କଂଗ୍ରେସରୁ ଇସ୍ତଫା ଦେଲେ ବର୍ଷୀୟାନ ଆଦିବାସୀ ନେତା ଅରବିନ୍ଦ
ରାୟପୁର,୧୦ା୮: ଛତିଶଗଡ଼ ବିଧାନସଭା ନିର୍ବାଚନ ପୂର୍ବରୁ ବର୍ଷୀୟାନ ଆଦିବାସୀ ନେତା ଅରବିନ୍ଦ ନେତମ୍ କଂଗ୍ରେସ ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟପକ୍ଷେ ନଭେମ୍ବରରେ ସର୍ବ ଆଦିବାସୀ ସମାଜ ନେତୃତ୍ୱରେ ନୂଆ ରାଜନୈତିକ ଦଳ ଗଢ଼ିବା ପାଇଁ ସେ ପ୍ରସ୍ତୁତି…
ଏସିଆନ ଗେମ୍ସ ପୂର୍ବରୁ ଆଥଲେଟ୍ଙ୍କ ନମୁନା ସଂଗ୍ରହ
ନୂଆଦିଲ୍ଲୀ,୧୦ା୮: ଏସିଆନ ଗେମ୍ସ ପୂର୍ବରୁ ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ ଏଜେନ୍ସ (ନାଡା) ୧୯୯ ଟ୍ରାକ୍ ଆଣ୍ଡ ଫିଲ୍ଡ ଆଥଲେଟଙ୍କଠାରୁ ନମୁନା ସଂଗ୍ରହ କରିଛି। ଜୁନ୍ ୧ରୁ ଓ ଜୁଲାଇ ୩୧ ପର୍ଯ୍ୟନ୍ତ ୯୦୦ରୁ ଊର୍ଦ୍ଧ୍ୱ ସାମ୍ପଲ ସଂଗ୍ରହ କରିଛି। ନ୍ୟାଶନାଲ ଆଣ୍ଟି…
ମଣିପୁରରେ ପୁଣି ଲଜ୍ଜା
ଇମ୍ଫାଲ,୧୦ା୮: ମଣିପୁରରେ ପୁଣି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ମଣିପୁର ହିଂସା ବେଳେ ମେ’ ୩ତାରିଖରେ ଚୁରାଚାନ୍ଦପୁର ଅଞ୍ଚଳର ଜଣେ ୩୭ ବର୍ଷୀୟ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ବିଷ୍ଣୁପୁର ମହିଳା ଥାନାରେ ଏତଲା ଦାଏର ହୋଇଛି। ଉତ୍ତ୍ୟକ୍ତ ଲୋକେ…
ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ
କୋକସରା,୧୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ କାଶିବାହାଲ କେନାଲ ପାର୍ଶ୍ୱ ଚାଷ ଜମିରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ କୋକସରା ପୋଲିସ ଉଦ୍ଧାର କରିଛି। ମୃତକ ହେଲେ କନ୍ଦାବୁଟୁରା ପଞ୍ଚାୟତ ତୁନଗାଁର ସୋମନାଥ ଶବରଙ୍କ ସ୍ତ୍ରୀ ସୁରେଖା…
କାଟ ଖାଇଲା ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ, ପ୍ରଧାନମନ୍ତ୍ରୀ କହିଲେ ୨୦୨୮ରେ ଭଲ ପ୍ରସ୍ତୁତି ସହ ଆସିବ
ନୂଆଦିଲ୍ଲୀ,୧୦।୮: ମୋଦି ସରକାରଙ୍କ ବିରୋଧରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଦ୍ୱାରା ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବ ଗୁରୁବାର ଲୋକ ସଭାରେ ବିଫଳ ହୋଇଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣରେ ବିରୋଧୀ ଦଳ କକ୍ଷତ୍ୟାଗ କରିଥିଲେ। ବିରୋଧୀ କହିଛନ୍ତି ଯେ,…
ନିକଟ ଭବିଷ୍ୟତରେ ଶାନ୍ତିର ସୂର୍ଯ୍ୟ ଉଦୟ ହେବ: ମଣିପୁର ଉପରେ ପ୍ରଧାନମନ୍ତ୍ରୀଙ୍କ ବୟାନ
ନୂଆଦିଲ୍ଲୀ,୧୦।୮: ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆମେ ମଣିପୁର ବିଷୟରେ ଆଲୋଚନା କରିବାକୁ ସର୍ବଦା ପ୍ରସ୍ତୁତ, କିନ୍ତୁ ବିରୋଧୀ ଦଳ ପଳାୟନ ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶର…
‘ପରିଶ୍ରମ କର ସଫଳତା ନିଶ୍ଚିତ ମିଳିବ’
ଗଞ୍ଜାମ,୧୦ା୮(ବିଦ୍ୟାଧର ସାହୁ)- ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଅନିଲ ବିଶୋଇଙ୍କୁ ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠରେ ଗୁରୁବାର ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ସ୍କୁଲ କନ୍ଫେରେନ୍ସ ହଲରେ ଏକ ସଭା ଅନୁଷ୍ଠିତ ହୋଇଥିଲା। କ୍ରୀଡା ଶିକ୍ଷକ ପ୍ରତିରଞ୍ଜନ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା…
ଆରଏଲଡି ମୁଖ୍ୟ ଜୟନ୍ତ ଚୌଧୁରୀଙ୍କ ସ୍ତ୍ରୀ ଚାରୁ ଏହି ଆସନରୁ ଲଢିପାରନ୍ତି ଲୋକ ସଭା ନିର୍ବାଚନ
ଲକ୍ଷ୍ନୌ,୧୦।୮: ଉତ୍ତରପ୍ରଦେଶର ସମସ୍ତ ରାଜନେତା ବର୍ତ୍ତମାନ ଲୋକ ସଭା ନିର୍ବାଚନ ପ୍ରସ୍ତୁତିରେ ନିୟୋଜିତ ଅଛନ୍ତି। ଅନ୍ୟପକ୍ଷରେ, ରାଷ୍ଟ୍ରୀୟ ଲୋକ ଦଳ ବିଷୟରେ ନିତିଦିନିଆ ନୂଆ ଖବର ସାମ୍ନାକୁ ଆସୁଛି, ଏହି ସମୟରେ ଏକ ଖବର ଆସୁଛି ଯେ ଆରଏଲଡି ମୁଖ୍ୟ ଜୟନ୍ତ…
ଖରାପ ସମୟ ଦେଇ ଗତି କରୁଛନ୍ତି କି? ଚାଣକ୍ୟଙ୍କ ଏହି ୩ କଥା ମାନିଲେ ଜିତିଯିବେ…
ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା କରିଥିଲେ। ଚାଣକ୍ୟ ରାଜନୀତି ସହ କୁଟନୀତିରେ ପାରଙ୍ଗମ ଥିଲେ। ସେ ଜୀବନରେ ନିଜର ଅଭିଜ୍ଞତା…
ବାରମ୍ବାର ପିଲାକୁ ଦୃଷ୍ଟି ଲାଗୁଛି କି? ଆପଣାନ୍ତୁ ଏସବୁ ଉପାୟ…
କଥାରେ ଅଛି କୁଦୃଷ୍ଟି ପଡ଼ିଲେ କିଛି ବି ଉଧାଏ ନାହିଁ। ମଣିଷର ଘର, ପଦୋନ୍ନତି, ଦୋକାନଠାରୁ ଆରମ୍ଭ କରି ଅନେକ ଜିନିଷ ଉପରେ ଖରାପ ନଜର ପଡ଼ିଥାଏ। ବିଶେଷକରି ଛୋଟ କଅଁଳ ଶିଶୁଙ୍କୁ ଦୃଷ୍ଟି ଲାଗେ ବୋଲି କୁହାଯାଏ। ଏପରି ହେଲେ…
ସ୍ବାଧୀନତା ଦିବସକୁ ନେଇ ଦିଲ୍ଲୀରେ ବଢାଗଲା ସୁରକ୍ଷା ବ୍ୟବସ୍ଥା: ଲାଲକିଲା, ରାଜଘାଟର ଆଖପାଖ ଅଞ୍ଚଳରେ ୧୪୪ ଧାରା ଲାଗୁ
ନୂଆଦିଲ୍ଲୀ,୧୦।୮: ସ୍ବାଧୀନତା ଦିବସକୁ ନେଇ ଦିଲ୍ଲୀ ପୋଲିସ ଆଲର୍ଟ ମୋଡରେ ଅଛି। ଏହା ସହିତ ଜାତୀୟ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ କଠୋର ପଦକ୍ଷେପ ନିଆଯାଉଛି। ଏଭଳି ପରିସ୍ଥିତିରେ, କୌଣସି ଘଟଣାର ମୁକାବିଲା କରିବା ପାଇଁ ରାଜଘାଟ, ଆଇଟିଓ ଏବଂ ଲାଲ…
‘ଜି ଲେ ଜରା’ରୁ ବାହାର ହୋଇନାହାନ୍ତି ପିସି, ଆସନ୍ତା ବର୍ଷ ହେବ ଶୁଟିଂ
ବମ୍ବେ: ଘୋଷଣା ପରଠାରୁ ଚର୍ଚ୍ଚାରେ ଫିଲ୍ମ ‘ଜି ଲେ ଜରା’। ଏଥିରେ ପ୍ରିୟଙ୍କା ଚୋପ୍ରା, ଆଲିଆ ଭଟ୍ଟ ଏବଂ କଟ୍ରିନା କୈଫ ପ୍ରମୁଖଙ୍କୁ ଦେଖିବାକୁ ମିଳିବ। ଲଗାତାର ଭାବେ ଏହାର ଷ୍ଟାରକାଷ୍ଟରେ ପରିବର୍ତ୍ତନ କରାଯାଉଥିବା ବେଳେ ଏବେ ନୂଆ ଅପ୍ଡେଟ୍ ସାମ୍ନାକୁ…
Archives


