ମଣିପୁର ହିଂସା ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଜାରି, ପ୍ରଭାବିତ ପ୍ରତ୍ୟେକ ଜିଲାରେ ଗଠନ ହେବ ୬ ଏସ୍ଆଇଟି
ନୂଆଦିଲ୍ଲୀ,୭।୮: ମଣିପୁର ହିଂସା ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଆଟର୍ଣ୍ଣି ଜେନେରାଲ ଭେଙ୍କଟରମଣି କହିଛନ୍ତି ଯେ, ୬୫୦୦ ଏଫଆଇଆର୍ ଶ୍ରେଣୀଭୁକ୍ତ ହୋଇ କୋର୍ଟରେ ଉପଲବ୍ଧ କରାଯାଇଛି। ଆମକୁ ଏହି ବିଷୟକୁ ଅତି ପରିପକ୍ୱ ଭାବରେ ଦେଖିବା ଆବଶ୍ୟକ। ଆମେ ବିଭିନ୍ନ ପ୍ରକାରର…
ଟୁଇଟର ପ୍ରୋଫାଇଲ ପରିବର୍ତ୍ତନ କଲେ ରାହୁଲ
ନୂଆଦିଲ୍ଲୀ,୭।୮: ମୋଦି ଉପନାମ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ସଂସଦର ସଦସ୍ୟତା ପଦ ଫେରିପାଇଛନ୍ତି। ସଦସ୍ୟତା ପଦ ଫେରିବା ପରେ ହେବା ପରେ ସେ ଲୋକ ସଭାରେ ପହଞ୍ଚିଥିଲେ। ଏହି ସମୟରେ ସେ…
ନିଆରା ଢଙ୍ଗରେ ଭାରତ ବନ୍ଦ ପାଳନ: ଆନ୍ଦୋଳନ କଲେ, ରାସ୍ତାଘାଟ ସଫେଇ ବି କଲେ
ଦାରିଙ୍ଗବାଡ଼ି,୭ା୮(ଅରୁଣ ସାହୁ): ଆଦିବାସୀଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାର ଓ ସେମାନଙ୍କ ବିରୋଧରେ ସଂସଦରେ ପ୍ରଣୟନ କରାଯାଉଥିବା ବିଭିନ୍ନ ଆଇନକୁ ବିରୋଧ କରି ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦର ଭାରତ ବନ୍ଦ ପାଳନ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ବନ୍ଦର…
ଜେଲରେ ଇମ୍ରାନଙ୍କୁ ମିଳୁଛି ବି କ୍ଲାସ ସୁବିଧା, ଓକିଲଙ୍କ ସହ ଭେଟିବାକୁ ନାହିଁ ଅନୁମତି
ଇସଲାମାବାଦ,୭।୮: ତୋସାଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାଁ ଅଟକ ଜେଲରେ ରହିଛନ୍ତି। ଏବେ ତାଙ୍କ ପାର୍ଟି ପିଟିଆଇ ଅଭିଯୋଗ କରିଛି ଯେ ଖାଁଙ୍କୁ ଜେଲରେ ବି-ଶ୍ରେଣୀର…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଟର୍ଚ୍ଚ ଲାଇଟରେ ଚିକିତ୍ସା
ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): ବିଦ୍ୟୁତ୍ ନ ଥିବାରୁ ଅନ୍ଧାରରେ ଚିକିତ୍ସା କରୁଛନ୍ତି ଡାକ୍ତର। ଏହା କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ, ଏଭଳି ଚିତ୍ର ଦେଖିବାକୁ ମିଳିଛି ଖୋଦ କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ। ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଅନ୍ଧାରରେ…
ଚାଇନାଠାରୁ ଅର୍ଥ ନେଇ ମୋଦିଙ୍କ ବିରୋଧରେ ହେଉଛି କ୍ଷେତ୍ର ପ୍ରସ୍ତୁତ,ନ୍ୟୁଜ କ୍ଲିକ-କଂଗ୍ରେସ ବିରୋଧରେ ଅଭିଯୋଗ ଆଣିଲେ ନିଶିକାନ୍ତ
ନୂଆଦିଲ୍ଲୀ,୭।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନରେ ଲୋକ ସଭାରେ ମିଡିଆ ପୋର୍ଟାଲ ନ୍ୟୁଜ କ୍ଲିକର ପ୍ରସଙ୍ଗ ଉଠିଛି। ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ନିଶିକାନ୍ତ ଦୁବେ ଅଭିଯୋଗ କରିଛନ୍ତି କି ନ୍ୟୁଜ କ୍ଲିକକୁ ଚାଇନାରୁ ଫଣ୍ଡିଂ ମିଳୁଛି ଓ ଏହି ପୋର୍ଟାଲ ଦେଶ…
ଲଗାଣ ବର୍ଷା ବିତ୍ପାତ: ଭାଙ୍ଗିଛି ଶତାଧିକ କଚ୍ଚା ଘର
ଅମରପାଲି,୭ା୮(ପୀତାମ୍ବର ସାହୁ): ନିକଟରେ ହୋଇଥିବା ଲଗାଣ ବର୍ଷା ପ୍ରଭାବରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅନେକ ରାସ୍ତାଘାଟ ଧୋଇ ହୋଇଯିବା ସହିତ ପୋଲ ଓ ଆପ୍ରୋଚ ରାସ୍ତା ମଧ୍ୟ ଭାଙ୍ଗିଯାଇଛି। ବର୍ଷା ପ୍ରଭାବରେ ସବୁଠୁ ବେଶୀ ପ୍ରଭାବିତ…
ପଲିଥିନ ତଳେ ବିତୁଛି ଜୀବନ
ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): ୫ ବର୍ଷ ଧରି ସେ କଳାହାଣ୍ଡି ପୋଲିସରେ ଗୃହରକ୍ଷୀ (ହୋମଗାର୍ଡ) ଭାବେ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ବାପାଙ୍କ ମୃତ୍ୟୁ ଓ ଦେହ ଅସୁସ୍ଥତା ଯୋଗୁ ଗୃହରକ୍ଷୀ ଚାକରି ଛାଡି ଦେଇଥିଲେ। ପରେ ତାଙ୍କ ୨ ଛୋଟ…
ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା
ରାଉରକେଲା,୭।୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲାରେ କାର୍ଯ୍ୟରତ ରେଳ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକଙ୍କ ରେଲେଔ କଲୋନୀରେ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ରେଲଓ୍ବେ କଲୋନୀର ସାନିଟାଇଜେଶନ ସହିତ ରେଳ କର୍ମଚାରୀଙ୍କ ସ୍ବାସ୍ଥ୍ୟସେବା ନିର୍ଭର କରୁଛି। କଲୋନୀରେ ରେଳ…
୨୦୧୯ର ଦ୍ୱିତୀୟ ରନର୍ସ ଅପ୍ ଏଥରର ୱିନର୍
ଭୁବନେଶ୍ୱର,୭ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍ ମିଟ୍ ୨୦୨୩’ ରବିବାର ଶେଷ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍ଠାରେ ଚାଲିଥିବା ଏହି ପ୍ରତିଯୋଗିତାରେ ଜୁନିୟର ବର୍ଗରେ କଟକ ସିଡିଏ ସ୍ଥିତ…
ଜାତୀୟସ୍ତରର ବାନ୍ଧଶିଳ୍ପୀ ପ୍ରହଲ୍ଲାଦ ମେହେର
ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ) : ଦେଶ ବିଦେଶରେ ହସ୍ତତନ୍ତ କ୍ଷେତ୍ରରେ ସୁବର୍ଣ୍ଣପୁର ଜିଲାର ପ୍ରସିଦ୍ଧି ରହିଛି। ପ୍ରହଲ୍ଲାଦ ମେହେର(୬୨) ଏହି ଜିଲାର ଜଣେ ପ୍ରସିଦ୍ଧ ବାନ୍ଧଶିଳ୍ପୀ। ସୁବର୍ଣ୍ଣପୁର ସହର ଷ୍ଟେଟ୍ବ୍ୟାଙ୍କ୍ ରୋଡ୍ରେ ତାଙ୍କ ଘର। କୌଳିକ ବୃତ୍ତି ଭାବେ ଛୋଟବେଳୁ ବାନ୍ଧକଳାକୁ ସେ…
ଆଜି ଜାତୀୟ ହସ୍ତତନ୍ତ ଦିବସ: ଶାଢ଼ିରେ ବ୍ୟବହାର ହେଉଛି ପ୍ରାକୃତିକ ରଙ୍ଗ
ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ପ୍ରାୟ ୨୦ ପ୍ରତିଶତ ଲୋକ ବୁଣାବୁଣି ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରନ୍ତି। ହାତବୁଣା ଲୁଗାର ଚାହିଦାକୁ ଦେଖି ସୁବର୍ଣ୍ଣପୁର ଜିଲାର ବୁଣାକାରମାନେ ଉନ୍ନତ ଡିଜାଇନ୍ର ପାଟଶାଢ଼ି ବୁଣୁଛନ୍ତି। ଏଠାକାର ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ…
Archives


