ହଳଦୀ ଚାଷୀ, ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ
ଦାରିଙ୍ଗବାଡି (ଅରୁଣ ସାହୁ)/ ଟିଟିଲାଗଡ଼(ଶରତ ମିଶ୍ର),୧୨ା୮: ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଅନୁଷ୍ଠିତ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବରେ ଯୋଗଦେବେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗିବାଡ଼ି ପଞ୍ଚାୟତ କାଣ୍ଡପା ଗ୍ରାମର ଚାଷୀ ମିନୁରା ପ୍ରଧାନ, ସ୍ତ୍ରୀ ନିମନ୍ତି ପ୍ରଧାନ ଓ ବଲାଙ୍ଗୀର…
ଆତ୍ମହତ୍ୟା ସ୍ପଷ୍ଟ, କାରଣ ଖୋଜିପାଉନି ପୋଲିସ
ଭୁବନେଶ୍ୱର,୧୨।୮(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡ୍ସ୍ଥିତ ଦୀପାଳି ହୋଟେଲ ଆଣ୍ଡ୍ ବାର୍ରେ ଯୁକ୍ତ୨ ଛାତ୍ରୀ ଭଦ୍ରକର ଶୁଭଲକ୍ଷ୍ମୀ ସାହୁ (୧୮)ଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ସପ୍ତାହେ ପୂରିଛି। ହେଲେ ଶୁଭଲକ୍ଷ୍ମୀ କେଉଁ କାରଣରୁ ଏଭଳି ଚରମ ନିଷ୍ପତ୍ତି…
୪୩୭୩ ପଞ୍ଚାୟତରେ ମିଳିବ ବ୍ୟାଙ୍କ ସୁବିଧା
ଭୁବନେଶ୍ୱର,୧୨ା୮(ଅନିଲ ଦାସ): ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍ ଆଉଟଲେଟ୍ ଖୋଲିବ। ଏଥିପାଇଁ ୫୦୦ କୋଟି ଟଙ୍କାର ବଜେଟ ସହାୟତା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ୟୁକୋ ବ୍ୟାଙ୍କ, ୟୁନିୟନ ବ୍ୟାଙ୍କ ଅଫ୍…
ନାବାଳିକାଙ୍କୁ ବଳାତ୍କାର କଲେ ମୃତ୍ୟୁଦଣ୍ଡ
ନୂଆଦିଲ୍ଲୀ,୧୨ା୮(ପି.ଟି.): ବ୍ରିଟିଶ୍ ଅମଳର ଭାରତୀୟ ଦଣ୍ଡବିଧି ଆଇନ(ଆଇପିସି), ଆପରାଧିକ ଦଣ୍ଡ ସଂହିତା(ସିଆର୍ପିସି) ଏବଂ ସାକ୍ଷ୍ୟପ୍ରମାଣ ଆଇନ ହଟିବ। ଏହା ପରିବର୍ତ୍ତେ ଦେଶରେ ନୂଆ ଆଇନ ପ୍ରଣୟନ କରାଯିବ। ଏଥିସକାଶେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭାରେ ୩ଟି ପୃଥକ୍ ବିଲ୍…
ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ପିପୁଲ୍ସ ଚଏସ ଆୱାର୍ଡରେ ସମ୍ମାନିତ ହେଲା ‘ପଠାନ’
ମୁମ୍ବାଇ: ବଲିଉଡ ଅଭିନେତା ଶାହରୁଖ ଖାନ ଏବଂ ଦୀପିକା ପାଦୁକୋନଙ୍କ ଫିଲ୍ମ ‘ପଠାନ’ର କଲେକ୍ସନ ରେକର୍ଡ ଛୁଇଁଛି। କେବଳ ଦେଶରେ ନୁହେଁ, ‘ପଠାନ’ର ଯାଦୁ ସାରା ବିଶ୍ୱରେ ଛାଇ ଯାଇଛି। ମେଲବର୍ନର ଭାରତୀୟ ଚଳଚ୍ଚିତ୍ର ମହୋତ୍ସବରେ ପଠାନର ସ୍ବତନ୍ତ୍ର ସ୍କ୍ରିନିଂ କରାଯାଇଥିଲା।…
ଭୁଲ ଚିକିତ୍ସାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଘରୋଇ ଡାକ୍ତରଖାନାରେ ଉତ୍ତେଜନା
ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସହରର ଏକ ଘରୋଇ ହସ୍ପିଟାଲରେ ଅପରେଶନ ଟେବୁଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଭୁଲ ଚିକିତ୍ସାରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ସୂଚନା ଅନୁଯାୟୀ, ମୁତାବକ…
ଶହୀଦ ସୁଶାନ୍ତଙ୍କୁ ହରାଇ କାନ୍ଦୁଛି ଆନନ୍ଦପୁର: ସ୍ବାମୀଙ୍କ ପରେ ବର୍ଷକ ମଧ୍ୟରେ ତିନି ପୁଅଙ୍କୁ ହରାଇଲା ମା’
ଆନନ୍ଦପୁର,୧୧।୮(ସନ୍ତୋଷ ରାଉତ): କଥାରେ ଅଛି ଦୁଃଖ ଯେତେ ବେଳେ ଆସେ ସାଙ୍ଗ ସାଥିଙ୍କୁ ନେଇ ଆସେ। ଉକ୍ତ ଲୋକକଥାଟି ଏକ ପ୍ରକାର ପ୍ରମାଣିତ ହୋଇଛି ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମିରେ ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳର…
ସେମିଫାଇନାଲରେ ପହଞ୍ଚିଲା ସୁଇଡେନ, ସ୍ପେନ
ଅକଲାଣ୍ଡ/ଓ୍ବେଲିଂଟନ,୧୧।୮: ସୁଇଡେନ ଓ ସ୍ପେନ୍ ଚଳିତ ଫିଫା ମହିଳା ଫୁଟ୍ବଲ ବିଶ୍ୱ କପ୍ରେ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଅକ୍ଲାଣ୍ଡଠାରେ ଅନୁଷ୍ଠିତ କ୍ୱାର୍ଟରଫାଇନାଲ ମ୍ୟାଚରେ ସୁଇଡେନ ୨-୧ ଗୋଲ୍ରେ ଜାପାନକୁ ପରାସ୍ତ କରିଛି। ସୁଇଡେନ୍ ପକ୍ଷରୁ ଅମାଣ୍ଡା ଇଲେଷ୍ଟେଡ୍ ପ୍ରଥମାର୍ଦ୍ଧ ଖେଳର ୩୨ତମ…
୧୬ରେ ଆଇଆର୍ଇଏଲ୍ ପ୍ଲାଣ୍ଟ ଆଗରେ ଧାରଣା: ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ
ଛତ୍ରପୁର,୧୧ା୮(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା ବଦଳରେ ଛଟେଇ କରିବାକୁ ଧମକ ଦେଉଥିବା ଶ୍ରମିକମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦ…
ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବେଦାନ୍ତଙ୍କୁ ଚିଠି ଲେଖି କଲେ ତାଗିଦ
ସମ୍ବଲପୁର,୧୧ା୮(ଶୁଭାଶିଷ ପାଢୀ): ଝାରସୁଗୁଡ଼ା ବେଦାନ୍ତ କମ୍ପାନୀରୁ ବାହାରୁଥିବା ଫ୍ଲାଏଆଶ ସମ୍ବଲପୁର ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ପକାଯାଉଛି । ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ବଲପୁର ଆଞ୍ଚଳିକ ଶାଖା ବେଦାନ୍ତ କମ୍ପାନୀ ମୁଖ୍ୟ ପରିଚାଳକଙ୍କୁ ଚିଠି (ନଂ.୨୭୯୩/୨୩)…
୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ
ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ ହୋଇଛନ୍ତି। ସେ ୨୧୬୮ ଖଣ୍ଡ ଭୋଟ ପାଇଛନ୍ତି। ଅନ୍ୟ ପ୍ରତିଦ୍ୱନ୍ଦ୍ୱୀ ଗୌଦାସ ଗଣ୍ଡ ୨୦୬୦…
ଅସୁବିଧାରେ ପଡ଼ି କରଜ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି
ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ କରଜ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍ ଏହା ବୋଝ ଭଳି ଲାଗିଥାଏ। ହେଲେ ଏମିତି ବି କିଛି ବାସ୍ତୁଟିପ୍ସ ରହିଛି, ଯାହାକୁ ମାନିଲେ କରଜରୁ…
Archives


