ଆମେରିକାର ୧୧ ରାଜ୍ୟରେ ବଢୁଛି ଶ୍ୱାସରୋଗ
ଓ୍ବାଶିଂଟନ,୩।୧୨: ଚାଇନାରେ ରହସ୍ୟମୟ ନିମୋନିଆ ସଂକ୍ରମଣ ବ୍ୟାପିଚାଲିଥିବାବେଳେ ଏବେ ଆମେରିକାର ୧୧ଟି ରାଜ୍ୟରେ ଶ୍ୱାସକ୍ରୟାଜନିତ ରୋଗ ବଢ଼ୁଥିବାରୁ ଆତଙ୍କ ସୃଷ୍ଟି ହୋଇଛି। ସଂଗୃହୀତ ତଥ୍ୟ ଅନୁଯାୟୀ ଚଳିତ ବର୍ଷ ବହୁ ଅଧିକ ଲୋକ ଶ୍ୱାସଜନିତ ରୋଗରେ ଆକ୍ରାନ୍ତ ହୋଇପାରନ୍ତି ବୋଲି ସିଡିସି…
ହିମାଳୟ ଅଞ୍ଚଳକୁ ସହାୟତା ଜରୁରୀ
ଦୁବାଇ,୩।୧୨: ହିମାଳୟର ହିମାବାହ ବିପଜ୍ଜନକ ହାରରେ ତରଳୁଥିବାରୁ ଏହାର ସମ୍ଭାବ୍ୟ ବିପତ୍ତିକୁ ନେଇ ଜାତିସଂଘ ମହାଚିବ ଆଣ୍ଟୋନିଓ ଗୁଟେରେସ୍ ଶନିବାର ଉଦ୍ବେଗ ପ୍ରକାଶ କରିଛନ୍ତି। ବିକାଶଶୀଳ ରାଷ୍ଟ୍ର ବିଶେଷକରି ବିପଜ୍ଜନକ ପାର୍ବତ୍ୟାଞ୍ଚଳ ଦେଶଗୁଡ଼ିକର ଆବଶ୍ୟକତା ପ୍ରତି ବାର୍ଷିକ ଜଳବାୟୁ ଆଲୋଚନାରେ ଗୁରୁତ୍ୱ…
ବିଶ୍ୱର ପ୍ରଥମ ଗ୍ରାଣ୍ଡମାଷ୍ଟର ଭଉଣୀ ଭାଇ ବୈଶାଳୀ-ପ୍ରଜ୍ଞାନନ୍ଦ
ଚେନ୍ନାଇ, ୩।୧୨: ବିଶ୍ୱ ଚେସ୍ରେ ଭାରତର ପ୍ରାଧାନ୍ୟ କ୍ରମେ ବଢ଼ିବାରେ ଲାଗିଛି। ଦେଶର ପ୍ରତିଭାସମ୍ପନ୍ନ ଗ୍ରାଣ୍ଡମାଷ୍ଟରମାନେ ବିଶ୍ୱର ଯେକୌଣସି ଖେଳାଳିଙ୍କୁ ଟକ୍କର ଦେବାରେ ସକ୍ଷମ ହେଉଛନ୍ତି। ଏବେ ଭାରତୀୟ ଖେଳାଳିମାନେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସେ ହେଉଛନ୍ତି ଗୋଟିଏ…
କାର୍ଯ୍ୟାଳୟରେ ତାଲା, ଅନୁକମ୍ପା ରାଶି ନ ପାଇ ଫେରିଲେ ମତ୍ସ୍ୟଜୀବୀ
ଅସ୍ତରଙ୍ଗ,୩।୧୨(ମମତା ଜେନା)ବର୍ତ୍ତମାନ ଅଲିଭ ରିଡ୍ଲେ କଇଁଛଙ୍କ ପ୍ରଜନନ ସମୟ ଚାଲିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ସମୁଦ୍ରରୁ ମାଛ ମାରିବା ନିଷେଦ୍ଧ କରାଯାଇଛି। ଏହି ସମୟ ଭିତରେ ପାରମ୍ପରିକ ମତ୍ସ୍ୟଜୀବୀଙ୍କୁ କିଛି ଅନୁକମ୍ପା ମୂଳକ ସହାୟତା ରାଶି ଯୋଗାଇଦେବାକୁ ସରକାର ବିଧିବଧ ଭାବେ…
ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ
ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ ପାଣି ଦ୍ୱାରା ଜଳସେଚିତ ଜିଲାର ଡୁଙ୍ଗୁୁରିପାଲି, ବିନିକା ବ୍ଲକରେ ଧାନ ଅମଳ ସରି ଆସିଥିବା…
ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା
ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ ଧାନ ଚାଷଠାରୁ ମଧ୍ୟ ପ୍ରାଚୀନ। ସମୟର ପରିବର୍ତ୍ତନ ସଙ୍ଗେ ସଙ୍ଗେ ପରିବର୍ତ୍ତନ ହେଲା ଲୋକଙ୍କ…
ଉଦ୍ଘାଟନ ସରିଛି, କାର୍ଯ୍ୟକାରୀ ହେଉନି
ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ ଉଭା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ମହାନଗର ନିଗମ ପକ୍ଷରୁ ପୁରୁଣା ଗୋଲବଜାର ଭିତରେ…
ଭୋଜି ଖାଇବାକୁ ଆସି ରୁଟି ତିଆରି କଲେ ଅତିଥି, ଭିଡିଓ ଦେଖିଲେ…
ସମୟ ବଦଳିବା ସହିତ ପାର୍ଟି ଏବଂ ବିବାହରେ ଚାଲିଥିବା ରୀତିନୀତିରେ ଅନେକ ପରିବର୍ତ୍ତନ ଆସିଛି। ଦିନ ଥିଲା ଯେତେବେଳେ ପାର୍ଟି ବିବାହ କିମ୍ବା ଅନ୍ୟାନ୍ୟ କାର୍ଯ୍ୟକୁ ଆସୁଥିବା ଅତିଥିମାନେ ଧାଡ଼ିରେ ବସୁଥିଲେ ଏବଂ ପରେ ସେମାନଙ୍କୁ ଖାଦ୍ୟ ପରିବେଷଣ କରାଯାଉଥିଲା। ଧିରେ…
ପ୍ରକଳ୍ପ ଅଛି, ମିଳୁନି ପାଣି: ବସୁଧା ଯୋଜନାରୁ ଗ୍ରାମବାସୀ ବଞ୍ଚିତ
କାଲିମେଳା, ୩ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତ ତେଲରାଇ ଗ୍ରାମରେ ପ୍ରକଳ୍ପ ଅଛି, କିନ୍ତୁ ପାଣି ମିଳୁନି। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ପ୍ରାୟ ୨୦୦ ପରିବାରର ୬ ସହରରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି l ଗ୍ରାମରେ…
ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ
ଜୟପୁର,୩ା୧୨(ପବନ ପାଣିଗ୍ରାହୀ)ମାଓବାଦୀମାନେ ଶନିବାରଠାରୁ ପିଏଲ୍ଜିଏ ସପ୍ତାହ ପାଳନ କରୁଛନ୍ତି। ଏଥିପାଇଁ ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ ଜାରି କରାଯାଇଛି ା ଛତିଶଗଡ- ଆନ୍ଧ୍ର- ଓଡ଼ିଶାରେ ସୁରକ୍ଷା କର୍ମୀ ମାଓବାଦୀଙ୍କ ଗତିବିଧି ଉପରେ କଡା ନଜର ରଖିଛନ୍ତି ା ସୁରକ୍ଷାବାହିନୀ ପକ୍ଷରୁ…
ଆବାସ ନିର୍ମାଣରେ ରାସ୍ତା ବାଧକ
ଦଶମନ୍ତପୁର,୩ା୧୨ (ଅରବିନ୍ଦ ନାୟକ)କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମରେ ଏଯାଏ କାହାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆବାସ ଯୋଜନାରେ ଆବାସ ମିଳିନାହିଁ। ଗ୍ରାମରେ ୩୦ ପରିବାର ବସବାସ କରନ୍ତି। ସମସ୍ତେ ଚାଳଛପର ଓ ଭଙ୍ଗାରୁଜା ଗୁହାଳ…
ଭିନ୍ନ ଏକ ଗିରିଗୋବର୍ଦ୍ଧନ: ବୀରଖମ୍ବ ପାହାଡ଼
ପୁରାଣରେ ବର୍ଣ୍ଣିତ ରହିଛି ଦ୍ବାପରଯୁଗରେ ଭଗବାନ ଶ୍ରୀକୃଷ୍ଣ ଗୋପପୁରବାସୀଙ୍କୁ ଦେବରାଜ ଇନ୍ଦ୍ରଙ୍କ ବଦଳରେ ଗିରିଗୋବର୍ଦ୍ଧନ ପାହାଡ଼କୁ ପୂଜାର୍ଚ୍ଚନା କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାକୁ ମାନି ଗୋପପୁରବାସୀ ଦେବରାଜ ଇନ୍ଦ୍ରଙ୍କ ବଦଳରେ ଗିରିଗୋବର୍ଦ୍ଧନକୁ ପୂଜାକଲେ। ଏଥିରେ ରାଗିଯାଇ ଇନ୍ଦ୍ର ପ୍ରବଳ ଝଡ଼ତୋଫାନ…

