Home Left

ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ ହେଲେ ୪.୧୩ ଲକ୍ଷ ଆବେଦନକାରୀ

ଭୁବନେଶ୍ବର, ୮ା୮(ସୁନିତ୍‌ ମିଶ୍ର): ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅଧିକ ୪ ଲକ୍ଷ ୧୩ ହଜାର ଆବେଦନକାରୀଙ୍କୁ ରାଜ୍ୟ ସରକାର ସାମିଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆବେଦନଗୁଡ଼ିକୁ ସୋମବାର ମଞ୍ଜୁର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଜିଲା ଗସ୍ତ ସମୟରେ…

ପାଣିଭାର ଆଣିବାକୁ ଯାଇ ୨ କାଉଡ଼ିଆ ନିଖୋଜ

ଖଇରା, ୮।୮(ଉତ୍କଳବନ୍ଧୁ ପଣ୍ଡା): ଶ୍ରାବଣ ସୋମବାର ଘଟିଛି ଏକ ଅଘଟଣ। ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ସାନଜୟୀପୁର ଗ୍ରାମର ବାବା ସର୍ବେଶ୍ୱରଙ୍କଠାରେ ଜଳଲାଗି ପାଇଁ ସାଳନ୍ଦୀରୁ ପାଣି ଉଠାଇବା ଲାଗି ଯାଇଥିବା ଦୁଇ କାଉଡିଆ ନିଖୋଜ ହୋଇଯାଇଛନ୍ତି।…

ଭବାନୀପାଟଣାରୁ ଭୁବନେଶ୍ବରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୮।୮(ଅସମାପିକା ସାହୁ): ଖୁବ୍‌ଶୀଘ୍ର କଳାହାଣ୍ଡି ଜିଲାକୁ ବିମାନ ଉଡ଼ିବ। ଭବାନୀପାଟଣାସ୍ଥିତ ଉତ୍କେଲା ବିମାନବନ୍ଦରକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ଅନୁମତି ଦେବା ସହ ବିମାନ ଚଳାଚଳ ନେଇ ସୋମବାର ଲାଇସେନ୍ସ ପ୍ରଦାନ କରାଯାଇଛି। ଡିଜିସିଏର ଏହି ଅନୁମତି ପରେ ମୁଖ୍ୟମନ୍ତ୍ରୀ…

ଭାରତ, ଓଡ଼ିଶା ମୁଖ୍ୟଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୮(ସତ୍ୟଜିତ୍‌ ରାଉତ): ଅତି କମ୍‌ ସମୟ ମଧ୍ୟରେ ବହୁଗୁଣ ଅର୍ଥ ଲାଭର ପ୍ରଲୋଭନ ଦେଖାଇ ଦେଶବ୍ୟାପୀ ୧ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କ୍ରିପ୍ଟୋ ପୋଞ୍ଜି ସ୍କାମ୍‌ ହୋଇଛି। ‘ଏସ୍‌ଟିଏ କ୍ରିପ୍ଟୋ ଟୋକନ୍‌’ ନାଁରେ ଲୋକଙ୍କୁ ଭୁଆଁ ବୁଲାଯାଇ ଏହି ବଡ଼…

ଅବସର ନେଲେ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର

କଟକ,୭ା୮(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଡ. ଏସ୍‌. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ଓଡ଼ିଶା ତଥା ଦେଶର ନ୍ୟାୟିକ ବ୍ୟବସ୍ଥାରେ ସେ ଏକ ଆନ୍ଦୋଳନ ସୃଷ୍ଟି କରିଥିବାବେଳେ ତାଙ୍କ କାର୍ଯ୍ୟକାଳ ସମୟରେ ଓଡ଼ିଶା ହାଇକୋର୍ଟ ସମଗ୍ର…

ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର, ୮ା୮(ଅସମାପିକା ସାହୁ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆଇଟିଆଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ଖାରବେଳ ଭବନ ପରିସରରେ ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ‘ବର୍ଜ୍ୟବସ୍ତୁରୁ ସମ୍ପଦ’ ଆରମ୍ଭ ହୋଇଛି। ସୋମବାର ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ…

ପିଏମ୍‌ଏଲ୍‌-ଏନ୍‌ ଜିତିଲେ ନଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ହେବେ

ଲାହୋର,୮ା୮: ଆସନ୍ତା ନଭେମ୍ବର ମାସରେ ହେବାକୁ ଥିବା ପାକିସ୍ତାନର ସାଧାରଣ ନିର୍ବାଚନରେ ଯଦି ଶାସକ ପିଏମ୍‌ଏଲ୍‌-ଏନ୍‌ କ୍ଷମତାକୁ ଫେରେ ତେବେ ନଓ୍ବାଜ ଶରିଫ୍‌ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ତାଙ୍କ ଭାଇ ତଥା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ କହିଛନ୍ତି। ଲାହୋରଠାରୁ ୫୦…

ଡେଟା ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୮ା୮: ମଣିପୁର ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନଙ୍କ ସ୍ଲୋଗାନବାଜି ମଧ୍ୟରେ ସୋମବାର ଲୋକ ସଭାରେ ଡିଜିଟାଲ ବ୍ୟକ୍ତିଗତ ଡେଟା ସୁରକ୍ଷା ବିଲ୍‌ ଗୃହୀତ ହୋଇଛି। ବିରୋଧୀ ସଦସ୍ୟ ଏଥିରେ କେତେକ ସଂଶୋଧନ ଦାବି ଲାଗି ପ୍ରସ୍ତାବ ଦେଇଥିଲେ ହେଁ ତାହା ଧ୍ୱନି ମତରେ ଖାରଜ…

ଦେଶରେ ବାଘସଂଖ୍ୟା ୩,୬୮୨କୁ ବୃଦ୍ଧି

ନୂଆଦିଲ୍ଲୀ,୮ା୮: ୨୦୦୬ରେ ଭାରତରେ ୧,୪୧୧ ବାଘ ଥିବାବେଳେ ୨୦୨୨ରେ ଏହା ୩,୬୮୨କୁ ବୃ୍‌ଦ୍ଧି ପାଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଷନ ରେଡ୍ଡୀ ଉପରୋକ୍ତ ଉତ୍ତର ରଖିଥିଲେ। ଜନସାଧାରଣଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଦେଶର…

୧୦୦ କି.ମି.ରୁ ତଳକୁ ଖସିବା ଚନ୍ଦ୍ରୟାନ-୩ ପାଇଁ କଠିନ ହେବ

ବେଙ୍ଗାଲୁରୁ,୮ା୮: ଚନ୍ଦ୍ରୟାନ-୩ ବର୍ତ୍ତମାନ ପର୍ଯ୍ୟନ୍ତ ଠିକ୍‌ଠାକ୍‌ ଚାଲିଛି। ଲୁନାର କକ୍ଷସ୍ଥଳ ଶହେ କି.ମିରୁ ତଳକୁ ଖସାଇବା କଠିନ ହେବ ବୋଲି ଇସ୍ରୋ ମୁଖ୍ୟ ଏସ୍‌ ସୋମନାଥ କହିଛନ୍ତି। ଚନ୍ଦ୍ରଯାନ ତା’ର ନିମ୍ନ କକ୍ଷ ପଥରେ ୧୭ ତାରିଖରେ ପହଞ୍ଚିବ। ଚଳିତ ଥର ଏହା…

ଟ୍ରେନ୍‌ରେ ଗୁଳିକାଣ୍ଡ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ ସାମ୍ପ୍ରଦାୟିକ ଶତ୍ରୁତା ଧାରା ଲାଗିଲା

ମୁମ୍ମାଇ,୮ା୮:ଜୟୁପର-ମୁମ୍ବାଇ ସୁପରପାଷ୍ଟ ଏକ୍ଟପ୍ରେସରେ ଗତମାସ ୩୧ରେ ଆରପିଏଫ କନଷ୍ଟେବଳ ଚେତନ ସିଂ ତାଙ୍କ ସିନିୟର ଅଫିସର ଏଏସଆଇ ଟିକାରାମ ମୀନାଙ୍କ ସମେତ ଚାରିଜଣଙ୍କୁ ଗୁଳିମାରି ହତ୍ୟା କରିଥିଲେ। ତାଙ୍କ ବିରୋଧରେ ଏବେ ସାମ୍ପ୍ରଦାୟିକ ଶତ୍ରୁତା ଉସୁକାଇବା ଭଳି ଧାରା ଲାଗିଥିବା ରେଳବାଇ…

ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ କମାଣ୍ଡର ନିହତ

ଶ୍ରନଗର, ୮ା୮: ଜାମ୍ମୁ କାଶ୍ମୀରର ପୁଞ୍ଜ ସେକ୍ଟରରେ ସୋମବାର ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ ମୁଜାହିଦ୍ଦିନ ସଂଗଠନର ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ପୁଞ୍ଚ୍‌ ଜିଲ୍ଲା ଅନ୍ତର୍ଗତ ବାଗଲାଦ୍ରାର ମୁନୀର ହୁସେନ। ସେ ୧୯୯୩ରେ ପିଓକେ ଯାଇ ଅସ୍ତ୍ରଚାଳନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri