Home Left

ଲଣ୍ଡନ ଶାଢ଼ି ୱାକାଥନ୍‌ରେ ଓଡ଼ିଶାର ୨୫ ମହିଳା

ଭୁବନେଶ୍ୱର,୧୦।୮(ଶର୍ମିଷ୍ଠା ପାଣିଗ୍ରାହୀ)ଭାରତୀୟ କଳା, ସଂସ୍କୃତି ଓ ଐତିହ୍ୟର ପ୍ରତୀକ ଶାଢ଼ିର ଅନନ୍ୟ ଏବଂ ଅପୂର୍ବ ଝଲକ ଦେଖିବାକୁ ମିଳିଛି ଲଣ୍ଡନର ରାଜରାସ୍ତାରେ। ଜାତୀୟ ହସ୍ତତନ୍ତ ଦିବସର ଅବ୍ୟବହିତ ପୂର୍ବରୁ ଇନସ୍ପାୟାରିଂ ଇଣ୍ଡିଆନ ୱିମେନ ଗ୍ରୁପ୍‌ ସହଯୋଗରେ ବ୍ରିଟିଶ ୱିମେନ ଇନ ଶାରିଜ…

ସତ୍ୟବାଦୀ ହାଇସ୍କୁଲର ପୁରୁଣା ଛାତଘର ଭଙ୍ଗାଯିବ

ସାକ୍ଷୀଗୋପାଳ,୧୦। ୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ବନ ବିଦ୍ୟାଳୟର ଗାରିମା ବହନ କରୁଥିବା ଐତିହାସିକ ସତ୍ୟବାଦୀ ହାଇସ୍କୁଲର ପୁରାତନ ଛାତ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ପୁଣିଥରେ ନିର୍ମାଣ କରାଯିବ। ନିକଟରେ ୫-ଟି ଯୋଜନାରେ ସତ୍ୟବାଦୀ ହାଇସ୍କୁଲ ରୂପାନ୍ତରିତ ହୋଇଥିଲା। ହେଲେ ନବୀକରଣ ର କିଛି…

ବିଶ୍ୱ ଜୈବ ଇନ୍ଧନ ଦିବସ : ଜୈବ ଇନ୍ଧନ ଏକ ନୂଆ ବିକଳ୍ପ

ଅଶୋଧିତ ତୈଳ ଉପରୁ ନିର୍ଭରଶୀଳତା ହ୍ରାସ କରିବାରେ ଜୈବ ଇନ୍ଧନ ବିଶେଷ ଭାବେ ସହାୟକ ହେବାରେ ଲାଗିଛି। ଏହା ସ୍ବଚ୍ଛ ପରିବେଶ ସୃଷ୍ଟି କରିବା ସହିତ କୃଷକଙ୍କ ଆୟ, ଗ୍ରାମାଞ୍ଚଳରେ ରୋଜଗାର ବୃଦ୍ଧି ଆଦି କ୍ଷେତ୍ରରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥାଏ।…

ସରକାରୀ ହସ୍ତକ୍ଷେପ ଲୋଡ଼ିଲେ ଆର୍ମି ଆଥ୍‌ଲେଟ

ନୂଆଦିଲ୍ଲୀ,୧୦ା୮(ପି.ଟି.): ଏସିଆନ ଗେମ୍ସର ପ୍ରସ୍ତୁତି ପାଇଁ ଅର୍ଥ ବାଧକ ସାଜିଥିବାରୁ କେନ୍ଦ୍ର ସରକାରଙ୍କ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରଣାଳୟର ଦ୍ୱାରସ୍ଥ ହୋଇଛନ୍ତି ଦୁଇ ଜଣ ଆଥ୍‌ଲେଟ। ଭାରତୀୟ ସେନାରେ କାର୍ଯ୍ୟରତ ମେଜର ଅପୂର୍ବ ଦଭାଡେ ଓ ଦଫାଦାର ବିକାଶ କୁମାର ବୁଧବାର…

ଆଜି ବିଶ୍ୱ ସିଂହ ଦିବସ: ପରିବେଶ ସନ୍ତୁଳନ ବଜାୟ ରଖେ ସିଂହ

ସିଂହମାନେ ପରିବେଶ ପ୍ରଣାଳୀରେ ଏକ ସନ୍ତୁଳନ ରଖିଥାନ୍ତି। ସେମାନଙ୍କର ସଂରକ୍ଷଣ ଜୈବ ବିବିଧତା ଏବଂ ପ୍ରାକୃତିକ ଜଙ୍ଗଲର ସୁରକ୍ଷା ଲାଗି ଅପରିହାର୍ଯ୍ୟ। ଅପରପକ୍ଷେ ଦ୍ରୁତ ଜଙ୍ଗଲ କ୍ଷୟ ଏବଂ ବେଆଇନ ଶିକାର ଯୋଗୁ ସିଂହଙ୍କ ସଂଖ୍ୟା କମିବାରେ ଲାଗିଛି। ସିଂହଙ୍କ ସୁରକ୍ଷା…

ସୋଆରେ ୫ଦିନିଆ ଜାତୀୟସ୍ତରୀୟ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର,୧୦।୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଷ୍ଟାଟିଷ୍ଟିକାଲ ମେଶିନ ଲର୍ନିଂ ସମ୍ପର୍କିତ ଏକ ୫ ଦିନିଆ ଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିର ନିକଟରେ ଆରମ୍ଭ ହୋଇଯାଇଛି। ସେହିଭଳି…

ଇକୋ ସିଷ୍ଟମ ବିକଶିତକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୮: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି), ଷ୍ଟାର୍ଟଅପ୍‌ ଓଡ଼ିଶା, ଏମ୍‌ଏସ୍‌ଏମ୍‌ଇର ମିଳିତ ସହଯୋଗରେ ଖାଦ୍ୟ ଓ ଆଗ୍ରୋ ସମ୍ମିଳନୀ ବୁଧବାର ଏକ ୫ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସମ୍ମାନିତ ଅତିଥି ଭାବେ ଓୟୁଏଟିର କୁଳପତି ପ୍ରଫେସର ପ୍ରଭାତ…

୪ ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କରି ସ୍କୁଲ ସଭାପତି ଗିରଫ

ବଲାଙ୍ଗୀର/କଣ୍ଟାବାଞ୍ଜି, ୧୦ା୮(ବୀରେନ୍ଦ୍ର କୁମାର ଝାଙ୍କର/ଗୁରଦୟାଲ ହଂସ)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଧୀନ ବୁରୋମାଲ ସରକାରୀ ଉନ୍ନୀତ ହାଇସ୍କୁଲ ପାଇଖାନା ଭିତରେ ଦଶମ ଶ୍ରେଣୀର ୪ ଛାତ୍ରୀଙ୍କୁ ମଙ୍ଗଳବାର ଅଧଘଣ୍ଟା କାଳ ବନ୍ଦ କରାଯାଇଥିଲା। ଏହି ଘଟଣାର ଅଭିଯୁକ୍ତ ହାଇସ୍କୁଲ ପରିଚାଳନା କମିଟି…

ପରିବେଶ ଅନୁକୂଳ ଡେବିଟ୍‌ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୧୦।୮: ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଡେବିଟ୍‌ କାର୍ଡର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କର ଏକ ସେଭିଂସ ବ୍ୟାଙ୍କ ଆକାଉଣ୍ଟ ଥିବା ନୂଆ ଓ ବିଦ୍ୟମାନ ଗ୍ରାହକଙ୍କ ପାଇଁ ପରିବେଶ-ଅନୁକୂଳ ଡେବିଟ୍‌ କାର୍ଡର ଶୁଭାରମ୍ଭ…

ରିଲାଏନ୍ସ ଜୁଏଲ୍ସର ଆନିଭର୍ସାରି କଲେକ୍ସନ

ଭୁବନେଶ୍ୱର,୧୦।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସର ଆନିଭର୍ସାରି କଲେକ୍ସନ ‘ଆଭାର’ର ଉନ୍ମୋଚନ ସହ ପ୍ରତିଷ୍ଠାନର ୧୬ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଭାର କଲେକ୍ସନ-୨୦୨୩ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା ମଧ୍ୟ କରାଯାଇଛି। ବିଶେଷକରି ଆଭାର…

କୋଇଲା ଉତ୍ପାଦନରେ ଓସିପିଏଲ୍‌ର ସଫଳତା

ଭୁବନେଶ୍ୱର,୧୦।୮: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଓଡ଼ିଶା କୋଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଓସିପିଏଲ୍‌) ରେକର୍ଡ ପରିମାଣର କୋଇଲା ଉତ୍ପାଦନକରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାର ଏବଂ ଓପିଜିସି ଦ୍ବାରା ପରିଚାଳିତ ଓସିପିଏଲ୍‌ ରାଜ୍ୟର ପ୍ରମୁଖ…

ଆଇସିଆଇସିଆଇ ବ୍ୟାଙ୍କର ‘ମୌସୁମୀ ବୋନାଞ୍ଜା’

ଭୁବନେଶ୍ୱର,୧୦।୮: ଆଇସିଆଇସିଆଇ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଲୋକପ୍ରିୟ ଅଫର ‘ମୌସୁମୀ ବୋନାଞ୍ଜା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଇଲେକ୍ଟ୍ରୋନିକ୍ସ ସାମଗ୍ରୀଠାରୁ ଆରମ୍ଭକରି ଟ୍ରାଭେଲ୍‌, ଅନ୍‌ଲାଇନ୍‌ ଶପିଂ, ଡାଇନିଂ, ଖାଦ୍ୟ ବରାଦ, ସ୍ବାସ୍ଥ୍ୟ, ବିଉଟି ଏବଂ ଉପହାର ପର୍ଯ୍ୟନ୍ତ ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri