ବକ୍ରୀ ହେବେ ବୁଧ : ୩ ରାଶିଙ୍କ ଅଧୁରା ସ୍ବପ୍ନ ହେବ ପୂରଣ, ଭାଗ୍ୟରେ ଲାଗିବ ଲଟେରୀ, ଚାରିଆଡୁ ଆସିବ ଟଙ୍କା!
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୪ ଅକ୍ଟୋବର ୨୦୨୬ରେ ବୁଧ ତୁଳା ରାଶିରେ ବକ୍ରୀ ହୋଇଛନ୍ତି। ବୁଧଙ୍କ ଏହି ଚଳନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିପାରେ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ବୁଧଙ୍କୁ ବୁଦ୍ଧି, ବାଣୀ, ଯୋଗାଯୋଗ, ବ୍ୟବସାୟ…
୪ ବର୍ଷ ପରେ କମ୍ବ୍ୟାକ, ଏବେ ଶେଷ ହୋଇଯିବ କ୍ୟାରିୟର? ଭୁବନେଶ୍ୱରଙ୍କୁ ନେଇ ସାଂଘାତିକ ବୟାନ କଲେ…
ନୂଆଦିଲ୍ଲୀ, ୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ୩ଟି ଟି-୨୦ ମ୍ୟାଚ ଭୁବନେଶ୍ୱର କୁମାରଙ୍କ ପାଇଁ ଭଲ ରହିନାହିଁ। ଆଇପିଏଲ ଏବଂ ଘରୋଇ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରି ୪ ବର୍ଷ ପରେ ସେ ଜାତୀୟ ଦଳକୁ ଫେରିଥିଲେ। ତାଙ୍କ ପ୍ରଦର୍ଶନ ଉପରେ…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ଶକ୍ତ ଝଟ୍କା: ମିଳିବନି ବର୍ଦ୍ଧିତ ପେନଶନ
ନୂଆଦିଲ୍ଲୀ,୨୮।୧୦: ଅବସର ପରେ ପ୍ରତି ମାସରେ ମିଳୁଥିବା ପେନସନ ହିଁ ଲୋକଙ୍କ ଖର୍ଚ୍ଚ ତୁଲାଇବାରେ ସାହାଯ୍ୟ କରିଥାଏ। ଏହି ପେନସନ ବଳରେ ହିଁ ଲୋକେ ନିଜ ଦୈନନ୍ଦିନ ଜୀବନର ଖର୍ଚ୍ଚ ଏବଂ ଔଷଧ ଖର୍ଚ୍ଚ ଭରଣା କରନ୍ତି। ଏପରି ସ୍ଥିତିରେ ଭାବନ୍ତୁ,…
ଦ୍ରୁତଗାମୀ ଟ୍ରେନ ଦୁର୍ଘଟଣା; ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି
ମାଡ୍ରିଡ,୨୮।୧୦: ସ୍ପେନର କେନ୍ଦ୍ରୀୟ ଅଞ୍ଚଳ ଟୋଲେଡୋରେ ଦୁଇଟି ଦ୍ରୁତଗାମୀ ଟ୍ରେନ ମଧ୍ୟରେ ଏକ ଭୟଙ୍କର ଧକ୍କା ହୋଇଛି। ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ପ୍ରାୟ ୪୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୭୯ ଜଣ ଆହତ ହୋଇଛନ୍ତି; ମୃତାହତଙ୍କ ସଂଖ୍ୟା ଆହୁରି…
କେଉଁ ଧନ ପାଖରେ ସ୍ଥାୟୀ ହୋଇ ରହେ, ଆଉ କେଉଁ ଧନ ରହେ ନାହିଁ, ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ…
ମହାନ ରାଜନେତା, ଅର୍ଥନୀତିଜ୍ଞ ଏବଂ ଜଣେ ଦକ୍ଷ ରଣନୀତିଜ୍ଞ ଭାବରେ ଜଣାଶୁଣା ଆଚାର୍ଯ୍ୟ ଚାଣକ୍ୟ କହିଥିଲେ ଯେ, ଜୀବନରେ ସଫଳତା ହାସଲ କରିବା ପାଇଁ ଯୁବାବସ୍ଥା ଏକ ଗୁରୁତ୍ୱପୂର୍ଣ୍ଣ ସମୟ। ତେଣୁ କଠିନ ପରିଶ୍ରମ ସହିତ ଜୀବନରେ ସଫଳତା ହାସଲ କରିବା…
ଜେଜେ ମା’ଙ୍କ ଶବ ସତ୍କାର କରି ତୁଠରେ ଗାଧୋଉଥିବାବେଳେ ଚାଲିଗଲା ନାତିଙ୍କ ଜୀବନ, ଲୁହରେ ଭିଜିଲା ପୂରା ଗାଁ
ଜଗନ୍ନାଥପ୍ରସାଦ,୨୮ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜେଜେ ମା’ଙ୍କ ମୃତ୍ୟୁ ପରେ ଶବ ସତ୍କାର ସାରି ତୁଠରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ନାତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ମେଣ୍ଟପୁର ଗ୍ରାମରେ। ମୃତକ…
‘ଅର୍ଣ୍ଣବ’ ପ୍ରଭାବ: ତପ୍ତପାଣି ଘାଟିରେ ରାସ୍ତା ବୁଡ଼ିଲା, ଯାତାୟାତ ପ୍ରଭାବିତ
ଗଞ୍ଜାମ,୨୮।୧୦ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ଥିବା ତପ୍ତପାଣି ଘାଟି ଅଞ୍ଚଳରେ ବର୍ଷା ଯୋଗୁ ସ୍ଥିତି ପ୍ରଭାବିତ ହୋଇଛି। ଜାତୀୟ ରାଜପଥ-୩୨୬ର ପାଳୁଖୋଳା ନିକଟରେ ରାସ୍ତା ଉପରେ ପାଣି ପ୍ରବାହିତ ହେବାରୁ ଯାତାୟାତ ବାଧାପ୍ରାପ୍ତ…
PNB ଗ୍ରାହକଙ୍କ ପାଇଁ ବଡ଼ ଖବର: ଖାତାରେ ଟଙ୍କା ଅଛି କି? ନଭେମ୍ୱର ୧୦ରୁ ବନ୍ଦ ହୋଇଯିବ ଏସବୁ ବ୍ୟାଙ୍କ୍ ଆକାଉଣ୍ଟ!
ନୂଆଦିଲ୍ଲୀ,୨୮।୧୦: ଯଦି ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ବା PNB ରେ ଆପଣଙ୍କର କୌଣସି ପୁରୁଣା ଆକାଉଣ୍ଟ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ବ୍ୟାଙ୍କ ଏପରି ଆକାଉଣ୍ଟଗୁଡ଼ିକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବାକୁ ନୋଟିସ ଜାରି କରିଛି,…
୬୦ ଫୁଟ ଦବିଗଲା ନଦୀବନ୍ଧ
ଯାଜପୁର,୨୮।୧୦: ଯାଜପୁର ଜିଲାରେ ବୈତରଣୀ ନଦୀବନ୍ଧ ୬୦ ଫୁଟ ଦବିଯାଇଥିବା ଖବର ସାମ୍ନାକୁ ଆସିଛି। ଦଶରଥପୁର ବ୍ଲକ୍ର ନାରଣପୁର ନିକଟରେ ନଦୀବନ୍ଧ ଦବିଯାଇଥିବା ସୂଚନା ମିଳିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚିନ୍ତା ପ୍ରକାଶ ପାଇଛି। ନଦୀବନ୍ଧ ଦବିଯିବାର ପ୍ରକୃତ…
ରବୀନ୍ଦ୍ର ଜାଡେଜାଙ୍କ ୪ ବର୍ଷିଆ ଆଧିପତ୍ୟର ଅନ୍ତ; ICC ମାନ୍ୟତାରେ ସାମ୍ନାକୁ ଆସିଲେ ବିଶ୍ୱର ନୂଆ ନମ୍ବର ୧ ଖେଳାଳି
ନୂଆଦିଲ୍ଲୀ,୨୮।୧୦: ଆଇସିସି (ICC) ଟେଷ୍ଟ ଅଲ-ରାଉଣ୍ଡର ମାନ୍ୟତାର ଶୀର୍ଷ ସ୍ଥାନରେ ରବୀନ୍ଦ୍ର ଜାଡେଜାଙ୍କ ଯୁଗର ଅନ୍ତ ଘଟିଛି। ଅକ୍ଟୋବର ୨୮, ବୁଧବାର ପ୍ରକାଶିତ ମାନ୍ୟତା ଅନୁଯାୟୀ, ଜାଡେଜା ଗୋଟିଏ ସ୍ଥାନ ତଳକୁ ଖସି ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଏହି ଭାରତୀୟ କ୍ରିକେଟର…
ଅର୍ଣ୍ଣବ ତାଣ୍ଡବ: ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ, ପୋଲ ଉପରେ ଚାଲିଲା ୩ ଫୁଟର ପାଣି
ମୋହନା,୨୮ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବ ପ୍ରଭାବ ଗଜପତି ଜିଲା ମୋହନା ଅଞ୍ଚଳରେ ପଡ଼ିଛି। ଦୁଇଦିନ ହେଲାଣି ତୁହାକୁ ତୁହା ବର୍ଷା ସହ ପବନ ଲାଗି ରହିଛି। ବୁଧବାର ଅପରାହ୍ନ ବ୍ରହ୍ମପୁରଠାରୁ ଜୟପୁରକୁ ସଂଯୋଗ କରୁଥିବା ୩୨୬ ଜାତୀୟ ରାଜପଥର ମୋହନା ନିକଟରେ ଥିବା…
ଧୋନି ଅଧିନାୟକ, ବୈଭବ-ଅଭିଷେକ କରିବେ ଓପନିଂ; ଅନାୟା ବାଙ୍ଗର ବାଛିଲେ ଭାରତର ସମସ୍ତ ଫର୍ମାଟ ପାଇଁ Playing XI
ନୂଆଦିଲ୍ଲୀ,୨୮।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ସଞ୍ଜୟ ବାଙ୍ଗରଙ୍କ ଝିଅ ଅନାୟା ବାଙ୍ଗର, ଭାରତ ପାଇଁ ଏକ ‘ସମସ୍ତ ଫର୍ମାଟ’ (Test, ODI ଓ T20) ଉପଯୋଗୀ ଏକାଦଶ ଦଳ ଚୟନ କରିଛନ୍ତି। ସେ ବୈଭବ ସୂର୍ଯ୍ୟବଂଶୀ ଏବଂ ଅଭିଷେକ…

