Home Left

ପଥର ରୂପରେ ପୂଜା ପାଉଛନ୍ତି ମହାପ୍ରଭୁ

ପୁରୀ, ୮ା୭ (ଅଜିତ୍‌ ମହାନ୍ତି): ବିଶ୍ୱର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ମହାପ୍ରଭୁ କେଉଁଠି ପଥର ରୂପରେ ତ ଆଉ କେଉଁଠି ମୂର୍ତ୍ତିି ରୂପରେ ପୂଜା ପାଉଛନ୍ତି। ଏଭଳି ଏକ ଅନାଲୋଚିତ ଜଗନ୍ନାଥ ମନ୍ଦିର ଉତ୍ତରାଖଣ୍ଡର ଉତ୍ତରକାଶୀଠାରୁ ୬କି.ମି ଦୂର…

ପ୍ରଥମଦିନରେ ରାଜଧାନୀର ୮ କଲେଜରେ ନାମଲେଖା

ଭୁବନେଶ୍ବର,୮ା୭ (ଅନୁରାଧା ମହାରଣା): ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଯୁକ୍ତ୨ ପ୍ରଥମବର୍ଷ ନାମଲେଖା ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ତେବେ ରାଜଧାନୀର ପ୍ରମୁଖ ୧୫ଟି କଲେଜ ମଧ୍ୟରୁ ୮ଟି କଲେଜରେ ପ୍ରଥମ ଦିନରେ ନାମଲେଖା ହୋଇଥିବା ଜଣାପଡିଛି। ସେଥିରୁ ଆର୍ଚାଯ୍ୟ ହରିହର କଲେଜରେ…

ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୮।୭ (ବନ୍ଦନା ସେଠୀ): ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର୍‌ କରିଛି। ଶୁକ୍ରବାର ରାଜଧାନୀରୁ ୧୨ଜଣ ନୂତନ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ସିଟି…

ମୁଖ୍ୟ ରାସ୍ତାକୁ ରହିବନି ଶିକ୍ଷାନୁଷ୍ଠାନ ଫାଟକ

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ପିଲାମାନେ ରାସ୍ତାରେ ଯିବା ଆସିବା ସମୟରେ ସେମାନଙ୍କ ଲାଗି ସର୍ବାଧିକ ବିପଦ ଥାଏ। ପିଲାମାନେ ହେଉଛନ୍ତି ଆମ ଦେଶର ଭବିଷ୍ୟତ। ତେଣୁ ସେମାନଙ୍କ ସୁରକ୍ଷା ସମସ୍ତଙ୍କ ପାଇଁ ପ୍ରାଥମିକତା ହେବା ଉଚିତ। ତେଣୁ ସୁବର୍ଣ୍ଣପୁରର ବିନିକାରେ ଯେଉଁ…

ଡିଏନ୍‌ ଗ୍ରୁପ୍‌ର କଳାଧନ ହିସାବ ସରୁନି

ଭୁବନେଶ୍ୱର,୮।୭(ସୂର୍ଯ୍ୟକାନ୍ତ ବେହେରା): ଟିକସ ଫାଙ୍କିବା ଅଭିଯୋଗରେ ରିୟଲ୍‌ ଇଷ୍ଟେଟ୍‌ କମ୍ପାନୀ ଡିଏନ୍‌ ଗ୍ରୁପ୍‌ ଉପରେ ଲଗାତର ତିନିଦିନ ଧରି ଆୟକର ବିଭାଗ ଚଢାଉ ଜାରି ରଖିଛି। ତଦନ୍ତ ଯେତେ ଭିତରକୁ ଯାଉଛି, ସେତେ କଳାଧନ ମିଳୁଥିବା ଜଣାପଡିଛି। ତେବେ ପ୍ରଥମ ଦିନ…

ବୁଢ଼ୀ ଠାକୁରାଣୀ ମନ୍ଦିରକୁ ୧୮.୯୧ କୋଟି

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠର କାୟାକଳ୍ପ ବଦଳିବ। ମନ୍ଦିର ସମ୍ପୂର୍ଣ୍ଣ ନୂଆ ରୂପରେ ଝଲସିବ। ଏଥିଲାଗି ଦୁଇ ପର୍ଯ୍ୟାୟରେ ମୋଟ ୧୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏ…

ଯାତ୍ରୀଙ୍କୁ ଶୋଷୁଛି ରେଲଓ୍ବେ

ସମ୍ବଲପୁର,୮ା୭(ଶୁଭାଶିଷ ପାଢ଼ୀ): ଦେଶରେ ରେଳ ଏକ ପ୍ରମୁଖ ସେବା ଭାବେ ପରିଗଣିତ ହୋଇଥାଏ। ପରିବହନର ଅନ୍ୟାନ୍ୟ ମାଧ୍ୟମଠାରୁ ଅପେକ୍ଷାକୃତ ଭାବେ ଏହା ଶସ୍ତା ହୋଇଥିବାରୁ ଯାତ୍ରୀମାନେ ତାହାର ସୁବିଧା ନେଇଥାନ୍ତି। ହେଲେ କିଛିବର୍ଷ ହେବ ରେଲଓ୍ବେ ତା’ର କେତେକ ଭାଗକୁ ଧୀରେ…

ବାର୍ଥ ଡେ’ ଓ୍ବିଶ୍‌ ପୋଷ୍ଟ କଲେନି ଦୀପିକା

ମୁମ୍ବାଇ: ଅନେକ ସମୟରେ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଫଟୋ ଓ ଭିଡିଓ ଶେୟାର କରି ଟ୍ରୋଲର ଶିକାର ହୋଇଥାନ୍ତି। କିନ୍ତୁ ବଲିଉଡ୍‌ ନାମୀ ଅଭିନେତ୍ରୀ ଦୀପିକା ପାଦୁକୋନ ସୋସିଆଲ ମିଡିଆରେ ପୋଷ୍ଟ ଶେୟାର ନ କରିବାରୁ ୟୁଜର୍ସ ତାଙ୍କୁ ଟ୍ରୋଲ କରିଛନ୍ତି।…

ଭିକ୍ଷାବୃତ୍ତିରେ ବିଶ୍ୱର ସବୁଠୁ ଧନୀ: ଭିକାରୀ ୭.୫ କୋଟି ସମ୍ପତ୍ତିର ମାଲିକ

ମୁମ୍ବାଇ: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନସ୍‌ ରେଲଓ୍ବେ ଷ୍ଟେଶନ୍‌ ଅଞ୍ଚଳ ତାଙ୍କ କାର୍ଯ୍ୟାଳୟ। ସକାଳେ କର୍ମଚାରୀମାନେ ଯେମିତି କାମ କରିବା ପାଇଁ ଅଫିସ୍‌ରେ ପହଞ୍ଚତ୍ୟାନ୍ତି ସେମିତି ଭାରତ ଜୈନ ପ୍ରତିଦିନ କାମ କରିବାକୁ ଚାଲିଆସନ୍ତି ରାସ୍ତା କଡ଼କୁ। ପେସାରେ ଭିକାରୀ…

ତିହିଡ଼ି ବଜାରରେ କୋଟ୍‌ପା ଚଢ଼ାଉ

ଭଦ୍ରକ,୭।୭ (ସନାତନ ରାଉତ): ଜାତୀୟ ତମାଖୁ ନିୟନ୍ତ୍ରଣ ଆଇନ ଅବମାନନା ନେଇ ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ତିହିଡ଼ି ବଜାରରେ ଚଢ଼ାଉ କରାଯାଇଛି। ୧୪ ଦୋକାନୀଙ୍କଠାରୁ ୨୬୦୦ଟଙ୍କା ଜରିମାନା ଆଦାୟ ହୋଇଛି। ଏଥିସହ ଜବତ କରାଯାଇଥିବା ବିକ୍ରି ନିଷେଧ…

କେନାଲରେ ବୁଡ଼ି ଯୁବକ ମୃତ

ହାଟଡ଼ିହୀ,୭l୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ଶଢ଼ା କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଶଢ଼ା ଗ୍ରାମର ହାଡ଼ିବନ୍ଧୁ ଦାସଙ୍କ ପୁଅ ସୌମ୍ୟରଞ୍ଜନ ଦାସ (୨୬)। ସେ ଗୁରୁବାର ସନ୍ଧ୍ୟା ସମୟରେ କେନାଲକୁ ଶୌଚ ହେବାକୁ…

କ୍ୱାର୍ଟର ଫାଇନାଲରେ ପହଞ୍ଚିଲେ ସିନ୍ଧୁ, ସେନ୍‌

କାଲଗାରି,୭ା୭: ଦୁଇ ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍‌ କାନାଡା ଓପନ ସୁପର  ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସିନ୍ଧୁ ବିପକ୍ଷ ଖେଳାଳି ଜାପାନ ନାତସୁକି ନିଦାଇରାଙ୍କଠାରୁ ଓ୍ବାକଓଭର ପାଇ ପରବର୍ତ୍ତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri