Home Left

ବିମାନବନ୍ଦରରେ ଏମ୍‌ପିଙ୍କୁ ସୁବିଧା ସୁଯୋଗ ନ ମିଳିବା ଅଭିଯୋଗ, ଇଣ୍ଡିଗୋକୁ ସମନ

ନୂଆଦିଲ୍ଲୀ,୨୧।୮: ଲୋକ ସଭାର ପ୍ରିଭିଲେଜ୍‌ କମିଟି ଇଣ୍ଡିଗୋ ଏୟାରଲାଇନ୍ସର ଏମଡି ରାହୁଲ ଭାଟିଆଙ୍କୁ ସମନ ପଠାଇ ଅଗଷ୍ଟ ୩୦ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ଏମ୍‌ପିମାନେ ଅଭିଯୋଗ କରିଥିଲେ ଯେ, ପ୍ରୋଟୋକଲ ଅନୁଯାୟୀ ବିମାନବନ୍ଦରରେ ସୁବିଧା ଏବଂ ଭଲ ବ୍ୟବହାର…

ଏସିଆ କପ ଦଳରୁ ବାଦ୍‌ ପଡିଲେ ଚହଲ

ନୂଆଦିଲ୍ଲୀ,୨୧।୮: ଏସିଆ କପ ୨୦୨୩ ପାଇଁ ସୋମାବାର ଭାରତୀୟ ଦଳ ଘୋଷଣା ହୋଇଛି, କିନ୍ତୁ ଦଳରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ୧୭ଜଣିଆ ଦଳରେ ସୁଯୋଗ ମିଳିନାହିଁ। ଦଳରେ ସ୍ପିନର ଅଲରାଉଣ୍ଡର ଅକ୍ଷର ପଟେଲଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ପାଦ ତଳେ ସାପ

ବିଲାସପୁର,୨୧।୮: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ସୋମବାର ସାପ ଦଂଶନରୁ ଅଳ୍ପକେ ବର୍ତ୍ତିଛନ୍ତି। ବିଲାସପୁରରେ ଗଣମାଧ୍ୟମକୁ ସମ୍ବୋଧିତ କରୁଥିବାବେଳେ ତାଙ୍କ ପାଦ ତଳେ ସାପ ଆସିଯାଇଥିଲା। ସାପ ଦେଖି ସେଠାରେ ଉପସ୍ଥିତ ଲୋକେ ଭୟଭୀତ ହୋଇଯାଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ…

ଗଜେନ୍ଦ୍ର ସିଂ ଶେଖାୱାତଙ୍କ ମାନହାନି ମାମଲାରେ କୋର୍ଟରେ ହାଜର ହେଲେ ଗେହଲଟ

ଜୟପୁର,୨୧।୮: ରାଜସ୍ଥାନ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱାତଙ୍କ ଅଭିଯୋଗ କ୍ରମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମସ୍ୟା ବଢିପାରେ। ଏହି ମାମଲାରେ ଦିଲ୍ଲୀର ରୌଜ୍‌ ଆଭେନ୍ୟୁ କୋର୍ଟରେ ଏକ ଶୁଣାଣି ହୋଇଛି, ଯେଉଁଥିରେ ସିଏମ…

ଚେରିମୂଲି ଭରସାରେ କିଡ୍‌ନୀ ରୋଗୀ

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଡୁମେରବାହାଲ ଗାଁର ବସ୍ତିପଡ଼ାରେ କଲବଲ କରୁଛି କିଡ୍‌ନୀ ରୋଗ। ଏହି ଗାଁରେ ଚଳିତବର୍ଷ କିଡ୍‌ନୀ ରୋଗର ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ୧୬ଜଣ ଲୋକ ଚିକିତ୍ସିତ ହେଉଛନ୍ତି। ସତେ ଯେମିତି…

ସୁପ୍ରିମକୋର୍ଟରୁ ମମତା ସରକାରଙ୍କୁ ବଡ ଝଟକା

ନୂଆଦିଲ୍ଲୀ,୨୧।୮: ନିଯୁକ୍ତି ଅନିୟମିତତା ମାମଲାରେ ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ବଡ ଝଟକା ଦେଇଛନ୍ତି। ସୁପ୍ରିମକୋର୍ଟ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀଙ୍କୁ ସିବିଆଇ ଏବଂ ଇଡି ପଚରାଉଚରା ଉପରେ ମଧ୍ୟବର୍ତ୍ତୀକାଳୀନ ଆଶ୍ୱସ୍ତିକୁ ପ୍ରତ୍ୟାଖାନ କରିଥିବା କଲିକତା ହାଇକୋର୍ଟର ଆଦେଶକୁ ଚ୍ୟାଲେଞ୍ଜ କରି ପଶ୍ଚିମବଙ୍ଗ…

