ଉତ୍ତରାଞ୍ଚଳର ନେତୃତ୍ୱ ନେବେ ନୀତୀଶ
ନୂଆଦିଲ୍ଲୀ, ୧୧ା୭ : ପୁଡୁଚେରୀରେ ଦେଓଧର ଟ୍ରଫି ଜୁଲାଇ ୨୪ରୁ ଆରମ୍ଭ ହେବ। ଏଥିରେ ଦିଲ୍ଲୀର ବାମହାତୀ ବ୍ୟାଟର ନୀତୀଶ ରାଣା ଉତ୍ତରାଞ୍ଚଳ ଦଳର ନେତୃତ୍ୱ ନେବେ। ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୩ରେ କୋଲକାତା ନାଇଟ ରାଇଡର୍ସ (କେକେଆର) ତରଫରୁ…
୮ ରାଜ୍ୟରେ ବର୍ଷା-ବନ୍ୟାର ବିଭିଷିକା, ୨୪ ଘଣ୍ଟାରେ ୪୪ ମୃତ୍ୟୁ, ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୩୯ ଟିମ
ନୂଆଦିଲ୍ଲୀ,୧୧।୭: ମୂଷଳଧାରାରେ ବର୍ଷା ହେବା ଫଳରେ ଉତ୍ତର ଭାରତର ୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜଧାନୀ ଦିଲ୍ଲୀରେ ବହୁ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶ, ପଞ୍ଜାବ, ଜମ୍ମୁ-କାଶ୍ମୀର, ଉତ୍ତରାଖଣ୍ଡ, ହରିୟାଣା, ରାଜସ୍ଥାନ ଏବଂ ଦିଲ୍ଲୀରେ ସମସ୍ତ ପ୍ରମୁଖ ନଦୀଗୁଡିକରେ ବନ୍ୟା…
ପିଜିଆଇ ରିପୋର୍ଟ ସରକାରଙ୍କ ମୁଖା ଖୋଲିଦେଇଛି: ଭାଜପା
ଭୁବନେଶ୍ବର, ୧୧ା୭(ସୁନିତ୍ ମିଶ୍ର):ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପର୍ଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ) ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲିଯାଇଛି। ସର୍ବଭାରତୀୟ ସ୍ତରରେ ଓଡ଼ିଶାର ମାନ ୧୦ରୁ ଯାଇ ୨୪ରେ ପହଞ୍ଚିଛି। ଶିକ୍ଷା ବ୍ୟବସ୍ଥା ପ୍ରତି ୨୩…
ଅଲିମ୍ପିକ କ୍ୱାଲିଫାୟର୍ସ ଆୟୋଜନ କରିବ ପାକିସ୍ତାନ
କରାଚୀ, ୧୧ା୭: ପାକିସ୍ତାନ ପ୍ରାୟ ୧୯ବର୍ଷ ବ୍ୟବଧାନରେ ଏକ ଅନ୍ତର୍ଜାତୀୟ ହକି ଇଭେଣ୍ଟ ଆୟୋଜନ କରିବାକୁ ଯାଉଛି। ଆସନ୍ତାବର୍ଷ ପ୍ରଥମ ଭାଗରେ ଅଲିମ୍ପିକ କ୍ୱାଲିଫାଇଂ ରାଉଣ୍ଡ ଆୟୋଜନ କରିବା ଲାଗି ସୁଯୋଗ ଦେଇଛି ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍)। ପାକିସ୍ତାନ ଗତଥର…
କ୍ଲାସ୍ରୁମ୍ରେ ମୋବାଇଲ ଫୋନ୍ ବନ୍ଦ
ଡଚ୍: ବର୍ତ୍ତମାନ ଯୁଗରେ ପିଲାଙ୍କଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ମୋବାଇଲ, ସ୍ମାର୍ଟ ଘଣ୍ଟା ଭଳି ବିଭିନ୍ନ ଜିନିଷ ବ୍ୟବହାର କରୁଛନ୍ତି; ଯାହା ଫଳରେ ପିଲାମାନେ ବେଶି ଏଥିପ୍ରତି ଆକର୍ଷିତ ହୋଇ ପାଠପଢ଼ାରୁ ଦୂରେଇ ଯାଉଛନ୍ତି। ସେଥିପାଇଁ ଡଚ୍ ସରକାର କ୍ଲାସ୍ରୁମ୍ରେ…
ମଣ୍ଡପ ବସ୍ତି ନିର୍ମାଣ କାର୍ଯ୍ୟ ସରୁନି
ଭୁବନେଶ୍ୱର,୧୧।୭(ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ବସ୍ତିଗୁଡିକର ଉନ୍ନତୀକରଣ ତଥା ବସ୍ତିବାସିନ୍ଦାଙ୍କୁ ବିଭିନ୍ନ ଯୋଜନାରେ ଥଇଥାନ ନିମନ୍ତେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ନାନା ପଦକ୍ଷେପ ଗ୍ରହଣ କରାଯାଉଛି। ମାତ୍ର ନିର୍ଦ୍ଧାରିତ ସମୟ ମଧ୍ୟରେ ନିର୍ମାଣ…
୪ ହଜାରରୁ କମ୍ ମୂଲ୍ୟର ଜିନିଷ ଆଣିବାକୁ ମନା
ନୂଆଦିଲ୍ଲୀ: ବିବାହକୁ ଯିବା ସମୟରେ ଆମେ ସାଙ୍ଗରେ କିଛି ଉପହାର ନେଇ ଯାଇଥାଉ। କିନ୍ତୁ ଏହା ବାଧ୍ୟତାମୂଳକ ନୁହେଁ। ଲୋକେ ତାଙ୍କ ସାମର୍ଥ୍ୟ ମୁତାବକ ଉପହାର ଦେଇଥାନ୍ତି। ହେଲେ ନିକଟରେ ଜଣେ କନ୍ୟା ନିଜ ବିବାହରେ ଆସିବାକୁ ଥିବା ଅତିଥିଙ୍କ ପାଇଁ ଅଜବ…
ସଚେତନତା ପାଇଁ ନର୍ଦ୍ଦମା ଭର୍ତ୍ତି ନଦୀକୁ ବିବାହ
ଲଣ୍ଡନ: ପୂର୍ବକାଳରେ ଲୋକେ ନଦୀକୂଳରେ ଘର କରି ରହୁଥିଲେ। ନଦୀ ଜଳକୁ ବ୍ୟବହାର କରୁଥିଲେ। ବେଳକୁ ବେଳ ଲୋକସଂଖ୍ୟା ବଢିବାରୁ ଲୋକେ ନିଜ ପାଇଁ ଘର ତିଆରି କରିବା ସହ ଘରର ଅଳିଆ ଆବର୍ଜନା ସବୁ ନଦୀରେ ପକାଇବାକୁ ଲାଗିଲେ। ଫଳରେ ନଦୀ…
ନଟ୍ ୟେଟ୍ ଏଫ୍ସି ଚାମ୍ପିୟନ୍
ଭୁବନେଶ୍ୱର, ୧୧।୭(ସରୋଜ ଜେନା): ଓଡ଼ିଶା ଫୁଟ୍ବଲ୍ କ୍ଲବ(ଓଏଫ୍ସି) ପକ୍ଷରୁ ଆୟୋଜିତ ସିକ୍ସ ଏ ସାଇଡ୍ ଫୁଟସାଲ୍ ଟୁର୍ନାମେଣ୍ଟରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ନଟ୍ ୟେଟ୍ ଏଫ୍ସି। ରିଲାଏନ୍ସ ଫାଉଣ୍ଡେଶନ୍ ଓ ରୋଲରନଟ୍ସ ଏଫ୍ସି ଆନୁକୂଲ୍ୟରେ ଏଜି କଲୋନିରେ ଏହି ଟୁର୍ନାମେଣ୍ଟ…
ୟୁନିକ୍ ଟିଭିଏସ୍ର ନ୍ୟୁ ସର୍ଭିସ୍ ସେଣ୍ଟର
ରାଉରକେଲା,୧୧।୭(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସେକ୍ଟର-୫ସ୍ଥିତ ବେଦି ବିଲ୍ଡିଂରେ ଟିଭିଏସ୍ କମ୍ପାନୀର ଶୋ’ରୁମ୍ ଏବଂ ଦ୍ୱିତୀୟ ୟୁନିକ ସେବା କେନ୍ଦ୍ର ସୋମବାର ଉଦ୍ଘାଟିତ ହୋଇଯାଇଛି। ରାଉରକେଲା ଟିଭିଏସ୍ ୟୁନିଟ୍ର ମୁଖ୍ୟ ଜ୍ୟୋତିଷ ସ୍ବରୂପ ଅୟରଙ୍କ ତତ୍ତ୍ୱାବଧାନରେ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା…
ଅବହେଳାରୁ ବହୁ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ୱର,୧୧।୭(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ସରକାରୀ ଔଷଧ ଭର୍ତ୍ତି ଗୋଦାମ ଜଳିଯିବା ଘଟଣାକୁ ନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅବହେଳାରୁ ବହୁ କୋଟିର ସରକାରୀ ସମ୍ପତ୍ତି ନଷ୍ଟ ହୋଇଥିବା ଆଲୋଚନା ଚାଲିଛି। ବହୁ ପୁରୁଣା ଭଙ୍ଗା ଦଦରା କୋଠାରେ…
ଖୁଣ୍ଟୁପଡ଼ାରୁ ମିଳିଲା ଗ୍ରାଫାଇଟ୍ ଖଣିର ସନ୍ଧାନ
ଭାପୁର,୧୧।୭(ଭରତ କୁମାର ବେହେରା):ନୟାଗଡ଼ ଜିଲା ଭାପୁର ବ୍ଲକ ବାଇଗୁଣିଆ ପଞ୍ଚାୟତ ଅଧୀନ ଖୁଣ୍ଟୁପଡ଼ା ଗ୍ରାମରୁ ଗ୍ରାଫାଇଟ୍ ଖଣିର ସନ୍ଧାନ ମିଳିଛି। ଭାରତୀୟ ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ସାଟେଲାଇଟ୍ ସର୍ଭେ କରାଯାଇଥିଲା। ଖୁଣ୍ଟୁପଡା ଗ୍ରାମର ଛେଳିଆ ଟୁବୁରି ପାହାଡ଼ ମାଟିତଳେ…
Archives


