ଭାରତ, ମାଲେସିଆ ସେମିରେ
ଚେନ୍ନାଇ, ୮।୮: ଭାରତ ଓ ମାଲେସିଆ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୨ ଗୋଲରେ ଦକ୍ଷିଣ କୋରିଆକୁ ହରାଇଥିବାବେଳେ ମାଲେସିଆ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଅନ୍ୟଏକ ମ୍ୟାଚରେ ପାକିସ୍ତାନ…
ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ
କଟକ, ୮ା୮(କାର୍ତ୍ତିକ ସାହୁ): ଜଣେ ଓଡ଼ିଆ ଗାୟିକାଙ୍କୁ ଯୌନ ଶୋଷଣ ଓ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ବଲିଉଡ୍ର କଣ୍ଠଶିଳ୍ପୀ ସୌରୀନ ଭଟ୍ଟ ସୋମବାର କଟକ ମହିଳା ଥାନାରେ ହାଜର ହୋଇଥିଲେ। ତାଙ୍କ ବିରୋଧରେ ଥିବା ଅଭିଯୋଗ ଆଧାରରେ ପୋଲିସ ତାଙ୍କୁ…
କଂଗ୍ରେସରେ ଆଜାଦଙ୍କ ଦଳର ୨୧ ନେତା
ନୂଆଦିଲ୍ଲୀ,୮ା୮:ଗୁଲାମ ନବୀ ଆଜାଦଙ୍କ ଡେମୋକ୍ରାଟିକ୍ ପ୍ରୋଗ୍ରେସିଭ୍ ଆଜାଦ ପାର୍ଟିର ୨୧ ଜଣ ନେତା ସୋମବାର ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗଦେଇଛନ୍ତି। ଏହି ଅବସରରେ ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ବେଣୁଗୋପାଳ, ଜମ୍ମୁ-କଶ୍ମୀର ଦାୟିତ୍ୱରେ ଥିବା ରଜନୀ…
ମହିଳାଙ୍କ ହାତରେ ଓଡ଼ିଶା ପ୍ରଗତିର ଭବିଷ୍ୟତ
ବଲାଙ୍ଗୀର, ୮ା୮ (ବୀରେନ୍ଦ୍ର କୁମାର ଝାଙ୍କର): ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଦୁଇଦିନିଆ ବଲାଙ୍ଗୀର ଜିଲା ଗସ୍ତ କାର୍ଯ୍ୟକ୍ରମ ସୋମବାର ଶେଷ ହୋଇଛି। ସକାଳେ ବଲାଙ୍ଗୀର ସହରର ସମଲେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ, ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ ସହ ରାଜେନ୍ଦ୍ର…
ଥଣ୍ଡା ପାନୀୟ ଜଳ ଯାନର ଶୁଭାରମ୍ଭ
ଭୁବନେଶ୍ୱର,୮।୮: ଜିନ୍ଦଲ ଷ୍ଟିଲ୍ ଆଣ୍ଡ୍ ପାୱାର (ଜେଏସ୍ପି)ର ସାମାଜିକ ଅନୁଷ୍ଠାନ ଜେଏସ୍ପି ଫାଉଣ୍ଡେଶନ ପକ୍ଷରୁ ସୋମବାର ଏକ ଥଣ୍ଡା ପାନୀୟ ଜଳ ସେବା ଯାନର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର…
ବିଶ୍ୱବ୍ୟାପୀ ୧୦୦ କୋଟି ଡଲାର ଆୟ କଲା ‘ବାର୍ବି’
ମୁମ୍ବାଇ: ମାର୍ଗଟ ରୋବି ଏବଂ ଆରୟନ୍ ଗ୍ଲସିଂଙ୍କ ଅଭିନୀତ ଫାଣ୍ଟାସି କମେଡି ଫିଲ୍ମ ‘ବାର୍ବି’ ରିଲିଜ୍ ହେବାର ତୃତୀୟ ସପ୍ତାହରେ ବିଶ୍ୱବ୍ୟାପି ବକ୍ସ ଅଫିସରେ ୧ ବିଲିୟନ୍ ଡଲାର ଅତିକ୍ରମ କରିଛି। ଏନେଇ ଫିଲ୍ମ ନିର୍ଦ୍ଦେଶକ ଗ୍ରେଟା ଗେରୱିଗ ଇନ୍ଷ୍ଟାଗ୍ରାମରେ ଏକ ପୋଷ୍ଟ…
ଗର୍ଭଧାରଣ କଲେ ସମଲିଙ୍ଗୀ ଯୋଡ଼ି
ସିଓଲ: ନିକଟରେ ୨ ଜଣ ଝିଅଙ୍କ ପ୍ରେମ କାହାଣୀ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଦୁହେଁ କିଛି ବର୍ଷ ତଳେ ବିବାହ କରିଥିବାବେଳେ ଏବେ ସେ ମା’ ହେବାକୁ ଯାଉଥିବା ନେଇ ଫଟୋ ଶେୟାର କରିଛନ୍ତି। ସେମାନଙ୍କ ପାଇଁ ଏହା…
ଯୁବପିଢ଼ି ବିବେକାନୁମୋଦିତ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ
ଜଗତସିଂହପୁର, ୮ା୮(ପ୍ରମୋଦ କୁମାର ନାୟକ): ଗଣମାଧ୍ୟମଠାରୁ ସାମ୍ବାଦିକତାର ମହତ୍ତ୍ୱ ଶିଖିବାର ଅଛି, ଯାହା ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀଙ୍କ ନିର୍ଭୀକତା ଓ ସ୍ପଷ୍ଟବାଦିତାରୁ ସ୍ପଷ୍ଟ ଅନୁମେୟ। ତାଙ୍କ ସମ୍ପାଦକୀୟ ଅନେକ ସମୟରେ ଓଡ଼ିଶାରେ ହଟଚମଟ ସୃଷ୍ଟି କରିଥାଏ। ସ୍ପଷ୍ଟ କଥା ଉଲ୍ଲେଖ…
ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୮।୮ :କ୍ରମାଗତ ୨ୟ ଦିନ ଲାଗି ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ(ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ…
ମିଶୋ ପ୍ରଥମ ଭାରତୀୟ ଭୂସମାନ୍ତର ଇ-ବାଣିଜ୍ୟ କମ୍ପାନୀ
ଭୁବନେଶ୍ୱର,୮।୮ : ଦେଶର ପ୍ରମୁଖ ଇ-କମର୍ସ କମ୍ପାନୀ ମିଶୋ ଭାରତର ପ୍ରଥମ ଭୂସମାନ୍ତର ଇ-ବାଣିଜ୍ୟ କମ୍ପାନୀ ଭାବେ ମାନ୍ୟତା ଲାଭ କରିଛି। ବିଶେଷ କରି ବିଗତ ୧୨ମାସ ମଧ୍ୟରେ ମିଶୋର ଉଲ୍ଲେଖନୀୟ ଅଭିବୃଦ୍ଧି ସହ ଅର୍ଡର ପରିମାଣ ୪୩% ବୃଦ୍ଧି ପାଇ ଏକ…
ବେଦାନ୍ତ ଆଲୁମିନିୟମରେ ନୂତନ ନୀତି ପ୍ରଣୟନ
ଭୁବନେଶ୍ୱର,୮।୮ (ଅଭୟ ଦାଶ) :ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ନୂତନ ନୀତି ‘ ନ୍ୟୁ ଜେଣ୍ଡର ରିଆଫାରମେଶନ ପଲିସି’ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀରେ କାର୍ଯ୍ୟରତ ଏଲ୍ଜିବିଟିକ୍ୟୁ+କର୍ମଚାରୀଙ୍କ ପାଇଁ ଗ୍ରାଉଣ୍ଡ ବ୍ରେକିଂ ଜେଣ୍ଡର ରିଆଫାରମେଶନ ପ୍ରମାଣପତ୍ର ଓ…
ଆକ୍ସିସ୍ ବ୍ୟାଙ୍କ ସହ ଅଲ୍ଟିଗ୍ରିନର ସହଭାଗିତା
ଭୁବନେଶ୍ୱର,୮।୮ : ଆକ୍ସିସ୍ ବ୍ୟାଙ୍କ ଏବଂ ଅଲ୍ଟିଗ୍ରିନ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକମାନଙ୍କୁ ସୁହାଇବା ଭଳି ସ୍ବତନ୍ତ୍ର ଫାଇନାନ୍ସ ସୁବିଧା ପ୍ରଦାନ କରିବାସହ କାରବାର ବୃଦ୍ଧି ଆଦି ସମ୍ପର୍କରେ ଉକ୍ତ ସହଭାଗିତା ସ୍ଥାପନ…
Archives