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ଜାତୀୟ ସାଧାରଣ ସମ୍ପାଦକ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ ଜୋତା ମାଡ ହୋଇଛି। ଏକ କାର୍ଯ୍ୟକ୍ରମରେ ଏହି ଘଟଣା ଘଟିଛି। ଯୁବକ ଜଣକ ଜଣେ ଓକିଲଙ୍କ ନାମରେ ଆସିଥିଲେ। ଯୁବକମାନେ ସ୍ବାମୀ ପ୍ରସାଦଙ୍କ ଉପରେ…

କାର୍ଯ୍ୟକ୍ଷମ ହୋଇନି, କାନ୍ଥରେ ଫାଟ

ଲୋଇସିଂହା,୨୧ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମିଶନ ଶକ୍ତି ଭବନ କାର୍ଯ୍ୟକ୍ଷମ ହୋଇନାହିଁ। ହେଲେ କାର୍ଯ୍ୟାଳୟ ବ୍ୟବହାର ପୂର୍ବରୁ କାନ୍ଥ ଚାରିପଟେ ବିରାଟ ଫାଟ ସୃଷ୍ଟି ହୋଇଛି ା ନବନିର୍ମିତ କୋଠାର ଏପରି ଦୂରାବସ୍ଥା ଦେଖିଲେ ଏହାର ସ୍ଥାୟିତ୍ୱକୁ ନେଇ…

କବି ବିନୋଦ ଚନ୍ଦ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଅନୁମତିରେ ବିଳମ୍ବ

ସୁନ୍ଦରଗଡ,୨୧ା୮(ଜୟ ନାରାୟଣ ମେଣ୍ଡୁଳି): ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରସିଦ୍ଧ କାବ୍ୟ ସ୍ରଷ୍ଟା ତଥା କାଳଜୟୀ ଗ୍ରାମପଥ ଓ ସରୀସୃପ କବିତାର କବି ବିନୋଦ ଚନ୍ଦ୍ର ନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନେଇ ଶିକ୍ଷା ବିଭାଗର ଅନୁମତି ପ୍ରଦାନରେ ଅହେତୁକ ବିଳମ୍ବ ଯୋଗୁ ସାହିତ୍ୟ…

ଗେହଲଟଙ୍କୁ ଅହଙ୍କାରୀ କହିଲେ କଂଗ୍ରେସ ନେତା

ଜୟପୁର,୨୧।୮: ରାଜସ୍ଥାନରେ ରାଜୀବ ଗାନ୍ଧୀଙ୍କ  ଜୟନ୍ତୀ ପାଳନ ହୋଇଛି। ସଙ୍ଗୋତର କନବାସରେ ମଧ୍ୟ ରାଜୀବ ଗାନ୍ଧୀଙ୍କ  ଜୟନ୍ତୀ କରାଯାଇଛି। ଏହି ସମୟରେ ଏଠାରେ ପୂର୍ବତନ ମନ୍ତ୍ରୀ ତଥା ସାଙ୍ଗୋଦ ବିଧାୟକ ଭାରତ ସିଂ ନିଜ ସରକାରର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଟାର୍ଗେଟ୍‌…

‘ନୀତିଶ କୁମାରଙ୍କ ନାଁ ବି ବଦଳିଯିବ’

ପାଟନା,୨୧।୮: ପାଟନାରେ ଏକ ପାର୍କର ନାମ ପରିବର୍ତ୍ତନ କରିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତେଜ ପ୍ରତାପ ଯାଦବ। ଏହାକୁ ରାଜନୀତି ସରଗରମ ହୋଇଛି। କଙ୍କଡବାଗରେ ଅବସ୍ଥିତ ଏକ ପାର୍କର ନାମ ପୂର୍ବରୁ କୋକନଟ୍‌ ପାର୍କ ଥିଲା କିନ୍ତୁ ଅଟଳ…

ଭଙ୍ଗାଘରେ ୭ ପ୍ରାଣୀ କୁଟୁମ୍ବ

ସମ୍ବଲପୁର,୨୧ା୮(ବି.ଶଙ୍କର): ଲଗାତର ବର୍ଷା ଯୋଗୁ ସମ୍ବଲପୁର ମହନଗର ନିଗମ ଅନ୍ତର୍ଗତ ବଡବଜାର ସାହେବ ବଙ୍ଗଲାର ଏକ ଘର ଶନିବାର ପୂର୍ବାହ୍ନ ୯ ଟା ସମୟରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଉକ୍ତ ଘରେ ଫକୀର ମୋହନ ମିଶ୍ର, ପୁଅ, ସ୍ତ୍ରୀ, ବିଧବା ଝିଅ ଉମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri