Home Left

କମିଲା ବର୍ଷା, ବଢ଼ିବ ତାତି

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟର ବହୁ ଜିଲାରେ ନିଅଣ୍ଟିଆ ବର୍ଷା ଲାଗିରହିଛି। ଚଳିତ ବର୍ଷ ମୌସୁମୀ ଋତୁରେ ଜୁନ୍‌ ୧ରୁ ଅଗଷ୍ଟ ୨୦ ମଧ୍ୟରେ ୭୩୭.୩ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସ୍ବାଭାବିକ ବର୍ଷା ୮୦୧.୫ ମିମିଠାରୁ ୮.୧୩ ପ୍ରତିଶତ କମ୍‌ ରହିଛି।…

୫-ଟି ସଚିବ ସମସ୍ୟା ବୁଝି ଛାଡ଼ି ଦେଇଥିବାରୁ ଧନ୍ୟବାଦ: ଭାସ୍କର

କଣାସ,୨୧ା୮(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା ସତ୍ୟବାଦୀସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ (ୟୁଜିଏସ୍‌ଏମ୍‌) ଖେଳ ପଡ଼ିଆରେ ଶନିବାର ଅନୁଷ୍ଠିତ ଏକ ସମାବେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଯୋଗଦେବାକୁ ଯାଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳିମାଡ଼ କରିଥିଲେ। କାଳିମାଡ଼ କରିଥିବା…

ଅନ୍ଧବିଶ୍ୱାସରୁ ଯାଉଛି ଜୀବନ

ଭୁବନେଶ୍ୱର,୨୧ା୮(ସତ୍ୟଜିତ୍‌ ରାଉତ):ପ୍ରାଚୀନ ଯୁଗରେ ଗୁଣିଗାରେଡ଼ି, ଯାଦୁବିଦ୍ୟା, ତନ୍ତ୍ରସାଧନ, ଝଡ଼ାଫୁଙ୍କା ଆଦି ଅନ୍ଧବିଶ୍ୱାସ ଉପରେ ଲୋକମାନେ ଅଧିକ ବିଶ୍ୱାସ କରୁଥିଲେ। ଏବେ ବିଜ୍ଞାନର ଅଗ୍ରଗତି ପରେ ମଧ୍ୟ କେତେ ଲୋକଙ୍କ ମନରୁ ଏହି ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଫଳରେ ଏହାକୁ ନେଇ ବିଭିନ୍ନ…

୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୮: ଜମ୍ମୁ କଶ୍ମୀରର ପୁଲୱାମା ଲାଏରୋ-ପ୍ୟାରିଗାମ ଅଞ୍ଚଳରେ ସୁରକ୍ଷା ବାହିନୀକୁ ସଫଳତା ମିଳିଛି। ଏଠାରେ ମିଳିତ ଅପରେଶନରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। କଶ୍ମୀର ଜୋନ ପୋଲିସ ଏକ୍ସ (ଟୁଇଟର୍‌) ରେ ପୋଷ୍ଟ କରି ଏହି ସୂଚନା ଦେଇଛି। ଏହାପୂର୍ବରୁ ଅଗଷ୍ଟ…

ବସ୍‌ ଦୁର୍ଘଟଣା: ୭ ଫୁଟବଲ୍‌ ପ୍ରଶଂସକ ମୃତ, ୨୭ ଆହତ

ବ୍ରାସିଲିଆ,୨୧।୮: ଫୁଟବଲ ପ୍ରଶଂସକଙ୍କୁ ନେଇ ଯାଉଥିବା ଏକ ବସ ବ୍ରାଜିଲର ଏକ ପାର୍ବତ୍ୟ ଅଞ୍ଚଳରେ ନିୟନ୍ତ୍ରଣ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏହି ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୭ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିନାସ ଜେରାଇସ ରାଜ୍ୟର…

କଂଗ୍ରେସ ବିଧାୟକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ରାୟପୁର,୨୧।୮: ଛତିଶଗଡର କଂଗ୍ରେସ ବିଧାୟକ ଚାନି ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ରାଜନନ୍ଦଗାଓଁ ଜିଲାର ଖୁଜୀ ବିଧାନସଭାର ବିଧାୟକ ଥିବା ଚାନିଙ୍କୁ ଜଣେ ମଦ୍ୟପ ଯୁବକ ଆକ୍ରମଣ କରିଛନ୍ତି। ଏଥିରେ ବିଧାୟକ ଆହତ ହୋଇଛନ୍ତି। ଡାକ୍ତରଖାନାରେ ପ୍ରଥମ ଚିକିତ୍ସା ପରେ ଚାନି…

ଇଡି ଭୟରେ ଆମ ଦଳର କିଛି ନେତା ଭାଜପା ମେଣ୍ଟରେ ଯୋଗ ଦେଇଛନ୍ତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୨୧।୮: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ନିକଟରେ ଆମ ଦଳର କିଛି ଲୋକ ଯାଞ୍ଚ୍‌ ଏଜେନ୍ସି ଭୟରେ ଏନଡିଏରେ ଯୋଗ ଦେଇଥିଲେ। ସେହି ନେତାମାନଙ୍କ ମଧ୍ୟରୁ ଅନେକ ଏନଫୋର୍ସମେଣ୍ଟ…

ବାଇକ୍‌ରୁ ଖସିପଡ଼ି ଚାଲିଗଲା ଜୀବନ

ହିଞ୍ଜିଳିକାଟୁ,୨୦।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ବାଇକ୍‌ରୁ ଖସିପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୋଚିଲିମାର ସୁଦେଷ୍ଣା ମୁନି (୬୫)। ମିଳିଥିବା ସୂଚନା ମୁତାବକ, ରବିବାର ସୁଦେଷ୍ଣା ପୁଅ ରଞ୍ଜନଙ୍କ…

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଡେରାଡୁନ୍‌,୨୦ା୮: ଗୁଜରାଟରୁ ତୀର୍ଥଯାତ୍ରୀଙ୍କୁ ଧରି ଯାଇଥିବା ଏକ ବସ୍‌ ରବିବାର ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ଏକ ଖାତକୁ ଖସିପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ବସ୍‌ରେ ୩୫ ଯାତ୍ରୀ ଥିଲେ। ବସ୍‌ଟି ଗଙ୍ଗୋତ୍ରୀରୁ ଫେରୁଥିବା ବେଳେ…

ଗିରଫ ହେଲେ ୪ ନକଲି ପରୀକ୍ଷାର୍ଥୀ

ରାଉରକେଲା,୨୦।୮(ସଙ୍ଗୀତା ଜେନା): ରାଉରକେଲାସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍‌ଆଇଟି)ରେ ଟିଚିଂ ଓ ନନ୍‌ ଟିଚିଂ ଷ୍ଟାଫ ନିଯୁକ୍ତି ପରୀକ୍ଷା ଚାଲିଥିବା ବେଳେ ୪ଜଣ ନକଲି ପରୀକ୍ଷାର୍ଥୀ ଧରାପଡିଛନ୍ତି। ଅନ୍ୟମାନଙ୍କ ପାଇଁ ପରୀକ୍ଷା ଦେଉଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି। ଗିରଫ…

ସ୍ପେନ୍‌ର ରଣନୀତି ଆଗରେ ହାର୍‌ ମାନିଲା ଇଂଲଣ୍ଡ

ସିଡ୍‌ନୀ,୨୦ା୮: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ବିଶ୍ୱକପରେ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଥିବା ସ୍ପେନ୍‌ ୟୁରୋ ଚାମ୍ପିୟନ ଇଂଲଣ୍ଡକୁ ୧-୦ରେ ପରାସ୍ତ କରି ବିଶ୍ୱ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଉଭୟ ଦଳ ପ୍ରଥମ ଥର ଫାଇନାଲରେ…

ସ୍ବାମୀଙ୍କ ଉପରେ ହୁକୁମ ଚଳାଇବାରେ ମାହିର ଏହି ୪ ରାଶିର ଯୁବତୀ, ଶାଶୁଘରେ ବି ଥାଏ କଣ୍ଟ୍ରୋଲ…

ସବୁ ଝିଅ ଚାହାନ୍ତି ବିବାହ ପରେ ସବୁ ଇଚ୍ଛା ପୂରଣ କରିବା ଭଳି ସ୍ବାମୀ ଏବଂ ଶାଶୁଘର ମିଳୁ। ହେଲେ ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି କିଛି ଝିଅ ଡୋମିନେଟିଂ(ପ୍ରାଧାନ୍ୟ) ବିସ୍ତାର କରିବାରେ ମାହିର ହୋଇଥାନ୍ତି। ଏମାନେ ସ୍ବାମୀ ସହ ଶାଶୁଘରରେ ହୁକୁମ ଚଳାଇଥାନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri