, ସେତେ ବଡ଼ ବଡ଼ ଆର୍ଥିକ ଅନିୟମିତତା ଧରାପଡୁଛି। ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଏବଂ ବିଭିନ୍ନ ପ୍ରକଳ୍ପରେ ଠିକାଦାରଙ୍କ ପକ୍ଷରୁ ଡିପୋଜିଟ୍ ହୋଇଥିବା ଆର୍ନେଷ୍ଟ ମନି…
Archives


