ଏଥର ସ୍ବାଧୀନତା ଦିବସ ଆୟୋଜନ ହେବ ସ୍ବତନ୍ତ୍ର
ନୂଆଦିଲ୍ଲୀ,୧୩।୮: ୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମ ଏଥର ଆହୁରି ସ୍ବତନ୍ତ୍ର ହେବାକୁ ଯାଉଛି। କାରଣ ଏଥଣ ଏହି ଉତ୍ସବରେ ୧୮୦୦ ସ୍ବତନ୍ତ୍ର ଅତିଥି ଅଂଶଗ୍ରହଣ କରିବେ। ସରକାରଙ୍କ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଅଧୀନରେ ଏହି…
ସନି ଦେଓଲଙ୍କୁ ଝଟ୍କା
ଅଭିନେତା ସନି ଦେଓଲଙ୍କ ଫିଲ୍ମ ‘ଗଦର ୨’ ବକ୍ସ ଅଫିସରେ ଭଲ ଆୟ କରୁଛି। ରିଲିଜର ତୃତୀୟ ଦିନରେ ଫିଲ୍ମ ନିର୍ମାତାଙ୍କୁ ଏକ ବଡ଼ ଝଟକା ଲାଗିଛି। ଏହି ପୁରା ଫିଲ୍ମ ୟୁଟ୍ୟୁବରେ ଲିକ ହୋଇଛି। ସନ୍ନି ଦେଓଲ ଏବଂ ଅମିଶା…
ସ୍କୁଟିରେ ଯାଉଥିବା ବେଳେ ରାସ୍ତାରେ ଟଳିପଡ଼ିଲେ ଯୁବକ
ପାଟଣା,୧୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ କେନ୍ଦେଇ ପଶି ପଞ୍ଚାୟତ କାଶୀପୁର ଗାଁର ଜଣେ ୩୨ ବର୍ଷୀୟ ବିବାହିତ ଯୁବକଙ୍କ ରବିବାର ସନ୍ଦେହ ଜଣକ ଭାବେ ମୃତ୍ୟୁ ଘଟିଛି। ମୃତକ ଯୁବକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଈଶ୍ୱର ଚନ୍ଦ୍ର ନାଏକ।…
ସେହ୍ବାଗଙ୍କ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୧୩।୮: ବିଶ୍ୱକପ ୨୦୨୩ ଅକ୍ଟୋବର ୫ରୁ ଆରମ୍ଭ ହେବ। ଏଥର ଏହି ଟୁର୍ନାମେଣ୍ଟ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି, ତେଣୁ ସମସ୍ତଙ୍କ ନଜର ରୋହିତ ଶର୍ମାଙ୍କ ଅଧିନାୟକ ଦଳ ଉପରେ ରହିବ। ଭାରତର ପ୍ରଥମ ମ୍ୟାଚ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ପୂର୍ବତନ…
୭୦ ପ୍ରତିଶତ ସରକାରୀ ମାମଲା ଭିତ୍ତିହୀନ, କୋର୍ଟର କାର୍ଯ୍ୟ ଭାର ବଢାଉଛି: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩।୮: କୋର୍ଟକୁ ଆସୁଥିବା ବହୁ ସଂଖ୍ୟକ ସରକାରୀ ମାମଲା ଭିତ୍ତିହୀନ। ଏଭଳି ମାମଲା ଯୋଗୁ କୋର୍ଟର କାର୍ଯ୍ୟ ଭାର ବଢୁଥିବା ସୁପ୍ରିମକୋର୍ଡ କହିଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା ଦାଖଲ ହୋଇଥିବା ବିବିଧ ଆବେଦନ ଶୁଣାଣି ବେଳେ ଜଷ୍ଟିସ ପିଏସ ନରସିଂହ, ଜଷ୍ଟିସ…
ଧୂଳିକଣା ନୁହେଁ, ଇଏ ହ୍ୟାଣ୍ଡବ୍ୟାଗ୍
ମହିଳାଙ୍କ ପାଇଁ ତାଙ୍କ ହ୍ୟାଣ୍ଡବ୍ୟାଗ୍ ତାଙ୍କ ଦୁନିଆ। ତା’ ଭିତରେ ମେକ୍ଅପ୍ ସାମଗ୍ରୀଠୁ ଆରମ୍ଭ କରି ଯେତେ ସବୁ ଆବଶ୍ୟକୀୟ ଜିନିଷ ସେମାନେ ରଖିଥାନ୍ତି। ସେଥିପାଇଁ ତ ପ୍ରାୟ ମହିଳା ବଡ଼ ହ୍ୟାଣ୍ଡବ୍ୟାଗ୍ ଧରିବାକୁ ପସନ୍ଦ କରନ୍ତି। ତେବେ ଲୁଇସ ଭିଟୋନ୍…
ବାହୁବଲୀ ସିଙ୍ଗଡ଼ା
ସିଙ୍ଗଡା ଖାଇବାକୁ ଅନେକେ ଭଲ ପାଆନ୍ତି। ତେବେ କହିଲେ ଦେଖି ଗୋଟିଏ ସିଙ୍ଗଡ଼ା ଖାଇବାକୁ ଆପଣଙ୍କୁ କେତେ ସମୟ ଲାଗେ? ପାଞ୍ଚ ମିନିଟ ଭିତରେ ତ ଗୋଟିଏ ସିଙ୍ଗଡ଼ା ଆରାମରେ ଖାଇ ହେବ। ହେଲେ ଜାଣି ଆଶ୍ଚର୍ଯ୍ୟ ହେବେ ମିରଟର ଏକ…
ଅମୃତଭଣ୍ଡାରେ ଫୁଲ
ଅମୃତଭଣ୍ଡାକୁ ନେଇ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ। ହେଲେ ଏହାକୁ ନେଇ କଳାକୃତୀ ବି ଗଢାଯାଏ ତାହା ହୁଏତ ଅନେକେ ଜାଣି ନ ଥିବେ। ଭିଏତନାମରେ କଞ୍ଚା ଅମୃତଭଣ୍ଡାକୁ ବ୍ୟବହାର କରି ସୁନ୍ଦର ଫୁଲର କଳାକୃତୀ ତିଆରି କରିବା ଏକ…
ଶ୍ରୀନଗରରେ ତ୍ରିରଙ୍ଗା ରାଲି, ଏଲ୍ଜି ସାମିଲ
ଶ୍ରୀନଗର,୧୩।୮: ଆଜାଦୀ କା ଅମୃତ ମହୋତ୍ସବ ଅନ୍ତର୍ଗତ ରବିବାର ଶ୍ରୀନଗରରେ ତ୍ରିରଙ୍ଗା ରାଲି ବାହାରିଛି। ଏହି ରାଲୀକୁ ଏଲ୍ଜି ମନୋଜ ସିହ୍ନା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏସ୍କେଆଇସିସିରୁ ଡାଲ ହ୍ରଦ କୂଳ ଦେଇ ବଟାନିକାଲ ଗାର୍ଡେନ ପର୍ଯ୍ୟନ୍ତ ଏହି ରାଲି…
ଗର୍ଭବତୀଙ୍କୁ ପିଟି ହତ୍ୟା ଅଭିଯୋଗ
ଖୋର୍ଦ୍ଧା,୧୩ା୮(ପ୍ରଭାତ ପାଣିଗ୍ରାହୀ): ସଦରଥାନା ଅନ୍ତର୍ଗତ ନିଜିଗଡ଼ ତାପଙ୍ଗଗଡ଼ ସାହିରେ ଗର୍ଭବତୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଶାଶୁଘର ପରିବାରଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ମୃତକାଙ୍କ ମାଆ ଭାନୁମତି ଦେଇ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ସ୍ବାମୀଙ୍କୁ ଅଟକ…
ଶୁଭଦିନକୁ ଅପେକ୍ଷା
ନୂଆ ଓଡିଆ ସିନେମା ‘ଆଇନା କେବେ ମିଛ କହେନା’କୁ ନେଇ ବେଶ୍ ଆଶାବାଦୀ ଅଛନ୍ତି ଦୀପକ। କାରଣ ସେ ଏହି ଫିଲ୍ମରେ ଏକ ଭିନ୍ନ ଧରଣର ଭୂମିକାରେ ଅଭିନୟ କରୁଛନ୍ତି। ଅନ୍ୟପକ୍ଷରେ ଏହାର କାହାଣୀରେ ରହିଛି ପାରିବାରିକ ଛିଟା। ଲଭ୍ ଷ୍ଟୋରିର…
ମୋଦି ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଲେ ତେଜସ୍ବୀ
ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ବିହାରର ଦରଭଙ୍ଗା ଏମ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ପରେ ବିହାରରେ ରାଜନୈତିକ ଝଡ ସୃଷ୍ଟି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏବଂ ବିହାର ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ମଧ୍ୟରେ ବାକ୍ଯୁଦ୍ଧ ଆରମ୍ଭ…
Archives


