Home Left

ଭିକାରୀଙ୍କ ପାଖରେ ଆଇଫୋନ୍‌ ଦେଖି ଚମକି ପଡ଼ିଲେ ଯୁବତୀ, ପଚାରିବାରୁ କହିଲେ- ଏଇଟା କୋଉ ବଡ଼ କଥା, ଘରେ ସମସ୍ତଙ୍କର ଅଛି

ମାଗୁଛନ୍ତି ଭିକ, ହେଲେ ହାତରେ ଧରିଛନ୍ତି ହଜାର ହଜାର ଟଙ୍କାର ଆଇଫୋନ୍‌। ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେବା ପରେ ଚର୍ଚ୍ଚାର ପରିସରକୁ ଆସିଛି। ଭିଡିଓରେ ଜଣେ ଯୁବତୀ ଭିକାରୀମାନଙ୍କ ଏକ ଦଳ ନିକଟରେ ପହଞ୍ଚି ତାଙ୍କୁ କିଛି…

ଚାଲିକି ଯାଉଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ବସ୍‌ 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ସହର ବନ୍ତ ଛକରେ ବୁଧବାର ବସ୍‌ ଚଢ଼ିଯିବାରୁ ଜରଙ୍କ ମୃତ୍ୟୁ ଘଟିଛି । ସୂଚନା ଯୋଗ୍ୟ, ଭଦ୍ରକ ଜିଲା ଅଗରପଡା ଥାନା ଅଧୀନ ବିସଲକଣା ଗ୍ରାମର କନକ ଦାସ (୫୫) ବସ୍‌ରେ ଆସି ବନ୍ତ ଛକରେ ବସ…

ବାଦ-ବିବାଦ ଭୁଲି କାର୍ତ୍ତିକଙ୍କ ସହ ଫିଲ୍ମ କରିବାକୁ ଯାଉଛନ୍ତି କରନ୍‌ ଜୋହର, ଜନ୍ମଦିନରେ କଲେ ବଡ଼ ଘୋଷଣା

ବମ୍ବେ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ୟନ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହି ଖାସ୍‌ ଦିନରେ ତାଙ୍କର ଅପ୍‌କମିଂ ଫିଲ୍ମକୁ ନେଇ ବଡ଼ ଘୋଷଣା କରାଯାଇଛି, ଯାହାକି ଅନେକଙ୍କୁ ଚକିତ କରିଛି। କାରଣ ବଲିଉଡର ଲୋକପ୍ରିୟ ନିର୍ଦ୍ଦେଶକ କରନ ଜୋହର…

ଏହି ଧନୀ ମହିଳାଙ୍କ ଲାଗି ଦେବଦୂତ ପାଲଟିଲେ ନୀତା ଅମ୍ବାନୀ, ଅଭିଯୁକ୍ତ ସ୍ବାମୀ ୧୧,୦୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକ

ନୂଆଦିଲ୍ଲୀ,୨୨।୧୧: କୋଟିପତି ବ୍ୟବସାୟୀ ଗୌତମ ସିଙ୍ଘାନିଆ ଏବଂ ତାଙ୍କ ପତ୍ନୀ ନଓ୍ବାଜ ମୋଦି ପରସ୍ପରଠାରୁ ଅଲଟା ହୋଇଛନ୍ତି। ଦୀପାବଳି ପାର୍ଟୀରେ ନଓ୍ବାଜଙ୍କୁ ସାମିଲ ହେବାକୁ ଦିଆଯାଇ ନ ଥିବା ଭିଡିଓ ଭାଇରାଲ ହୋଇଥିଲା। ପରେ ଗୌତମ ସୋସିଆଲ ମିଡିଆରେ ପୋଷ୍ଟ କରି…

ବିଶ୍ୱକପ୍‌ ଫାଇନାଲ ଅହମ୍ମଦାବାଦ ବଦଳରେ ଲକ୍ଷ୍ନୌରେ ଖେଳାଯାଇଥିଲେ ଭାରତ ନିଶ୍ଚୟ ଜିତିଥାନ୍ତା: ଅଖିଳେଶ

ଲକ୍ଷ୍ନୌ,୨୨।୧୧: ଆଇସିସି ବିଶ୍ୱକପ୍‌ରେ ଭାରତର ପରାଜୟକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପ୍ରଶଂସକ। ହେଲେ ମ୍ୟାଚ୍‌ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିକୁ ନେଇ ଅନେକ ନେତା କଟାକ୍ଷ କରୁଥିବା ଦେଖାଯାଇଛି। ଏହି କ୍ରମରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଭାଜପାକୁ…

ବୁଲା ଷଣ୍ଢ ଆକ୍ରମଣ: ଚକଟି ମାରିଲା, ଜଣଙ୍କୁ କଚାଡ଼ିଦେଲା 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ଚରମ୍ପା ହ୍ୟାପିହୋମ ସ୍କୁଲ ନିକଟରେ ଏକ ବୁଲା ଷଣ୍ଢ ଆକ୍ରମଣରେ ବୁଧବାର ସକାଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।…

