Home Left

ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଦର-୨’

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଦର-୨’ ଶୁକ୍ରବାର ସିନେମା ଘରେ ରିଲିଜ୍‌ ହୋଇଛି। ଅଭିନେତା ସନ୍ନି ଦେଓଲ ଏବଂ ଅମିଷା ପଟେଲ ଷ୍ଟାରର ଫିଲ୍ମ ଦେଖିବାକୁ ଦର୍ଶକ ବହୁ ଦିନ ଧରି ଅପେକ୍ଷା କରିଥିଲେ। ତାହା ଆଜି ଅନ୍ତ ହୋଇଛି। ଅନିଲ…

‘ପ୍ରଧାନମନ୍ତ୍ରୀଙ୍କ ଇତିହାସ ବିଷୟରେ ସମସ୍ତେ ଜାଣନ୍ତି’

ନୂଆଦିଲ୍ଲୀ,୧୧।୮: ସଂସଦରେ ବିରୋଧୀ ଦଳ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଭାଷଣରେ ଅସନ୍ତୁଷ୍ଟ ବିରୋଧୀ ତାଙ୍କୁ ଟାର୍ଗେଟ୍‌ କରିଛନ୍ତି। ସମାଜବାଦୀ ପାର୍ଟି ଏମ୍‌ପି ଏସଟି ହାସନ କହିଛନ୍ତି,ପ୍ରଧାନମନ୍ତ୍ରୀ ମୋଦି କେବଳ ବିରୋଧୀଙ୍କୁ ସମାଲୋଚନା…

ଅଧୀର ରଞ୍ଜନଙ୍କ ଭାଷଣରୁ ହଟାଗଲା ବିବାଦୀୟ ଅଂଶ: ବିରୋଧ ପାଇଁ ପ୍ରସ୍ତୁତ କଂଗ୍ରେସ

ନୂଆଦିଲ୍ଲୀ,୧୦ା୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନିତ କରିବା ସହ ବିଶୃଙ୍ଖଳା ସୃଷ୍ଟି କରିବା ଅଭିଯୋଗରେ ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ଗୁରୁବାର ଗୃହରୁ ନିଲମ୍ବିତ କରାଯାଇଛି। ପ୍ରଥମ ଥର ପାଇଁ ଲୋକ ସଭାର କଂଗ୍ରେସ ନେତାଙ୍କୁ ନିଲମ୍ବନ ଆଦେଶ…

ମୌସୁମୀ ଅଧିବେଶନର ଆଜି ଶେଷ ଦିନ

ନୂଆଦିଲ୍ଲୀ,୧୧।୮: ଲୋକ ସଭାର ମୌସୁମୀ ଅଧିବେଶନର ଶୁକ୍ରବାର ଅର୍ଥାତ୍‌ ଆଜି ଶେଷ ଦିନ। ମଣିପୁର ଉପରେ ଆଲୋଚନା ପ୍ରସଙ୍ଗରେ ଏଥର ପୁରା ଅଧିବେଶନ ଅଶାନ୍ତ ହୋଇପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଅସାମ୍ବିଧାନିକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସ ନେତା ଅଧୀର ରଂଜନ…

ଏଲ୍‌ଓସିରେ ଭାରତର ପ୍ରଥମ ଡାକଘର

କେରନ,୧୧/୮(ପି.ଟି.):ଭାରତର ପ୍ରଥମ ଡାକଘର ଜମ୍ମୁ-କଶ୍ମୀରର କୁପଓ୍ବାରା ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଅବସ୍ଥିତ। କିଷନଗଞ୍ଜ ନଦୀ କୂଳରେ ଥିବା ଏହି ଡାକଘରର ପିନ୍‌ କୋଡ୍‌ ୧୯୩୨୨୪। ପାକ୍‌ ଅଧିକୃତ କଶ୍ମୀର ଏହାଠାରୁ ମାତ୍ର କେଇ ଫୁଟ୍‌ ଦୂରରେ ରହିଛି। ସୀମା…

ଆସିଲା ନୂଆ ନିୟମ: ଔଷଧ ବିଜ୍ଞାପନ କରିପାରିବେ ନାହିଁ ଡାକ୍ତର

ନୂଆଦିଲ୍ଲୀ,୧୧।୮: ଜାତୀୟ ଚିକିତ୍ସା ଆୟୋଗ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ଡାକ୍ତରଙ୍କ ପାଇଁ କିଛି ନୂତନ ନିୟମ ସମଗ୍ର ଦେଶରେ କାର୍ଯ୍ୟକାରୀ କରାଯାଇଛି। ଡାକ୍ତରମାନେ କୌଣସି ଔଷଧ କିମ୍ବା କମ୍ପାନୀର ବିଜ୍ଞାପନ କରିପାରିବେ ନାହିଁ । ଯଦି ଏପରି ମାମଲା ସାମ୍ନାକୁ ଆସେ,…

ମୋଦିଙ୍କ ଭାଷଣକୁ ଆଫ୍ରିକୀୟ-ଆମେରିକୀୟ ଅଭିନେତ୍ରୀଙ୍କ ସମର୍ଥନ

ନୂଆଦିଲ୍ଲୀ,୧୧।୮: ମଣିପୁର ପ୍ରସଙ୍ଗରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀ ଗୃହରେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିବୃତି ରଖିଥିଲେ। ଦ୍ୱିତୀୟାର୍ଦ୍ଧରେ ସେ ମଣିପୁର ସ୍ଥିତି ଉପରେ କହିଥିଲେ, ଶାନ୍ତି ଫେରାଇ ଆଣିବା ପାଇଁ ଉଭୟ…

ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟରେ ଅବ୍ୟବସ୍ଥା

ନୂଆଗାଁ,୧୧।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି । ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀମାନେ ଶ୍ରେଣୀ ଗୃହରେ ରହୁଥିବା ବେଳେ ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆ୍‌ଯାଉଥିବା ଅଭିଯୋଗ…

ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ବିବାଦ

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୂଆଗାଁ  ବ୍ଳକର ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ନୂଆଗାଁ  ଓ ମହିପୁର ବାସିନ୍ଦାଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ମହିପୁର ଅଞ୍ଚଳ ବାସିନ୍ଦା ହରିଡାବନ୍ଧ ମୌଜାରେ ବିଦ୍ୟାଳୟ ସ୍ଥାପନ କରିବାକୁ ଅଡି ବସିଥିବାବେଳେ ନୂଆଗାଁ  ବାସିନ୍ଦା ସମର୍ଥନ କରୁ…

ଶିକ୍ଷାନୁଷ୍ଠାନରେ ଛାତ୍ରୀ ନିର୍ଯାତନା ବଢୁଛି

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ସରକାରୀ ଓ ବେସରକାରୀ ଅନୁଷ୍ଠାନ ଛାତ୍ରୀଙ୍କ ପାଇଁ ନିରାପଦ ନୁହେଁ। ସ୍କୁଲ, କଲେଜ ଓ ଟିଉଶନ ପରି ଅନୁଷ୍ଠାନରେ ବଳାତ୍କାର, ଅସଦାଚରଣ ପରି ଘଟଣା ବଢ଼ି ଚାଲିଛି। ଗତ ୫ମାସ ମଧ୍ୟରେ ୨ ଶିକ୍ଷକ, ଜଣେ…

ଥରିଲା ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ

ପୋର୍ଟ ବ୍ଲେୟାର, ୧୧।୮: ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ, ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ୪.୩ ତୀବ୍ରତାର ଭୂକମ୍ପ ଘଟିଛି। ଏହାପୂର୍ବରୁ ଜୁଲାଇ ୨୮ରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ୫.୮…

ତୁର୍କୀରେ ବଡ଼ଧରଣର ଭୂକମ୍ପ

ଆଙ୍କରା,୧୧।୮: ତୁର୍କୀର ଦକ୍ଷିଣ ଅଞ୍ଚଳରେ ଏକ ବଡ଼ଧରଣର ଭୂକମ୍ପ ଘଟିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରହିଛି। ଭୂକମ୍ପ ଯୋଗୁ ଅନେକ ଅଟ୍ଟାଳିକା ନଷ୍ଟ ହୋଇଯାଇଥିଲା ଏବଂ ୨୩ ଜଣ ଆହତ ହୋଇଥିଲେ। ଖବର ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri