ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ, ଗୋଡ଼ିବାରୀଠାରେ ଦେଖିବେ ଦର୍ଶକ
ଭୁବନେଶ୍ବର,୧୩।୧୨: ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ ଥିଲା…
ଭିନ୍ନମୋଡ ନେଲା ଜାମସର ପୋଖରୀକୁ ଟ୍ରକ ପଶିବା ଘଟଣା: ଦୁର୍ଘଟଣା ରଚିଥିଲେ ଡ୍ରାଇଭର
ଲୋଇସିଂହା,୧୩।୧୨(ସୁଶାନ୍ତ ବାରିକ):ଗତ ନଭେମ୍ବର ୧୭ ତାରିଖ ରାତିରେ ବଲାଙ୍ଗୀର-ବରଗଡ ୨୬ନଂ. ଜାତୀୟ ରାଜପଥ ପୁଇଁତଳା ଥାନା ଅନ୍ତର୍ଗତ ଜାମସର ପୋଖରୀକୁ ଏକ ମାଲ ପରିବହନ ଟ୍ରକ ପଶି ଯାଇଥିଲା। ପୋଲିସ ଖୋଳତାଡ ପରେ ଏହି ମାମଲା ଭିନ୍ନ ମୋଡ ନେଇଛି। ଟ୍ରକରେ…
ଏଇ ଭାରତରେ
ଭାରତୀୟ ବନ ସେବା ଅଧିକାରୀ (ଆଇଏଫ୍ଏସ୍) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଅଭିନବ ଉପାୟରେ ଜଳାଶୟ ନିର୍ମାଣ କରୁଛନ୍ତି। ଏହା ‘ଅନନ୍ତ ନେରୁ ସଂରକ୍ଷଣ ପ୍ରୋଜେକ୍ଟ’…
ଶିକ୍ଷକ ହେବା କି ସହଜ କଥା
କେବଳ ପାଠ ପଢ଼େଇଦେଲେ ବା ବିଦ୍ୟା ସମ୍ବନ୍ଧୀୟ ଜ୍ଞାନ ଦେଇଦେଲେ କେହି ପ୍ରକୃତ ଶିକ୍ଷକ ହୋଇଯାଏ ନାହିଁ। ଏଥି ପାଇଁ ଦରକାର ବିଶାଳ ହୃଦୟ, ଦରଦୀ ମମତାଭରା ମନ, ଅନୁସନ୍ଧିତ୍ସୁ, ପର୍ଯ୍ୟବେକ୍ଷଣ ଶକ୍ତି ସହିତ ଧୈର୍ଯ୍ୟର ଶକ୍ତି, ହୃଦୟସ୍ପର୍ଶୀ ଭାବ-ଭାଷା, ଅଭିନୟ…
ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ
ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର,…
ବିମାନବନ୍ଦର କାହା ସ୍ବାର୍ଥରେ
ଆମ ଉପକୂଳ ଅଞ୍ଚଳ ଏକ ବାତ୍ୟାପ୍ରବଣ ଅଞ୍ଚଳ ଭାବେ ବ୍ରିଟିଶ ଶାସନ ସମୟରୁ ଘୋଷଣା କରାଯାଇଛି। ଏହାର ନିରାକରଣ ନିମନ୍ତେ ୧୯୭୨ ମସିହାରୁ ସରକାରୀ ସ୍ତରରେ ବହୁ ଉଦ୍ୟମ ହୋଇଥିଲେ ହେଁ ବାତ୍ୟାର ପ୍ରକୋପ କମିବା ପରିବର୍ତ୍ତେ ବୃଦ୍ଧି ଘଟୁଛି। ବାତ୍ୟା…
ବିଶେଷଜ୍ଞ ଲୋଡ଼ା
ଆମେ ପ୍ରାୟତଃ ଅଣଦେଖା କରୁଥିବା କଥାକୁ ଇଣ୍ଡିଗୋ ଘଟଣା ପୁଣି ଥରେ ମନେପକାଇ ଦେଇଛି। ବିଶ୍ୱରେ ଦ୍ରୁତଗତିରେ ବୃଦ୍ଧିପାଉଥିବା ଆଭିଏସନ ମାର୍କେଟ ମଧ୍ୟରେ ଭାରତ ଅନ୍ୟତମ। ଏହାକୁ ଏକ ନିୟାମକ ଦ୍ୱାରା ପରିଚାଳନା କରାଯାଉଛି, ଯାହା ବିଶେଷଜ୍ଞତାକୁ ଏକ ଅତିରିକ୍ତ ବିଷୟ…
ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍-୯ କ୍ୱାର୍ଟର୍ସ ନଂ.୧ଆର୍/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ କେନ୍ଦୁପାଟଣାର ଅଶୋକ କୁମାର ସେଠୀ (୫୧)। ଶହୀଦନଗର ଥାନା ଅନ୍ତର୍ଗତ ଆନନ୍ଦ ବଜାରସ୍ଥିତ ଏକ…
ମେସିଙ୍କ ସହ ଗୋଟିଏ ଫଟୋ ଉଠାଇଲେ ଦେବାକୁ ପଡ଼ିବ ଏତିକି ଟଙ୍କା
କୋଲକାତା,୧୩ା୧୨: ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ଶନିବାର ଭାରତ ଆସିଛନ୍ତି। କୋଲକାତା ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ହେୟାତ ରେଜେନ୍ସିଠାରେ ସକାଳ ୯ଟା ୩୦ରେ ଏକ ମିଟ୍ ଆଣ୍ଡ ଗ୍ରୀଟ୍ ଇଭେଣ୍ଟରେ ପ୍ରଥମେ ପ୍ରଶଂସକଙ୍କୁ ଭେଟିବେ। ମାତ୍ର…
ଭାରତରେ ୨,୦୦୦ ହଳ କୋହ୍ଲାପୁରୀ ଜୋତା ତିଆରି କରିବ ପ୍ରାଦା
ମୁମ୍ବାଇ/ମିଲନ,୧୩ା୧୨: ଭାରତର ପାରମ୍ପରିକ ଜୋତା ଦ୍ୱାରା ଅନୁପ୍ରାଣିତ ହୋଇ ଇଟାଲୀୟ କମ୍ପାନୀ ପ୍ରାଦା ଭାରତୀୟ କାରିଗରମାନଙ୍କ ସହ ଏକାଠି ୨,୦୦୦ ହଳ କୋହ୍ଲାପୁରୀ ଚପଲ ତିଆରି କରିବାକୁ ଯାଉଛି। ପ୍ରତି ହଳ ଚପଲ ଦାମ୍ ୮୦୦ ୟୁରୋ ବା ୯୩୦ ଡଲାର…
କ୍ରିକେଟ୍ରେ ପୁଣି ଲାଗିଲା ‘ମ୍ୟାଚ୍ ଫିକ୍ସିଂ’ କଳଙ୍କ: ୪ ଭାରତୀୟ ଖେଳାଳି ସସ୍ପେଣ୍ଡ
ନୂଆଦିଲ୍ଲୀ,୧୩।୧୨: କ୍ରିକେଟ ଜଗତ ପୁଣିଥରେ ଏକ ମ୍ୟାଚ ଫିକ୍ସିଂ ଘଟଣା ସାମ୍ନାକୁ ଆସିଛି। ଏଥର ଏହା ଭାରତୀୟ ଘରୋଇ କ୍ରିକେଟରେ ସାମ୍ନାକୁ ଆସିଛି। ଚଳିତ ସୟଦ ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ବେଳେ ଦୁର୍ନୀତିରେ ଲିପ୍ତ ରହିବା ପାଇଁ ଆସାମ…
ପୁଟିନ୍ଙ୍କୁ ଭେଟିବାକୁ ଯାଇ ପାକ୍ ପ୍ରଧାନମନ୍ତ୍ରୀ ହଟହଟା, ୪୦ ମିନିଟ୍ ଅପେକ୍ଷା କରି…
ନୂଆଦିଲ୍ଲୀ,୧୩ା୧୨: ତୁର୍କମେନିସ୍ତାନରେ ଶୁକ୍ରବାର ଏକ ଅନ୍ତର୍ଜାତୀୟ ଫୋରମ୍ର ୩୦ତମ ବାର୍ଷିକୀ ପାଳନ ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିଲା। ପୁଟିନ୍ ସେଠାରେ ଶରିଫ୍ଙ୍କୁ ୪୦ ମିନିଟ୍ରୁ ଊର୍ଦ୍ଧ୍ୱ ସମୟ ଅପେକ୍ଷା କରାଇବା…
Archives


