Home Left

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର ବିଜୟ ଟାର୍ଗେଟ ରଖିଛି ଦକ୍ଷିଣ ଆଫ୍ରିକା। ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ (୬୦) । ସୂଚନା ଅନୁସାରେ, ପ୍ରହଲ୍ଲାଦ ନିଜ ସ୍ତ୍ରୀ ସହିତ କାଳିଆବାଲିରୁ ନିଜ ଘରକୁ…

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀଛାତ୍ର ଏବଂ କ୍ରୀଡ଼ା…

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି ଉଦ୍‌ଘାଟନ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୋରପଦର ସରପଞ୍ଚ ସୁବାଷ ସାହୁ,…

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ପାଳନ ଅବସରରେ  ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି …

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ…

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ ସାହାସୀ ନିରସ୍ତ୍ର ଯୁବକଙ୍କ ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ଅନେକ ଲୋକଙ୍କ ଜୀବନ ବଞ୍ଚାଇ ଦେଇଛି, ଯାହାର…

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା ଏବଂ ପରିଶ୍ରମୀ କାର୍ଯ୍ୟକର୍ତ୍ତା। ବିଧାୟକ ଓ ମନ୍ତ୍ରୀ ଭାବେ ତାଙ୍କ ରେକର୍ଡ ପ୍ରଶଂସନୀୟ। ନୀତିନ…

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଳକ୍ ଅନ୍ତର୍ଗତ ଜୁଙ୍ଗା ପଞ୍ଚାୟତ ଅଧୀନ କାବେରୀପଶି…

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ ବିଚାରପତି ବିଳମ୍ବିତ ନ୍ୟାୟକୁ ନେଇ ଉଦ୍‌ବେଗ ପ୍ରକାଶ କରିଛିନ୍ତି। ବିଳମ୍ବିତ ନ୍ୟାୟ ଲୋକଙ୍କ…

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ ସୂର୍ଯ୍ୟନାରାୟଣ ନାଏକଙ୍କ ଧାନଖଳାରେ ଗଦା ହୋଇଥିବା ଧାନରେ ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri