Home Left

ଟି-୨୦ ଟିମକୁ ପ୍ରତ୍ୟାବର୍ତ୍ତନ କରିବେ ନାହିଁ ରୋହିତ ଶର୍ମା

ନୂଆଦିଲ୍ଲୀ,୮।୮: ବର୍ତ୍ତମାନର ଭାରତୀୟ ଅଧିନାୟକ ରୋହିତ ଶର୍ମା ୨୦୨୪ରେ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି -୨୦ ବିଶ୍ୱକପ ମାଧ୍ୟମରେ ଟି-୨୦ଇଣ୍ଟରନ୍ୟାଶନାଲରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ସମେତ କିଛି ଭାରତୀୟ ତାରକା…

ଶିକ୍ଷା କ୍ଷେତ୍ରରେ ନାମାଚାର୍ଯ୍ୟ ବାୟାବାବାଙ୍କ ଅବଦାନ ଅତୁଳନୀୟ

ମହାକାଳପଡ଼ା, ୮।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ମହାକାଳପଡ଼ାସ୍ଥିତ ଶ୍ରୀବାୟାବାବା କଲେଜ ସଭାଗୃହଠାରେ ୪୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ , ସମବାୟ…

ବ୍ରାହ୍ମଣୀ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକରେ ବ୍ୟାପକ କ୍ଷତି

ପଟ୍ଟାମୁଣ୍ଡାଇ, ୮।୮(ଅକ୍ଷୟ ବିଶ୍ୱାଳ): ଚଳିତ ବ୍ରାହ୍ମଣୀ ଓ କାଣୀ ନଦୀର ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅର୍ଥକରୀ ପନିପରିବା ଫସଲ ସମେତ ଧାନ ଫସଲ ନଷ୍ଟ ହୋଇଯାଇଛି। ଫଳରେ ଚାଷୀମାନେ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ପଟ୍ଟାମୁଣ୍ଡାଇ…

ଭାର୍ଗବୀ ନଦୀବନ୍ଧରେ ଫାଟ

ପିପିଲି,୮।୮(ଦୁର୍ଗାମାଧବ ମିଶ୍ର): ପୁଣି ଦବିଲା ଭାର୍ଗବୀ ନଦୀବନ୍ଧ। ପୁରୀ ଜିଲା ବଳଙ୍ଗା ବଜାର ନିକଟ ଭାର୍ଗବୀ ନଦୀବନ୍ଧରେ ପୁଣି ଥରେ ଫାଟ ସୃଷ୍ଟି ହୋଇଛି। ୧ କିଲୋମିଟର ପର୍ଯ୍ୟନ୍ତ ମାଟି ଦବି ବନ୍ଧ ଫାଟି ଅଁା କରିଛି। କାମ ଶେଷ ହେବାର…

ଅବହେଳିତ ପ୍ରାଚୀନ ବରାହୀ, ନୃସିଂହ ମନ୍ଦିର

ପୁରୀ,୮ା୮(ଅଜିତ ମହାନ୍ତି): ଓଡ଼ିଶା ଐତିହ୍ୟ ସଂରକ୍ଷଣ ପରିଷଦ ପୁରୀ ପକ୍ଷରୁ ପ୍ରାଚୀ ଉପତ୍ୟକାର ଶ୍ରୀଅମରେଶ୍ୱର ମନ୍ଦିର, ଦେବୀ ବରାହୀ ମନ୍ଦିର ଏବଂ ଶ୍ରୀମାଧବ ମନ୍ଦିର ଐତିହ୍ୟ ଅନୁଶୀଳନ କରାଯାଇଥିଲା। ଗଙ୍ଗବଂଶ କାଳର ଅମରପ୍ରସାଦ ଗଡ଼ ଓ ଅମରେଶ୍ୱର ଗ୍ରାମର ମଧ୍ୟଭାଗରେ ଥିବା…

ମୂଳ ଭାରତୀୟ ଆମେରିକୀୟ ବାସିନ୍ଦା ଯୁବତୀ ଓଡ଼ିଶା ଟ୍ରେନ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଏକାଠି କଲେ ୧୦,୦୦୦ ଡଲାର, ପିଏମ କେୟାର୍ସ ଫଣ୍ଡକୁ ଯିବ ଅର୍ଥ

ନ୍ୟୁୟର୍କ,୮।୮: ଆମେରିକାରେ ରହୁଥିବା ମୂଳ ଭାରତୀୟ ବାସିନ୍ଦା ତନିଷ୍କା ଧାରିଓ୍ବାଲ ଓଡ଼ିଶାରେ ହୋଇଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ସାହାଯ୍ୟ କରିବାକୁ ୧୦,୦୦୦ଡଲାର ଧନରାଶି ଏକାଠି କରିଛନ୍ତି। ଏହି ଅର୍ଥ ପିଏମ କେୟାର୍ସ ଫଣ୍ଡକୁ ଯିବ। ତନିଷ୍କା ସମସ୍ତ…

ଆଜି ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବ ୩ୟ ଟି -୨୦

ଗୁୟାନା,୮।୮: ୱେଷ୍ଟଇଣ୍ଡିଜ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ଟିମ ଇଣ୍ଡିଆକୁ ପରାସ୍ତ କରିଛି। ଆଜି ଗୁୟାନାସ୍ଥିତ ପ୍ରୋଭିଡେନ୍ସ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ତୃତୀୟ ଟି -୨୦ ମ୍ୟାଚ ଖେଳାଯିବ। ଟି -୨୦ ଇଣ୍ଟରନ୍ୟାଶନାଲରେ ଭାରତ…

ଅବଧି ଶେଷ ସତ୍ତ୍ୱେ କାମ ସରୁନାହିଁ

ପାରାଦୀପ,୮।୮(ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପର ବେଳାଭୂମି ରାସ୍ତା ପାଖରେ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଚାଲିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଷ୍ଟାଡିୟମ ନିର୍ମାଣ ହେଉଛି। ଏଥିରେ ଜିଲାର ସମସ୍ତ ଛାତ୍ରୀଛାତ୍ର ବିଭିନ୍ନ କ୍ରୀଡ଼ାରେ ଭାଗ ନେଇପାରିବେ।…

‘ମା’ କ୍ଷୀର ଅମୃତ ତୁଲ୍ୟ, ଏହାର ବିକଳ୍ପ ନାହିଁ’

କଟକ,୮ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ଡ୍ରିମ୍‌ସ ସ୍କୁଲ ଆଣ୍ଡ୍‌ କଲେଜ ଅଫ୍‌ ନର୍ସିଂରେ ସୋମବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ଉଦ୍‌ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ପଦ୍ମିନୀ ଅଡିଟୋରିୟମ୍‌ରେ ‘କର୍ମଜୀବୀ ମା’ମାନଙ୍କ କ୍ଷେତ୍ରରେ ଶିଶୁ ସ୍ତନ୍ୟପାନର ପୃଥକ୍‌ ପଦ୍ଧତି’ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ…

ରାଜ୍ୟ ୯ ବର୍ଷରୁ କମ୍‌ ଚେସ୍‌ ଉଦ୍‌ଯାପିତ

ଭୁବନେଶ୍ୱର, ୮।୮ (ତପନ ସ୍ବାଇଁ) :କଟକ ଜିଲା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ବାରବାଟୀ ଷ୍ଟାଡିୟମ ହର୍ଷଗେଟ୍‌ ପରିସରରେ ରାଜ୍ୟ ୯ ବର୍ଷରୁ କମ୍‌ ଚେସ୍‌ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଛି। ଏହାର ବାଳିକା ବିଭାଗରେ କଟକର ଇ. ଦିବ୍ୟା ଓ ବାଳକରେ ଖୋର୍ଦ୍ଧାର…

ଭିଟ୍ଟୋରୀ ସନରାଇଜର୍ସ କୋଚ୍‌

ହାଇଦ୍ରାବାଦ, ୮ା୮ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦଳ ସନ୍‌ରାଇଜର୍ସ ହାଇଦ୍ରାବାଦ ଗତ ୬ଟି ସିଜନରେ ୫ଥର ଏହାର ମୁଖ୍ୟ କୋଚ୍‌ଙ୍କୁ ବଦଳାଇଛି। ଦଳ ସୋମବାର ଡାନିଏଲ ଭିଟ୍ଟୋରୀଙ୍କୁ ଏହାର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ଗତ ଦୁଇ…

ଅର୍ଥନୀତିକୁ ସୁଦୃଢ଼ କରିବାରେ ହସ୍ତତନ୍ତର ଅବଦାନ ରହିଛି: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର, ୮ା୮(ସୁନିତ୍‌ ମିଶ୍ର): ଆମ ଦେଶ ତଥା ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ ଓ ହସ୍ତକଳାର ସ୍ବତନ୍ତ୍ର ପରିଚୟ ରହିଛି। ଜାତୀୟ ହସ୍ତତନ୍ତ ଦିବସ ଭାରତରେ ହସ୍ତତନ୍ତ କାରିଗରିର ବର୍ଷ ବର୍ଷ ଧରି ପୁରାତନ ପରମ୍ପରାକୁ ସ୍ମରଣ କରାଇଥାଏ। ଦେଶର ଅର୍ଥନୀତିରେ ହସ୍ତତନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri