ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ
ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ ଟୁକୁଣା ଗ୍ରାମର ପବିତ୍ର ଦାସଙ୍କ ଘରୁ ଲୁଟପାଟ ହୋଇଥିବା ଜଣାପଡିଛି। ପବିତ୍ରଙ୍କ ଛେନାପଦି ବଜାରରେ…
ଶ୍ରୀଜିଉଙ୍କ ବନକଲାଗି ନୀତି: ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଶ୍ରୀଜିଉଙ୍କ…
ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ
ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ରସୁଲଗଡ଼ରୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ସ୍କୁଟିକୁ ଧକ୍କା ଟ୍ରକ ଦେଇଥିଲା । ଟ୍ରକ…
ଇସ୍ରାଏଲରେ ପହଞ୍ଚିଥିବା ଏଲନ ମସ୍କଙ୍କୁ ଆମନ୍ତ୍ରଣ କଲା ହମାସ
ଜେରୁଜେଲମ,୨୯।୧୧: ୟହୂଦି ବିରୋଧକୁ ନେଇ ସମାଲୋଚନାର ସମ୍ମୁଖୀନ ହେଉଥିବା ଏଲନ ମସ୍କ ସୋମବାର ଇସ୍ରାଏଲରେ ପହଞ୍ଚି ସେଠାରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଏକ ସ୍ବତନ୍ତ୍ର ସାକ୍ଷାତ କରିଛନ୍ତି। ଏହି ସମୟରେ ମସ୍କ କଫର ଅଜା କିବୁତଜ ପରିଦର୍ଶନ କରିଥିଲେ, ଯେଉଁଠାରେ…
ମଦ୍ୟପ ଓ ଅପରାଧୀଙ୍କ ପାଇଁ ନିଯୁକ୍ତି ସୁଯୋଗ, ବିଜ୍ଞାପନ ଦେଲା ଏହି କମ୍ପାନୀ
ହୋବାର୍ଟ,୨୯।୧୧: ଭଲ ଦରମା ସହ ମନ ମୁତାବକ ଚାକିରି ଖଣ୍ଡିଏ ମିଳିଲେ ବ୍ୟକ୍ତ ଯେକେଉଁଠି ଯିବାକୁ ଚାହିଁଥାଏ। ସମ୍ପ୍ରତି, ଏକ ଏଭଳି ଚାକିରିର ବିଜ୍ଞାପନ ସୋସିଆଲ ମିଡିଆରେ ଘୁରି ବୁଲୁଛି ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି। କାରଣ ମଦ୍ୟପ…
ମମତା ଦିଦିଙ୍କ ସମୟ ସମାପ୍ତ, ୨୦୨୪ରେ ପଶ୍ଚିମବଙ୍ଗରେ ଭାଜପା ଗଠନ କରିବ ସରକାର: ଶାହା
କୋଲକାତା,୨୯।୧୧: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଏକ ବୈଠକକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ସମ୍ବୋଧିତ କରୁଛନ୍ତି। ଏହି ସମୟରେ ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମମତା ଦିଦିଙ୍କ ସମୟ ସମାପ୍ତ ହୋଇଛି,…
ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍ଆରସିଙ୍କ ଚିଠି
ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି…
ଲୋକଙ୍କୁ ସାଇବର ଠକେଇରୁ ରକ୍ଷା କରିବା ପାଇଁ ପ୍ରୟାସ, ୟୁପିଆଇ ଉପରେ ଲାଗିପାରେ ଟାଇମ୍ ଲିମିଟ୍
ନୂଆଦିଲ୍ଲୀ,୨୯।୧୧: ଭାରତରେ ଡିଜିଟାଲ ଦେୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଏବଂ ବର୍ତ୍ତମାନ ପରିସ୍ଥିତି ଏପରି ହୋଇଛି ଯେ ୟୁପିଆଇ ମାଧ୍ୟମରେ କାରବାର ଦୂର ଗ୍ରାମାଞ୍ଚଳରେ ମଧ୍ୟ ସାଧାରଣ ହୋଇଗଲାଣି। ତଥାପି, ଡିଜିଟାଲ ଦେୟର ଏହି ଅଭିବୃଦ୍ଧି ସହିତ ଅନଲାଇନ ଠକେଇ…
ଗାଜାରେ ୩୭ ଦିନ ପରେ ଭଗ୍ନାବଶେଷ ତଳୁ ଜୀବନ୍ତ ଉଦ୍ଧାର ହେଲା ଶିଶୁ, ଭାଇରାଲ ହେଉଛି ଭିଡିଓ
ଜେରୁଜେଲମ,୨୯।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଅସ୍ତ୍ରବିରତି ମଧ୍ୟରେ ଗାଜାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ପ୍ରକାଶ ପାଇଛି। ଭୟଙ୍କର ବୋମା ବିସ୍ଫୋରଣର ୩୭ ଦିନ ପରେ ଏଠାରେ ଏକ ଶିଶୁକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଶିଶୁର ଭିଡିଓ…
ବିରାଟ ଅବସର ନେବା ଉଚିତ କି ? ଉତ୍ତର ଦେଲେ ସଚିନ,ଭିଡିଓ ଭାଇରାଲ…
ମୁମ୍ବାଇ,୨୯।୧୧ : ଆଇସିସି ବିଶ୍ୱକପ ୨୦୨୩ ଶେଷ ହେବା ପରଠାରୁ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଭବିଷ୍ୟତ କ୍ୟାରିୟର ଉପରେ ସସପେନ୍ସ ଜାରି ରହିଛି। ବର୍ତ୍ତମାନ ସବୁଠାରୁ ବଡ ପ୍ରଶ୍ନ ହେଉଛି କୋହଲି ଏବଂ ରୋହିତ ଅଧିକ ଦିନ କ୍ରିକେଟ…
କୋବି ପାଇଁ ମର୍ଡର! ବୃଦ୍ଧଙ୍କୁ ପିଟିପିଟି ହତ୍ୟା
ପାଟନା,୨୯।୧୧: ବିହାରର ମୋତିହାରି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। କୋବିକୁ ନେଇ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୋତିହାରିରର ଦୁଲମା ପଞ୍ଚାୟତର ଓ୍ବାର୍ଡ-୯ର ଏହି ଘଟଣା ସମସ୍ତଙ୍କୁ ଥରାଇ ଦେଇଛି। ଦୁଲମା ବାରାପାକଡ ଗ୍ରାମ ନିବାସୀ ୫୫ବର୍ଷିୟ ରଘୁନାଥ…
ଆଜି ଜଗତ୍ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ
ଜଗତ୍ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ. ବୁଥ୍ରେ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏନେଇ ମଙ୍ଗଳବାର ରାତିରେ…

