ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା
ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ମାସରେ ୧୦ ରୁ ୧୨ ଜଣ ଲୋକ ଜଣ୍ଡିସରେ ଆକ୍ରାନ୍ତ…
ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ…
ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ ପ୍ଲେବ୍ୟାକ୍ ସିଂଙ୍ଗିରୁ ଅବସର ନେଇ ଘୋଷଣା କରିଥିଲେ। ଏହାପରଠାରୁ ତାଙ୍କୁ ନେଇ ଅନେକ…
ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା
ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା ଉତ୍ତେଜନା ଲାଗି ରହିଛି । ବ୍ରହ୍ମପୁର ଏବଂ ଦିଗପହଣ୍ଡିର ଦୁଇଜଣ ପ୍ରଭାବଶାଳୀ ବ୍ୟକ୍ତି…
ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା
ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ବସ୍ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର ଶିରୋନାମାରେ ରହୁଥିଲେ। କାରଣ ବିବାହର ଦଶନ୍ଧି ହେବାକୁ ଯାଉଥିଲେ ହେଁ ସନ୍ତାନ ନ…
ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ
ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ ଯୁବକଙ୍କ ଅକାଳ ବିୟୋଗ ହୋଇଛି । ମୃତକ ହେଲେ ମାଣ୍ଡୋସିଲ ଗ୍ରାମର ଗିରିଶ…
ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ
ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା ଆଦାୟ ପ୍ରତିବାଦରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଦିଆଯାଇଥିବା ୮ ଘଣ୍ଟିଆ…
IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ
ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର ପୁଲ୍’ ବା RAPP ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୧,୩୦୭ ଜଣ…
ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…
ଭୁବନେଶ୍ବର,୨୮ା୧: ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର । ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ, ଦେଢ଼ଗୁଣା ଆଦାୟ…
୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ
ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ପ୍ରଭାବିତ କରେ। ପ୍ରକୃତରେ, ବୈଦିକ ଜ୍ୟୋତିଷ ଅନୁସାରେ, ଶନି ଦେବଙ୍କୁ କର୍ମର ଫଳ…
“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ
ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ ଠାକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପୂର୍ଣ୍ଣ ପୋଷ୍ଟ…
ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….
ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ କରିବା ସମୟରେ ଏକ ଖୋଲା ପଡିଆରେ ତାଙ୍କ ବିମାନ କ୍ରାଶ ହୋଇଥିଲା ।…
ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?
ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର ନଜର ତାଙ୍କ ପତ୍ନୀ ତଥା ରାଜ୍ୟସଭା ସାଂସଦ ସୁନେତ୍ରା ପାୱାରଙ୍କ ଉପରେ ରହିଛି।…
Archives


