Home Left

ଲେହରେ ଗଡ଼ିବ ହାଇଡ୍ରୋଜେନ୍‌ ବସ୍‌

ନୂଆଦିଲ୍ଲୀ,୨୦।୮: ଭାରତର ପ୍ରଥମ ହାଇଡ୍ରୋଜେନ୍‌ ଚାଳିତ ବସ୍‌ ସେବା ଲେହରୁ ଆରମ୍ଭ ହେବ। ଏହାର ପ୍ରଥମ ବ୍ୟବସାୟିକ ପରୀକ୍ଷଣ ଇତିମଧ୍ୟରେ ଆରମ୍ଭ ହୋଇଛି। ଦେଶର ସର୍ବବୃହତ ଶକ୍ତି ଉତ୍ପାଦନକାରୀ ସଂସ୍ଥା ଜାତୀୟ ତାପଜ ବିଦ୍ୟୁତ୍‌ ନିଗମ(ଏନ୍‌ଟିପିସି) ଏହି ଯୋଜନାରେ ସହରାଞ୍ଚଳ ପରିବହନ…

ସଚେତନତା ହିଁ ନିଦାନ

ପ୍ରତିବର୍ଷ ଅଗଷ୍ଟ ୨୦ ତାରିଖରେ ବିଶ୍ୱ ମଶା ଦିବସ ପାଳନ କରାଯାଇଥାଏ। ଏହା ବ୍ରିଟିଶ୍‌ ଡାକ୍ତର ସାର୍‌ ରୋନାଲ୍ଡ ରସ୍‌ଙ୍କ ଆବିଷ୍କାରର ଏକ ସ୍ମୃତି ଦିବସ । ୧୮୯୭ ମସିହାରେ ମାଈ ଆନୋଫିଲିସ୍‌ ମଶା ମଣିଷଙ୍କ ମଧ୍ୟରେ ମ୍ୟାଲେରିଆ ସଂକ୍ରମଣ କରୁଥିବା…

ଉଡାନ୍‌ ଯୋଜନା ବିଫଳ

ନୂଆଦିଲ୍ଲୀ, ୨୦।୮: ଦେଶର ବିଭିନ୍ନ ଅଞ୍ଚଳକୁ ବିମାନ ସେବା ଯୋଗାଇଦେବା ଲାଗି ଉଡାନ୍‌ (ଉଡେ ଦେଶ କା ଆମ୍‌ ନାଗରିକ) ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। କେନ୍ଦ୍ରର ଏହି ମହତ୍ତ୍ୱାକାଂକ୍ଷୀ ଯୋଜନା ୯୩ ପ୍ରତିଶତ ରୁଟ୍‌ରେ କାମ କରୁ ନ ଥିବା ସିଏଜି…

ଏମିତି ଦୂରକରନ୍ତୁ ଷ୍ଟ୍ରେଚ୍‌ମାର୍କ

ଅନେକ ଯୁବତୀଯୁବକ ମୋଟା ହୋଇଗଲେ ସେମାନଙ୍କ ଶରୀରର କେତେକ ସ୍ଥାନରେ ଷ୍ଟ୍ରେଚ୍‌ମାର୍କ ଦେଖାଯାଏ, ଯାହାକି ଫ୍ୟାଶନେବଲ୍‌ ଡ୍ରେସ୍‌ ପିନ୍ଧିବା ବେଳେ ଖରାପ ଦେଖାଯାଏ; ଯେଉଁଥିପାଇଁ ସେମାନେ ବ୍ୟସ୍ତ ହୋଇପଡ଼ନ୍ତି। ଯଦିଓ ଏହାକୁ କମ୍‌ କରିବା ଲାଗି ଅଧିକ ସମୟ ଲାଗିଥାଏ, ତଥାପି…

ଆତ୍ମପରିଚୟ

କାର୍ଯ୍ୟଦକ୍ଷତା, ଉତ୍ତମ ବ୍ୟବହାର ବ୍ୟକ୍ତିତ୍ବ ଉପରେ ସକାରାତ୍ମକ ପ୍ରଭାବ ପକାଏ। ଏହି ଗୁଣ ଘରେ, ଶିକ୍ଷାନୁଷ୍ଠାନରେ, କାର୍ଯ୍ୟକ୍ଷେତ୍ରରେ ହେଉ ଅବା ସମାଜରେ ଏକ ଉତ୍ତମ ମଣିଷର ପରିଚୟ ସୃଷ୍ଟି କରେ। ତେଣୁ ଆତ୍ମପରିଚୟ ସୃଷ୍ଟି କରିବା ଲାଗି କେତେକ ବଦଗୁଣ ତ୍ୟାଗ…

ପ୍ରେମିକ ଶିକ୍ଷକଙ୍କୁ ଭେଟିବାକୁ ଯାଇ ଛାତ୍ରୀଙ୍କ ଜୀବନ ଗଲା

ବେଲଗୁଣ୍ଠା,୨୦ା୮(କୃଷ୍ଣଚନ୍ଦ୍ର ପଟ୍ଟନାୟକ):ପ୍ରେମିକ ଟ୍ୟୁଶନ ଶିକ୍ଷକଙ୍କୁ ଭେଟିବାକୁ ଯାଇ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତେବେ ପ୍ରେମଜନିତ ସମ୍ପର୍କକୁ ନେଇ ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକ ହତ୍ୟା କରିଥିବା ତାଙ୍କ ବାପା ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଶିକ୍ଷକଜଣଙ୍କ…

ଶିକ୍ଷାନୁଷ୍ଠାନରେ ଠପ୍‌ ସଂସ୍କୃତ ଶିକ୍ଷା

ବଇଣ୍ଡା,୨୦ା୮(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ଠାରେ ଥିବା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ (ପର୍ଶୁମାଳ) ନାନା ସମସ୍ୟା ଦେଇ ଗତି କରୁଛି। ଆବଶ୍ୟକ ଶିକ୍ଷକ ନ ଥିବା ଯୋଗୁ ଏଠାରେ ଶିକ୍ଷାଦାନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ଖାଲି ପଡ଼ିଥିବା…

ଦୁର୍ବଳ ଭିତ୍ତିଭୂମି ଯୋଗୁ ଦୟନୀୟ

ଆଠମଲ୍ଲିକ,୨୦ା୮(ଉଦୀପ୍ତ ପୁରୋହିତ)ଆଠମଲ୍ଲିକ କଲେଜ ପ୍ରତିଷ୍ଠାତା ସଭ୍ୟ ତଥା କଲେଜର ପ୍ରଥମ ଅଧ୍ୟକ୍ଷ ରାମକୃଷ୍ଣ ମିଶ୍ରଙ୍କ କହିବା ଅନୁଯାୟୀ, ରାଜା ପ୍ରଦୀପ ଚନ୍ଦ୍ର ଦେଓ, ଡ. ବ୍ରଜମୋହନ ପାଣିଗ୍ରାହୀ, ତତ୍କାଳୀନ ବିଧାୟକ ବାଳକୃଷ୍ଣ ପଟ୍ଟନାୟକଙ୍କ ସମେତ ଅଞ୍ଚଳର କେତେଜଣ ସୁଯୋଗ୍ୟ ସନ୍ତାନ ଏକତ୍ର…

ଅସହାୟ ଅବସ୍ଥାରେ ୩ ଭଉଣୀ ଭାଇ

ଖଡ଼ିଆଳ,୨୦।୮(ସୁଜିତ୍‌ କୁମାର ପ୍ରଧାନ)ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଦୋହେଲପଡା ଗାଁର ନାଭ ରାଉତଙ୍କ ପରିବାରରେ ଦୁଃଖର ପାହାଡ଼ ପଡିଛି। ୩ ବର୍ଷ ତଳେ ରୋଗରେ ପଡ଼ି ସ୍ତ୍ରୀଙ୍କ ପରଲୋକ ପରେ ୩ କୁନି ଝିଅପୁଅକୁ ନେଇ ତାଙ୍କର ଅଭାବୀ ସଂସାର। ବଡ଼…

ଅଭିଶପ୍ତ ଜୀବନ ବିତାଉଛନ୍ତି ଅଞ୍ଚଳବାସୀ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା କର୍ଲାପାଟକୁ ସରକାର ୧୯୯୨ ଏପ୍ରିଲ ୨ରେ ଅଭୟାରଣ୍ୟ ଘୋଷାଣ କରିଥିଲେ। କର୍ଲାପାଟ ସାରା ଦେଶରେ ନା କରିଥିବା ବେଳେ କିଏ ବା ବିଶ୍ବାସ କରିବ ଏହି ଅଞ୍ଚଳରେ ଅବସ୍ଥିତ ଗ୍ରାମବାସୀ ଆଜି ବି ବିଚ୍ଛିନ୍ନଞ୍ଚାଳ ଭାବେ…

ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ମଦମାଂସ ଆସର

ବୌଦ୍ଧ,୨୦ା୮(ଅଜିତ କୁମାର ବାରିକ)ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମହାଲିକପଡ଼ା ପଞ୍ଚାୟତର ଯାବର ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ଭିତରେ ପ୍ରଧାନ ଶିକ୍ଷକ ତାଙ୍କ ବନ୍ଧୁଙ୍କ ସହ ମଦମାଂସ ଆସର ଜମାଉଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ଘଟଣା ଶୁକ୍ରବାରର ବୋଲି ଜଣାପଡିଛି। ଏହା…

ରାଖୀରେ ଆତ୍ମୀୟତାର ବାର୍ତ୍ତା ଦେଉଛନ୍ତି ଦିବ୍ୟାଙ୍ଗ

ରାଉରକେଲା,୨୦।୮(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାର ଶ୍ରଦ୍ଧା ଶିକ୍ଷାନୁଷ୍ଠାନର ଦିବ୍ୟାଙ୍ଗ ପିଲାଙ୍କ କଳାମତ୍କ ପ୍ରତିଭା ସହରସାରା ଚର୍ଚ୍ଚାର ବିଷୟ ହୋଇଛି। ସପ୍ତାହେ ନୁହେଁ ମାସେ ବ୍ୟାପି ଶିକ୍ଷାନୁଷ୍ଠାନର ଭିନ୍ନକ୍ଷମ ପିଲାମାନେ ନିଜ ପ୍ରତିଭା ବଳରେ ସୂତା, ମାଳି, ଷ୍ଟୋନ ଆଦି ବ୍ୟବହାର କରି ଆକର୍ଷଣୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri