Home Left

ମୂର୍ତ୍ତି ଚୋରଙ୍କୁ ଧରିବାରେ ପୋଲିସ ଫେଲ୍‌

ଯାଜପୁର,୨୬ା୧୧(ହର୍ଷବର୍ଦ୍ଧନ ବେହେରା)ଐତିହ୍ୟ ଓ ସଂସ୍କୃତିସମ୍ପନ୍ନ ଯାଜପୁର ଜିଲାରେ ଅତି ପ୍ରାଚୀନ ମୂର୍ତ୍ତିଗୁଡ଼ିକର ଚୋରି ବଢ଼ିବାରେ ଲାଗିଛି। ଜିଲାରେ ଗତ ଦୁଇ ଦଶନ୍ଧି ମଧ୍ୟରେ ୧୦ରୁ ଉର୍ଦ୍ଧ୍ୱ ମନ୍ଦିରରୁ ବିଭିନ୍ନ ମୂର୍ତ୍ତି ଓ ଅଳଙ୍କାର ଚୋରି ହୋଇଛି। ସେଗୁଡ଼ିକୁ ଉଦ୍ଧାର କରିବାରେ ପୋଲିସ…

ଲୁଟେରାଙ୍କ ନଜରରେ କାଏମା ପାହାଡ଼

କାଏମା,୨୬ା୧୧(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତ ମଧ୍ୟଭାଗରେ କାଏମା ପାହାଡ଼ ବା ଗୋଗଳ ପାହାଡ଼ ଅବସ୍ଥିତ। ହେଲେ ଏହି ପାହାଡ଼ ଏବେ ମାଫିଆଙ୍କ ନଜରରେ। ମାଫିଆ ଏଠାରୁ ମୋରମ ଲୁଟ୍‌ କରୁଥିବା ଦେଖିବାକୁ ମିଳିଛି। ଦିନରାତି ମୋରମ ଲୁଟ୍‌ କରିବାରେ…

ଗାନ୍ଧୀ ସ୍ମୃତିପୀଠ ପ୍ରତି ଅବହେଳା

ଡେରାବିଶ,୨୬ା୧୧(ବେବର୍ତ୍ତା ଅଜୟ ଦାସ)ଦିନେ ଯେଉଁ ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଜାତିର ପିତା ମହାତ୍ମା ଗାନ୍ଧୀ ସ୍ବାଧୀନତାର ମନ୍ତ୍ର ଫୁଙ୍କିଥିଲେ ସେହି ସ୍ଥାନ ଇତିହାସ ପାଲଟିଛି। ହେଲେ ପ୍ରଶାସନିକ ଅବହେଳା ଯୋଗୁ ସେହି ପଡ଼ିଆ ଆଜି ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। କେନ୍ଦ୍ରାପଡ଼ା…

ଗୋବରୀ ନଦୀ ପୁନରୁଦ୍ଧାର: ୧୧ କୋଟି ପାଣିରେ

ପଟ୍ଟାମୁଣ୍ଡାଇ, ୨୬।୧୧(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀର ପୁନରୁଦ୍ଧାର ନଁାରେ ଗତ ୭ ବର୍ଷରେ ୧୧.୩୩ କୋଟି ଟଙ୍କା ପାଣିରେ ପଡ଼ିଥିବା ଅଭିଯୋଗ ହେଉଛି। ନଦୀର ମାଟିଖୋଳା ଓ ଦଳସଫା ପାଇଁ ୨୦୧୧-୧୨ ଓ…

ପ୍ରଦୂଷଣ ଆଁରେ ନୟାଗଡ଼

ନୟାଗଡ଼,୨୬।୧୧(ଲୋକନାଥ ମିଶ୍ର)ସଙ୍କଟରେ ପରିବେଶ । ବର୍ତ୍ତମାନ ପରିବେଶ, ଅସୁନ୍ତଳିତ ଜଳବାୟୁ ଓ ବିପର୍ଯ୍ୟୟ ମୁଖୀ ସବୁଜିମା ନୟାଗଡ଼ ଜିଲାରେ ଜୀବଜଗତକୁ ଧ୍ୱଂସ ମୁହଁକୁ ଠେଲି ଦେଇଛି । ପ୍ରଦୂଷଣ ଅଁାରେ ରହି ଯାଇଛି ନୟାଗଡ଼ ଜିଲା । ହେଲେ ଏହାର ପ୍ରଭାବ…

ଅଜବ ଜୀବ: ଯାହାର ରହିଛି ୨୦୦ ଆଖି, ଟେଲିସ୍କୋପ ପରି କରେ କାମ

ଦୁନିଆରେ ଏମିତି ଏକ ଅଜବ ଜୀବ ଅଛି, ଯାହାର ଗୋଟିଏ କି ଦୁଇଟି ନୁହେଁ, ଏକାବେଳକେ ୨୦୦ ଆଖି ରହିଛି। ଏହା ଟେଲିସ୍କୋପ ପରି କାମ କରେ। ଏହାର ସନ୍ତରଣ ପଦ୍ଧତି ବି କମ୍‌ ଆଶ୍ଚର୍ଯ୍ୟଜନକ ନୁହେଁ। ଯେଉଁଥିରେ ଏହା ଜେଟ୍‌…

ଦୁଇ ବାଇକ୍‌ ମୁହାଁମୁହିଁ: ଜଣଙ୍କର ଜୀବନ ଗଲା, ଦୁଇ ଗୁରୁତର

କେନ୍ଦୁଝର,୨୫ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ପାଟଣା ରାସ୍ତାର କପାସପଡ଼ା ନିକଟରେ ଶନିବାର ସନ୍ଧ୍ୟାରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା…

ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଯୁବକଙ୍କ ଖପୁରୀ ଦୁଇଫାଳ

କେନ୍ଦୁଝର,୨୫ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଝାଡ଼ବେଲଦା ନିକଟରେ ଶନିବାର ଏକ ବୋର୍‌ଓ୍ବେଲ ଟ୍ରକ୍‌ ପଛରେ ଜଣେ ବାଇକ୍‌ ପିଟିହୋଇ ଯୁବକଙ୍କ ଜୀବନ ଯାଇଛି। ମୃତକ ଯୁବକ ଜଣଙ୍କ ହେଲେ ପଣ୍ତାପଡ଼ା ଥାନା…

କୋଚି ବିଶ୍ୱବିଦ୍ୟାଳୟରେ ଦଳାଚକଟା, ଚାରି ଛାତ୍ର ମୃତ

କୋଚି,୨୫।୧୧: ଏକ ଦୁଃଖଦ ଘଟଣାରେ କୋଚି ବିଶ୍ୱ ବିଦ୍ୟାଳୟରେ ଦଳାଚକଟା ଘଟି ଚାରି ଛାତ୍ର ମୃତ୍ୟୁ ବରଣ କରିଛନ୍ତି। କାଲାମାସେରି କ୍ୟାମ୍ପସରେ ଏକ ଟେକ୍ ଫେଷ୍ଟ ସମୟରେ ଘଟିଥିବା ଏହି ଘଟଣା ଘଟିଥିଲା। ଯେଉଁଥିରେ କୋଚି ୟୁନିଭରସିଟି ଅଫ୍ ସାଇନ୍ସ ଆଣ୍ଡ…

ଭାରତୀୟ ଟିମର ନିୟମିତ କୋଚ୍ ହେବେ ଭିଭିଏସ ଲକ୍ଷ୍ମଣ, ଏହି ଆଇପିଏଲ ଟିମରେ ଯୋଗ ଦେବେ ରାହୁଲ ଦ୍ରାବିଡ଼

ମୁମ୍ବାଇ,୨୫।୧୧: ରାହୁଲ ଦ୍ରାବିଡ ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ୍ ପଦବୀ ଖାଲି କରିବାକୁ ଯାଉଛନ୍ତି। ଦ୍ରାବିଡଙ୍କର କାର୍ଯ୍ୟକାଳ ଦିନିକିଆ ବିଶ୍ୱକପ ୨୦୨୩ ର ସମାପ୍ତି ସହିତ ଶେଷ ହୋଇଥିଲା।ଏହାପରେ ସେ ଚୁକ୍ତିନାମା ନବୀକରଣ କରିବାକୁ ଆଗ୍ରହୀ ନାହାନ୍ତି ବୋଲି…

ମହୁମାଛି ଆକ୍ରମଣରେ ବାପ-ପୁଅ ଗୁରୁତର

ଘସିପୁରା,୨୫ା୧୧(ନିରଞ୍ଜନ ସାହୁ): ଚାଷଜମିକୁ ଆସିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇ ବାପ-ପୁଅ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘସିପୁରା ବ୍ଲକ ସରେଇଁ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର…

ତାରିଣୀ ଦର୍ଶନ ପାଇଁ ଆସୁଥିବା ପର୍ଯ୍ୟଟକଙ୍କ କାର୍‌କୁ ମୁହାଁମୁହିଁ ଧକ୍କାଦେଲା ଟ୍ରକ୍‌, ୬ ଗୁରୁତର

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଧାନବେଣୀ ସ୍କୁଲ ନିକଟରେ ଶନିବାର ଅପରାହ୍ନରେ ଏକ କାର୍‌କୁ ଲୁବ୍ରିକାଣ୍ଟ୍‌ ବୋଝେଇ ଏକ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୨ ପରିବାରର ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?