Home Left

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ନବନିର୍ମାଣ କୃଷକ ସଂଗଠନର ଦାବି ଅନୁଯାୟୀ ଧାନର ଅଭାବୀ ବିକ୍ରି ,…

କାହିଁକି ହେଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ: ବଡ଼ କାରଣ କହିଲେ …

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ବାରାମତିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି। ଅଜିତ ପାୱାର VT-SSK ପଞ୍ଜିକରଣ ନମ୍ବର ସହିତ ଏକ ଚାର୍ଟର ବିମାନରେ ବାରାମତିରେ…

ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ ମହାରାଷ୍ଟ୍ର ବିକାଶରେ…

ନୂଆଦିଲ୍ଲୀ,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଶୋକ ପ୍ରକାଶ କରି କହିଛନ୍ତି, ଅଜିତ ପାଓ୍ବାରଙ୍କ ଅସମାୟିକ ନିଧନ ଅପୂରଣୀୟ କ୍ଷତି। ମହାରାଷ୍ଟ୍ର ବିକାଶରେ ତାଙ୍କର…

୨ ପୁଅ, ସ୍ତ୍ରୀଙ୍କୁ ଛାଡିଦେଇ ଗଲେ ଅଜିତ ପାୱାର: ଜାଣନ୍ତୁ ତାଙ୍କ ରାଜନୈତିକ ଯାତ୍ରା ବିଷୟରେ ଅଜଣା କଥା…

ପୁଣେ,୨୮।୧: ମହାରାଷ୍ଟ୍ରର ଏନସିପି ନେତା ଏବଂ ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ନିର୍ବାଚନ ପ୍ରଚାର ପାଇଁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ତାଙ୍କ ପରଲୋକ ରାଜନୀତି ଜଗତ ପାଇଁ ଅପୂରଣୀୟ କ୍ଷତି ସୃଷ୍ଟି କରିଛି। ଅଜିତ ପାୱାରଙ୍କ…

ମା’ଙ୍କ ପ୍ରତିମୂର୍ତ୍ତିରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର, ସକାଳୁ ଆସି ପୂଜାରୀ ଦେଖିଲେ…

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ମା ’ ମହୁରୀ କାଳୁଆଙ୍କ ମନ୍ଦିର ଗର୍ଭଗୃହରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ମୂଲ୍ୟର ରୁପା କିରଟି, ଫୁଲକଣା, ନୋଥ, ୨ଟି ସୁନା ପିସ୍ତୁଳି ଓ କିଛି…

ବଞ୍ଚାଇଦେଲେ ମହାପ୍ରଭୁ: ୩ କିମି ପୂର୍ବରୁ ଡ୍ରାଇଭରଙ୍କ ସାଙ୍ଗରେ ପାଟିତୁଣ୍ଡ କରି… 

ଆନନ୍ଦପୁର୨୮।୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ, ଛେନାପଦି  ବଉଳା ରାସ୍ତାର ବୈଦାଖିଆ  ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ସୂଚନା ଅନୁସାରେ, ଭୂବନେଶ୍ବରରୁ  ବଉଳା ଯାଉଥିବା ଶ୍ରୀଲକ୍ଷ୍ମୀ ନମକ ବସ୍‌  ସନ୍ଧ୍ୟା ସମୟରେ ଛେନାପଦି ଛକରେ ପହଞ୍ଚିଥିଲା।…

ଅଜିତ ପାଓ୍ବାରଙ୍କ ମୃତ୍ୟୁକୁ ନେଇ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୧:  ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।…

ମୃତ୍ୟୁର କିଛି ମିନିଟ୍‌ ପୂର୍ବରୁ ଏହି ବ୍ୟକ୍ତିଙ୍କୁ ମନେ ପକାଇଥିଲେ ଅଜିତ ପାଓ୍ବାର: ଭାଇରାଲ ହେଉଛି ଶେଷ ପୋଷ୍ଟ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ମୁମ୍ବାଇରେ ଏକ କ୍ୟାବିନେଟ ବୈଠକରେ ଯୋଗ ଦେବା ପରେ, ଅଜିତ ପାୱାର ଏକ ଘରୋଇ କମ୍ପାନୀର ଏକ ଚାର୍ଟର୍ଡ ବିମାନରେ ବାରାମତି ଯାତ୍ରା କରୁଥିଲେ। ଏହି ଦୁର୍ଘଟଣାରେ…

ଦୁର୍ଘଟଣା ସମୟରେ ଅଜିତ ପାୱାରଙ୍କ ସହ ବିମାନରେ କିଏ ଥିଲେ? ଦେଖନ୍ତୁ ପୂରା ଲିଷ୍ଟ

ନୂଆଦିଲ୍ଲୀ,୨୮।୧: ବାରାମତିରେ ଏକ ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ଜିଲା ପଞ୍ଚାୟତ ପରିଷଦ ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ସେ ଏକ ଘରୋଇ ବିମାନରେ ମୁମ୍ବାଇରୁ ବାରାମତି ଯାଉଥିବା ସମୟରେ ଏହି ଦୁର୍ଘଟଣା…

କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି କରି ବୈଠକ କରିଛନ୍ତି। ଏହି ମାଧ୍ୟମରେ ଓଡ଼ିଶାର ସୀମାନ୍ତ ଭିତରେ ଆନ୍ଧ୍ର ରାଜ୍ୟର…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ କୌଣସି ପ୍ରଭାବ ପଡ଼ି ନ ଥିବା ଜଣାପଡିଛି। ଦୋକାନ ବଜାର, ବ୍ୟାଙ୍କ ସେବା,…

ନୀରବି ଗଲେ ମହାରାଷ୍ଟ୍ର ରାଜନୀତିର ‘ପିତାମହ’: ଦାଦାଙ୍କଠାରୁ ଶିଖିଥିଲେ କୌଶଳ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ଜିଲା ପରିଷଦ ନିର୍ବାଚନ ପାଇଁ ପ୍ରଚାର କରିବାକୁ ସେଠାରେ ପହଞ୍ଚିଥିଲେ। କିନ୍ତୁ ତାଙ୍କ ବିମାନ ଅବତରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri