Home Left

ଶିକ୍ଷକ ଅଭାବ ପାଇଁ ଶିକ୍ଷାଦାନ ବାଧାପ୍ରାପ୍ତ

କୁଜଙ୍ଗ,୧୪।୭ (ମନୋଜ ପ୍ରଧାନ): ସ୍ବାଧୀନତା ପୂର୍ବରୁ ଅର୍ଥାତ ୧୯୦୧ରେ କୁଜଙ୍ଗରେ ବନବିହାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ଏହି ୧୨୨ବର୍ଷର ହାଇସ୍କୁଲକୁ ୫-ଟି ଯୋଜନାରେ ରୂପାନ୍ତରଣ କରାଯାଇଥିଲେ ମଧ୍ୟ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି।  ଏଠାରେ ଷଷ୍ଠ ଶ୍ରେଣୀରୁ ଦଶମ ଶ୍ରେଣୀ…

‘ବଦଳି ନ ହେଲେ ଆତ୍ମାହୁତି’

ଡେରାବିଶ,୧୪ା୭ (ବେବର୍ତ୍ତା ଅଜୟ ଦାସ): ଜଣେ ପ୍ରଧାନ ଶିକ୍ଷକ ଅନ୍ୟତ୍ର ବଦଳି ପାଇଁ ଉଚ୍ଚ ଅଧିକାରୀଙ୍କ ନିକଟରେ ବାରମ୍ବାର ଆବେଦନ କରି ବିଫଳ ହୋଇଛନ୍ତି। ପ୍ରତିବାଦରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଦେବାକୁ ଲିଖିତ ଅଭିଯୋଗ କରିଛନ୍ତି। ଏଭଳି ଅଭିଯୋଗ…

ବିଳମ୍ବିତ ବର୍ଷା, କେନାଲ ଶୁଖିଲା: ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ,୧୪ା୭ (ଅକ୍ଷୟ ବିଶ୍ୱାଳ): ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି। ବତ୍ତର୍ର୍ମାନ ଯେଉଁଠି ରୁଆ ବେଉଷଣ ହେବା କଥା ସେଠି ଧାନ ବୁଣାବୁଣି ଓ ତଳି ପକା କାର୍ଯ୍ୟ ଚାଲିଛି। ଏପରି କି…

ଘରୋଇ ଚିକିତ୍ସାକୁ ପ୍ରୋତ୍ସାହନ

ଯାଜପୁର,୧୪ା୭(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ତଥା ଯାଜପୁର ଜିଲାର ଅନ୍ୟତମ ପ୍ରମୁଖ ସହର ଯାଜପୁରରୋଡକୁ ସମ୍ପୂର୍ଣ୍ଣ ଭାବେ ଅଣଦେଖା କରାଯାଉଛି। ଏହି ସହରର ଜନସଂଖ୍ୟା ବେସରକାରୀ ଭାବେ ପ୍ରାୟ ଦେଢଲକ୍ଷ ପାଖାପାଖି ହେଲାଣି। ହେଲେ ଯାଜପୁରରୋଡ ଗୋଷ୍ଠୀ…

ଇତିହାସ ରଚିଲେ ରୋହିତ-ଜୟସ୍ବାଲ ଯୋଡ଼ି

ଡୋମିନିକା,୧୪।୭: ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକା ଗ୍ରାଉଣ୍ଡରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚର ଦ୍ୱିତୀୟ ଦିନର ଖେଳରେ ଭାରତରୁ ରୋହିତ ଶର୍ମା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଓପନିଂ ଯୋଡି ରେକର୍ଡ ସୃଷ୍ଟି…

ବଢୁଛି ଭେଜାଲ, ରଙ୍ଗମିଶା ଖାଦ୍ୟ ବିକ୍ରି

କେନ୍ଦ୍ରାପଡ଼ା,୧୪ା୭(ଜଗନ୍ନାଥ ଧଳ): ଗ୍ରାହକଙ୍କୁ ଆକୃଷ୍ଟ କରିବା ପରି ଖାଦ୍ୟ ସାମଗ୍ରୀ ଷ୍ଟଲ୍‌ ବା ଦୋକାନରେ ସଜା ହେଉଛି। ରଙ୍ଗବେରଙ୍ଗ ମିଠା ସହ ଅନ୍ୟାନ୍ୟ ଖାଦ୍ୟ ଗ୍ରାହକଙ୍କ ମନ ମୋହୁଛି। ତେବେ ଏହି ରଙ୍ଗିନ ଖାଦ୍ୟ କେନ୍ଦ୍ରାପଡ଼ା ଜିଲାରେ ବିଭିନ୍ନ ରୋଗର କାରଣ…

ଆଜମ ଖାନ୍‌ଙ୍କୁ ଝଟ୍‌କା

ଲକ୍ଷ୍ନୌ,୧୪।୭: ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କ ଓ୍ବାଇ ବର୍ଗର ସୁରକ୍ଷା ହଟାଇ ଦିଆଯାଇଛି। ଉତ୍ତରପ୍ରଦେଶ ପୋଲିସ ସୁରକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ଏକ ଚିଠିରେ କୁହାଯାଇଛି ଯେ, ଆଜଦ୍‌ମଙ୍କ ପାଇଁ ଓ୍ବାଇ ବର୍ଗର ସୁରକ୍ଷା ପାଇଁ କୌଣସି…

ନିରୀହ ଜମିହରାଙ୍କୁ କାରଖାନା ମନା

ଯାଜପୁର/କଳିଙ୍ଗନଗର,୧୪ା୭(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): କଳିଙ୍ଗନଗର ଶିଳ୍ପାଞ୍ଚଳର ମାଣତିରା ଗ୍ରାମର ନିରୀହ ଜମିହରାଙ୍କୁ କାରଖାନା ଗେଟ୍‌ ପରିସରରେ ବି ପାଦ ଥାପିବା ମନା। ଏଭଳି କଠୋର ନିଷ୍ପତ୍ତି ନେଇଛନ୍ତି ଡବଲ ବୁଲ୍‌ ସିମେଣ୍ଟ ନୁଭୋକୋ(ପୂର୍ବ ନାମ ଇମାମି ସିମେଣ୍ଟ)କାରଖାନା କର୍ତ୍ତୃପକ୍ଷ। ଏହି ସିମେଣ୍ଟ…

ହତ୍ୟା କରି ଟ୍ରେନଲାଇନ୍‌କୁ ଫିଙ୍ଗି ଦେଇଥିଲେ

ବଲାଙ୍ଗୀର, ୧୩ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ଅଧୀନ ଅଇଁଲାଚୁଆଁ ଗାଁର ରଜତ ପ୍ରଧାନ(୨୩) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଅଭିଯୁକ୍ତମାନେ ରଜତଙ୍କୁ ହତ୍ୟା କରିବା ପରେ ରେଳଲାଇନ୍‌ କଡରେ ମୃତଦେହ ଫିଙ୍ଗିଦେଇ ଏହାକୁ ଦୁର୍ଘଟଣା ରୂପ ଦେବାକୁ ଚେଷ୍ଟା…

ବଳାତ୍କାର ଅଭିଯୋଗରେ ବନ୍ଧା ହେଲେ ଶିକ୍ଷକ

କୋକସରା,୧୩।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବଳାତ୍କାର ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଞ୍ଚଳର ଏକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଡାକ୍ତରୀ ମାଇନା ପରେ ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି। ଗିରଫ ଶିକ୍ଷକ…

ହାଇକୋର୍ଟଙ୍କ ନିର୍ଦ୍ଦେଶ: ୩ ମାସରେ ରାୟ ପ୍ରକାଶ କର

କଟକ,୧୩ା୭(କାର୍ତ୍ତିକ ସାହୁ): କଟକ ପରିବାର ଅଦାଲତରେ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲାର ରାୟ ପ୍ରକାଶ ୩ ମାସ ମଧ୍ୟରେ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ପରିବାର ଅଦାଲତରେ…

ବିପଦ ସଙ୍କେତ ୩ ମିଟରରୁ ଅଧିକ ଉଚ୍ଚରେ ପ୍ରବାହିତ ହେଉଛି ଯମୁନା

ନୂଆଦିଲ୍ଲୀ,୧୩ା୭: ଯମୁନା ନଦୀ ଜଳସ୍ତର ବଢ଼ିବା ଫଳରେ ଦିଲ୍ଲୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ରାସ୍ତା ପାଣିରେ ବୁଡ଼ିରହିଥିବାରୁ ପରିବହନ ସେବା ବାଧାପ୍ରାପ୍ତ ହୋଇଛି। ବନ୍ୟାରେ ଦିଲ୍ଲୀର ୬ଟି ଜିଲା ପ୍ରଭାବିତ ହୋଇଛି। ବନ୍ୟାସ୍ଥିତି ଯୋଗୁ ଲାଲ୍‌ କିଲ୍ଲାକୁ ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri