୫ ଟମାଟୋ ଚୋରି କରି ଫସିଲେ ମହିଳା; ଥାନାକୁ ଯାଇ ଗଣିଲେ ୭୦୦ ଟଙ୍କା ନଗଦ…
ନୂଆଦିଲ୍ଲୀ,୧୬।୭: ଟମାଟୋ ଦରବୃଦ୍ଧି ଏବେ ଖାଉଟିଙ୍କ ଲାଗି ଚିନ୍ତାର କାରଣ ପାଲଟିଥିବା ବେଳେ ଏହାର ଚୋରି ଘଟଣା ବଢ଼ିବାରେ ଲାଗିଛି। ଦିଲ୍ଲୀର ନଜଫଗଡ଼ ଅଞ୍ଚଳରୁ ଏବେ ସେଭଳି ଏକ ମାମଲା ସାମ୍ନାକୁ ଆସିଛି। ଏକ ପରିବା ଦୋକାନରୁ ୪ରୁ ୫ ଟମାଟୋ…
ଆଜମ ଖାନ୍ଙ୍କୁ ୨ ବର୍ଷ ଜେଲ
ବରେଲି, ୧୬।୭: ୨୦୧୯ର ଘୃଣା ଭାଷଣ ମାମଲାରେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍ଙ୍କୁ ଶନିବାର ଉତ୍ତରପ୍ରଦେଶ ରାମପୁରର ସ୍ବତନ୍ତ୍ର ଏମ୍ପି/ଏମ୍ଏଲ୍ଏ କୋର୍ଟ ଦୋଷୀସାବ୍ୟସ୍ତ କରିବା ସହ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍…
ଟେଷ୍ଟ କ୍ୟାରିୟରର ୫୦୦ତମ ମ୍ୟାଚ୍ ଖେଳିବାକୁ ଓହ୍ଲାଇବେ କିଙ୍ଗ କୋହଲି
ନୂଆଦିଲ୍ଲୀ,୧୬।୭: ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏପର୍ଯ୍ୟନ୍ତ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୪୯୯ ମ୍ୟାଚ ଖେଳିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ତାଙ୍କର ୫୦୦ ତମ ଅନ୍ତର୍ଜାତୀୟ ମ୍ୟାଚ ହେବ। ଏହି ଉପଲବ୍ଧି ହାସଲ କରିବାରେ ବିରାଟ…
କମୁଛି ଯମୁନା ଜଳସ୍ତର, ଦିଲ୍ଲୀରେ ପୁଣି ବର୍ଷା
ନୂଆଦିଲ୍ଲୀ/ଗାଜିଆବାଦ,୧୬।୭: ଯମୁନା ନଦୀ ଜଳସ୍ତର କ୍ରମଶଃ ହ୍ରାସ ପାଉଥିବାବେଳେ ରାଜଧାନୀ ଦିଲ୍ଲୀରେ ଶନିବାର ପୁଣି ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ସୂଚନା ମୁତାବକ ଆଗାମୀ ଦିନରେ ସହରରେ ବର୍ଷା ଲାଗିରହିବ। ଯମୁନା ଉଛୁଳିବା ଯୋଗୁ ଦିଲ୍ଲୀର ପ୍ରମୁଖ ସ୍ଥାନରେ ପ୍ରବେଶ…
ବ୍ରେକ୍ଅପ୍ ଖବର ମଧ୍ୟରେ ଏକାଠି ନଜର ଆସିଲେ କରନ୍-ତେଜସ୍ବୀ
ବମ୍ବେ: ବିଗ୍ବସ୍ରୁ ଆରମ୍ଭ ହୋଇଥିଲା ପ୍ରେମ। ହେଲେ ଆଜିକାଲି ଦୁହିଁଙ୍କ ବ୍ରେକ୍ଅପ୍ ହୋଇଥିବା ଖବର ରହୁଛି ଚର୍ଚ୍ଚାରେ। ଆମେ କହୁଛୁ ଲଭବାର୍ଡ କରନ୍ କୁନ୍ଦ୍ରା ଏବଂ ତେଜସ୍ବୀ ପ୍ରକାଶଙ୍କ କଥା। ଦିନ ଥିଲା ସେମାନେ ପ୍ରେମରେ ଉବୁଟୁବୁ ହେଉଥିଲେ। ହେଲେ ଏବେ…
ଚିତା ମୃତ୍ୟୁର କାରଣ ରେଡିଓ କଲାର
ଶେଓପୁର, ୧୬।୭: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସପ୍ତାହେ ମଧ୍ୟରେ ୨ ଚିତାଙ୍କ ମୃତ୍ୟୁ ସେପ୍ଟିସେମିଆ (ବ୍ୟାକ୍ଟେରିଆ ଯୋଗୁ ରକ୍ତ ବିଷାକ୍ତ ହେବା) କାରଣରୁ ହୋଇଛି। ସେମାନଙ୍କ ବେକରେ ଲଗାଯାଇଥିବା ରେଡିଓ କଲାର ଯୋଗୁ ବର୍ଷାଦିନେ ସେପ୍ଟିସେମିଆ ହୋଇଥିବା ଜଣେ ବିଶେଷଜ୍ଞ…
ବିମାନରେ ଏୟାର ଇଣ୍ଡିଆ ଅଫିସରଙ୍କୁ ଯାତ୍ରୀଙ୍କ ମାଡ଼
ନୂଆଦିଲ୍ଲୀ, ୧୬।୭: ସିଡ୍ନୀରୁ ନୂଆଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନରେ ଜଣେ ବିଶୃଙ୍ଖଳିତ ଯାତ୍ରୀ ଏୟାରଲାଇନ୍ସର ଜଣେ ବରିଷ୍ଠ ଅଧିକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଗତ ୯ ତାରିଖର ଏହି ଘଟଣା ସମ୍ପର୍କରେ ବିମାନ ଚଳାଚଳ ନିୟନ୍ତ୍ରକ (ଡିଜିସିଏ)ଙ୍କୁ…
ଭାରତୀୟ ମୁଦ୍ରା
ଭାରତୀୟ ମୁଦ୍ରା ବା ରୁପୟା ସଂସ୍କୃତ ଶବ୍ଦ ରୁପ୍ୟକମ୍ରୁ ଉଦ୍ଧୃତ, ଯାହାର ଅର୍ଥ ରୌପ୍ୟ ମୁଦ୍ରା ବା ସିଲଭର୍ କଏନ୍। ଆମ ଦେଶରେ ସୁରୀ ସାମ୍ରାଜ୍ୟର ସଂସ୍ଥାପକ ଶେର୍ଶାହ ସୁରୀଙ୍କ ଦ୍ୱାରା ୧୫୪୦-୪୫ ମସିହାରେ ପ୍ରଥମେ ମୁଦ୍ରାର ପ୍ରଚଳନ ଆରମ୍ଭ ହୋଇଥିଲା।…
ମୋଦିଙ୍କ ଆନିମେଶନ୍ ଫିଲ୍ମରେ ଭାରତର ଖଣ୍ଡିତ ମାନଚିତ୍ର
ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ତିଆରି କରାଯାଇଥିବା ଆନିମେଶନ୍ ଫିଲ୍ମ ପାଇଁ ଭାଜପା ଅଡ଼ୁଆରେ ପଡ଼ିଯାଇଛି। ଭାରତୀୟ ଜନତା ପାର୍ଟି ପକ୍ଷରୁ ଶୁକ୍ରବାର ସାମାଜିକ ଗଣମାଧ୍ୟମରେ ଏହାର ଭିଡିଓ ଅପ୍ଲୋଡ୍ କରାଯାଇଥିଲା। ଉକ୍ତ ଭିଡିଓରେ ଭାରତର ଖଣ୍ଡିତ ମାନଚିତ୍ରକୁ ଦେଖାଯିଇଥିଲା,…
ମୋବାଇଲ୍ ଫଟୋଗ୍ରାଫି
ବର୍ତ୍ତମାନ ଯୁବପିଢ଼ିଙ୍କଠାରେ ଫଟୋଗ୍ରାଫି କ୍ରେଜ୍ ବଢ଼ିବାରେ ଲାଗିଛି। ସୋସିଆଲ୍ ମିଡିଆରେ ବିଭିନ୍ନ ଫଟୋ ଏବଂ ଭିଡିଓ ପୋଷ୍ଟ କରିବା ଯେମିତି ସେମାନଙ୍କ ପାଇଁ ଏକ ନିଶା ପାଲଟିଛି। ଅଧିକାଂଶ ଏଥିପାଇଁ ମୋବାଇଲ୍ ଫୋନ୍ ଉପରେ ନିର୍ଭର କରୁଛନ୍ତି। ଆଉ ନିଜ ଫଟୋଗ୍ରାଫିକୁ…
ଜେଏସ୍ପିକୁ ସିଏସ୍ଆର୍ ହେଲ୍ଥ ଇମ୍ପାକ୍ଟ ଗୋଲ୍ଡ ଆୱାର୍ଡ
ଭୁବନେଶ୍ୱର,୧୬।୭: ଦେଶର ପ୍ରମୁଖ ଇସ୍ପାତ ନିର୍ମାତା ତଥା ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି କୋଭିଡ ରିଲିଫ୍ ପଦକ୍ଷେପ ପାଇଁ ଜେଏସ୍ପିକୁ ସିଏସ୍ଆର୍ ହେଲ୍ଥ ଇମ୍ପାକ୍ଟ ଗୋଲ୍ଡ ଆଓ୍ବାର୍ଡ…
୨ ମାସ ହେଲା ‘ବସୁଧା’ରୁ ଜଳ ଯୋଗାଣ ବନ୍ଦ
ଯୋଡ଼ା,୧୬।୭(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ବଡ଼କାଳିମାଟି ପଞ୍ଚାୟତକୁ ୨ ମାସ ହେବ ବସୁଧା ଯୋଜନାରେ ଜଳ ଯୋଗାଣ ବନ୍ଦ ହୋଇଯାଇଛି। ରାସ୍ତା ନିର୍ମାଣକାରୀ ସଂସ୍ଥା ପାଇପ୍ ଭାଙ୍ଗିଦେଇଥିବା ବେଳେ ପଞ୍ଚାୟତବାସୀ ପାନୀୟ ଜଳ ପାଇଁ ଡହଳବିକଳ ହେଉଛନ୍ତି। ଏ ନେଇ…
Archives


