Home Left

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଶୁକ୍ରବାର ହାଇଦ୍ରାବାଦରେ ଏକ ଜନସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ, ଭାରତ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା ମିଳିଛି। ଏହି ସମୟରେ ମନ୍ଦିର ନିର୍ବାହୀ ଅଧିକାରୀ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ ତୁହା ପବନ ସାଙ୍ଗକୁ କୁଆପଥର ମାଡ ଯୋଗୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର ଦେଇ ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ପରେ ସଂଘ ପକ୍ଷରୁ ତହସିଲ…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ପ୍ରଦାନ କରିଛି। ଏହି ୩ଜଣ ସଫଳତାର ସହିତ ଏସ୍‌ଏଲ୍‌ସିର ଫିଜିକାଲ ପର୍‌ଫର୍ମାନ୍ସ ଟେଷ୍ଟରେ…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି ରଖିଥିଲେ। ଏ ନେଇ ଅଭିଯୋଗ ପରେ କୋର୍ଟରେ ମାମଲା ଚାଲିଥିଲା। କୋର୍ଟଙ୍କ ନିର୍ଦ୍ଦେଶ…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ କୋଚ୍‌ମାନେ ଅଧିକ ସୁଯୋଗ ପାଇବେ। ଫିଫା କହିଛି, ମହିଳା ଟୁର୍ନାମେଣ୍ଟଗୁଡ଼ିକରେ ପ୍ରତ୍ୟେକ ଦଳରେ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ପ୍ରଥମ ଉଇକେଟରେ ଡେଭନ କନଓ୍ବେ (୩୯)ଙ୍କ ସହ ୯୬ରନ୍‌ର ଯୋଗଦାନ ଦଳକୁ ଜିତାଇବାରେ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂଆ ମୋଡ଼ ନେଇଛି। ଏହି ଯୁଦ୍ଧକାଳୀନ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ ଜାଳେଣି ଗ୍ୟାସ ମିଳୁ ନ ଥବା ଯୋଗୁ ସହରର ଅଧାରୁ ଅଧିକ ହୋଟେଲ,…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଚାକିରିରେ ଯୋଗଦାନ ସମୟରୁ ଏହି ନିୟମିତ ମାନ୍ୟତା ଲାଗୁ ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri