Home Left

କ୍ୱାର୍ଟର ଫାଇନାଲରେ ପହଞ୍ଚିଲେ ସିନ୍ଧୁ, ସେନ୍‌

କାଲଗାରି,୭ା୭: ଦୁଇ ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍‌ କାନାଡା ଓପନ ସୁପର  ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସିନ୍ଧୁ ବିପକ୍ଷ ଖେଳାଳି ଜାପାନ ନାତସୁକି ନିଦାଇରାଙ୍କଠାରୁ ଓ୍ବାକଓଭର ପାଇ ପରବର୍ତ୍ତୀ…

ନାବାଳିକା ଅସଦାଚରଣ ମାମଲା, ଦୋଷୀଙ୍କୁ ୩ ବର୍ଷ ଜେଲ

ବାଲେଶ୍ୱର, ୭।୭(ମାନସ ବିଶ୍ୱାଳ): ଏକ ନାବାଳିକା ଅସଦାଚରଣ ମାମଲାର ବିଚାର କରି ଶୁକ୍ରବାର ବାଲେଶ୍ୱର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ରଞ୍ଜନ କୁମାର ସୂତାର ଅଭିଯୁକ୍ତ ଜାକିର ଖାଁ (୨୨)ଙ୍କୁ  ୩ ବର୍ଷ ଜେଲ ଦଣ୍ଡ ସହ ୨ ହଜାର ଟଙ୍କା…

ବାଡିଘେରରୁ ମିଳିଲା ନରକଙ୍କାଳ

ତିହିଡ଼ି,୭।୭(ସଞ୍ଜିତ୍‌ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବିଲଣା ପଞ୍ଚାୟତ ମିରିପୁର ରାସ୍ତାପାଶର୍‌ବରେ ଥିବା ଜଣେ ବ୍ୟକ୍ତିଙ୍କ ବାଡିଘେରରୁ ନରକଙ୍କାଳ ଶୁକ୍ରବାର ପୋଲିସ ଜବତ କରିଛି। ଦୀର୍ଘଦିନ ଧରି ଏଠାରେ କୌଣସି ବ୍ୟକ୍ତିଙ୍କ ମୃତଦେହ ପଡ଼ିରହିବା ଫଳରେ ଏହା କଙ୍କାଳରେ…

କାର୍‌ ଧକ୍କାରେ ଚାଲିଗଲା ହୋମଗାର୍ଡଙ୍କ ଜୀବନ

ରାଇରଙ୍ଗପୁର,୭ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ନାଉଯୋଡ଼ା ପୋଲ ନିକଟବର୍ତ୍ତୀ ୨୨୦ନଂ. ଜାତୀୟ ରାଜପଥରେ ଗୁରୁବାର ରାତିରେ କାର୍‌ ଧକ୍କାରେ ବିଶୋଇ ଥାନାର ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସମ୍ପର୍କୀୟ ଭାଇ ଗୁରୁତର ହୋଇଛନ୍ତି।…

୨ ଘଣ୍ଟାର ପରିଶ୍ରମ ପରେ ଜୀବିତ ଉଦ୍ଧାର ହେଲା ଷଣ୍ଢ

ନାକଟିଦେଉଳ,୭ା୭(ବୈକୁଣ୍ଠ ନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ବାଟଗାଁ ପଞ୍ଚାୟତ କୁଞ୍ଜାମୁରା ଗ୍ରାମର ଏକ ଖୋଲା କୂଅ ଭିତରେ ପଡ଼ିଥିବା ବୁଲା ଷଣ୍ଢକୁ ଶୁକ୍ରବାର ଦମକଳ ବାହିନୀ ଉଦ୍ଧାର କରିଛି। ସୂଚନା ଅନୁଯାୟୀ, ଏକ ବୁଲା ଷଣ୍ଢ କୌଣସି କାରଣରୁ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭାଜପା ନେତା

ଗଞ୍ଜାମ,୭।୭(ବିଦ୍ୟାଧର ସାହୁ ): ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଛତ୍ରପୁର ନିର୍ବାଚନମଣ୍ଡଳୀ ଭାଜପା ନେତା ଓ କର୍ମୀ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ଏହି ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପାଦୁକାଇ ମନ୍ଦିର ପ୍ରାଙ୍ଗଣରେ ଭାଜପା ପକ୍ଷରୁ ଗରିବ କଲ୍ୟାଣ ସମାବେଶ…

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ବୁଲାଇଲେ କଳାକନା

ବ୍ରହ୍ମପୁର,୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଲୁଟିଆ ଗ୍ୟାଙ୍ଗ ସକ୍ରିୟ ରହିଛନ୍ତି। ଗୋଷାଣିନୂଆଗାଁ ଥାନା ଅଧୀନ ମୟୂରୀବିହାରରେ ରହୁଥିବା ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ଲୁଟେରା କଳାକାନା ବୁଲାଇଛନ୍ତି। ଏ ନେଇ ଗୃହକର୍ତ୍ତା ଅନିଲ କୁମାର ପାଣିଗ୍ରାହୀ ଥାନାରେ ଅଭିଯୋଗ କରିଛନ୍ତି।…

ଧୋନୀଙ୍କ ଲାଗି ବିସିସିଆଇକୁ ଭାଙ୍ଗିବାକୁ ପଡ଼ିଥିଲା ଏହି ନିୟମ

ନୂଆଦିଲ୍ଲୀ,୭।୭: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଶୁକ୍ରବାର ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ତେବେ କ୍ରିକେଟ ଇତିହାସର ସଫଳତମ ଅଧିନାୟକଙ୍କ ମଧ୍ୟରୁ ଧୋନୀ ଜଣେ। ତାଙ୍କ ନେତୃତ୍ୱରେ ଭାରତ ୩ ଆଇସିସି ଟ୍ରଫି ଜିତିଥିଲା। ସେ ନିଜର…

ଅଭିନୟ ଛାଡିଲେ ସାମନ୍ଥା

ମୁମ୍ବାଇ: ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଅଭିନୟରୁ ଲମ୍ବା ବ୍ରେକ ନେବାକୁ ପ୍ରସ୍ତୁତ ହୋଇଗଲେଣି। ଶୁକ୍ରବାର ତାଙ୍କୁ ହାଇଦ୍ରାବାଦ ଏୟାରପୋର୍ଟରେ ସ୍ପଟ କରାଯାଇଥିଲା।ହାଇଦ୍ରାବାଦ ପହଞ୍ଚିବା ପରେ ପ୍ରେପରାଜି ତାଙ୍କର ଏକ ଭିଡିଓ ଫ୍ୟାନ ପେଜରେ ଶେୟାର କରିଥିଲେ। ଫିଲ୍ମ କୁଶିର ଶୁଟିଂରୁ…

ଓ୍ବିମ୍ବଲଡନ ୨୦୨୩ ଫାଇନାଲରେ ସାମିଲ ହେବେ ଏକମାତ୍ର ଭାରତୀୟ ସେଲିବ୍ରିଟି ସୋନମ କପୁର

ମୁମ୍ବାଇ: ସୋନମ କପୁର ଖୁବଶୀଘ୍ର ଚଳିତ ବର୍ଷ ଲଣ୍ଡନର ଐତିହାସିକ ଅଲ ଇଂଲଣ୍ଡ କ୍ଲବରେ ଓ୍ବିମ୍ବଲଡନ ଫାଇନାଲରେ ଭାଗ ନେଉଥିବା ଏକମାତ୍ର ଭାରତୀୟ ସେଲିବ୍ରିଟି ହେବାକୁ ଯାଉଛନ୍ତି। ପୋଷାକ ଚୟନକୁ ନେଇ ଚର୍ଚ୍ଚାରେ ରହୁଥିବା ସୋନମ କପୁର ଏଥର ଓ୍ବିମ୍ବଲଡନ ୨୦୨୩ରେ…

ମା’ଙ୍କୁ ହରାଇଲେ ମିଥୁନ, ଶୋକରେ ବୁଡ଼ିଲା ପରିବାର 

ବମ୍ବେ: ମା’ଙ୍କୁ ହରାଇଲେ ବଲିଉଡ ତଥା ଟଲିଉଡ ଷ୍ଟାର ମିଥୁନ ଚକ୍ରବର୍ତ୍ତୀ। ମିଥୁନଙ୍କ ମା’ ଶାନ୍ତିରାଣୀ ଦେବୀଙ୍କର ଗୁରୁବାର ରାତିରେ ପରଲୋକ ଘଟିଛି। ଦୀର୍ଘଦିନରୁ ସେ ଅସୁସ୍ଥ ଥିବା ବେଳେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ସେ ଶେଷନିଃଶ୍ୱାସ…

‘ଅବସର ନେବା ହଠାତ ନିଷ୍ପତ୍ତି ନ ଥିଲା’

ଚଟ୍ଟଗ୍ରାମ(ବାଂଲାଦେଶ),୭ା୭: ଆଶ୍ଚର୍ଯ୍ୟଜନକ ଭାବେ ବାଂଲାଦେଶ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଅଧିନାୟକ ତମିମ ଇକ୍‌ବାଲ ଗୁରୁବାର ତାଙ୍କର ଅବସର ଘୋଷଣା କରିଛନ୍ତି। ଏହି ଘୋଷଣା ବାଂଲାଦେଶକୁ ୨୦୨୩ ବିଶ୍ୱକପ ଜିତିବାର ସମ୍ଭାବନାକୁ ଏକ ବଡ଼ ଝଟକା ଦେଇଛି। ଆଫଗାନିସ୍ତାନ ସହ ଦିନିକିଆ ମ୍ୟାଚରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri