Home Left

ମିଠା ଦୋକାନରେ ବିକ୍ରି ହେଉଛି ଟମାଟୋ, ଦାମ ରସଗୋଲା-ଲଡୁଠାରୁ ଅଧିକ…

କୋରବା,୫।୮ : ଦେଶରେ ଟମାଟୋ ଦାମ ଆକାଶ ଛୁଆଁ ହୋଇଛି। ପ୍ରତିଦିନ ଟମାଟୋ ନେଇ ରୋଚକ ଖବର ମିଳିବାରେ ଲାଗିଛି। ସମ୍ପ୍ରତି ଝାଡ଼ଖଣ୍ଡର କୋରବା ଅଞ୍ଚଳରେ ଏକ ମିଠା ଦୋକାନରେ ବିଭିନ୍ନ ମିଠା ସହିତ ଟମାଟୋ ମଧ୍ୟ ବିକ୍ରି ହେଉଛି। ଦୋକାନରେ…

ଖବର ପ୍ରକାଶ ପରେ ଚେତିଲେ, ରାସ୍ତାରେ ବିଛାଗଲା ବଜୁରୀ

କଣ୍ଟିପାଳ,୫ା୮(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର ଚମର୍ଦା ଗାଁର ‘କର୍ଦ୍ଦମାକ୍ତ ରାସ୍ତାରେ ପିଲାମାନେ ସ୍କୁଲ ଯିବା’ ଶୀର୍ଷକ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଏହି କର୍ଦ୍ଦମାକ୍ତ ରାସ୍ତାରେ ବଜୁରୀ ଗୁଣ୍ଡ…

ବିଦ୍ୟୁତ୍‌ କାମ କରୁଥିବା ବେଳେ ଲାଗିଲା କରେଣ୍ଟ, ଅସ୍ଥାୟୀ କର୍ମଚାରୀଙ୍କ ମୃତ୍ୟୁ

କୋରାପୁଟ,୫ା୮(ଅମିତାଭ ବେହେରା): ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏମିତି ଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି କୋରାପୁଟ ବ୍ଲକ ମାନବାର ପଞ୍ଚାୟତର କମାରଗୁଡ଼ାରେ। ଏହି ଗାଁର ପର୍ଶୁରାମ ପାଙ୍ଗି ବୟସ(୨୫) କୋରାପୁଟ ବିଦ୍ୟୁତ…

ନବବଧୂ ମୃତ୍ୟୁ ଘଟଣା: ଜେଲ୍‌ ଗଲେ ସ୍ବାମୀ, ଶାଶୁ-ଶ୍ୱଶୁର

ଗଞ୍ଜାମ,୫ା୮(ବିଦ୍ୟାଧର ସାହୁ): ବିବାହର ତିନି ମାସ ନ ପୂରୁଣୁ ଶାଶୁଘର ଲୋକେ ଦେଇଥିଲେ ଯୌତୁକ ନିର୍ଯାତନା। ଏହାକୁ ସହ୍ୟ କରି ନ ପାରି ଶେଷରେ ବିଷ ପିଇ ଜୀବନ ହାରିଥିଲେ ଜଣେ ନବବଧୂ l ଏନେଇ ଝିଅ ବାପଘର ପକ୍ଷରୁ ହୁମା…

୫ ମୋବାଇଲ ଜବତ, ଯୁବକ ଗିରଫ

ଭୁବନେଶ୍ୱର,୫ା୮(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ସ୍ଥାନରୁ ମୋବାଇଲ ଚୋରି କରିବା ପରେ ସେଗୁଡ଼ିକୁ କମ୍‌ ଟଙ୍କାରେ ବିକ୍ରି କରୁଥିବା ବେଳେ ଶହୀଦନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର…

ଟମାଟୋ କିଣାକୁ ନେଇ ଛୁରାମାଡ଼, ଦୁଇ ଗିରଫ

ଘସିପୁରା/ଆନନ୍ଦପୁର,୫ା୮(ନିରଞ୍ଜନ ସାହୁ/ସନ୍ତୋଷ ରାଉତ): ଘସିପୁରା ଥାନା ବାଲିପାଳ ହାଟ ପଡ଼ିଆରେ ଛୁରାମାଡ଼ ଘଟଣାକୁ ନେଇ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ନୀତିନ ନାୟକ ଓରଫ ଫୁକୁନ ଓ ହାତୀ ଓରଫ ହରେକୃଷ୍ଣ ନାୟକ। ଶୁକ୍ରବାର…

ଦିନିକିଆ ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆର ଅଡ଼ୁଆ ବଢ଼ିଲା

ନୂଆଦିଲ୍ଲୀ,୫।୮: ଆଇସିସି ଦିନିକିଆ ବିଶ୍ୱକପ୍‌ ୨୦୨୩ ଆରମ୍ଭ ହେବାକୁ ଖୁବ୍‌ କମ୍‌ ସମୟ ଅଛି। ଏହା ପୂର୍ବରୁ ଅଷ୍ଟ୍ରେଲିଆ ଟିମ୍‌ ଚିନ୍ତାରେ ପଡ଼ିଛି। କାରଣ ଅଧିନାୟକ ପ୍ୟାଟ୍‌ କମିନ୍ସଙ୍କ ହାତରେ ଲାଗିଥିବା ଆଘାତ ଭଲ ହୋଇନାହିଁ। ଏଥିପାଇଁ ସେ ବିଶ୍ୱକପ୍‌ ପୂର୍ବରୁ…

ଦାବି ପୂରଣ ନ ହେଲେ ବିଦ୍ୟାଳୟରେ ପଡ଼ିବ ତାଲା, ଚେତାବନୀ ଦେଲେ ଶିକ୍ଷକ

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ପକ୍ଷରୁ ଶନିବାର ବିକ୍ଷୋଭ ଓ ଶୋଭାଯାତ୍ରା କରି ବିଭିନ୍ନ ଦାବି କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କରଙ୍କୁ ପ୍ରଦାନ କରିଥିବା…

ଆଦା ଶର୍ମାଙ୍କୁ ସ୍କିନ ଆଲର୍ଜି, ସୋସିଆଲ ମିଡିଆରେ କଲେ ଶେୟାର…

ମୁମ୍ବାଇ : ଅଭିନେତ୍ରୀ ଆଦା ଶର୍ମା ନିଜ ଅଭିନୟ ମାଧ୍ୟମରେ ସମସ୍ତଙ୍କ ହୃଦୟ ଜିଣିଛନ୍ତି। ବିବାଦୀୟ ଚଳଚ୍ଚିତ୍ର ‘କେରଳ ଷ୍ଟୋରୀର ଅଭିନେତ୍ରୀ ଆଦା ଶର୍ମା ଆଜିକାଲି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଭିନେତ୍ରୀ ଏହା କହିଛନ୍ତି, ତାଙ୍କ ସ୍କିନରେ ଆଲର୍ଜି ହୋଇଛି, ଯାହାକି…

ଏକତାଙ୍କ ଶୋ’ରେ ନୂଆ ନାଗିନ୍‌ ହେବେ ଏହି ଅଭିନେତ୍ରୀ

ବମ୍ବେ: କଲର୍ସ ଚ୍ୟାନେଲରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ମଧ୍ୟରୁ ‘ନାଗିନ’ ଅନ୍ୟତମ। ଏବେ ଏହାର ଷଷ୍ଠ ସିଜନ ଅନ୍ତିମ ଚରଣରେ ପହଞ୍ଚିଥିବା ବେଳେ ସପ୍ତମ ସିଜନ ଲାଗି ନାୟିକା ଖୋଜା ସରିଲାଣି। ସେ ଆଉ କେହି ନୁହନ୍ତି ବିଗ୍‌ବସ୍‌ ୧୬ର ଚର୍ଚ୍ଚିତ…

ଲଳିତ ମୋଦିଙ୍କ ସହ ସମ୍ପର୍କକୁ ନେଇ ନିରବତା ଭାଙ୍ଗିଲେ ସୁସ୍ମିତା

ବମ୍ବେ: ଫିଲ୍ମ ‘ତାଲି’କୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ। ଟ୍ରାନ୍ସଜେଣ୍ଡର ଆକ୍ଟିଭିଷ୍ଟ ଗୌରୀ ସାଓ୍ବନ୍ତଙ୍କ ଉପରେ ନିର୍ମିତ ଏହି ବାୟୋପିକରେ ନଜର ଆସିବେ ସେ। ଅଭିନେତ୍ରୀ ଭାବେ ଏଭଳି ଚରିତ୍ର କରିବା ସୁସ୍ମିତାଙ୍କ ପାଇଁ ବେଶ ଚ୍ୟାଲେଞ୍ଜିଂ…

ଦାବି ନ ମାନିଲେ ୧୬ରୁ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମିଳିତ ଶିକ୍ଷକ ସଙ୍ଘ ପକ୍ଷରୁ ୪ ଦଫା ଦାବି ନେଇ ଏକ ବିରାଟ ପଦଯାତ୍ରା ଶନିବାର ଅନୁଷ୍ଠିତ ହୋଇଥିଲା। କେସିଙ୍ଗା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ମାଧ୍ୟମରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ସଂଘ ସଭାପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri