Home Left

ରୋହିତଙ୍କ ଲୁହ ଦେଖି ତରଳିଲା ବିଦେଶୀ ବୋଲରଙ୍କ ହୃଦୟ

ନୂଆଦିଲ୍ଲୀ,୧।୧୨: ନିକଟରେ ଶେଷ ହୋଇଥିବା ଏକଦିବସୀୟ ବିଶ୍ୱକପ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଚମତ୍କାର ପ୍ରଦର୍ଶନ କରି ଆରମ୍ଭରୁ ସେମିଫାଇନାଲ ପର୍ଯ୍ୟନ୍ତ ସମସ୍ତ ୧୦ ଟି ମ୍ୟାଚ ଜିତିଥିଲା, କିନ୍ତୁ ଫାଇନାଲ ମ୍ୟାଚରେ ସେମାନଙ୍କୁ ଅଷ୍ଟ୍ରେଲିଆ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ…

ଆଜି ଅଷ୍ଟ୍ରେଲିଆ ବନାମ ଭାରତ ୪ର୍ଥ ଟି-୨୦, କେଉଁଥିରେ ଏବଂ କିପରି ଦେଖିପାରିବେ ଲାଇଭ୍‌ ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୨: ସୁର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ଡିସେମ୍ବର ୧ ଅର୍ଥାତ୍‌ ଶୁକ୍ରବାର ରାୟପୁରର ଶହିଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ବିପକ୍ଷ ଟି -୨୦ସିରିଜର ଚତୁର୍ଥ ମ୍ୟାଚ ଖେଳିବ। ଏ ପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ ଶେଷ ତିନିଟି…

୨୦ ବର୍ଷରେ ଏଡ୍‌ସରେ ଗଲାଣି ୨୮୮ ଜୀବନ

ଭଦ୍ରକ,୧ା୧୨(ସନାତନ ରାଉତ):ଡିସେମ୍ବର ୧ ହେଉଛି ବିଶ୍ୱ ଏଡ୍‌ସ ଦିବସ। ଏହି ଦିବସ ଉପଲକ୍ଷେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଏଡ୍‌ସ ର ମୂଳୋତ୍ପାଟନ ହୋଇପାରୁନାହିଁ। ଏଡ୍‌ସ ନିୟନ୍ତ୍ରଣ ପାଇଁ କେବଳ ସଚେତନତା ହିଁ ବଡ଼ ଔଷଧ ହୋଇଥିବା ବେଳେ ଯୁବପିଢ଼ିଙ୍କ…

ବିଦାୟ ନେଲା ବିଶ୍ୱର ସବୁଠାରୁ ଦୁଃଖି ହାତୀ

ମନିଲା,୧।୧୨: ଫିଲିପାଇନ୍ସର ମନିଲା ପ୍ରାଣୀ ଉଦ୍ୟାନରେ ରହୁଥିବା ବିଶ୍ୱର ସବୁଠାରୁ ଦୁଃଖି ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ବିଶ୍ୱ ମାଲି କିମ୍ବା ମାଲି ନାମକ ଏହି ମାଇ ହାତୀ ପ୍ରାଣୀ ଉଦ୍ୟାନରେ ଏକୁଟିଆ ରହୁଥିଲା। ୪୦ବର୍ଷରୁ ଅଧିକ ସମୟ…

ବିଶ୍ୱର ସବୁଠୁ ବଡ଼ ଗାଲଥିବା ମହିଳା କଲେ ଏମିତି କାରନାମା: ଲୋକେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଆଜିକାଲି ଲୋକମାନେ ସୋସିଆଲ ମିଡିଆ ପସିଦ୍ଧି ଅର୍ଜନ ପାଇଁ ଯେକୌଣସି ସ୍ତରକୁ ଯିବାକୁ ପଛାଉ ନାହାନ୍ତି। ନିଜର ପରିଚୟ ସୃଷ୍ଟି କରିବାକୁ ଲୋକେ ଏମିତି କିଛି କରନ୍ତି, ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୁଅନ୍ତି। ନିକଟରେ ୟୁକ୍ରେନର ଜଣେ ଇନ୍‌ଫ୍ଲୁଏନ୍ସର ଏମିତି…

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା କରାଯାଇଛି। ଏହା ପୂର୍ବରୁ ଏକ୍‌ଜିଟ ସର୍ଭେରେ ଭାରତୀୟ ଜନତା ପାର୍ଟି, ଭାରତୀୟ ଜାତୀୟ କଂଗ୍ରେସ,…

ଟ୍ରକକୁ ପଛରୁ ପିଟିଲା କାର: ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

ଭଦ୍ରକ,୧।୧୨(ସନାତନ ରାଉତ)- ଭଦ୍ରକ୧୬ ନଂ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି l ସୂଚନା ମୁତାବକ, ଭଦ୍ରକ ପୁରୁଣାବଜାରରୁ ଏକ କାର ଯୋଗେ ୫ ଜଣ ଧାମନଗର ଦୋବଲ…

ପୁଣିଥରେ ଇସ୍ରାଏଲ ଗସ୍ତରେ ଆଣ୍ଟୋନି ବ୍ଲିଙ୍କେନ, କହିଲେ ସମସ୍ତ ବନ୍ଧକ ସେମାନଙ୍କ ପରିବାରକୁ ଫେରିବା ପର୍ଯ୍ୟନ୍ତ କାର୍ଯ୍ୟ ଜାରି ରହିବ

ଜେରୁଜେଲମ,୧।୧୨: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଇସ୍ରାଏଲ ଗସ୍ତରେ ଅଛନ୍ତି। ଏହି ସମୟରେ ସେ କହିଛନ୍ତି, ତାଙ୍କର ଧ୍ୟାନ ଯୁଦ୍ଧ ବିରାମକୁ ବୃଦ୍ଧି କରିବା ସହିତ ସହଯୋଗୀମାନଙ୍କ ସହିତ କାମ କରିବା, ଯାହାଦ୍ୱାରା ଗାଜାରେ ଫଶୀ ରହିଥିବା ବନ୍ଧକମାନଙ୍କୁ ମୁକ୍ତ…

କୁମାରୀ ମାତୃତ୍ୱ ପରେ ଆଖି ବୁଜିଲେ ମା’

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ଜଣେ ନାବାଳିକା ଗର୍ଭବତୀଙ୍କ ଯତ୍ନ ଅଭାବରୁ ପ୍ରସବ ପରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ଅଙ୍ଗନୱାଡି କେନ୍ଦ୍ରରେ ତାଙ୍କର ଯତ୍ନ ନିଆ ନଯିବା ଏବଂ ନିୟମିତ ଚିକିତ୍ସା ନ ହେବାରୁ…

‘ଓଡ଼ିଶାର ସବୁଜିମା ବିମୋହିତ କରିଛି’

ଢେଙ୍କାନାଳ,୧ା୧୨(ରତନ ନାୟାର):ନେଦରଲାଣ୍ଡ ଆର୍ମଷ୍ଟ୍ରଙ୍ଗ୍‌ର ଦମ୍ପତି ସାଇମନ ଆଣ୍ଡରସନ୍‌(୭୦) ଓ ଏକ୍‌ଜାନିଆ ହେନେରୀ(୬୦) ବାଇକ୍‌ରେ ଭାରତ ଭ୍ରମଣ କରୁଛନ୍ତି। ଏହି ଅବସରରେ ଦୁହେଁ ଗୁରୁବାର ଢେଙ୍କାନାଳ ସହରରେ ପହଞ୍ଚି ବୋରାପଦାସ୍ଥିତ ଗଜଲକ୍ଷ୍ମୀ ପ୍ୟାଲେସରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୨ ହଜାର କିଲୋମିଟର ଅତିକ୍ରମ…

୩୫ଜଣଙ୍କୁ ନିଯୁକ୍ତି ଦେଇଛନ୍ତି କିରଣ

ରାୟଗଡ଼ା, (ଭାଗ୍ୟଶ୍ରୀ ମିଶ୍ର):ଆଜିର ଯୁବପିଢ଼ି ଉଚ୍ଚଶିକ୍ଷା ପରେ ଚାକିରି ପାଇଁ ଦେଶ ଛାଡ଼ି ବିଦେଶ ଚାଲିଯାଉଛନ୍ତି। ଏହାଦ୍ୱାରା ଦେଶର ଭବିଷ୍ୟତ ଓ ବିକାଶରେ ପ୍ରତିବନ୍ଧକ ସୃଷ୍ଟି ହେଉଛି। କିନ୍ତୁ ଯୁବପିଢ଼ିଙ୍କୁ ଷ୍ଟାଟ୍‌ଅପ୍‌ ଆଡ଼କୁ ପ୍ରୋତ୍ସାହିତ କରିବାକୁ ରାୟଗଡ଼ାର ସଫଳ ଉଦ୍ୟୋଗୀ କେ.…

ଦିନିକିଆ ଦଳରେ ପ୍ରଥମଥର ଏହି ଖେଳାଳିଙ୍କୁ ଦେଖି ଖୁସିରେ ଝୁମିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୧।୧୨: ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଅର୍ଥାତ୍‌ ବିସିସିଆଇ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତର ଦିନିକିଆ ଦଳ ଘୋଷଣା କରିଛି। ଦିନିକିଆ ଦଳରେ ବିରାଟ କୋହଲି ଏବଂ ରୋହିତ ଶର୍ମା ନାହାଁନ୍ତି। ଏହି ଦିନିକିଆ ଦଳରେ ଚୟନକର୍ତ୍ତାମାନେ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?