ସରିନି ବିସର୍ଜନ ଘାଟ, ଗ୍ୟାଲେରି କାମ
ରାଉରକେଲା,୨୦।୮(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ବ୍ରାହ୍ମଣୀ ନଦୀକୁ ପ୍ରଦୂଷଣ ମୁକ୍ତ କରିବା ପାଇଁ ଆର୍ଏମ୍ସି ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ପ୍ରତିବର୍ଷ ପାର୍ବଣ ସମୟରେ ବାଲୁଘାଟଠାରେ ମୂର୍ତ୍ତି ବିସର୍ଜନ କରାଯାଉଥିବାରୁ ନଦୀ ଜଳ ପ୍ରଦୂଷିତ ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ଆର୍ଏମ୍ସି…
୧୫ ଦିନ ହେବ ଅନ୍ଧାରରେ ନନ୍ଦିଗାଁ ପଞ୍ଚାୟତର ୧୬ ଗାଁ
କୋରାପୁଟ,୨୦।୮(ଅମିତାଭ ବେହେରା)କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକ ନନ୍ଦିଗାଁ ପଞ୍ଚାୟତର ୧୬ ଗାଁ ୧୫ ଦିନ ହେବ ଅନ୍ଧକାର ରହିଛି। ତେଣୁ ପଞ୍ଚାୟତତବାସୀ ଶନିବାର କୋରାପୁଟ ଆସି ବିଦ୍ୟୁତ୍ ବିଭାଗ ତଥା ଟାଟା ପାୱାରର ଉପଖଣ୍ଡ ସହକାରୀ ଯନ୍ତ୍ରୀ ବିଜୟ କୁମାର ପଣ୍ଡାଙ୍କୁ…
ଧାର୍ମିକ, ପର୍ଯ୍ୟଟନ କ୍ଷେତ୍ର ଅବହେଳିତ
କେନ୍ଦ୍ରାପଡ଼ା, ୨୦ା୮(ଜଗନ୍ନାଥ ଧଳ)ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ ଏହାକୁ…
ବ୍ୟବସାୟୀଙ୍କୁ ମିଳିବ ଏମିତି ଘର
ଯାଜପୁର ଟାଉନ,୨୦ା୮(ପ୍ରଯକ୍ତା ପ୍ର୍ରିୟଦର୍ଶନୀ ମହାନ୍ତି):ଯାଜପୁର ସହର ଉପକଣ୍ଠରେ ନିର୍ମାଣ ଚାଲିଛି ଆରଏମ୍ସି ମାର୍କେଟ୍ କମ୍ପ୍ଲେକ୍ସ। ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ବୈତରଣୀ ପଠାରେ ଆର୍ଏମ୍ସି ପକ୍ଷରୁ ବିସ୍ଥାପିତ ବ୍ୟବସାୟୀଙ୍କ ପାଇଁ ଗୃହ ନିର୍ମାଣ ଚାଲିଛି। ମାତ୍ର ଏହା ଏମିତି ନିର୍ମାଣ ହେଉଛି…
କାର୍ଯ୍ୟ ଚୁକ୍ତିକୁ ଠିକାଦାରଙ୍କ ଅଣଦେଖା
ଯାଜପୁର,୨୦ା୮(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବଡ଼ଚଣା ଓ ବରୀ ବ୍ଲକର ଏକାଧିକ ରାସ୍ତା, ଗୃହ, ନଦୀବନ୍ଧ, ଆଲୋକୀକରଣ ଆଦି ନିର୍ମାଣ ଓ ମରାମତି ଦାୟିତ୍ୱ ପଡ଼ୋଶୀ କଟକ ଜିଲା ଚାର୍ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନରେ ରହିଛି। ଏହିସବୁ ରାସ୍ତାଗୁଡ଼ିକ ଉପରେ ଯାଜପୁର…
ଯାଞ୍ଚ ଧରି ପାରୁନି, ଜାଲ୍ ସାର୍ଟିଫିକେଟ
ନୟାଗଡ଼,୨୦।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୮ଶହରୁ ଊର୍ଦ୍ଧ୍ୱ ଜାଲ ଶିକ୍ଷକ ଅବାଧରେ ପାଠ ପଢ଼ାଉଛନ୍ତି। ଧରପଗଡ଼ ପାଇଁ ବିଭିନ୍ନ ସମୟରେ ଶିକ୍ଷା ବିଭାଗ ପକ୍ଷରୁ ସାର୍ଟିଫିକେଟ ଯାଞ୍ଚ କରାଯାଉଛି। ହେଲେ ନକଲି ପ୍ରମାଣପତ୍ର ଦେଇ ନୟାଗଡ଼ ଜିଲାରେ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀଶିକ୍ଷକ ଅନାୟସରେ…
ପ୍ରଶାସନର ଦୃଷ୍ଟି ଆଢୁଆଳରେ ଅବହେଳିତ ବାତରା ମଠ ପୀଠ
ଖଣ୍ଡପଡ଼ା, ୨୦ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଲକଠାରୁ ମାତ୍ର ୧୦କିମି ଦୂର ପୂର୍ବ-ଦକ୍ଷିଣ ନୟାଗଡ଼ ଜିଲା ସୀମାନ୍ତରେ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମହୁଲପଡା ଗ୍ରାମ। ଏହି ଗ୍ରାମର ସବୁଜିମା ଭରା ବାତରା ମୁଣ୍ଡିଆ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପାଇ ନ ଥିଲେ…
ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ, ସବ୍ଡିଭିଜନ ଦାବି
ପଟ୍ଟାମୁଣ୍ଡାଇ, ୨୦ା୮(ଅକ୍ଷୟ ବିଶ୍ୱାଳ/କଳ୍ପତରୁ ନାୟକ)ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳ ଉପସ୍ଥିତି ଜାହିର କରିଥିଲା। ରାଜ୍ୟ ରାଜନୀତିକୁ ନିୟନ୍ତ୍ରଣ କରିଆସୁଥିବା ଜିଲାର ପ୍ରମୁଖ ଅଙ୍ଗ ଭାବେ ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଓଡ଼ିଶାର ରାଜନୈତିକ ମାନଚିତ୍ରରେ…
ଚଢ଼ାଉବେଳେ ପୋଲିସ ଟିମ୍କୁ ଅପରାଧୀଙ୍କ ଆକ୍ରମଣ
ଭୁବନେଶ୍ୱର,୨୦।୮(ସୂର୍ଯ୍ୟକାନ୍ତ ବେହେରା)ଚଢ଼ାଉବେଳେ ଧଉଳି ଥାନା ପୋଲିସ୍ ଟିମ୍ ଉପରେ ଅପରାଧୀ ଗ୍ୟାଙ୍ଗ୍ର ସଂଘବଦ୍ଧ ଆକ୍ରମଣ ହୋଇଛି। ଲିଙ୍ଗିପୁର ୩୧/୧୧ କେଭି ସବ୍ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଏଥିରେ ଏସ୍ଆଇ ସନ୍ତୋଷ କୁମାର ଭୋଳ ଓ ଏଏସ୍ଆଇ ପ୍ରବୀର କୁମାର ଲେଙ୍କା…
ନିଶା କାରବାରରେ ଟିଟୋ ଗ୍ୟାଙ୍ଗ୍
ଭୁବନେଶ୍ୱର,୨୦।୮ (ସୂର୍ଯ୍ୟକାନ୍ତ ବେହେରା)କମିଶନରେଟ ପୋଲିସର ସ୍ବତନ୍ତ୍ର କ୍ରାଇମ ୟୁନିଟ୍ ପାଣ୍ଡରାରେ ଚଢ଼ାଉ କରି ନିଶା ରାକେଟର ପର୍ଦ୍ଦାଫାଶ କରିଛି। ଏହାସହ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କଠାରୁ ୩୫୦ ଗ୍ରାମ ବ୍ରାଉନସୁଗାର, ଗୋଟିଏ ଦେଶୀ ପିସ୍ତଲ, ତିନି…
ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଟ୍ରେନ୍ ରହଣି
ଭୁବନେଶ୍ୱର,୨୦।୮(ଅଭିଜିତ ଦାସ):ଯାତ୍ରୀଙ୍କ ଚାହିଦା ଓ ସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ଗୁଡିକର ରହଣି ପାଇଁ ବ୍ୟବସ୍ଥା ହୋଇଛି। କାଳୁପଡାଘାଟରେ ପ୍ରଶାନ୍ତି ଏକ୍ସପ୍ରେସ, ନରାଜ ମାର୍ଥାପୁରରେ ପୁରୀ-ଅଜମେର ଏକ୍ସପ୍ରେସ, ଯଖପୁରାରେ ଜନଶତାବ୍ଦୀ ଏକ୍ସପ୍ରେସ, ଦାମନଯୋଡିରେ…
କାଳିମାଡ଼ ଘଟଣାକୁ ନିନ୍ଦା
ସାକ୍ଷୀଗୋପାଳ,୨୦।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲାରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତର ଶନିବାର ଦ୍ୱିତୀୟ ଦିନରେ କାକଟପୁର, ନିମାପଡ଼ା ପରେ ଶେଷରେ ସତ୍ୟବାଦୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ଖେଳପଡ଼ିଆରେ ହେଉଥିବା ଜନସମାବେଶକୁ ସଚିବ ଯାଉଥିଲେ। ଏହାପୂର୍ବରୁ…
Archives


