ଦୁଇଦିନିଆ ଗସ୍ତରେ ଲଦାଖ ଯିବେ ରାହୁଲ
ନୂଆଦିଲ୍ଲୀ,୧୭।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇ ଦିନିଆ ଲଦାଖ ଗସ୍ତରେ ଯିବେ। ଦଳ ପକ୍ଷରୁ କୁହାଯାଇଛି ଯେ, ରାହୁଲ ଗାନ୍ଧୀ ଗୁରୁବାର ଏବଂ ଶୁକ୍ରବାର ଦିନ ଦୁଇ ଦିନିଆ ଲଦାଖ ଗସ୍ତରେ ଯିବେ। ସୂଚନାଯୋଗ୍ୟ, ପୂର୍ବରୁ ରାହୁଲ ଦୁଇଥର ଜମ୍ମୁ…
ବିକି ଦେଉଛନ୍ତି ଆବାସ
ଦଶମନ୍ତପୁର,୧୭ା୮ ( ଅରବିନ୍ଦ ନାୟକ )କୌଣସି ମୌଳିକ ସୁବିଧା ସୁଯୋଗ ପାଉ ନ ଥିବା ଲୋରେଶ ଗ୍ରାମବାସୀ ସୋମବାର ବିଡିଓ ଡମ୍ବରୁଧର ମଲ୍ଲିକଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ସରକାରଙ୍କ କାର୍ଯ୍ୟକାରୀ ବିଭିନ୍ନ ଯୋଜନାରୁ ସେମାନେ ସୁଫଳ ପାଉ ନ ଥିବା ଅଭିଯୋଗ…
ସ୍କୁଲ ନଳକୂଅରୁ ବାହାରୁଛି ଗୋଳିଆ ପାଣି
ନନ୍ଦାହାଣ୍ଡି,୧୭।୮(ପ୍ରତୀପ କୁମାର ଦାଶ)ବିଦ୍ୟାଳୟରେ ପାଠପଢ଼ା ସହ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାରୀ ଯୋଜନା ହିସାବରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ସମସ୍ତ ବିଦ୍ୟାଳୟ ମଧ୍ୟରେ ପିଇବା ପାଣି ପାଇଁ ମଧ୍ୟ ସୁବିଧା କରାଯାଇଛି। କିନ୍ତୁ ନବରଙ୍ଗପୁର…
‘ଇଣ୍ଡିଆଜ୍ ଗେମ୍’ ପ୍ରାମାଣିକ ଚଳଚ୍ଚିତ୍ର ଉଦ୍ଘାଟିତ
ଭୁବନେଶ୍ୱର, ୧୭।୮(ତପନ ସ୍ବାଇଁ)ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାମାଣିକ ଚଳଚ୍ଚିତ୍ର ‘ଇଣ୍ଡିଆଜ୍ ଗେମ୍-ଏ ଷ୍ଟୋରି ଅଫ୍ ଏ ଟିମ୍ ଦ୍ୟାଟ୍ ୟୁନାଇଟେଡ ଦି ନେଶନ’କୁ ଉଦ୍ଘାଟନ କରିଛନ୍ତି। ୧୯୨୮ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ସ୍ବର୍ଣ୍ଣ ପଦକ…
୧୫ବର୍ଷ ଧରି କଣ୍ଠିଆ ସେତୁ ନିର୍ମାଣ ସରୁନି
କେନ୍ଦ୍ରାପଡ଼ା, ୧୭ା୮(ଜଗନ୍ନାଥ ଧଳ)ଚଳିତ ବ୍ରାହ୍ମଣୀ ନଦୀ ବନ୍ୟାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଠାରେ ଥିବା କଣ୍ଠିଆ ସେତୁ ନିର୍ମାଣ ଦୀର୍ଘ ୧୫ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନି।…
ଶଯ୍ୟାଶାୟୀ ବୃଦ୍ଧାଙ୍କ ତଣ୍ଟିକାଟି ହତ୍ୟା
ଭୁବନେଶ୍ୱର,୧୭।୮(ସତ୍ୟଜିତ୍ ରାଉତ)ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ବସ୍ତିରେ ମଙ୍ଗଳବାର ସ୍ବାଧୀନତା ଦିବସରେ ଏକ ହତ୍ୟାକାଣ୍ଡ ଘଟିଛି। ଶଯ୍ୟାଶାୟୀ ଥିବା ଜଣେ ବୃଦ୍ଧାଙ୍କୁ ଗଳାକାଟି ଅତି ନିର୍ମମ ଭାବେ କେହି ହତ୍ୟା କରିଛନ୍ତି। ମୃତା ବୃଦ୍ଧା ହେଲେ ଏଠାରେ ରହୁଥିବା ଗଞ୍ଜାମ…
ଯାଜପୁରରେ ସେନ୍କୋ ଆଉଟ୍ଲେଟ୍
ଭୁବନେଶ୍ୱର ୧୭।୮: ସେନ୍କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡ୍ସର ଯାଜପୁର ଶୋ’ରୁମ୍କୁ ନିକଟରେ ନବୀକରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯାଜପୁରର କେନ୍ଦ୍ର ସ୍ଥଳ ଦଳା ଛକରେ ଥିବା ଏହି ଅତ୍ୟାଧୁନିକ ଶୋ’ରୁମ୍କୁ ପୁନଃ ଉଦ୍ଘାଟନ କରାଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତ୍ରୀ ତମନ୍ନା…
ରାଷ୍ଟ୍ର ଗଠନରେ ଯୁବବର୍ଗଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୧୭।୮: ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ବ୍ରାଣ୍ଡ୍ ରୂପ ମନ୍ତ୍ରା ପରିବାର ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ କମ୍ପାନୀର ଚଣ୍ଡିଗଡସ୍ଥିତ ମୁଖ୍ୟାଳୟ ପରିସରରେ ପାଳନ କରାଯାଇଥିଲା। ଏପରିକି ରୂପ…
ଫେବୃୟାରୀ ୧୪ରୁ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର, ୧୭।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ସିଏଚ୍ଏସ୍ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ଦ୍ୱିତୀୟ ବର୍ଷ ବା ଦ୍ବାଦଶ ଶ୍ରେଣୀ ବାର୍ଷିକ ଥିଓରୀ ପରୀକ୍ଷା ଆସନ୍ତା ଫେବୃୟାରୀ…
ବିଓଆଇର ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୧୭।୮: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଆୟୋଜିତ ଏକ ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ସୁଧୀରଞ୍ଜନ ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗଦେବା…
ଆଈଙ୍କୁ କଟୁରିରେ ହାଣି ହତ୍ୟା କଲେ ନାତି
ବାଲିକୁଦା,୧୭ା୮(ତାପସ ସ୍ବାଇଁ)ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ନାଗପୁର ପଞ୍ଚାୟତ ଗଦେଇଗିରି ଗଁାରେ ବୁଧବାର ସକାଳେ ଆଈଙ୍କୁ କଟୁରିରେ ହାଣି ନାତି ହତ୍ୟା କରିଛି। ହତ୍ୟା କରିବା ପରେ ଗଁାର ୨ ଜଣ ମହିଳା ଓ ଜଣେ ୬ ବର୍ଷର ଶିଶୁକୁ ମଧ୍ୟ…
ମହିଳାଙ୍କୁ ଟାଣିନେଲା କୁମ୍ଭୀର: ମୃତଦେହ ଜବତ
ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ ମୃତଦେହ…
Archives