୩୦୦ ପାଲେଷ୍ଟାଇନ ବନ୍ଧକଙ୍କୁ ମୁକ୍ତ କରିବାକୁ ପ୍ରସ୍ତୁତ ଇସ୍ରାଏଲ, ଜାରି କଲା ଲିଷ୍ଟ

ଜେରୁଜେଲମ,୨୨।୧୧: ଛଅ ସପ୍ତାହ ପର୍ଯ୍ୟନ୍ତ ଚାଲିଥିବା ଯୁଦ୍ଧ ପରେ ଇସ୍ରାଏଲ ଏବଂ ପାଲେଷ୍ଟାଇନରେ ମାନବିକ ଅସ୍ତ୍ରବିରତି ଘୋଷଣା କରାଯାଇଛି। ଯୁଦ୍ଧବିରତି ଚୁକ୍ତିନାମାର କିଛି ଘଣ୍ଟା ପରେ ଇସ୍ରାଏଲ ୩୦୦ ପାଲେଷ୍ଟାଇନ ବନ୍ଧକଙ୍କୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛି। ଟାଇମ୍ସ ଅଫ ଇସ୍ରାଏଲ…

ମଧୁର ପାଣିରେ ମାଛ ଅପେକ୍ଷା ଚିଙ୍ଗୁଡ଼ି ଚାଷ ଅଧିକ

କେନ୍ଦ୍ରାପଡା, ୨୨।୧୧ (ଜଗନ୍ନାଥ ଧଳ): ଲୁଣି ମାଛ ରପ୍ତାନୀ କ୍ଷେତ୍ରରେ ଓଡ଼ିଶାର ଚାହିଦା ବଢ଼ିଛି। ୧୦ବର୍ଷ ମଧ୍ୟରେ ଏହା ୭୪୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୧୧- ୧୨ ଆଥିକ ବର୍ଷରେ ୧୧,୪୬୦ ମେଟ୍ରିକ ଟନ ଲୁଣି ମାଛ ରପ୍ତାନୀ ହୋଇଥିବା ବେଳେ…

୩୮ଟି ଦାନ୍ତ ପାଇଁ ବିଶ୍ୱ ରେକର୍ଡରେ ସ୍ଥାନ ପାଇଲେ ଭାରତୀୟ ମହିଳା

ନୂଆଦିଲ୍ଲୀ,୨୨।୧୧:ସାଧାରଣ ମଣିଷର କେତୋଟି ଦାନ୍ତ ଥିବା ନେଇ ଆପଣଙ୍କୁ ପଚାରିଲେ ଏହାର ଉତ୍ତର ଆପଣ ୩୨ହିଁ ଦେବେ। କିନ୍ତୁ ଆମେ ଯଦି ଆପଣଙ୍କୁ କହିବୁ ୩୨ ନୁହେଁ ଜଣେ ମହିଳାଙ୍କର ୩୮ଟି ଦାନ୍ତ ଅଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଭାରତର…

ଲକ୍ଷ୍ନୌ ସୁପର୍‌ ଜିଆଣ୍ଟସ୍‌ ହାତ ଛାଡିଲେ ଗମ୍ଭୀର, ଆଇପିଏଲରେ ୨ ଥର ଚାମ୍ପିୟନ କରାଇଥିବା ଦଳକୁ କଲେ ପ୍ରତ୍ୟାବର୍ତ୍ତନ

ନୂଆଦିଲ୍ଲୀ,୨୨।୧୧: ଗୌତମ ଗମ୍ଭୀର କୋଲକାତା ନାଇଟ ରାଇଡର୍ସକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶାହାରୁଖ ଖାନଙ୍କ ଦଳ କେକେଆର ଗୌତମ ଗମ୍ଭୀରଙ୍କୁ ଆଇପିଏଲ ୨୦୨୪ପାଇଁ ଏହାର ପରାମର୍ଶଦାତା ଭାବରେ ନିଯୁକ୍ତ କରିଛି। କୋଲକାତା ନାଇଟ ରାଇଡର୍ସ ଏ ପର୍ଯ୍ୟନ୍ତ ଆଇପିଏଲରେ ମାତ୍ର ଦୁଇଥର ଟ୍ରଫି…

କାଗଜ କଲମରେ କୃଷିଋଣ

ଯାଜପୁର,୨୨।୧୧(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟର ନିରୀହ ଗରିବ କୃଷକ ସଦସ୍ୟଙ୍କ କୃଷି ଋଣ ଆକାଉଣ୍ଟକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରାଯାଉଥିବା ଅଭିଯୋଗ ପରେ ରାଜ୍ୟ ସରକାର ୨୦୨୨ ଜୁନ ପ୍ରଥମ ସପ୍ତାହରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଥିଲେ। ରାଜ୍ୟ…

ଓ୍ବାର୍ନର କଲେ ବଡ଼ ଖୁଲାସା: ଏହି ଗୋଟିଏ ନିଷ୍ପତ୍ତି ବଦଳାଇଦେଇଥିଲା ଅଷ୍ଟ୍ରେଲିଆ ଟିମ୍‌ର ଭାଗ୍ୟ

ନୂଆଦିଲ୍ଲୀ,୨୧।୧୧: ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ପୂର୍ବରୁ ବିଶ୍ୱକପ୍‌ର ଅଧିକାଂଶ ମ୍ୟାଚ୍‌ରେ ଟିମ୍‌ର ଅଧିନାୟକ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଉଥିଲେ। ଏଣୁ ତାଙ୍କ ନିଷ୍ପତ୍ତି ବିରୋଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?