ଫାଇନାନ୍ସ ଟଙ୍କା କିସ୍ତି ନ ଦେବାରୁ ଯୁବକଙ୍କୁ ହତ୍ୟା
ଜୟପୁର, ୧୪ା୮ (ପବନ ପାଣିଗ୍ରାହୀ): ଫାଇନାନ୍ସ ଟଙ୍କା କିସ୍ତି ନ ଦେବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମଅତ୍ୟୁ ହୋଇଛି। ଏହା ସାଧାରଣରେ ଆଲୋଡନ ଖେଳାଇ ଦେଇଛି। ମୃତକ ଯୁବକ…
ଭାରତକୁ ଏସ୍-୪୦୦ ଆଣ୍ଟି-ଏୟାରକ୍ରାଫ୍ଟ ସିଷ୍ଟମକୁ ଶୀଘ୍ର ପଠାଇବ ରୁଷିଆ, ୟୁକ୍ରେନ ଯୁଦ୍ଧ କାରଣରୁ ବିଳମ୍ବ ହେବା ନେଇ ଥିଲା ଆଶଙ୍କା
ମସ୍କୋ,୧୪।୮: ରୁଷିଆ ସୋମବାର ଦିନ କହିଛି ଯେ, ସେ ଭାରତକୁ ନିର୍ଦ୍ଧାରିତ ସମୟାନୁସାରେ ଏସ୍-୪୦୦ ଆଣ୍ଟି-ଏୟାରକ୍ରାଫ୍ଟ ସିଷ୍ଟମ ଯୋଗାଇଦେବ। ୟୁକ୍ରେନ ଯୁଦ୍ଧ କାରଣରୁ ଯୋଗାଣରେ ବିଳମ୍ବ ହୋଇପାରେ ବୋଲି ଭାରତୀୟ ଅଧିକାରୀମାନେ ଆଶଙ୍କା ପ୍ରକାଶ କରିବା ପରେ ରୁଷିଆର ଅଧିକାରୀଙ୍କଠାରୁ ଏହି…
ବିଦେଶୀ ଫୁଟବଲରଙ୍କ ସର୍ବେକ୍ଷଣ ପାଇଁ ଗଠନ ହେଲା ଟାସ୍କଫୋର୍ସ
ନୂଆଦିଲ୍ଲୀ,୧୪ା୮: ବିଦେଶରେ ରହୁଥିବା ଭାରତୀୟ ଫୁଟବଲ ଖେଳାଳିଙ୍କ ବିଷୟରେ ସର୍ବେକ୍ଷଣ କରିବା ପାଇଁ ସର୍ବଭାରତୀୟ ଫୁଟବଲ ଫେଡେରେଶନ(ଏଆଇଏଫ୍ଏଫ୍) ପକ୍ଷରୁ ଏକ ଟାସ୍କଫୋର୍ସ ଗଠନ କରାଯାଇଛି। ବିଦେଶରେ ଅବସ୍ଥାନ କରୁଥିବା ଭାରତୀୟ ଖେଳାଳି ଓ ବିଦେଶୀ ନାଗରିକତ୍ୱ ଗ୍ରହଣ କରିଥିବା ଖେଳାଳିଙ୍କୁ ନେଇ…
କିସ୍ତି ଟଙ୍କା ନ ବାନ୍ଧିବାରୁ ଯୁବକଙ୍କୁ ହତ୍ୟା
ଜୟପୁର,୧୪ା୮(ପବନ ପାଣିଗ୍ରାହୀ):ଫାଇନାନ୍ସ ଟଙ୍କା କିସ୍ତି ନ ବାନ୍ଧିବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯିବା ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାଧୀନ ଅବସ୍ଥାରେ ଯୁବଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ଭେଟନାରି କଲୋନୀର ବିପିନ ବାହାଦୁର(୪୨) । ଖବର…
ଗାଡ଼ିମୋଟର ଯାଞ୍ଚ କଡାକଡି କଲା ପୋଲିସ
ବୁଗୁଡା,୧୪ା୮(କାଳି ଚରଣ ଦାଶ): ବୁଗୁଡା ଥାନା ପୋଲିସ ପକ୍ଷରୁ ବିଭିନ୍ନ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ଥାନା ଅଧିକାରୀ ଚିତ୍ତ ରଞ୍ଜନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ଏସ୍ଆଇ ସମୀର କୁମାର ସେଠୀଙ୍କ ନେତୃତ୍ୱରେ ପୋଲିସ ସୋମବାର ବୁଗୁଡା ବସ୍ଷ୍ଟାଣ୍ଡଠାରେ ବସ୍, ଅଟୋରିକ୍ସା ଓ ସ୍କୁଲବସ୍…
ବ୍ଲକ ଅଧ୍ୟକ୍ଷାଙ୍କ ସହ ଗଣ୍ଡଗୋଳ: ସମିତି ସଭ୍ୟ, ସହଯୋଗୀ ଗିରଫ
ଜମନକିରା,୧୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବ୍ଲକ ଅଧ୍ୟକ୍ଷାଙ୍କ ଚାମ୍ବରରେ ପଶି ଗଣ୍ଡଗୋଳ କରିବା ଘଟଣାରେ ଜମନକିରା ପୋଲିସ ଜଣେ ସମିତି ସଭ୍ୟଙ୍କ ସହ ତାଙ୍କ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୁଚିଣ୍ଡା ଏସ୍ଡିଜେଏମ୍ କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ…
ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଲେ ଏହି ଷ୍ଟାର ଖେଳାଳି
ଲଣ୍ଡନ,୧୪।୮: ୨୦୨୩ ବିଶ୍ୱକପ ପୂର୍ବରୁ ଇଂଲଣ୍ଡ କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଇଂଲଣ୍ଡ ଦ୍ରୁତ ବୋଲର ଷ୍ଟିଭେନ ଫିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୩ ଥର ଆସେସ ସିରିଜ ବିଜେତା ଷ୍ଟିଭେନ ଫିନ ୨୦୧୦ରୁ ୨୦୧୭…
୩ ସହରକୁ ଜଗିବ ସିସିଟିଭି
ଗଞ୍ଜାମ,୧୪।୮(ବିଦ୍ୟାଧର ସାହୁ ): ଛତ୍ରପୁର, ଗଞ୍ଜାମ ଏବଂ ରମ୍ଭା ସହରର ବିଭିନ୍ନ ସ୍ଥାନରେ ସିସିଟିଭି ଲଗା ଯାଇଛି। ଏହା ତାହା ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ବ୍ରହ୍ମପୁର ଏମ୍ପି ଚନ୍ଦ୍ର ଶେଖର ସାହୁଙ୍କ ପକ୍ଷରୁ ସୂଚନା ମିଳିଛି। ଏମ୍ପିଙ୍କ ପାଣ୍ଠିରୁ…
୪ ଦିନରେ ୩୦୦ କୋଟି ରୋଜଗାର କଲା ‘ଜେଲର’, ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ କମଲ ହାସନ
ମୁମ୍ବାଇ: ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମ ‘ଜେଲର’ ବକ୍ସ ଅଫିସରେ ଧମାକାଦାର ରୋଜଗାର କରୁଛି। କିଛି ରିପୋର୍ଟରେ କୁହାଯାଇଛି ଯେ, ଫିଲ୍ମ ଏ ପର୍ଯ୍ୟନ୍ତ ୩୦୦କୋଟି ଟଙ୍କା ସଂଗ୍ରହ କରିଛି। ବର୍ତ୍ତମାନ କମଲ ହାସନ ମଧ୍ୟ ରଜନୀକାନ୍ତଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଇଛନ୍ତି।…
ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଅନୱର-ଉଲ-ହକ
ଇସଲାମାବାଦ,୧୪।୮: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର ସିନେଟର ଅନୱର-ଉଲ-ହକ କକରଙ୍କୁ ଆସନ୍ତା ସାଧାରଣ ନିର୍ବାଚନ ପର୍ଯ୍ୟନ୍ତ ଦେଶର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତ କରାଯାଇଛି। ଏଭଳି ପରିସ୍ଥିତିରେ ସେ ସୋମବାର ପାକିସ୍ତାନର ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।…
୧୦୦ ବର୍ଷ ମଧ୍ୟରେ ଆମେରିକାରେ ସବୁଠୁ ଭୟାବହ ଅଗ୍ନିକାଣ୍ଡ
ଲାହାଇନା,୧୪ା୮: ଆମେରିକାର ମାଉଇ ସହରକୁ ଜଙ୍ଗଲ ନିଆଁ ବ୍ୟାପି ମୃତ୍ୟୁସଂଖ୍ୟା ୯୩କୁ ବୃଦ୍ଧି ହୋଇଛି। ଅନ୍ୟପକ୍ଷେ ମୃତକଙ୍କୁ ଚିହ୍ନଟ ପାଇଁ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୧୦୦ ବର୍ଷ ମଧ୍ୟରେ ଏହା ଆମେରିକାରେ ସବୁଠୁ ଭୟାବହ ଅଗ୍ନିକାଣ୍ଡ ବୋଲି କୁହାଯାଉଛି। କାଭାଡର ସନ୍ଧାନୀ…
ଶିନ୍ଦେଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ଅଜିତ ପାଓ୍ବାର: ବିରୋଧୀ ନେତାଙ୍କ ଦାବି
ମୁମ୍ବାଇ,୧୪।୮: ମହାରାଷ୍ଟ୍ରର ବିରୋଧୀ ଦଳର ନେତା ବିଜୟ ୱାଡେଟିୱାର ସୋମବାର ଦାବି କରିଛନ୍ତି ଯେ, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର, ଏକନାଥ ଶିନ୍ଦେଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଗଡଚିରୌଲି ସହରରେ ଏକ ଖବରଦାତା ସମ୍ମିଳନୀକୁ…
Archives


