Home Left

ଟ୍ରାଏଲ୍ସ ପାଇଁ ବଜରଙ୍ଗଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨ା୮: କୁସ୍ତି ବିଶ୍ୱ ଚାମ୍ପିୟନଶିପ ଟ୍ରାଏଲ୍ସରେ ଯୋଗ ଦେବା ପାଇଁ ଅଲିମ୍ପିକ୍ସ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ନିର୍ଦ୍ଦେଶ ଦେଇଛି ଭାରତୀୟ କ୍ରୀଡା ପ୍ରାଧିକରଣ(ସାଇ)। ଅଗଷ୍ଟ ୨୫ ଓ ୨୬ ତାରିଖରେ ବିଶ୍ୱ କୁସ୍ତି ଚାମ୍ପିୟନଶିପ୍‌ର ଟ୍ରାଏଲ୍ସ ଅନୁଷ୍ଠିତ ହେବ। ହାଙ୍ଗଝୌ…

ଇସ୍ରୋ ନିଯୁକ୍ତି ପରୀକ୍ଷାରେ କପି କରି ୨ ଗିରଫ

ଥିରୁଭାନନ୍ତପୁରମ୍‌,୨୨।୮: ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ରେ ନିଯୁକ୍ତି ଲାଗି ଅନୁଷ୍ଠିତ ପରୀକ୍ଷାରେ କପି କରି ୨ଜଣ ଧରାପଡ଼ିଛନ୍ତି। ସେମାନେ ହେଲେ ହରିୟାଣାର ସୁନୀଲ କୁମାର ଓ ମନୋଜ କୁମାର। ରବିବାର ଥିରୁଭାନନ୍ତପୁରମଠାରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଉଭୟ ଅଭିଯୁକ୍ତଙ୍କୁ ଭିନ୍ନ…

ଲୁସେଲରେ ଉଦ୍‌ଘାଟନୀ ଓ ଫାଇନାଲ

କୁଆଲାଲମ୍ପୁର,୨୨ା୮ : ଏଏଫ୍‌ସି ଏସିଆନ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ଓ ଫାଇନାଲ କାତାରର ଆଇକନିକ ଲୁସେଲ ଷ୍ଟାଡିୟମରେ ହେବ ବୋଲି ସ୍ଥାନୀୟ ଆୟୋଜକ କମିଟି ସୋମବାର ଘୋଷଣା କରିଛି। ଏହି ଷ୍ଟାଡିୟମରେ ଗତବର୍ଷ ବିଶ୍ୱକପ୍‌ ଫାଇନାଲ ଅନୁଷ୍ଠିତ ହୋଇଥିଲା। ଆସନ୍ତାବର୍ଷ…

ଭାରତର ସବୁଠାରୁ ବୟସ୍କ ହାତୀ ବିଜୁଳି ପ୍ରସାଦର ମୃତ୍ୟୁ

ଗୌହାଟୀ,୨୨।୮: ଆସାମର ଚା ବଗିଚାରେ ସୋମବାର ଭାରତର ସବୁଠାରୁ ବୟସ୍କ ହାତୀ ବିଜୁଳି ପ୍ରସାଦର ମୃତ୍ୟୁ ଘଟିଛି। ତାକୁ ୮୯ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ତା’ର ମୃତ୍ୟୁ ଘଟିଥିବା କୁହାଯାଉଛି। ପ୍ରସାଦର ନାମକରଣ ତା’ର ମାଲିକ ତଥା ଇଂଲଣ୍ଡର ଓଲିଭର…

ଆଉ ନିର୍ବାଚନ ଲଢିବେ ନାହିଁ ସନ୍ନି ଦେଓଲ

ଫିଲ୍ମ ‘ଗଦର-୨’ର ସଫଳତା ପରେ ଅଭିନେତା ସନ୍ନି ଦେଓଲ ଏକ ବଡ଼ ଘୋଷଣା କରିଛନ୍ତି। ସେ ଆଉ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ସେ ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ ସନ୍ନି ଦେଓଲ କହିଛନ୍ତି ଯେ, ଆଉ ରାଜନୀତିରେ ମନ…

ରାହୁଲ, ଆୟରଙ୍କ ପ୍ରତ୍ୟାବର୍ତ୍ତନ

ନୂଆଦିଲ୍ଲୀ,୨୨ା୮ : ଶ୍ରୀଲଙ୍କାରେ ଖେଳା ଯିବାକୁ ଥିବା ଏସିଆ କପ୍‌ କ୍ରିକେଟ୍‌ ୨୦୨୩ ପାଇଁ ଭାରତୀୟ ଦଳ ସୋମବାର ଘୋଷଣା ହୋଇଛି। ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ୍‌ ଅଗରକର ଓ ଅଧିନାୟକ ରୋହିତ ଶର୍ମା ଏକ ଖବରଦାତା ସମ୍ମିଳନୀରେ…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଆରଏସ୍‌, ଜାଣନ୍ତୁ ଏହା ପଛର କାରଣ

ହାଇଦ୍ରାବାଦ୍‌,୨୨।୮: ତେଲେଙ୍ଗାନାରେ ନିର୍ବାଚନ ତାରିଖ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଶାସକ ଦଳର ମୁଖ୍ୟ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର) ନିର୍ବାଚନ ପାଇଁ ବିଗୁଲକ ବଜାଇଛନ୍ତି। ନିର୍ବାଚନ ପାଇଁ…

ମାରଣାସ୍ତ୍ର ଦେଖାଇ ୨୫ ଭରି ସୁନାଗହଣା ଲୁଟ, ପୋଲିସର ତଦନ୍ତ

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରେ ରବିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ପରିବାର କହିବା ଅନୁଯାୟୀ ରାତି ପ୍ରାୟ ୨ଟାରେ ପାଚେରି ଡେଇଁ ଘର ମୁଖ୍ୟ କବାଟକୁ…

ଚିତ୍ରକୋଣ୍ଡା ବ୍ଲକରେ ନିର୍ମାଣ ହେବ ୩ଟି ବୃହତ ସେତୁ

ଭୁବନେଶ୍ୱର,୨୧ା୮(ଅନିଲଦାସ)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ୩ଟି ବୃହତ ସେତୁ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହାକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହାଦ୍ବାରା ସ୍ବାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ।…

ଖବରକାଗଜରୁ ଫଟୋ ଦେଖି ପ୍ରେମ

ଟ୍ରିନଟନ୍‌: ପ୍ରେମ କେତେବେଳେ କେଉଁଠାରେ କାହାକୁ ବି ହୋଇପାରେ। ପ୍ରେମ ବୟସ, ଜାତି, ଧର୍ମ ଦେଖି ନ ଥାଏ। ନିକଟରେ ଏପରି ଏକ ପ୍ରେମର ନିଦର୍ଶନ ଦେଖିବାକୁ ମିଳିଛି। ଜଣେ ଯୁବତୀ ଖବରକାଗଜରୁ ଯୁବକଙ୍କ ଫଟୋ ଦେଖି ଫେସବୁକ୍‌ରେ ତାଙ୍କୁ ଖୋଜି…

କାଲି ପ୍ରକାଶ ପାଇବ ପିଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର, ୨୧।୮(ଅସମାପିକା ସାହୁ)- ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ମଙ୍ଗଳବାର ଅପରାହ୍ନ ୨ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ମଙ୍ଗଳବାର ସନ୍ଧ୍ୟା ୭ଟାରୁ ୨୪ ତାରିଖ ରାତି…

ଦମ୍ପତିଙ୍କଠାରୁ ୪୦ ହଜାର ଝାମ୍ପି ନେଲେ

ଚମ୍ପୁଆ,୨୧ା୮(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲ୍‌ ନିକଟରୁ ଦୁର୍ବୃତ୍ତ ଦମ୍ପତିଙ୍କଠାରୁ ୪୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି। ଏ ନେଇ ଦମ୍ପତି ଚମ୍ପୁଆ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ, ଚମ୍ପୁଆ ବ୍ଲକ୍‌ ମହେଶ୍ୱରପୁର ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri