Home Left

ବିଜେଡିରୁ ଏକାଧିକ ଆଶାୟୀ ପ୍ରାର୍ଥୀ

କୋଦଳା,୯।୮(ଅମିତ କୁମାର ପଟ୍ଟନାୟକ): ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ରାଜନୀତି ସରଗରମ ହେଲାଣି। କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ବେଗୁନିଆପଡା ବ୍ଲକ, କୋଦଳା ଏନଏସି, କବିସୂର୍ଯ୍ୟନଗର ଏନଏସି, କବିସୂର୍ଯ୍ୟନଗର ବ୍ଲକର ୧୨ ପଞ୍ଚାୟତ…

୬ ଫୁଟ ଉପରକୁ ଉଠିବ ୨୫୦ ବର୍ଷର ଜଗନ୍ନାଥ ମନ୍ଦିର

ଗଞ୍ଜାମ(ବିଦ୍ୟାଧର ସାହୁ)/ରମ୍ଭା (ବନବାସୀ ସେଠୀ) ୯।୮: ଅତ୍ୟାଧୁନିକ ପଦ୍ଧତିରେ ୬ ଫୁଟ ଉପରକୁ ଉଠିବ ବହୁ ପୁରାତନ ତଥା ୨୫୦ ବର୍ଷର ଜଗନ୍ନାଥ ମନ୍ଦିର । ଗଞ୍ଜାମ ଜିଲାର ରମ୍ଭାରେ ରହିଛି ପ୍ରାୟ ୨୫୦ରୁ ଊଦ୍ଧର୍‌ବ ବର୍ଷର ପୁରାତନ ଜଗନ୍ନାଥ ମନ୍ଦିର।…

ଅସ୍ମିତାର ପୁନରୁଦ୍ଧାର ଅପରିହାର୍ଯ୍ୟ

ଯୁଗ ବଦଳୁଛି, ସମୟ ବଦଳୁଛି । ସମୟର ତାଳେ ତାଳେ ଲୋକଙ୍କ ମଧ୍ୟରେ ପରିବର୍ତ୍ତନ ବି ଆସୁଛି । ଏପରିସ୍ଥଳେ ଆଦିବାସୀ ସମ୍ପ୍ରଦାୟର ଲୋକେ ଆଜି ମଧ୍ୟ ନିଜର ସଂସ୍କୃତି, ପରମ୍ପରା, ଐତିହ୍ୟ ବଜାୟ ରଖିବାକୁ ପ୍ରୟାସ କରୁଥିଲେ ମଧ୍ୟ କେତେକ…

ପଶ୍ଚିମବଙ୍ଗକୁ ପିଡିଏସ୍‌ ଚାଉଳ ଚାଲାଣ

ରୂପସା (ବାଞ୍ଛାନିଧି ଦେ)/ବସ୍ତା (ହରିଶଙ୍କର ପାଢୀ), ୯।୮: ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥର ଥାନା ନିକଟରେ ପୋଲିସ ଚଢାଉ କରି ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଯାଉଥିବା ଏକ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌କୁ ଜବତ କରିଛି।…

ଲୋକ ସଭାରେ ହନୁମାନ ଚାଳିଶା ପାଠ କଲେ ଶ୍ରୀକାନ୍ତ ଶିନ୍ଦେ

ନୂଆଦିଲ୍ଲୀ,୯।୮: ଲୋକ ସଭାରେ ମୋଦି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ଚାଲିଥିବା ବେଳେ ମଙ୍ଗଳବାର ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ଏହି ପ୍ରସ୍ତାବକୁ ବିରୋଧ କରିଥିଲେ। ଏଥିସହ ଶିବସେନା ଏମ୍‌ପି ଶ୍ରୀକାନ୍ତ ଶିନ୍ଦେ ହିନ୍ଦୁତ୍ୱ ଏବଂ ବାଲ ଠାକରେଙ୍କ ବିଚାରାଧାରାକୁ…

ଅନୁଦାନ ରାଶିକୁ ନେଇ ଉଦ୍‌ବେଗ

ବାରିପଦା,୯।୮(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ମୟୂରଭଞ୍ଜ ଜିଲାର ଐତିହ୍ୟ ବହନ କରୁଥିବା ମା’ କୀଚକେଶ୍ୱରୀ ମନ୍ଦିରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପ୍ରଦତ୍ତ ଅନୁଦାନ ରାଶିକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟ ଜିଲାର ଦେବାଦେବୀ ମନ୍ଦିର…

ଦେବୋତ୍ତର ଜମିରେ ବେଆଇନ ରାସ୍ତା ନିର୍ମାଣ

କେନ୍ଦୁଝର,୯।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ବଣିଆପାଟ ଖୁଣ୍ଟାପଡ଼ା ମୌଜାରେ ଦେବୋତ୍ତର ଜମିରେ ବେଆଇନ ରାସ୍ତା ନିର୍ମାଣ ନେଇ ଅସନ୍ତୋଷ ଦେଖାଦେଇଛି। ଉକ୍ତ ଅଞ୍ଚଳରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ଜମି ଜବରଦଖଲ କରାଯାଇ ବହୁ ଘର…

୭ ଜିଲାରେ ବର୍ଷାଭାବ, ସ୍ଥିତି ସାଂଘାତିକ

ଭୁବନେଶ୍ୱର,୯।୮(ଅନିଲ ଦାସ): ଗତ ଜୁଲାଇ ୩୦ ତାରିଖ ଲଘୁଚାପ ବର୍ଷାରେ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟର ଅନେକ ଜିଲାର ଚାଷୀ ଏବେ ବର୍ଷାକୁ ଚାତକ ପରି ଚାହିଁ ରହିଛନ୍ତି। ଅଗଷ୍ଟ ଅଧାମାସ ବିତିବାକୁ ବସିଲାଣି, ବିଲରେ ଧାନତଳି ରୁଆ…

ମହାନଦୀରେ ବୁଡ଼ି ୨ ଛାତ୍ର ନିଖୋଜ

ବାରଙ୍ଗ,୯।୮(ଲିଙ୍ଗରାଜ ରାଉତ): ନରାଜ ପାଖ ମହାନଦୀରେ ମଙ୍ଗଳବାର ବୁଡ଼ିଯାଇ ୨ଜଣ ଛାତ୍ର ନିଖୋଜ ହୋଇଛନ୍ତି। ସେମାନେ ହେଲେ କଟକସ୍ଥିତ ମଙ୍ଗଳାବାଗ ଅଞ୍ଚଳର ଆଦିତ୍ୟ ଅଭିଷେକ ମଲ୍ଲିକ ଓ ଦେଉଳ ସାହିର ଦେବପ୍ରିୟ ଚୌଧୁରୀ। ଏମାନେ କଟକ ଷ୍ଟୁଆଟର୍‌ସ ସ୍କୁଲରେ ପଢୁଥିବା ଯୁକ୍ତଦୁଇ…

ସ୍କୁଲରେ ଆଧାର ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର୯।୮(ଅନୁରାଧା ମହାରଣା): ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଚଳିତ ଶିକ୍ଷାବର୍ଷ ପାଇଁ ନାମଲେଖା ଜାରି ରହିଛି। କେତେକ ସ୍କୁଲରେ ନାମଲେଖା ସମୟରେ ଅଭିଭାବକଙ୍କୁ ପ୍ରଧାନଶିକ୍ଷକ ଆଧାରକାର୍ଡ ମାଗୁଥିବା ନଜରକୁ ଆସିଛି। ଏବେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଆଧାରକାର୍ଡ ବିନା ନାମଲେଖା…

ଜି -୨୦ ସମ୍ମିଳନୀରେ ୟୁକ୍ରେନ ଯୁଦ୍ଧ ହେବ ଶୀର୍ଷ ପ୍ରସଙ୍ଗ: ଆମେରିକା

ଓ୍ବାଶିଂଟନ୍‌,୯।୮: ୟୁକ୍ରେନ-ରୁଷିଆ ଯୁଦ୍ଧ ବର୍ତ୍ତମାନ ବିଶ୍ୱ ଚିନ୍ତାର ବିଷୟ ପାଲଟିଛି। ଏହି କାରଣରୁ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ସମ୍ମିଳନୀରେ ଯୁଦ୍ଧ ବିଷୟରେ ବିସ୍ତୃତ ଭାବେ ଆଲୋଚନା ହେବ। ଆମେରିକାର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି…

ସିକ୍କିମରେ ୨ ଯବାନଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଗ୍ୟାଙ୍ଗଟକ,୯।୮: ଦେଶର ଉତ୍ତର ପୂର୍ବ ରାଜ୍ୟ ସିକ୍କିମରେ ସେନାର ଦୁଇ ଯବାନଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସାରେ ସେନା ଏକ ବିବୃତ୍ତି ଜାରି କରି କହିଛି ଯେ, ପୂର୍ବ ସିକ୍କିମରେ ଅପରେଶନ ଡ୍ୟୁଟିରେ ଥିବାବେଳେ ହାଭିଲଦାର ଏସ ମୈତି ଏବଂ ନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri